Latest Odisha News

BREAKING NEWS

Browsing Category

ଖେଳ

ବିଶ୍ୱ ଶୁଟିଂ ଚାମ୍ପିୟନଶିପରେ ବ୍ରୋଞ୍ଜ ପଦକ ସହ ଅଲିମ୍ପିକ କୋଟା ହାସଲ କଲେ ଅଖିଳ

ନୂଆଦିଲ୍ଲୀ: ଭାରତୀୟ ଶୁଟର ଅଖିଳ ଶ୍ୟାରାଣ ଆଗାମୀ ଅଲିମ୍ପିକ୍ସ ପାଇଁ ଭାରତ ପକ୍ଷରୁ ୧୧ତମ କୋଟା ହାସଲ କରିଛନ୍ତି । ବାକୁରେ ଚାଲିଥିବା ବିଶ୍ୱ ଶୁଟିଂ ଚାମ୍ପିୟନଶିପରେ ସେ ପୁରୁଷ ୫୦ ମିଟର ଥ୍ରୀ ପୋଜିଶନ ଇଭେଂଟରେ ବ୍ରୋଞ୍ଜ ପଦକ ହାସଲ କରିଥିଲେ । ଏହା ପୂର୍ବରୁ ୫୦ ମିଟର ଥ୍ରୀ ପୋଜିଶନ ରାଇଫଲ…

ଏସିଆ କପ କ୍ରିକେଟ: ବୁମରାହ ହୋଇପାରନ୍ତି ଉପ ଅଧିନାୟକ, ବିଶ୍ୱକପକୁ ଆଖି ଆଗରେ ରଖି ହେବ ଦଳ ଚୟନ

ନୂଆଦିଲ୍ଲୀ: ଏସିଆ କପ କ୍ରିକେଟ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯିବ । ବିଶ୍ୱକପକୁ ଦୃଷ୍ଟିରେ ରଖି ଦଳ ଚୟନ କରାଯିବ ବୋଲି ଆଶା କରାଯାଉଛି । ଚୟନ କମିଟି ମୂଖ୍ୟ ଅଜିତ ଅଗରକରଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହେବ । ରିପୋର୍ଟ ମୁତାବକ ଯଶପ୍ରୀତ…

ମହିଳା ବିଶ୍ୱକପ ଫୁଟବଲ: ପ୍ରଥମ ଥର ପାଇଁ ଟାଇଟଲ ହାସଲ କଲା ସ୍ପେନ

ମେଲବୋର୍ଣ୍ଣ: ସ୍ପେନ ମହିଳା ବିଶ୍ୱକପ ଫୁଟବଲ ୨୦୨୩ ସଂସ୍କରଣର ଚାମ୍ପିୟନ ହୋଇଛି । ରବିବାର ଅନୁଷ୍ଠିତ ହାଇ ଭୋଲଟେଜ ଫାଇନାଲରେ ସ୍ପେନ ୧-୦ ଗୋଲରେ ଇଂଲଣ୍ଡକୁ ପରାସ୍ତ କରି ପ୍ରଥମ ଥର ପାଇଁ ଏହି ମେଗା ଇଭେଂଟରେ ଚାମ୍ପିୟନ ହୋଇଛି । ଇଂଲଣ୍ଡ ରନର୍ସଅପରେ ସନ୍ତୁଷ୍ଟ ରହିବାକୁ ବାଧ୍ୟ ହୋଇଛି । ଏହି…

ପୁନର୍ବାର ବଦଳିପାରେ ବିଶ୍ୱକପ କ୍ରିକେଟ କାର୍ଯ୍ୟସୂଚୀ

ହାଇଦ୍ରାବାଦ: ଭାରତରେ ହେବାକୁ ଥିବା ଦିନିକିଆ କ୍ରିକେଟ ବିଶ୍ୱକପ କାର୍ଯ୍ୟସୂଚୀରେ ପୁନର୍ବାର ପରିବର୍ତନ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ କ୍ରମାଗତ ୨ ଦିନ ମ୍ୟାଚ ହେବାକୁ ଥିବାରୁ ଏହାର ଆୟୋଜନ ନେଇ ଅକ୍ଷମତା ପ୍ରକାଶ କରିଛି । ଏଥିନେଇ ଆସୋସିଏଶନ…

ଡୁରାଣ୍ଡ କପ ଫୁଟବଲ: ଓଡିଶା ବିଦା

ଭୁବନେଶ୍ୱର: କୋକ୍ରାଝରର ସାଇ ଷ୍ଟାଡିୟମରେ ଅନୁଷ୍ଠିତ ଡୁରାଣ୍ଡ କପ ଫୁଟବଲରେ ଶନିବାର ଓଡିଶାର ଅଭିଯାନ ଶେଷ ହୋଇଛି । ନକଆଉଟ ପର୍ଯ୍ୟାୟ ପ୍ରବେଶ ଆଶା ଉଜ୍ଜୀବୀତ ରଖିବା ପାଇଁ ଓଡିଶାକୁ ଏହି ମ୍ୟାଚରେ ବିଜୟ ଜରୁରୀ ଥିଲା । ତେବେ ଓଡିଶା ନୈରାଶ୍ୟଜନକ ପ୍ରଦର୍ଶନ କରି ଆସାମର ବୋଡୋଲାଣ୍ଡ ଏଫସି…

ଦିନିକିଆ ବିଶ୍ୱକପ କ୍ରିକେଟ: ଉନ୍ମୋଚିତ ହେଲା ମାସ୍କଟ

ନୂଆଦିଲ୍ଲୀ: ଭାରତରେ ଦିନିକିଆ ବିଶ୍ୱକପ କ୍ରିକେଟ ୫ ଅକ୍ଟୋବର ୧୯ ନଭେମ୍ବର ପର୍ଯ୍ୟନ୍ତ ଖେଳାଯିବ । ଏଥିପାଇଁ ଶନିବାର ଏହାର ମାସ୍କଟ ଉନ୍ମୋଚନ କରାଯାଇଛି । ୧୯ ବର୍ଷରୁ କମ ବିଶ୍ୱକପରେ ଭାରତକୁ ବିଜୟୀ କରାଇଥିବା ୟଶ ଢ଼ୁଲ ଏବଂ ଶେଫାଳୀ ବର୍ମା ମିଳିତ ଭାବେ ଏହାକୁ ଉନ୍ମୋଚନ କରିଥିଲେ । ଏହା…

ଫିଫା ମହିଳା ବିଶ୍ୱକପ : ସ୍ୱୀଡେନକୁ ବ୍ରୋଞ୍ଜ

ମେଲବୋର୍ଣ୍ଣ: ଚଳିତ ମହିଳା ବିଶ୍ୱକପ ଫୁଟବଲ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ଶନିବାର ସ୍ୱୀଡେନ ବ୍ରୋଞ୍ଜ ପଦକ ହାସଲ କରିଛି । ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମୁକାବିଲାରେ ସ୍ୱୀଡେନ ୨-୦ ଗୋଲରେ ଆୟୋଜକ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା । ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ଫ୍ରେଡଲିନା ରୋଲଫଙ୍କ ଗୋଲ…

ଧୋନୀ, କୋହଲି, ରୋହିତଙ୍କୁ ପଛରେ ପକାଇଲେ ବୁମରାହ

ନୂଆଦିଲ୍ଲୀ: ଆୟର୍ଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚରେ ଭାରତ କ୍ରିକେଟ ଦଳର ଅଧିନାୟକ ଯଶପ୍ରୀତ ବୁମରାହ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ଭାରତ ଏହି ମ୍ୟାଚକୁ ଡକ୍ୱୱର୍ଥ ଲୁଇସ ନିୟମ ଅନୁସାରେ ୨ ରନରେ ବିଜୟୀ ହୋଇଛି । ପ୍ରଥମ ଭାରତୀୟ ଭାବେ ବୁମରାହ ଆନ୍ତର୍ଜାତୀୟ ଟି୨୦ ପ୍ରଥମ ମ୍ୟାଚରେ…

୨୦ ବର୍ଷରୁ କମ ୱାର୍ଲ୍ଡ ରେସଲିଂ ଚାମ୍ପିୟନଶିପ: ପ୍ରଥମ ଭାରତୀୟ ମହିଳା ଭାବେ ୨ ଥର ସ୍ୱର୍ଣ୍ଣ ଜିତିଲେ ଅନ୍ତିମ

ନୂଆଦିଲ୍ଲୀ: ୨୦ ବର୍ଷରୁ କମ ୱାର୍ଲ୍ଡ ରେସଲିଂ ଚାମ୍ପିୟନଶିପରେ ଅନ୍ତିମ ପଙ୍ଘଲ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ପ୍ରଥମ ଭାରତୀୟ ମହିଳା ଭାବେ ଏହି ଚାମ୍ପିୟନଶିପରେ ୨ ଥର ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଜୋର୍ଡାନରେ ଖେଳାଯାଉଥିବା ଏହି ଚାମ୍ପିୟନଶିପର ୫୩ କିଗ୍ରା ବିଭାଗର ଫାଇନାଲରେ…

ଆଇପିଏଲର ଗତ ସଂସ୍କରଣରେ ବିସିସିଆଇ ଆୟ କରିଛି ୨୪୦୦ କୋଟି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଗତ ବର୍ଷ ଆଇପିଏଲ ଆୟୋଜନ ମାଧ୍ୟମରେ ୨୪୦୦ କୋଟି ଟଙ୍କା ଆୟ କରିଛି । ବିସିସିଆଇ ୱେବସାଇଟରେ ୫ ବର୍ଷର ବାର୍ଷିକ ରିପୋର୍ଟ ଜାରୀ କରାଯାଇଛି । ୨୦୧୭ରୁ୨୨ ମଧ୍ୟରେ ବିସିସିଆଇ ୨୨ ହଜାର କୋଟି ଟଙ୍କା ଆୟ କରିଛି । ୨୦୨୨ ଆଇପିଏଲରେ ଓଭରାଲ ୬ ହଜାର…