Latest Odisha News

BREAKING NEWS

Browsing Category

ଖେଳ

ଇଂଲଣ୍ଡକୁ ହରାଇ ମହିଳା ଟି-୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଦକ୍ଷିଣ ଆଫ୍ରିକା ମହିଳା ଟି -୨୦ ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି। ଦକ୍ଷିଣ ଆଫ୍ରିକା ବର୍ତ୍ତମାନ ଟାଇଟଲ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ୍ ଅଷ୍ଟ୍ରେଲିଆ ସହିତ…

ବର୍ଡର ଗାଭାସ୍କର ଟ୍ରଫି: ତୃତୀୟ ଟେଷ୍ଟ ଖେଳିବେ ନାହିଁ ପାଟ୍ କମିନ୍ସ, ଅଧିନାୟକ ଦାୟିତ୍ୱ ସମ୍ଭାଳିବେ ଷ୍ଟିଭ୍ ସ୍ମିଥ୍

ନୂଆଦିଲ୍ଲୀ: ଭାରତ ବିପକ୍ଷରେ ଟେଷ୍ଟ ସିରିଜ୍ ଖେଳିବାକୁ ଆସିଥିବା ଅଷ୍ଟ୍ରେଲିଆକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ପୂର୍ବରୁ ୱାର୍ଣ୍ଣର ଆହତ ହୋଇ ସିରିଜ୍‌ରୁ ବାଦ ପଡ଼ିଥିବା ବେଳେ ଦ୍ୱିତୀୟ ଟେଷ୍ଟ ହାରିବା ପରେ ଘରକୁ ଫେରିଯାଇଥିଲେ ଅଧିନାୟକ ପାଟ୍‌ କମିସନ୍ସ। ଏବେ ସେ ତୃତୀୟ ଟେଷ୍ଟ ବି…

ଆଇପିଏଲରେ ଖେଳାଇବାକୁ କହି କ୍ରିକେଟରଙ୍କଠାରୁ ୫ ଲକ୍ଷ ଲୁଟିନେଲା ଠକ

ଲକ୍ଷ୍ନୌ: ଆଇପିଏଲରେ ଖେଳାଇବାକୁ କହି କ୍ରିକେଟରଙ୍କଠାରୁ ୫ ଲକ୍ଷ ଲୁଟିନେଲା ଠକ | ଠକେଇର ଶିକାର ହେବା ପରେ ଏବେ କ୍ରିକେଟରଜଣକ ପୁଲିସର ଦ୍ୱାରସ୍ଥ ହୋଇଛନ୍ତି | ଲକ୍ଷ୍ନୌର କ୍ରିକେଟର ଅଭିଷେକ ସିଂ ଏଭଳି ଠକାମିର ଶିକାର ହୋଇଛନ୍ତି | ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ବ୍ରେକ…

ରନ୍ ଆଉଟ ହେଲା କାଳ, ଅଧାରେ ରହିଲା ଟି-୨୦ ମହିଳା ବିଶ୍ୱକପ୍ ଟାଇଟଲ

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୦୨୩ ମହିଳା ଟି -୨୦ ବିଶ୍ୱକପ୍‌ର ସେମିଫାଇନାଲ ମ୍ୟାଚରେ ଟିମ୍ ଇଣ୍ଡିଆକୁ ଅଷ୍ଟ୍ରେଲିଆ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡ଼ିଛି। ହରମାନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଟିମକୁ ୫ ରନରେ ପରାସ୍ତ ହୋଇଛି। ଆଇସିସି ମହିଳା ଟି -୨୦ ବିଶ୍ୱକପର ଏହି ପ୍ରଥମ…

ଭାରତ ବିପକ୍ଷ ଦିନିକିଆ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷିତ

ନୂଆଦିଲ୍ଲୀ: ଭାରତ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ କ୍ରିକେଟ ସିରିଜ ପାଇଁ ଗୁରୁବାର ପ୍ୟାଟ କୁମିନ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି । ଭାରତ ବିପକ୍ଷ ଟେଷ୍ଟ ସିରିଜ ଅବସରରେ ଅନେକଗୁଡିଏ ଖେଳାଳି ଆହତ ହୋଇଥିବାରୁ ଟିମ ମ୍ୟାନେଜମେଂଟ ଚିନ୍ତାରେ ପଡିଛନ୍ତି । ଗ୍ଲେନ…

ଟି୨୦ ବିଶ୍ୱକପ: ଆଉ ୨ଟି ବାଧା ଜିତିଲେ ଭାରତ ହେବ ଚାମ୍ପିୟନ

ନୂଆଦିଲ୍ଲୀ: ଚଳିତ ମହିଳା ଟି୨୦ ବିଶ୍ୱକପ କ୍ରିକେଟରେ ଭାରତୀୟ ଟିମ ଧିରେ ଧିରେ ଟାଇଟଲ ହାସଲ ଦିଗରେ ଅଗ୍ରସର ହେଉଛି । ଆଉ ୨ଟି ବାଧା ଅତିକ୍ରମ କଲେ ଟିମ ଇଣ୍ଡିଆ ହେବ ଚାମ୍ପିୟନ । ଏହି ଧାରାରେ ଗୁରୁବାର ସେମିଫାଇନାଲ ମୁକାବିଲାରେ ଅଷ୍ଟ୍ରେଲିଆକୁ ଭେଟିବ ଭାରତ । ୫ ବର୍ଷ ଧରି ଭାରତୀୟ ଟିମ ଭଲ…

ବିଦାୟକାଳୀନ ଟୁର୍ଣ୍ଣାମେଂଟର ପ୍ରଥମ ରାଉଣ୍ଡରେ ହାରିଲେ ସାନିଆ

ଦୁବାଇ: ଭାରତର ମହିଳା ଟେନିସ ଷ୍ଟାର ସାନିଆ ମିର୍ଜା ତାଙ୍କ କ୍ୟାରିୟରର ଶେଷ ଟୁର୍ଣ୍ଣାମେଂଟର ପ୍ରଥମ ରାଉଣ୍ଡରେ ହାରି ଯାଇଛନ୍ତି । ଏଥିସହ ତାଙ୍କ କ୍ୟାରିୟରର ସମାପ୍ତି ଘଟିଛି । ଦୁବାଇ ଟେନିସ ଚାମ୍ପିୟନଶିପରେ ସେ ଓ ତାଙ୍କ ଆମେରିକାନ ସାଥୀ ମ୍ୟାଡିସନ କିଜ ରୁଷିଆର ଭେରେନିକା କୁଦେରମେଟୋଭା ଓ…

ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ମ୍ୟାଚ ଦେଖିବେ ଦୁଇ ଦେଶର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ଟେଷ୍ଟ ମ୍ୟାଚ୍ ଅହମ୍ମଦାବାଦରେ ଖେଳାଯିବ। ମାର୍ଚ୍ଚ ୯ ରୁ ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି…

ଭାରତ ବିପକ୍ଷ ଟେଷ୍ଟ ସିରିଜରୁ ବାଦ୍ ପଡିଲେ ଡେଭିଡ୍ ୱାର୍ଣ୍ଣର   

ନୂଆଦିଲ୍ଲୀ: ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍‌ରେ ଭାରତ ବିପକ୍ଷରେ ଅଷ୍ଟ୍ରେଲିଆ ଲଗାତର ଦୁଇଥରେ ପରାସ୍ତ ହେବା ପରେ ଏବେ ଟିମ୍‌କୁ ଆହତ ସମସ୍ୟା ଅଡ଼ୁଆରେ ପକାଇଛି। ଟିମ୍‌ରେ ଗୋଟିଏ ପରେ ଗୋଟିଏ ଖେଳାଳି ଆହତ ହେଉଛନ୍ତି। ପ୍ରଥମେ ଜୋଶ ହେଜେଲ୍‌ଉଡ ଆହତ ହୋଇ ଭାରତ ବିପକ୍ଷ ସିରିଜ୍‌ରୁ ବାଦ…