Latest Odisha News

BREAKING NEWS

Browsing Category

ଖେଳ

ହକି ସିରିଜ: ରୋମାଂଚକ ମୁକାବିଲାରେ ଅଷ୍ଟ୍ରେଲିଆଠାରୁ ହାରିଲା ଭାରତ

ଆଡିଲେଡ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ହକି ଟେଷ୍ଟ ସିରିଜ ଆରମ୍ଭ ହୋଇଯାଇଛି । ରୋମାଂଚକ ପ୍ରଥମ ମ୍ୟାଚରେ ଭାରତ ୪-୫ ଗୋଲରେ ଅଷ୍ଟ୍ରେଲିଆଠାରୁ ହାରି ଯାଇଛି । ବିଜୟ ସହ ଆୟୋଜକ ଟିମ ୧-୦ର ଅଗ୍ରଣୀ ହାସଲ କରିଛି । ଭାରତ ପକ୍ଷରୁ ଆକାଶଦୀପ ସିଂ ହ୍ୟାଟ୍ରିକ ଗୋଲ ସ୍କୋର କରିଥିଲେ…

୧୨ ବର୍ଷ ପରେ ଫିଫା ବିଶ୍ୱକପରେ ବିଜୟ ହାସଲ କଲା ଅଷ୍ଟ୍ରେଲିଆ

ଦୋହା: ଫିଫା ବିଶ୍ୱକପରେ ଶନିବାର ଅଷ୍ଟ୍ରେଲିଆ ୧-୦ ଗୋଲରେ ଟ୍ୟୁନିଶିଆକୁ ପରାସ୍ତ କରିଛି । ୧୨ ବର୍ଷ ପରେ ବିଶ୍ୱକପରେ ଅଷ୍ଟ୍ରେଲିଆର ଏହା ପ୍ରଥମ ବିଜୟ । ଏହି ସଂଘର୍ଷପୂର୍ଣ୍ଣ ମୁକବିଲାରେ ବିଜୟ ସୂଚକ ଏକମାତ୍ର ଗୋଲଟି ମ୍ୟାଚର ୨୩ତମ ମିନିଟରେ ମିଚେଲ ଡ୍ୟୁକ ସ୍କୋର କରିଥିଲେ । ବିଜୟ ସହ ଗ୍ରୁପ…

ବିଶ୍ୱକପ ପ୍ରଶଂସକ ଭିଲେଜ ନିକଟରେ ଅଗ୍ନିକାଣ୍ଡ

ଦୋହା: କତାରରେ ଖେଳାଯାଉଥିବା ଫିଫା ବିଶ୍ୱକପ ଅବସରରେ ଶନିବାର ଏକ ଅଘଟଣ ଘଟିଛି । ରିପୋର୍ଟ ମୁତାବକ ବିଶ୍ୱକପ ପ୍ରଶଂସକ ଭିଲେଜ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । କ୍ୱେଟଫାନ ଦ୍ୱୀପ ଉତରରେ ଥିବା ଏହି ଗ୍ରାମ ଉପରେ କଳା ଧୂଆଁ ଦେଖିବାକୁ ମିଳିଥିଲା । ଏହି ଅଗ୍ନିକାଣ୍ଡରେ କ୍ଷୟକ୍ଷତିର କୌଣସି…

ପାକିସ୍ତାନ ଖେଳାଳି ଭାରତ ନଆସିଲେ ବିଶ୍ପକପ କିଏ ଦେଖିବ ?: ରମିଜ ରାଜା

ନୂଆଦିଲ୍ଲୀ: ୨୦୨୩ ଏସିଆ କପ୍ କେଉଁଠି ହେବ ତାକୁ ନେଇ ଏବେ ଜୋରଦାର ଚର୍ଚା । କାରଣ ଭାରତ କହିସାରିଛି ପାକିସ୍ତାନରେ ଏସିଆ କପ ହେଲେ ଭାରତୀୟ ଖେଳାଳି ପାକିସ୍ତାନ ଯିବେ ନାହିଁ । ଶେଷ ଥର ୨୦୦୮ରେ ଏସିଆ କପ୍ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିଥିଲା ଭାରତୀୟ ଦଳ । ତେବେ ପାକିସ୍ତାନ କ୍ରିକେଟ…

ଫିପା ବିଶ୍ୱକପ: ୱେଲ୍ସକୁ ହରାଇଲା ଇରାନ

ଦୋହା: ଚଳିତ ଫିଫା ବିଶ୍ୱକପରେ ପୁନର୍ବାର ଆଉ ଏକ ଏସୀୟ ଟିମ କମାଲ କରିଛି । ଶୁକ୍ରବାର ଅନୁଷ୍ଠିତ ଗ୍ରୁପ ବିର ଏକ ମୁକାବିଲାରେ ଇରାନ ୨-୦ ଗୋଲରେ ୱେଲ୍ସକୁ ପରାସ୍ତ କରିଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲାର ପ୍ରଥମାର୍ଦ୍ଧ ଗୋଲ ଶୂନ୍ୟ ରହିଥିଲା । ଦ୍ୱିତୀୟାର୍ଦ୍ଧରେ ଉଭୟ ଟିମ ଆକ୍ରମଣାତ୍ମକ…

ଦିନିକିଆ କ୍ରିକେଟ ସିରିଜ: ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର କ୍ରମାଗତ ୫ମ ପରାଜୟ

ଅକଲାଣ୍ଡ: ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଟମ ଲାଥାମଙ୍କ ଶତକ ବଳରେ ନ୍ୟୁଜିଲାଣ୍ଡ ୭ ୱିକେଟରେ ଭାରତକୁ ପରାସ୍ତ କରିଛି । ଏଥିସହ ଘରୋଇ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ର ଅଗ୍ରଣୀ ହାସଲ କରିନେଇଛି । ଦିନିକିଆରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ଏହା କ୍ରମାଗତ ୫ମ…

ବିଜୟ ସତ୍ୱେ ଚିନ୍ତାରେ ବ୍ରାଜିଲ, ନେମାର ଆହତ

ଲୁସୈଲ: ଚଳିତ ଫିଫା ବିଶ୍ୱକପରେ ବ୍ରାଜିଲ ୨-୦ ଗୋଲରେ ସର୍ବିୟାକୁ ପରାସ୍ତ କରି ବିଜୟ ଅଭିଯାନ ଆରମ୍ଭ କରିଛି । ଏହି ମ୍ୟାଚରେ ରିଚର୍ଲିସନ ୬୨ତମ ଏବଂ ୭୪ତମ ମିନିଟରେ ଏହି ୨ଟି ଗୋଲ ସ୍କୋର କରିଥିଲେ । ତେବେ ମ୍ୟାଚ ପରେ ଷ୍ଟାର ଖେଳାଳି ନେମାର ଆହତ ହେବା ଟିମ ମ୍ୟାନେଜମେଂଟକୁ ଚିନ୍ତାରେ ପକାଇ…

୧୩ ବର୍ଷରୁ କମ ଜାତୀୟ ବ୍ୟାଡମିଂଟନ ଚାମ୍ପିୟନଶିପ : ଓଡିଶାର ତନଭୀ ଜିତିଲେ ଟାଇଟଲ

ଭୁବନେଶ୍ୱର: ୧୩ ବର୍ଷରୁ କମ ଜାତୀୟ ବ୍ୟାଡମିଂଟନ ଚାମ୍ପିୟନଶିପରେ ଓଡିଶାର ତନଭି ପତ୍ରୀ ଚମତ୍କାର ପ୍ରଦର୍ଶନ କରି ଟାଇଟଲ ଜିତିଛନ୍ତି । ଲକ୍ଷ୍ନୌରେ ଏହି ଚାମ୍ପିୟନଶିପ ଆୟୋଜିତ ହେଉଥିଲା । ରିପୋର୍ଟ ମୁତାବକ ଟାଇଟଲ ସହ ତନଭୀ ୬୦ ହଜାର ପୁରସ୍କାର ରାଶି ମଧ୍ୟ ହାସଲ କରିଛନ୍ତି । ବାଙ୍ଗାଲୋରର…

ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍

ଅକଲାଣ୍ଡ: ଅକଲାଣ୍ଡରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଛି ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ । ଟସ୍ ଜିତି ଫିଲ୍ଡି ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍ ଦେଇଛି ଭାରତ । ୭ ଓ୍ୱିକେଟ୍ ବିନିମୟରେ ନିର୍ଦ୍ଧାରିତ ଓଭରରେ ଭାରତ ୩୦୬ ରନ୍ କରିପାରିଛି । ଫିନ୍…

ଓଡ଼ିଶା ପାଳୁଛି ହକି ଲିଜେଣ୍ଡ୍ ଦିଲ୍ଲୀପ ତିର୍କୀଙ୍କ ଜନ୍ମଦିନ

ଭୁବନେଶ୍ୱର : ଓଡ଼ିଶା ପାଳୁଛି ହକି ଲିଜେଣ୍ଡ ଡ. ଦିଲ୍ଲୀପ ତିର୍କୀଙ୍କ ଜନ୍ମଦିନ । ତାଙ୍କ ଜନ୍ମ ଦିନ ପାଇଁ ରାଜଧାନୀ ଭୁବନେଶ୍ୱର ସମେତ ଜନ୍ମମାଟି ସୁନ୍ଦରଗଡ ଓ ଅନ୍ୟାନ୍ୟ ସ୍ଥାନରେ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ହକି ପ୍ରେମୀ  । ତାଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱରରେ ଏକ ଫଟୋ ସମ୍ମିଳନୀର…