Latest Odisha News

BREAKING NEWS

Browsing Category

ଖେଳ

ଆଉ ହେବନି ଶୋଏବଙ୍କ ବାୟୋପିକ, ଧମକ ଦେଲେ ଅଖତର

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତରଙ୍କ ବାୟୋପିକ ଏବେ ଥଣ୍ଡା ବକ୍ସକୁ ଚାଲିଯାଇଛି । ଶୋଏବ ଏହି ବାୟୋପିକରୁ ପଛକୁ ହଟିଯିବା ସହ ଫିଲ୍ମ ନିର୍ମାତାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି । ସୋସିଆଲ ମିଡିଆରେ ଏ ସମ୍ପର୍କରେ ସେ ଉଲ୍ଲେଖ କରି ଲେଖିଛନ୍ତ ଦୀର୍ଘ ଦିନ ଧରି ଆଲୋଚନା…

ହକି ଷ୍ଟାର ପ୍ରବୋଧଙ୍କ ଘରୁ ଚୋରୀ, ପଦକ ବି ଲୁଟିନେଲେ

ଭୁବନେଶ୍ୱର: ଭାରତର ଷ୍ଟାର ହକି ଖେଳାଳି ପ୍ରବୋଧ ତିର୍କୀଙ୍କ ଘରୁ ଚୋରୀ ହୋଇଛି । ଭୁବନେଶ୍ୱରରେ ସେ ରହୁଥିବା ସରକାରୀ ବାସଭବନରେ ଏହି ଘଟଣା ଘଟିଛି । ପ୍ରବୋଧ ଏବଂ ତାଙ୍କ ପରିବାର ଲୋକ ଘରେ ନ ଥିବା ବେଳେ ଚୋରମାନେ ଘରେ ପଶି ଏହି କାଣ୍ଡ ରଚିଥିଲେ । ହକି ବିଶ୍ୱକପ ପାଇଁ ପ୍ରବୋଧ ଏବେ…

ହକି ବିଶ୍ୱକପ: ଭାରତ ପାଇଁ ବିଜୟ ହିଁ ଏକମାତ୍ର ବିକଳ୍ପ

ଭୁବନେଶ୍ୱର: ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପରେ ଭାରତ ପାଇଁ ଆଜି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିନ । ନ୍ୟୁଜିଲାଣ୍ଡ ବିପକ୍ଷ କ୍ରସଓଭର ମ୍ୟାଚ ଭାରତ ପାଇଁ କର ବା ମର ପରିସ୍ଥିତି ଆଣିଛି । ଏଥିରେ ବିଜୟ ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ । ବିଜୟ ହାସଲ କଲେ ଭାରତ କ୍ୱାର୍ଟର…

ଅଷ୍ଟ୍ରେଲିଆନ ଓପନ ଟେନିସ: କ୍ୟାରିୟରର ଶେଷ ଗ୍ରାଣ୍ଡସ୍ଲାମ ମହିଳା ଡବଲ୍ସରେ ହାରିଲେ ସାନିଆ

ମେଲବୋର୍ଣ୍ଣ: କ୍ୟାରିୟରର ଶେଷ ଗ୍ରାଣ୍ଡସ୍ଲାମ ଟୁର୍ଣ୍ଣାମେଂଟ ଖେଳୁଥିବା ଭାରତର ସାନିଆ ମିର୍ଜା ଅଷ୍ଟ୍ରେଲିଆନ ଓପନ ମହିଳା ଡବଲ୍ସର ଦ୍ୱିତୀୟ ରାଉଣ୍ଡରେ ହାରି ଯାଇଛନ୍ତି । ଅବଶ୍ୟ ମିକ୍ସଡ ଡବଲ୍ସରେ ଏବେ ମଧ୍ୟ ତାଙ୍କ ନିକଟରେ ଟାଇଟଲ ଜିତିବା ସୁଯୋଗ ରହିଛି । ସାନିଆ ଓ କାଜକସ୍ତାନର ଏନା…

ରେସଲର ଆନ୍ଦୋଳନ: କ୍ରୀଡ଼ାମନ୍ତ୍ରାଳୟର ହସ୍ତକ୍ଷେପ ପରେ WFI ଜେନେରାଲ କାଉନ୍‌ସିଲ ବୈଠକ ରଦ୍ଦ

ନୂଆଦିଲ୍ଲୀ: ଜେନେରାଲ କାଉନ୍‌ସିଲ ବୈଠକ ରଦ୍ଦା କଲା ଭାରତୀୟ କୁସ୍ତି ସଂଘ(WFI)।  ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନା ସହ ଅନ୍ୟାନ୍ୟ ଅଭିଯୋଗ ଲାଗିବା ପରେ ସଂଘ ପକ୍ଷରୁ ଜାନୁଆରୀ ୨୨ ରବିବାର ଜେନେରାଲ୍ କାଉନସିଲ୍ ବୈଠକ ଡକାଯାଇଥିଲା। ଏଥିରେ ସମସ୍ୟା ସମ୍ପର୍କରେ…

ରେସଲର ଆନ୍ଦୋଳନ ମାମଲା: WFI ଅତିରିକ୍ତ ସଚିବ ବିନୋଦ ତୋମାର ନିଲମ୍ବିତ

ନୂଆଦିଲ୍ଲୀ: ରେସଲର ଆନ୍ଦୋଳନ ମାମଲାରେ କ୍ରୀଡ଼ା ମନ୍ତ୍ରାଳୟର କାର୍ଯ୍ୟାନୁଷ୍ଠାନ। ନିଲମ୍ବିତ ହେଲେ ଭାରତୀୟ କୁସ୍ତି ସଂଘ(WFI)ର ଅତିରିକ୍ତ ସଚିବ ବିନୋଦ ତୋମାର। ଜାନୁଆରୀ ୧୮ ତାରିଖରୁ WFI ଓ ଏହାର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଭାରତର ଷ୍ଟାର…

ନ୍ୟୁଜିଲାଣ୍ଡକୁ ତୃତୀୟ ଦିନିକିଆରେ ହରାଇଲେ ଭାରତ ହେବ ଏକ ନମ୍ବର

ରାୟପୁର: ନ୍ୟୁଜିଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବିଜୟ ହାସଲ କରିବା ଯୋଗୁ ଭାରତୀୟ କ୍ରିିକେଟ ଟିମର ଆଇସିସି ର‌୍ୟାଙ୍କିଙ୍ଗରେ ଉନ୍ନତି ଘଟିଛି । ଭାରତ ଶେଷ ଦିନିକିଆରେ ବିଜୟ ହାସଲ କଲେ ଦିନିକିଆ ର‌୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ହାସଲ କରିବ । ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଭାରତ…

ହକି ବିଶ୍ୱକପ: କ୍ରସ ଓଭରରେ ଖେଳିବେ ୮ଟିମ, କ୍ୱାର୍ଟରକୁ ଉନ୍ନୀତ ହେବେ ୪

ଭୁବନେଶ୍ୱର: ହକି ବିଶ୍ୱକପର ପ୍ରଥମ ପର୍ଯ୍ୟାୟ ପ୍ରାୟତଃ ଶେଷ ହେବାକୁ ଯାଉଛି । ୧୬ ଟିମ ମଧ୍ୟରୁ ୪ଟି ଟିମ ଟୁର୍ଣ୍ଣାମେଂଟରୁ ବାହାର ହୋଇ ସାରିଛନ୍ତି । ଅଷ୍ଟ୍ରେଲିଆ, ବେଲଜିୟମ, ନେଦରଲାଣ୍ଡ ଓ ଇଂଲଣ୍ଡ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି । ଏବେ ୮ଟି ଟିମ ମଧ୍ୟରେ କ୍ରସ ଓଭର ମ୍ୟାଚ…

ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବୃହତ ବିଜୟ

ରାୟପୁର: ଏଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ମ୍ୟାଚରେ ଭାରତ ୮ ୱିକେଟରେ ସହଜରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୦୯ ରନର ବିଜୟ ଲକ୍ଷ୍ୟ ରଖିଥିଲା । ଟିମ ଇଣ୍ଡିଆ ୨୦.୧ ଓଭରରେ ୨ ୱିକେଟ ହରାଇ ଏହାକୁ ହାସଲ କରି ନେଇଥିଲା । ରୋହିତ…

୨୦୨୮ ଅଲିମ୍ପିକ୍ସ: ଆଇସିସି ୬ ଟିମର ଫର୍ମାଟର ପ୍ରସ୍ତାବ ଦେଲା

ନୂଆଦିଲ୍ଲୀ: ୨୦୨୮ ଲସ ଆଞ୍ଜେଲ୍ସ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଇବା ସହ ଲୋକପ୍ରିୟ କରିବା ପାଇଁ ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ତତ୍ପରତା ଦେଖାଇଛି । ଉଭୟ ପୁରୁଷ ଓ ମହିଳା ବିଭାଗରେ ୬ଟି ଲେଖାଁଏ ଟିମକୁ ସାମିଲ କରାଇବା ପ୍ରସ୍ତାବ ଦେଇଛି । କଟ ଅଫ ଡେଟ ଅନୁସାରେ ଆଇସିସି…