Latest Odisha News

BREAKING NEWS

Browsing Category

ଖେଳ

ଫିଫା ସେମିଫାଇନାଲରେ ମେସି ମ୍ୟାଜିକ, ଫାଇନାଲରେ ଆର୍ଜେଣ୍ଟିନା

କାତାର: କାତାରରେ ଚାଲିଥିବା ଫିଫା ବିଶ୍ୱକପର ପ୍ରଥମ ସେମିଫାଇନାଲ ମୁକାବିଲାରେ ଆର୍ଜେଣ୍ଟିନାର ତଥା ବିଶ୍ବର କିମ୍ବଦନ୍ତୀ ଖେଳାଳି ମେସିଙ୍କ ମ୍ୟାଜିକ ଦେଖିବାକୁ ମିଳିଛି। ଆର୍ଜେଣ୍ଟିନା ମେସିଙ୍କ ଗୋଲ୍ ଜରିଆରେ ପୂର୍ବଥରର ଚାମ୍ପିୟନ କ୍ରୋଏସିଆକୁ ୩-୦ରେ ପରାସ୍ତ କରି ପ୍ରତିଶୋଧ ନେଇଛି।…

ଭାରତ ଓ ଦକ୍ଷିଣ ଏସିଆରେ ଭଲିବଲର ପ୍ରସାର ନିମନ୍ତେ କିସ୍‍ ଓ ଏଫ୍‍ଆଇଭିବି ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଭାରତ ଓ ଦକ୍ଷିଣ ଏସିଆରେ ଭଲିବଲ୍‍ର ପ୍ରସାର ନିମନ୍ତେ କିସ୍‍ ଓ ଅନ୍ତର୍ଜାତୀୟ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି) ମଧ୍ୟରେ ସୋମବାର ସୁଇଜରଲାଣ୍ଡଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । କିସ୍‍ ପକ୍ଷରୁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିବା…

ଆଇପିଏଲ ମିନି ଅକ୍ସନ: ୪୦୫ ଖେଳାଳିଙ୍କ ଉପରେ ଲାଗିବ ବାଜି

କୋଚି: ଏଠାରେ ଡିସେମ୍ବର ୨୩ରୁ ଇଣ୍ଡିଆନ ପ୍ରିମିୟର ଲିଗର ମିନି ଅକ୍ସନ ଆୟୋଜିତ ହେବ । ୨୭୩ ଭାରତୀୟ, ୧୩୨ ବିଦେଶୀ ଓ ୪ ଆସୋସିଏଟ ଦେଶର ଖେଳାଳିଙ୍କ ସମେତ ଓଭରାଲ ୪୦୫ଜଣଙ୍କ ଉପରେ ଫ୍ରାଂଚାଇଜ ବାଜି ଲଗେଇବେ । ୯୯୧ ଖେଳାଳିଙ୍କ ମଧ୍ୟରୁ ୩୬୯ଜଣଙ୍କ ନାମ ଶର୍ଟଲିଷ୍ଟ କରାଯାଇଥିଲା । ପରେ…

ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ: ଫାଇନାଲ ଦୌଡରୁ ବାଦ ପଡିଲା ପାକିସ୍ତାନ, ଭାରତ ପାଇଁ ସମ୍ଭାବନା

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜିତ ହେବା ମହଙ୍ଗା ସାବ୍ୟସ୍ତ ହୋଇଛି । ଏଥିସହ ପାକିସ୍ତାନ କ୍ରିକେଟ ଟିମ ୱାର୍ଲ୍ଡ ଟେଷ୍ଟ ସିରିଜ ଫାଇନାଲ ଦୌଡରୁ ବାଦ ପଡିଛି । ଅପରପକ୍ଷରେ ଭାରତ ପାଇଁ ଏବେ ବି ସମ୍ଭାବନା ରହିଛି । ଟିମ ଇଣ୍ଡିଆ ଏବେ ୫୨.୦୮ ପଂଏଟ ସହ…

ବିସିସିଆଇ କଂଟ୍ରାକ୍ଟ ଲିଷ୍ଟ: ବାଦ ପଡି ପାରନ୍ତି ଈଶାନ୍ତ, ରାହାଣେ

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଆଗାମୀ ସିଜନ ପାଇଁ ଅନୁବନ୍ଧିତ ଖେଳାଳିଙ୍କ ତାଲିକା ଖୁବ ଶୀଘ୍ର ଜାରୀ କରିପାରେ । ଏଥର ଅନେକଗୁଡିଏ ପରିବର୍ତନ ହେବ ବୋଲି ଆଶା କରାଯାଉଛି । ବିସିସିଆଇର ଜନୈତ ଅଧିକାରୀଙ୍କ ମତରେ ଈଶାନ୍ତ ଶର୍ମା, ରିଦ୍ଧିମାନ ଶାହ ଓ ଅଜିଙ୍କ୍ୟ ରାହାଣେ ତାଲିକାରୁ…

ପୁରୀରୁ ଶୁଭାରମ୍ଭ ହେଲା ଟୁର ଡି କଳିଙ୍ଗର ସାଇକେଲ ଯାତ୍ରା

ପୁରୀ: ସ୍ଥାନୀୟ ବ୍ଲୁ ଫ୍ଲାଗ ବିଚରୁ ଆରମ୍ଭ ହୋଇଛି ଟୁର ଡି କଳିଙ୍ଗ ସାଇକେଲ ଟିମର ଚତୁର୍ଥ ସଂସ୍କରଣର ଯାତ୍ରା । ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଏହାର ଶୁଭାରମ୍ଭ କରିଥିଲେ । ଚଳିତ ମାସ ୧୧ରୁ ଟୁର ଡି କଳିଙ୍ଗ ଟିମ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଆସିଥିଲେ । ଏଠାରେ ଜିଲ୍ଲା…

ଆୟର୍ଲାଣ୍ଡ ପକ୍ଷରୁ ଖେଳିବେ କି ସଞ୍ଜୁ ସାମସନ ?

ନୂଆଦିଲ୍ଲୀ: ଭାରତର ଯୁବ କ୍ରିକେଟର ତଥା ବିସ୍ଫୋରକ ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କୁ ନେଇ ଚର୍ଚ୍ଚା କମିବାର ନାମ ଧରୁନି । ଭାରତୀୟ ଦଳର ନିୟମିତ ସଦସ୍ୟ ହୋଇ ପାରୁ ନ ଥିବାରୁ ପ୍ରଶଂସକମାନେ ବୋର୍ଡ ଉପରେ ଖୋଲାଖୋଲି ଭାବେ ଅସନ୍ତୋଷ ବ୍ୟକ୍ତ କରି ଆସିଛନ୍ତି । କେରଳରୁ ସଞ୍ଜୁ ୨୦୧୫ରେ ଭାରତ…

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରୁ ବାଦ ପଡିଲେ ରୋହିତ, ଅଧିନାୟକ ହେବେ ରାହୁଲ

ମୁମ୍ବାଇ: ବାଂଲାଦେଶ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରୁ ବାଦ ପଡିଛନ୍ତି ନିୟମିତ ଅଧିନାୟକ ରୋହିତ ଶର୍ମା । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ପକ୍ଷରୁ ରବିବାର ଏହି ଘୋଷଣା କରାଯାଇଛି । ତାଙ୍କ ସ୍ଥାନରେ କେଏଲ ରାହୁଲ ଅଧିନାୟକ ଦାୟିତ୍ୱ ତୁଲାଇବେ । ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆ…

ମେସିଙ୍କ ସମର୍ଥନ ପାଇଁ କତାର ପଂହଚିଲେ ୯୦୦୦ରୁ ଅଧିକ ଭାରତୀୟ ପ୍ରଶଂସକ

ନୂଆଦିଲ୍ଲୀ: ଫିଫା ବିଶ୍ୱକପ ଏବେ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ବଡ ଟିମ ମଧ୍ୟରେ ବ୍ରାଜିଲ ଏବଂ ପର୍ତୁଗାଲ ବିଦା ହେବା ପରେ ଆର୍ଜେଂଟିନା ଓ ଲିଓନେଲ ମେସିଙ୍କ ଉପରେ ଏବେ ସମସ୍ତଙ୍କ ନଜର । ରିପୋର୍ଟ ମୁତାବକ ସେମିଫାଇନାଲ ଏବଂ ଫାଇନାଲ ମ୍ୟାଚରେ ମେସିଙ୍କ ସମର୍ଥନ ପାଇଁ ଭାରତର ୯୦୦୦ରୁ…

ବାପା ହେଲେ କ୍ରିକେଟର ମୟଙ୍କ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କ ଘରେ ଖୁସିର ବାତାବରଣ ଖେଳିଯାଇଛି । ମୟଙ୍କଙ୍କ ପତ୍ନୀ ଆଶିତା ସୁଦ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି । ଉଭୟ ଏହି ଖୁସି ଖବର ସୋସିଆଲ ମିଡିଆରେ ଶେୟାର କରିବା ପରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ଏପରିକି ସେମାନେ ଏବେଠାରୁ ପୁଅର ନାମ…