Latest Odisha News

BREAKING NEWS

Browsing Category

ଖେଳ

ମହିଳା ହକି ବିଶ୍ୱକପ: ଚୀନ ସହ ମ୍ୟାଚ ଡ୍ର ରଖିଲା ଭାରତ

ଆମଷ୍ଟେଲଭିନ: ଚଳିତ ମହିଳା ହକି ବିଶ୍ୱକପରେ ଭାରତ ମଙ୍ଗଳବାର ଚୀନ ବିପକ୍ଷ ମ୍ୟାଚକୁ ୧-୧ରେ ଡ୍ର ରଖିବାରେ ସଫଳ ହୋଇଛି । ଭାରତର ଏହା କ୍ରମାଗତ ଦ୍ୱିତୀୟ ଡ୍ର । ଗ୍ରୁପ ବି’ର ଏହି ମ୍ୟାଚ ବେଶ ସଂଘର୍ଷପୂର୍ଣ୍ଣ ରହିଥିଲା । ଝେଙ୍ଗ ଜିଆଲି ଦ୍ୱିତୀୟ କ୍ୱାର୍ଟରରେ ଚମତ୍କାର ଗୋଲ ସ୍କୋର କରି ଚୀନକୁ…

ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ପଂଏଟ ଟେବୁଲରେ ଭାରତର ଅବନ୍ନତି, ଫାଇନାଲ ପ୍ରବେଶ ଆଶା କ୍ଷୀଣ

ମୁମ୍ବାଇ: ଇଂଲଣ୍ଡ ନିକଟରୁ ୫ମ ଟେଷ୍ଟରେ ଭାରତ ପରାଜିତ ହେବା ମହଙ୍ଗା ସାବ୍ୟସ୍ତ ହୋଇଛି । ଏହି ପରାଜୟ ଯୋଗୁ ଭାରତ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ପଂଏଟ ଟେବୁଲରେ ୪ର୍ଥ ସ୍ଥାନକୁ ଖସି ଆସିଛି । ଫଳରେ ଭାରତର ଫାଇନାଲ ପ୍ରବେଶ ଆଶା କ୍ଷୀଣ ରହିଛି । ଅପରପକ୍ଷରେ ପାକିସ୍ତାନ ତୃତୀୟ ସ୍ଥାନକୁ…

ୱିମ୍ବେଲଡନ ଟେନିସ: ମିକ୍ସଡ ଡବଲ୍ସ ସେମିରେ ଭାରତର ସାନିଆ

ନୂଆଦିଲ୍ଲୀ: ଭାରତର ଷ୍ଟାର ଖେଳାଳି ସାନିଆ ମିର୍ଜା ଚଳିତ ୱିମ୍ବେଲଡନ ଟେନିସ ଟୁର୍ଣ୍ଣାମେଂଟର ମିକ୍ସଡ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ସାନିଆ ଏବଂ ତାଙ୍କ କ୍ରୋଏସୀୟ ଯୋଡି ମ୍ୟାଟ ପୋଭିକ କ୍ୱାର୍ଟର ଫାଇନାଲରେ କାନାଡାର ଗ୍ରାବିୟାଲା ଡାବ୍ରୋବସ୍କି ଓ ଅଷ୍ଟ୍ରେଲିଆର ଜନ ପୀୟର୍ସଙ୍କୁ…

୧୫ ବର୍ଷ ପରେ ଇଂଲଣ୍ଡରେ ଭାରତର ଟେଷ୍ଟ ସିରିଜ ଜିତିବା ସ୍ୱପ୍ନ ଧୂଳିସାତ

ବର୍ମିଂହାମ: ୧୫ ବର୍ଷ ପରେ ଇଂଲଣ୍ଡ ମାଟିରେ ଭାରତୀୟ କ୍ରିକେଟ ଦଳର ଟେଷ୍ଟ ସିରିଜ ଜିତିବା ଆଶା ଧଳିସାତ ହୋଇଛି । ଏଠାରେ ଅନୁଷ୍ଠିତ ୫ମ ଟେଷ୍ଟରେ ଭାରତ ବିପକ୍ଷରେ ଇଂଲଣ୍ଡ ଐତିହାସିକ ବିଜୟ ହାସଲ କରିଛି । ୩୭୮ ରନର ବଡ ଟାର୍ଗେଟକୁ ଘରୋଇ ଦଳ ମାତ୍ର ୩ ୱିକେଟ ହରାଇ ହାସଲ କରି ନେଇଥିଲା । ଜୋ…

ଇଂଲଣ୍ଡକୁ ୩୭୮ ରନର ଟାର୍ଗେଟ ଦେଲା ଭାରତ

ବର୍ମିଂହାମ: ଚଳିତ ୫ମ ଟେଷ୍ଟର ୪ର୍ଥ ଦିବସରେ ଭାରତ ୩୭୮ ରନର ଟାର୍ଗେଟ ଇଂଲଣ୍ଡ ସମ୍ମୁଖରେ ରଖିଛି । ପ୍ରଥମ ଇନିଂସରେ ୧୪୬ ରନର ଇନିଂସ ଖେଳିଥିବା ରିଷଭ ପନ୍ତ ଦ୍ୱିତୀୟ ଇନିଂସରେ ଆକର୍ଷଣୀୟ ୫୭ ରନ ସଂଗ୍ରହ କରିଥିଲେ । ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୧୦ମ ଅର୍ଦ୍ଧ ଶତକ ଥିଲା । ଅନ୍ୟମାନଙ୍କ…

ଦ୍ବିତୀୟ ପାଳିରେ ଭାରତ ତୃତୀୟ ଦିନ ସୁଦ୍ଧା 125/3

ଓଡ଼ିଶା ସମ୍ବାଦ ବ୍ୟୁରୋ: ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଶେଷ ଟେଷ୍ଟ୍‌ରେ ଭାରତ କ୍ରମାଗତ ଭାବେ ଭଲ ପ୍ରଦର୍ଶନ ଜାରି ରଖିଛି। ଦ୍ବିତୀୟ ପାଳିରେ ଭାରତ 3 ଉଇକେଟ ହରାଇ 125 ରନ କରିଛି । ଚେତେଶ୍ବର ପୂଜାରା 50 ରନ କରି ଅପରାଜିତ ଅଛନ୍ତି । ଋଷଭ ପନ୍ତ 30 ରନ କରି ଅପରାଜିତ ଅଛନ୍ତି । ଦ୍ବିତୀୟ…

ମହିଳା ହକି ବିଶ୍ୱକପ: ଭାରତ-ଇଂଲଣ୍ଡ ମ୍ୟାଚ ଡ୍ର

ନୂଆଦିଲ୍ଲୀ: ନେଦରଲାଣ୍ଡର ଆମ୍ସଷ୍ଟେଲଭିନରେ ରବିବାର ଅନୁଷ୍ଠିତ ମହିଳା ହକି ବିଶ୍ୱକପରେ ଭାରତ ଓ ଇଂଲଣ୍ଡ ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି । ପୁଲ ବିର ଏହି ମୁକାବିଲା ସହ ଭାରତ ତାର ଅଭିଯାନ ଆରମ୍ଭ କରିଛି । ଟୋକିଓ ଅଲିମ୍ପିକ୍ସ ପରାଜୟର ମଧୁର ପ୍ରତିଶୋଧ ନେବା ପାଇଁ ଭାରତ ନିକଟରେ ସୁଯୋଗ ଥିଲେ…

ହିଟମ୍ୟାନ ହେଲେ କରୋନା ଫ୍ରି

ବର୍ମିଂହାମ: ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା କରୋନ ଫ୍ରି ହୋଇଛନ୍ତି । ହିଟମ୍ୟାନଙ୍କ କ୍ରମାଗତ ୩ଟି ରିପୋର୍ଟ ନେଗେଟିଭ ଆସିଛି । ୭ ଜୁଲାଇରୁ ଆରମ୍ଭ ହେବାକୁ ଯାଉଥିବା ଟି୨୦ ସିରିଜରେ ଯେତେଦୂର ସମ୍ଭବ ସେ ଅଧିନାୟକ ଦାୟିତ୍ୱ…

ଇଂଲଣ୍ଡ ୨୮୪ରେ ଅଲଆଉଟ, ଭାରତକୁ ୧୩୨ ରନର ଅଗ୍ରଣୀ

ବର୍ମିଂହାମ: ବୋଲରମାନଙ୍କ ଚମତ୍କାର ବୋଲିଂ ପ୍ରଦର୍ଶନ ଯୋଗୁ ଏଠାରେ ଚାଲିଥିବା ୫ମ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ତୃତୀୟ ଦିବସରେ ୨୮୪ ରନରେ ଅଲଆଉଟ ହୋଇଯାଇଛି । ଭାରତ ପ୍ରଥମ ଇନିଂସରେ ୪୧୬ ରନ ସଂଗ୍ରହ କରିଥିବାରୁ ଗୁରୁତ୍ୱପୂର୍ଣ୍ଣ ୧୩୨ ରନର ଅଗ୍ରଣୀ ହାସଲ କରିଛି । ରିଷଭ ପନ୍ତ ଓ ରବୀନ୍ଦ୍ର…

ବୁମ୍ରାଙ୍କ ପ୍ରଦର୍ଶନକୁ ଅନନ୍ୟ କହିଲେ ରବି ଶାସ୍ତ୍ରୀ

ବର୍ମିଂହାମ: ଇଂଲଣ୍ଡର ଏଜବାଷ୍ଟନ୍ ଟେଷ୍ଟରେ ଟିମ୍ ଇଣ୍ଡିଆର କ୍ୟାପଟେନ ଜସପ୍ରୀତ ବୁମ୍ରାଙ୍କ ପ୍ରଶଂସନୀୟ ପ୍ରଦର୍ଶନ । ଶନିବାର ପଞ୍ଚମ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଇଂଲଣ୍ଡର ପେଶ ବୋଲର ଷ୍ଟୁଆର୍ଟ ବ୍ରଡ଼ ଗୋଟିଏ ଓଭରରେ ୩୫ ରନ ଦେଇଛନ୍ତି । ଇନିଂସର ୮୪ ତମ ଓଭରରେ ବୁମ୍ରା ବ୍ରଡଙ୍କ ଏହି…