Latest Odisha News

BREAKING NEWS

Browsing Category

ଖେଳ

ବୟସ ଜାଲିଆତି ଅଭିଯୋଗ ନେଇ ଲକ୍ଷ୍ୟ ସେନଙ୍କ ବିରୁଦ୍ଧରେ ଏଫଆଇଆର

ବାଙ୍ଗାଲୋର: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଲକ୍ଷ୍ୟ ସେନଙ୍କ ବିରୁଦ୍ଧରେ ରୁଜୁ ହୋଇଛି ଏଫଆଇଆର । ବୟସ ଜାଲିଆତି କରିଥିବା ଅଭିଯୋଗ ନେଇ ଲକ୍ଷ୍ୟ ସେନ, ତାଙ୍କ ପରିବାର ଏବଂ ପୂର୍ବତନ ଭାରତୀୟ କୋଚ ବିମଲ କୁମାର ମଧ୍ୟ ଏଥିରେ ଫସିଛନ୍ତି । ଏମ.ଗୋଭିପ୍ପା ନାଗରାଜନାମକ ଜନୈକ ବ୍ୟକ୍ତି…

ଫିଫା ବିଶ୍ୱକପ: ଆଜିଠାରୁ ଆରମ୍ଭ ହେବ ନକଆଉଟ ପର୍ଯ୍ୟାୟ

ଦୋହା: ଫିଫା ବିଶ୍ୱକପର ପ୍ରକୃତ ରୋମାଂଚକ ଏବେ ଆରମ୍ଭ ହେବ । ଆଜିଠାରୁ (ଡିସେମ୍ବର ୩) ନକଆଉଟ ପର୍ଯ୍ୟାୟ ମୁକାବିଲାରେ ଅବତୀର୍ଣ୍ଣ ହେବେ ୧୬ଟିମ । ଏଥର ସମସ୍ତ ଟିମ ପାଇଁ ପରବର୍ତୀ ରାଉଣ୍ଡ ପାଇଁ ରହିବ ଏକମାତ୍ର ସୁଯୋଗ । ପ୍ରଥମ ପ୍ରି-କ୍ୱାର୍ଟର ମୁକାବିଲାରେ ଆମେରିକାକୁ ଭେଟିବ ନେଦରଲାଣ୍ଡ ।…

ବାଂଲାଦେଶ ଗସ୍ତରୁ ଓହରିଲେ ସାମି

ନୂଆଦିଲ୍ଲୀ:ବାଂଲାଦେଶ ବିପକ୍ଷ ଦିନିକିଆ କ୍ରିକେଟ ସିରିଜରୁ ଭାରତର ପେସ ବୋଲର ମହମ୍ମଦ ସାମି ଆଘାତ ସମସ୍ୟା ଯୋଗୁ ଓହରି ଯାଇଛନ୍ତି । ୩ ମ୍ୟାଚ ବିଶିଷ୍ଟ ସିରିଜ ରବିବାରଠାରୁ ଆରମ୍ଭ ହେବ । ସାମିଙ୍କ ଅନୁପସ୍ଥିତିରେ ମୁକେଶ କୁମାର ଓ ନବଦୀପ ସୈନୀଙ୍କ ମଧ୍ୟରେ ଜଣଙ୍କୁ ଦଳରେ ସାମିଲ କରାଯାଇପାରେ…

ଗୋଟିଏ ଓଭରରେ ଛ’ଟି ଓ୍ୱିକେଟ୍ !

ଓଡ଼ିଶା ସମ୍ବାଦ ବ୍ୟୁରୋ: କ୍ରିକେଟ୍ ଏକ ଅନିଶ୍ଚିତତାର ଖେଳ। ଯେକୌଣସି ସମୟରେ ଏହି ଖେଳର ମୋଡ଼ ବଦଳିଯାଇପାରେ। ଆଜିର ସମୟରେ ଏହି କ୍ରିକେଟ୍ ବ୍ୟାଟସମ୍ୟାନଙ୍କ ଖେଳ ଭାବରେ ବିବେଚନା କରାଯାଏ। ଅର୍ଥାତ୍ ବ୍ୟାଟସମ୍ୟାନଙ୍କ ପ୍ରାଧାନ୍ୟ ବିସ୍ତାର ଅଧିକ ରହିଛି। ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ…

କମେଣ୍ଟ୍ରି କରୁଥିବା ବେଳେ ଅସୁସ୍ଥ ହୋଇପଡିଲେ ରିକି ପଣ୍ଟିଂ, ହସ୍ପିଟାଲରେ ଭର୍ତ୍ତି

ପର୍ଥ: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଶୁକ୍ରବାର ହୃଦଘାତରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରିପୋର୍ଟ ଅନୁସାରେ, ଅଷ୍ଟ୍ରେଲିଆ ଓ ଓ୍ୱେଷ୍ଟଇଣ୍ଡିଜ୍ ମଧ୍ୟରେ ପର୍ଥରେ ଟେଷ୍ଟ ମ୍ୟାଚ ଚାଲିଥିଲା । ଏହି ପ୍ରଥମ ଟେଷ୍ଟର ତୃତୀୟ ଦିନରେ ସେ କମେଣ୍ଟ୍ରି କରୁଥିବା…

ଆଇପିଏଲରୁ ଅବସର ନେଲେ ବ୍ରାଭୋ, ଜାଣନ୍ତୁ ଏବେ ସେ କ’ଣ କରିବେ?

ଚେନ୍ନାଇ: ଡୱେନ ବ୍ରାଭୋ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗରୁ ଅବସର ଘୋଷଣା କରିଛନ୍ତି । ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ବରେ ଚେନ୍ନାଇ ଟିମ ଆଇପିଏଲରେ ଅନେକ ସଫଳତା ହାସଲ କରିିଛି । ଆଉ ବ୍ରାଭୋ ମଧ୍ୟ ଏହି ସଫଳତା ପଛରେ ଅନ୍ୟତମ ଖେଳାଳି । ଯିଏକି ଏବେ ଆଇପିଏଲରୁ ଅବସର ଘୋଷଣା…

ବିସିସିଆଇ ଗଠନ କଲା ସିଏସି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଗୁରୁବାର କ୍ରିକେଟ ପରାମର୍ଶ ଦାତା କମିଟି (ସିଏସି) ଗଠନ କରିଛି । ୩ ସଦସ୍ୟ ବିଶିଷ୍ଟ ଏହି କମିଟିରେ ଅଶୋକ ମାଲହୋତ୍ରା, ଜତୀନ ପରଞ୍ଜାପେ ଓ ସୁଲକ୍ଷଣା ନାଇକ ରହିଛନ୍ତି । ମାଲହୋତ୍ରା ୭ଟି ଟେଷ୍ଟ ଓ ୨୦ଟି ଦିନିକିଆ ମ୍ୟାଚ ଓ ଜତୀନ ୪ଟି ଦିନିକିଆ…

ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ହେଲେ ସ୍ମିଥ

ଲାହୋର:ଅଷ୍ଟ୍ରେଲିଆର ବରିଷ୍ଠ କ୍ରିକେଟ ଖେଳାଳି ଷ୍ଟିଭ ସ୍ମିଥ ଶତକ ହାସଲରେ ସାର ଡନ ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ଅବସରରେ ସ୍ମିଥ ତାଙ୍କ କ୍ୟାରିୟରର ୨୯ତମ ଶତକ ହାସଲ କରି ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ସେ ୮୭ ଟେଷ୍ଟରେ ୧୫୪…

ଫିଫା ବିଶ୍ୱକପ: ପ୍ରି କ୍ୱାର୍ଟରରେ ଆର୍ଜେଂଟିନା, ପୋଲାଣ୍ଡ

ଦୋହା: ଚଳିତ ଫିଫା ବିଶ୍ୱକପ ପ୍ରି କ୍ୱାର୍ଟର ଫାଇନାଲରେ ଆର୍ଜେଂଟିନା ଓ ପୋଲାଣ୍ଡ ପ୍ରବେଶ କରିଛନ୍ତି । ଆର୍ଜେଂଟିନା ଗ୍ରୁପ ସିରେ ତାର ଶେଷ ମୁକାବିଲାରେ ପୋଲାଣ୍ଡକୁ ୨-୦ ଗୋଲରେ ପରାସ୍ତ କରିଥିଲା । ଏଥିସହ ଆର୍ଜେଂଟିନା ଗ୍ରୁପ ପର୍ଯ୍ୟାୟରେ ଶୀର୍ଷରେ ରହି ଅଭିଯାନ ଶେଷ କରିଛି । ପରାଜୟ ସତ୍ୱେ…