Latest Odisha News

BREAKING NEWS

Browsing Category

ଖେଳ

ବିଶ୍ୱକପ ଫୁଟବଲ ବିପର୍ଯ୍ୟୟ ନମ୍ବର ୩: ବେଲଜିୟମକୁ ହରାଇଲା ମରକ୍କୋ

ଦୋହା: ଚଳିତ ଫିଫା ବିଶ୍ୱକପରେ ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ଘଟିବାରେ ଲାଗିଛି । ରବିବାର ଗ୍ରୁପ ଏଫର ଏକ ମୁକାବିଲାରେ ମରକ୍କୋ ଅପେକ୍ଷାକୃତ ଶକ୍ତିଶାଳୀ ବିଶ୍ୱର ୨ ନମ୍ବର ଟିମ ବେଲଜିୟମକୁ ୨-୦ ଗୋଲରେ ପରାସ୍ତ କରିଛି । ବିଶ୍ୱକପରେ ୨୪ ବର୍ଷ ପରେ ମରକ୍କୋ ବିଜୟ ହାସଲ କରିଛି । ୧୯୯୮ରେ…

ଭାରତର ପ୍ରଥମ ମହିଳା ଆଇଓଏ ସଭାପତି ଦୌଡରେ ପିଟି ଉଷା

ନୂଆଦିଲ୍ଲୀ: ମହାନ ଆଥଲେଟ ପିଟି ଉଷା ଭାରତୀୟ ଅଲିମ୍ପିକ ଆସୋସିଏଶନ ସଭାପତି ଦୌଡରେ ପ୍ରାର୍ଥୀ ହୋଇଛନ୍ତି । ରବିବାର ସେ ଏ ନେଇ ଅନ୍ୟ ୧୪ଜଣଙ୍କ ସହ ନୋମିନେଶନ ପତ୍ର ଦାଖଲ କରିଛନ୍ତି । ଯଦି ସେ ଏଥିରେ ବିଜୟୀ ହୁଅନ୍ତି ତାହାହେଲେ ପ୍ରଥମ ମହିଳା ଭାବେ ଆଇଓଏର ସଭାପତି ଦାୟିତ୍ୱ ତୁଲାଇବେ । ଆଇଓଏ…

ମିର୍ଜା-ମଲିକ ଶୋର ଚୁକ୍ତି ଯୋଗୁ ହୋଇ ପାରୁନି କି ସାନିଆ-ଶୋଏବଙ୍କ ଛାଡପତ୍ର ?

ଲାହୋର: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଓ ଭାରତର ଟେନିସ ଷ୍ଟାର ସାନିଆ ମିର୍ଜାଙ୍କ ବିବାହ ବିଚ୍ଛେଦ ନେଇ ଗଣମାଧ୍ୟମରେ ଆଲୋଚନା ଜୋର ଧରିଥିଲା । ଏହା ପରେ ଉଭୟ ଦି ମିର୍ଜା-ମଲିକ ଶୋରେ ଏକତ୍ର କରିବା ଯୋଗୁ ଏହି ବିବାହ ବିଚ୍ଛେଦ ଖବର ଏକ ପବ୍ଲିସିଟି ଷ୍ଟଂଟ ବୋଲି ବିବେଚନା କରାଯାଉଥିଲା ।…

ବର୍ଷା ଯୋଗୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆ ବାତିଲ

ହାମିଲଟନ: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଏଠାରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ଭାରତ ୧୨.୫ ଓଭରରେ ୧ ୱିକେଟ ବିନିମୟରେ ୮୯ ରନ କରିଥିବା ବେଳେ ମ୍ୟାଚକୁ ବନ୍ଦ ରଖାଯାଇଥିଲା । ଫଳରେ ୩ ମ୍ୟାଚ ବିଶିଷ୍ଟ ସିରିଜରେ ନ୍ୟୁଜିଲାଣ୍ଡ ୧-୦ରେ ଆଗୁଆ…

ଚକିତ କଲେ ମେସି : ନକଆଉଟ ପ୍ରବେଶ ସମ୍ଭାବନା ଉଜ୍ଜୀବୀତ କଲା ଆର୍ଜେଂଟିନା

ଲୁସୈଲ: ଚଳିତ ଫିଫା ବିଶ୍ୱକପରେ ପ୍ରଥମ ମ୍ୟାଚରେ ସାଉଦି ଆରବ ନିକଟରେ ପରାଜିତ ହୋଇଥିବା ଆର୍ଜେଂଟିନା ଆଜି ଚମତ୍କାର ପ୍ରଦର୍ଶନ କରିଛି । ଲିଓନେଲ ମେସିଙ୍କ ଆକର୍ଷଣୀୟ ପ୍ରଦର୍ଶନ ସହାୟତାରେ ଆର୍ଜେଟିନା ୨-୦ ଗୋଲରେ ମେକ୍ସିକୋକୁ ପରାସ୍ତ କରି ନକଆଉଟ ପ୍ରବେଶ ଆଶା ମଜଭୁତ କରିିଛି । ଏହି…

ଫିଫା ବିଶ୍ୱକପ : ଡେନମାର୍କକୁ ହରାଇ ଫ୍ରାନ୍ସ ନକଆଉଟରେ

ଦୋହା: କିଲିୟନ ଏମ୍ବାପେଙ୍କ ଡବଲ ଗୋଲ ବଳରେ ଚାମ୍ପିୟନ ଫ୍ରାନ୍ସ ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ୨-୧ ଗୋଲରେ ଡେନମାର୍କକୁ ହରାଇ ନକଆଉଟ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି । ମ୍ୟାଚର ୬୧ତମ ମିନିଟରେ ଏମ୍ବାପେଙ୍କ ଗୋଲ ବଳରେ ଫ୍ରାନ୍ସ ୧-୦ର ଅଗ୍ରଣୀ ହାସଲ କରିଥିଲା । ମାତ୍ର ଏହାର ୭ ମିନିଟ ପରେ…

ହକି ସିରିଜ: ରୋମାଂଚକ ମୁକାବିଲାରେ ଅଷ୍ଟ୍ରେଲିଆଠାରୁ ହାରିଲା ଭାରତ

ଆଡିଲେଡ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ହକି ଟେଷ୍ଟ ସିରିଜ ଆରମ୍ଭ ହୋଇଯାଇଛି । ରୋମାଂଚକ ପ୍ରଥମ ମ୍ୟାଚରେ ଭାରତ ୪-୫ ଗୋଲରେ ଅଷ୍ଟ୍ରେଲିଆଠାରୁ ହାରି ଯାଇଛି । ବିଜୟ ସହ ଆୟୋଜକ ଟିମ ୧-୦ର ଅଗ୍ରଣୀ ହାସଲ କରିଛି । ଭାରତ ପକ୍ଷରୁ ଆକାଶଦୀପ ସିଂ ହ୍ୟାଟ୍ରିକ ଗୋଲ ସ୍କୋର କରିଥିଲେ…

୧୨ ବର୍ଷ ପରେ ଫିଫା ବିଶ୍ୱକପରେ ବିଜୟ ହାସଲ କଲା ଅଷ୍ଟ୍ରେଲିଆ

ଦୋହା: ଫିଫା ବିଶ୍ୱକପରେ ଶନିବାର ଅଷ୍ଟ୍ରେଲିଆ ୧-୦ ଗୋଲରେ ଟ୍ୟୁନିଶିଆକୁ ପରାସ୍ତ କରିଛି । ୧୨ ବର୍ଷ ପରେ ବିଶ୍ୱକପରେ ଅଷ୍ଟ୍ରେଲିଆର ଏହା ପ୍ରଥମ ବିଜୟ । ଏହି ସଂଘର୍ଷପୂର୍ଣ୍ଣ ମୁକବିଲାରେ ବିଜୟ ସୂଚକ ଏକମାତ୍ର ଗୋଲଟି ମ୍ୟାଚର ୨୩ତମ ମିନିଟରେ ମିଚେଲ ଡ୍ୟୁକ ସ୍କୋର କରିଥିଲେ । ବିଜୟ ସହ ଗ୍ରୁପ…

ବିଶ୍ୱକପ ପ୍ରଶଂସକ ଭିଲେଜ ନିକଟରେ ଅଗ୍ନିକାଣ୍ଡ

ଦୋହା: କତାରରେ ଖେଳାଯାଉଥିବା ଫିଫା ବିଶ୍ୱକପ ଅବସରରେ ଶନିବାର ଏକ ଅଘଟଣ ଘଟିଛି । ରିପୋର୍ଟ ମୁତାବକ ବିଶ୍ୱକପ ପ୍ରଶଂସକ ଭିଲେଜ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । କ୍ୱେଟଫାନ ଦ୍ୱୀପ ଉତରରେ ଥିବା ଏହି ଗ୍ରାମ ଉପରେ କଳା ଧୂଆଁ ଦେଖିବାକୁ ମିଳିଥିଲା । ଏହି ଅଗ୍ନିକାଣ୍ଡରେ କ୍ଷୟକ୍ଷତିର କୌଣସି…

ପାକିସ୍ତାନ ଖେଳାଳି ଭାରତ ନଆସିଲେ ବିଶ୍ପକପ କିଏ ଦେଖିବ ?: ରମିଜ ରାଜା

ନୂଆଦିଲ୍ଲୀ: ୨୦୨୩ ଏସିଆ କପ୍ କେଉଁଠି ହେବ ତାକୁ ନେଇ ଏବେ ଜୋରଦାର ଚର୍ଚା । କାରଣ ଭାରତ କହିସାରିଛି ପାକିସ୍ତାନରେ ଏସିଆ କପ ହେଲେ ଭାରତୀୟ ଖେଳାଳି ପାକିସ୍ତାନ ଯିବେ ନାହିଁ । ଶେଷ ଥର ୨୦୦୮ରେ ଏସିଆ କପ୍ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିଥିଲା ଭାରତୀୟ ଦଳ । ତେବେ ପାକିସ୍ତାନ କ୍ରିକେଟ…