Latest Odisha News

BREAKING NEWS

Browsing Category

ଖେଳ

ଓଡ଼ିଶା ରଣଜୀ କ୍ରିକେଟ ଟିମ୍‌ର କୋଚ୍ ପଦ ଛାଡ଼ିଲେ ଓ୍ୱାସିମ୍ ଜାଫର

ଭୁବନେଶ୍ବର: ଓଡ଼ିଶା ରଣଜୀ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍ ପଦ ଛାଡ଼ିଲେ ଓ୍ୱାସିମ୍ ଜାଫର । ଓଡ଼ିଶା ପାଇଁ ସେ  ୨ଟି ସିଜିନ ରହିବା ପରେ କୋଚ୍ ପଦ ଛାଡ଼ିଛନ୍ତି ଓ୍ୱାସିମ୍ ଜାଫର । ଓ୍ୱାସିମ୍ ଜାଫର କୋଚ୍ ପଦ ଛାଡ଼ିବା ନେଇ ଓସିଏ ପକ୍ଷରୁ ସୂଚନା ଦିଆଯାଇଛି ।  ୧୯ ବର୍ଷରୁ କମ୍ ବାଂଲାଦେଶ ଟିମ୍‌ର…

ମାଆ ହେଲେ ଶାରାପୋଭା

ମସ୍କୋ: ରୁଷିଆର ମହାନ ଟେନିସ ତାରକା ତଥା ବିଶ୍ୱର ପୂର୍ବତନ ଏକ ନମ୍ବର ଖେଳାଳି ମାରିଆ ଶାରାପୋଭା ମାଆ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ସୋସିଆଲ ମିଡିଆରେ ସେ ପ୍ରଶଂସକଙ୍କ ସହ ଏହି ଖୁସି ଖବର ଶେୟାର କରିଛନ୍ତି । ଶାରାପୋଭା ତାଙ୍କ ପୁଅର ନାମ ଥିଓଡର ରଖିଛନ୍ତି । ବ୍ରିଟେନର ବ୍ୟବସାୟର…

ଆଇପିଏଲ ଆଗରେ ନଇଁଲେ ଆଇସିସି, ପାକିସ୍ତାନ

ଦୁବାଇ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଶେଷରେ ଆଇପିଏଲ ଆଗରେ ନଇଁବାକୁ ବାଧ୍ୟ ହୋଇଛି । ପ୍ରତ୍ୟେକ ବର୍ଷ ଆଇପିଏଲ ପାଇଁ ଆଇସିସି ଅଢ଼େଇ ମାସର ୱିଣ୍ଡୋ ଦେବାକୁ ବିଧିବଦ୍ଧ ଭାବେ ଘୋଷଣା କରିଛି । ଆଇସିସିର ଏହି ନିଷ୍ପତି ପାକିସ୍ତାନ କ୍ରିକେଟ ବୋର୍ଡକୁ ବଡ ଝଟକା ଦେଇଛି । ପିସିବି ଏହାକୁ ବିରୋଧ…

ତୃତୀୟ ଦିନିକିଆ ପୂର୍ବରୁ ଭାଇରାଲ ହେଲା କୋହଲିଙ୍କ ପୋଷ୍ଟ

ଲଣ୍ଡନ: ଇଂଲଣ୍ଡ ବିପକ୍ଷ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚ ପୂର୍ବରୁ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଏକ ପୋଷ୍ଟ ଭାଇରାଲ ହେଉଛି । ଇଂଲଣ୍ଡ ଗସ୍ତରେ ଏ ପର୍ଯ୍ୟନ୍ତ କୋହଲି ୧୧, ୨୦, ୧, ୧୧ ଓ ୧୬ ରନ କରିଛନ୍ତି । ପ୍ରଶଂସକମାନେ ତାଙ୍କ ଫର୍ମକୁ ଫେରିବା ପାଇଁ ବ୍ୟଗ୍ରତା ସହକାରେ…

ୱାର୍ଲ୍ଡ ଆଥଲେଟିକ୍ସ ଚାମ୍ପିୟନଶିପ: ଶ୍ରୀଶଙ୍କର, ଅବିନାଶ ଫାଇନାଲରେ

ନ୍ୟୁୟର୍କ: ଭାରତୀୟ ଲଙ୍ଗ ଜମ୍ପର ଶ୍ରୀଶଙ୍କର ଓ ଷ୍ଟିପଲଚେଜର ଅବିନାଶ ସାବଲେ ୱାର୍ଲ୍ଡ ଆଥଲେଟିକ୍ସ ଚାମ୍ପିୟନଶିପର ଫାଇନାଲରେ ପ୍ରବେଶ କରିଛନ୍ତି । ଶ୍ରୀଶଙ୍କର ପ୍ରଥମ ଭାରତୀୟ ପୁରୁଷ ଲଙ୍ଗଜମ୍ପର ଭାବେ ଏହି ଗୌରବ ଅର୍ଜନ କରିଛନ୍ତି । ସେ ଏହା ପୂର୍ବରୁ ୨୦୧୯ରେ ମଧ୍ୟ ଫାଇନାଲରେ ପ୍ରବେଶ…

ସିଙ୍ଗାପୁର ଓପନ ସୁପର ୫୦୦ ସିରିଜ ବ୍ୟାଡମିଂଟନ: ଫାଇନାଲରେ ସିନ୍ଧୁ

ସିଙ୍ଗାପୁର: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ପିଭି ସିନ୍ଧୁ ଚଳିତ ସିଙ୍ଗାପୁର ଓପନ ସୁପର ସିରିଜ ୫୦୦ ଟୁଣ୍ଣାମେଂଟର ଫାଇନାଲରେ ପ୍ରବେଶ କରିଛନ୍ତି । ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ସେ ଜାପାନର ସୀନା କାୱାକାମୀଙ୍କୁ ୨୧-୧୫ ଓ ୨୧-୭ରେ ପରାସ୍ତ କରିଥିଲେ । ପୂର୍ବରୁ କ୍ୱାର୍ଟର ଫାଇନାଲରେ…

ଟି୨୦ ବିଶ୍ୱକପ ୨୦୨୨: ଚୂଡାନ୍ତ ହେଲା ୧୬ ଟିମ

ମେଲବୋର୍ଣ୍ଣ: ଚଳିତ ବର୍ଷ ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ ଆୟୋଜିତ ହେବ । ଶନିବାର ନେଦରଲାଣ୍ଡ ଓ ଜିମ୍ବାୱେ କ୍ୱାଲିଫାଇ କରିବା ପରେ ୧୬ ଟିମ ଚୂଡାନ୍ତ ହୋଇଛି । ଭାରତ ସମେତ ୮ ଟିମ ସୁପର ୧୨ରେ ଖେଳିବେ । ଅନ୍ୟ ୮ ଟିମରୁ ୪ଟି ପ୍ରଥମ ରାଉଣ୍ଡ ପରେ ସୁପର ୧୨ରେ ପଂହଚିବେ ।…

ସିଙ୍ଗାପୁର ଓପନ ସେମିରେ ସିନ୍ଧୁ : ବିଦା ହେଲେ ସାଇନା, ପ୍ରଣୟ

ସିଙ୍ଗାପୁର: ଭାରତର ଡବଲ ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁ ଚଳିତ ସିଙ୍ଗାପୁର ଓପନ ବ୍ୟାଡମିଂଟନର ସେମିଫାଇନାଲରେ ପ୍ରବେଶ କରିଛନ୍ତି । ସେ ମହିଳା ସିଙ୍ଗ୍‌ସ କ୍ୱାର୍ଟରରେ ଚୀନର ହାନ ହୁୟେଙ୍କୁ ୧୭-୨୧, ୨୧-୧୧ ଓ ୨୧-୧୯ରେ ପରାସ୍ତ କରିଥିଲେ । ପ୍ରଥମ ଗେମ ହାରିବା ପରେ ସିନ୍ଧୁ ମ୍ୟାଚକୁ…

ରୋନାଲ୍ଡୋଙ୍କୁ ୨୪୦୦ କୋଟି ଟଙ୍କାର ଅଫର ଦେଲା ସାଉଦି ଆରବ କ୍ଲବ !

ରିୟାଦ: ପର୍ତୁଗାଲର ଅଧିନାୟକ ତଥା ଷ୍ଟାର ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ଫୁଟବଲ ଇତିହାସର ସବୁଠାରୁ ଧନୀ ଖେଳାଳି ହେବାକୁ ଯାଉଛନ୍ତି । ରିପୋର୍ଟ ମୁତାବକ ସାଉଦି ଆରବର ଏକ କ୍ଳବ ରୋନାଲ୍ଡୋଙ୍କୁ ଚୁକ୍ତି କରିବା ପାଇଁ ୩୦୦ ମିଲିୟନ ୟୁରୋ(୨୪୦୦ କୋଟି ଟଙ୍କା)ର ଅଫର ଦେଇଛି । ତେବେ କେଉଁ କ୍ଲବ…

ଦ୍ବିତୀୟ ଦିନିକିଆରେ ଜିତିଲା ଇଂଲଣ୍ଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦ୍ଵିତୀୟ ଦିନିକିଆରେ ଭାରତ 100 ରନରେ ପରାସ୍ତ ହୋଇଛି । ପ୍ରାରମ୍ଭିକ ବ୍ୟାଟିଂ ବିଫଳତା ପର ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଥିଲା ଭାରତ । ୨୪୭ ରନର ପିଛା କରି ଭାରତ 146    ରନରେ ଅଲଆଉଟ ହୋଇଥିଲା । ଦଳ ପକ୍ଷରୁ ରୋହିତ ଶର୍ମା ୦ ରନ କରି ଆଉଟ ହୋଇଥିବା…