Latest Odisha News

BREAKING NEWS

Browsing Category

ଖେଳ

ଧୂଳିସାତ ହେଲା ଦକ୍ଷିଣ ଆଫ୍ରିକାରେ ଟିମ ଇଣ୍ଡିଆର ସିରିଜ ଜିତିବା ସ୍ୱପ୍ନ

କେପଟାଉନ: ତୃତୀୟ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ୱିକେଟରେ ଭାରତକୁ ପରାସ୍ତ କରି ୨-୧ରେ ସିରିଜ କବଜା କରିଛି । ଫଳରେ ଦକ୍ଷିଣ ଆଫ୍ରିକା ମାଟିରେ ଭାରତର ସିରିଜ ଜିତିବା ସ୍ୱପ୍ନ ଧୂଳିସାତ ହୋଇଛି । ଆବଶ୍ୟକ ୨୧୨ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୩ ଉଇକେଟ ହରାଇ ହାସଲ କରି…

ସାଇନାଙ୍କୁ କ୍ଷମା ମାଗିଲେ ସିଦ୍ଧାର୍ଥ

ମୁମ୍ବାଇ: ଅଲିମ୍ପିକ ପଦକ ବିଜେତା ସାଇନା ନେହ୍ୱାଲଙ୍କ ପ୍ରତି ଆଶାଳୀନ ମନ୍ତବ୍ୟ ଦେଇ ଫସିଥିବା ତାମିଲ ଅଭିନେତା ଶେଷରେ ଚାପରେ ପଡି କ୍ଷମା ମାଗିବାକୁ ବାଧ୍ୟ ହୋଇଛନ୍ତି । ସୋସିଆଲ ମିଡିଆରେ ଏକ ପତ୍ର ଲେଖି ସେ ସାଇନାଙ୍କୁ କ୍ଷମା ମାଗିବା ସହ, ମୋ ପାଇଁ ସର୍ବଦା ତୁମେ ଚାମ୍ପିୟନ ହୋଇ ରହିବ…

କୋହଲିଙ୍କ ବ୍ୟାଟିଂକୁ ବରିଷ୍ଠ କ୍ରିକେଟରଙ୍କ ପ୍ରଶଂସା, ଶତକଠାରୁ କମ ନ ଥିଲା ୭୯ ରନର ଇନିଂସ

କେପଟାଉନ: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୨୨୩ ରନ କରି ଅଲଆଉଟ ହୋଇଛି । ଏହି ଇନିଂସରେ ଟିମ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ୭୯ ରନର ଇନିଂସ ଖେଳିଥିଲେ । ତାଙ୍କର ଏହି ଇନିଂସକୁ ବରିଷ୍ଠ କ୍ରିକେଟରମାନେ ଭୂୟସୀ ପ୍ରଶଂସା କରିଛନ୍ତି । ଏହି ୭୯ ରନର…

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ଆଇପିଏଲର ଦାମୀ ଖେଳାଳି

କେପଟାଉନ: ଆଇପିଏଲର ଦାମୀ ଖେଳାଳି ତଥା ଦକ୍ଷିଣ ଆଫ୍ରିକାର ଅଲରାଉଣ୍ଡର କ୍ରିସ ମୋରିସ ଆଜି ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଆଇପିଏଲର ୨୦୨୧ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ ଆଶ୍ଚର୍ଯ୍ୟଜନକ ଭାବେ ମୋରିସଙ୍କୁ ୧୬.୨୫ କୋଟି ଟଙ୍କାରେ କ୍ରୟ କରିଥିଲା । ସେ ଫେଜ ୧ରେ ଭଲ…

ୱାଶିଂଟନ ସୁନ୍ଦର କରୋନା ସଂକ୍ରମିତ, ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆରେ ଖେଳି ନ ପାରନ୍ତି

କେପଟାଉନ: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ୱାଶିଂଟନ ସୁନ୍ଦରଙ୍କ କୋଭିଡ ୧୯ ରିପୋର୍ଟ ପଜିଟିଭ ଆସିଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ କ୍ରିକେଟ ସିରିଜ ପାଇଁ ତାଙ୍କୁ ୧୮ ଜଣିଆ ଭାରତୀୟ ଦଳରେ ସାମିଲ କରାଯାଇଥିଲା । ସେ ସଂକ୍ରମିତ ହେବା ପରେ ଦିନିକିଆ ସିରିଜ ଖେଳିବା ନେଇ ସନ୍ଦେହ…

ଆଇପିଏଲ ଟାଇଟଲ ସ୍ପନଶର ହେଲା ଟାଟା

ନୂଆଦିଲ୍ଲୀ: ଟାଟା କମ୍ପାନୀ ଆଇପିଏଲର ନୂତନ ଟାଇଟଲ ସ୍ପନଶର ହୋଇଛି । ମଙ୍ଗଳବାର ଚୀନର ଭିଭୋ କମ୍ପାନୀ ଏଥିରୁ ଓହରିଯିବା ପରେ ପରବର୍ତୀ ୨ଟି ସିଜନ ପାଇଁ ଟାଟାକୁ ଏହି ଅଧିକାର ପ୍ରଦାନ କରାଯାଇଛି । ଫଳରେ ଆଗାମୀ ସଂସ୍କରଣକୁ ଟାଟା ଆଇପିଏଲ କୁହାଯିବ । ୨୦୧୮ରେ ଭିଭୋ ବାର୍ଷିକ ୪୪୦ କୋଟି…

ଏମ୍‌କେସିଏ କ୍ୟାରମ୍‌: ଗୌତମ ସିଙ୍ଗଲ୍ସ, ଦାଦୁ-ବାପି ଡବଲ୍ସ ଚାମ୍ପିୟନ

ଭୁବନେଶ୍ବର: ମାକାଳିଆଶନୀ କ୍ୟାରମ୍ ସଂଘ ଆନୁକୂଲ୍ୟରେ ଆୟୋଜିତ ଏମ୍‌କେସିଏ ନିଖିଳ ଓଡ଼ିଶା କ୍ୟାରମ୍ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇଛି । ଏହି ତିନି ଦିନିଆ ପ୍ରତିଯୋଗିତାର ସିଙ୍ଗଲ୍ସରେ କଣାସର ଗୌତମପ୍ରସାଦ ଭୋଳ ଚାମ୍ପିୟନ ହୋଇଥିଲା ବେଳେ ଗଙ୍ଗା ଯମୁନା ପୁରୁଣା ଭୁବନେଶ୍ବରର…

ଶନ ଭ୍ୟାଣ୍ଡି, କୋଚ ନାଥାନଙ୍କୁ କରୋନା: ଇଣ୍ଡିଆନ ଓପନ ବ୍ୟାଡମିଂଟନରୁ ଓହରିଲା ଇଂଲଣ୍ଡ

ନୂଆଦିଲ୍ଲୀ:ଡବଲ୍ସ ସ୍ପେଶାଲିଷ୍ଟ ଶନ ଭ୍ୟାଣ୍ଡି ଓ କୋଚ ନାଥାନ ରବର୍ଟସନ କରୋନା ସଂକ୍ରମିତ ହେବା ପରେ ଇଣ୍ଡିଆନ ଓପନ ବ୍ୟାଡମିଂଟନରୁ ଇଂଲଣ୍ଡ ଟିମ ଓହରି ଯାଇଛି । ରବିବାର ଭାରତୀୟ ବ୍ୟାଡମିଂଟନ ଆସୋସିଏଶନ ପକ୍ଷରୁ କରାଯାଇଥିବା ସମସ୍ତ ଖେଳାଳିଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା ।…

ୱ, ଦ୍ରାବିଡଙ୍କ ରେକର୍ଡ ଭାଙ୍ଗିବେ କୋହଲି

କେପଟାଉନ: ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ୧୧ ଜାନୁୟାରୀରୁ କେପଟାଉନରେ ଖେଳାଯିବ । ଏହି ମ୍ୟାଚରେ ଷ୍ଟିଭ ୱ ଓ ରାହୁଲ ଦ୍ରାବିଡଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ରହିବେ କୋହଲି । ଏହି ମ୍ୟାଚରେ କୋହଲି ଆଉ ୧୪ ରନ ସଂଗ୍ରହ କଲେ ଦ୍ରାବିଡଙ୍କୁ ଅତିକ୍ରମ କରିବେ । ଦକ୍ଷିଣ…

୨୦୨୨ ମହିଳା ବିଶ୍ୱକପ କ୍ରିକେଟ: ମିତାଲୀଙ୍କ ନେତୃତ୍ୱରେ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡରେ ହେବାକୁ ଥିବା ଆଇସିସି ମହିଳା ବିଶ୍ୱକପ କ୍ରିକେଟ ପାଇଁ ମିତାଲି ରାଜଙ୍କ ନେତୃତ୍ୱରେ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି । ହରମନପ୍ରୀତ କୌରଙ୍କୁ ଉପ ଅଧିନାୟକ ନିଯୁକ୍ତ କରାଯାଇଛି । ଜେମିମା ରୋଡ୍ରିଗ୍ୟୁସ, ଶିଖା ପାଣ୍ଡେ, ରାଧା ଯାଦବ ଓ ବେଦା…