Latest Odisha News

BREAKING NEWS

Browsing Category

ଖେଳ

ଟେନିସ ଖେଳାଳି ବୋରିସ ବେକରଙ୍କୁ ୨.୫ ବର୍ଷ ଜେଲ ଦଣ୍ଡାଦେଶ

ଲଣ୍ଡନ: ପୂର୍ବତନ ଟେନିସ ଚାମ୍ପିୟନ ତଥା ମହାନ ଖେଳାଳି ବୋରିସ ବେକରଙ୍କୁ ଆଜି ସ୍ଥାନୀୟ କୋର୍ଟ ଦଣ୍ଡାଦେଶ ଶୁଣାଇଛି । ବ୍ୟାଙ୍କ ଲୋନ ନ ଶୁଝିବା ପାଇଁ ସେ ଠକାମୀର ଆଶ୍ରୟ ନେଇଥିଲେ । ଏଥିପାଇଁ ତାଙ୍କୁ ୨.୫ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ୫୪ ବର୍ଷୀୟ ଏହି ଟେନିସ ଖେଳାଳି ନିଜକୁ ଦେବାଳିଆ…

୬୬ ବର୍ଷ ତଳର ରେକର୍ଡ ଭାଙ୍ଗିଲେ ନେହାଲ ୱାଧେରା

ଚଣ୍ଡୀଗଡ: ୨୩ ବର୍ଷରୁ କମ କ୍ରିକେଟରେ ପଂଜାବର ନେହାଲ ୱାଧେରା ୬୬ ବର୍ଷ ତଳର ରେକର୍ଡ ଭାଙ୍ଗିଛନ୍ତି । ସେ ୫୭୮ ରନର ଇନିଂସ ଖେଳି ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ଭାଟିଣ୍ଡା ବିପକ୍ଷ ଏହି ମ୍ୟାଚରେ ସେ ୪୧୪ ବଲରେ ୩୭ ଛକା ଓ ୪୨ ଚୌକାରେ ଏହି ରନ ସଂଗ୍ରହ କରିଥିଲେ । ତାଙ୍କ ପୂର୍ବରୁ ଚମନ…

ବ୍ୟାଡମିଂଟନ ଏସିଆ ଚାମ୍ପିୟନଶିପ: ସେମିରେ ପ୍ରବେଶ କରି ପଦକ ନିଶ୍ଚିତ କଲେ ସିନ୍ଧୁ

ନୂଆଦିଲ୍ଲୀ: ମାଲେସିଆର ଶାହ ଆଲେମରେ ଚାଲିଥିବା ବ୍ୟାଡମିଂଟନ ଏସିଆ ଚାମ୍ପିୟନଶିପରେ ଭାରତୀୟ ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ମହିଳା ସିଙ୍ଗଲ୍ସ ସେମି ଫାଇନାଲରେ ଭାରତର ପିଭି ସିନ୍ଧୁ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି । ୨ ଥର ଅଲିମ୍ପିକ ପଦକ ବିଜେତା ସିନ୍ଧୁ କ୍ୱାର୍ଟର…

ଆଫ୍ରିଦୀ ମୋତେ ଫସାଇଥିଲେ: କାନେରିଆ

ଲାହୋର: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ସ୍ପିନର ଦାନୀଶ କାନେରିଆ ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଶାହିଦ ଆଫ୍ରିଦୀଙ୍କ ଉପରେ ଚାଂଚଲ୍ୟକର ବୟାନ ଦେଇଛନ୍ତି । ସେ କହିଛନ୍ତି ମୁଁ ହିନ୍ଦୁ ହୋଇଥିବାରୁ ପିସିବି ସବୁବେଳେ ମୋତେ ଅଣଦେଖା କରିଛି । ଅଧିନାୟକ ଶାହୀଦ ଆଫ୍ରିଦୀ ମୋତେ ଷଡଯନ୍ତ୍ର…

ବେନ ଷ୍ଟୋକ୍ସ ହେଲେ ଇଂଲଣ୍ଡର ନୂତନ ଅଧିନାୟକ

ଲଣ୍ଡନ: ଇଂଲଣ୍ଡ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କୁ ଜାତୀୟ ଦଳର ନୂତନ ଟେଷ୍ଟ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି । ଇଂଲଣ୍ଡ ପକ୍ଷରୁ ସେ ୭୯ ଟେଷ୍ଟ ଖେଳି ୫୦୬୧ ରନ କରିଛନ୍ତି । ଏଥିରେ ୧୧ ଶତକ ଓ ୨୬ ଅର୍ଦ୍ଧଶତକ ସାମିଲ । ବୋଲିଂରେ ସେ ୧୭୪ ୱିକେଟ ଅକ୍ତିଆର କରିଛନ୍ତି ।…

ଭୁବନେଶ୍ୱରରେ ପ୍ରଥମ ଟାଇବକ୍ସ ପ୍ରତିଯୋଗିତା

ଭୁବନେଶ୍ୱର: ଆସନ୍ତା ମେ ୧ ରେ ପ୍ରଥମ କରି ରାଜ୍ୟସ୍ତରୀୟ ଟାଇବକ୍ସ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ବୁଦ୍ଧେଶ୍ୱରୀ କଲୋନୀ କମ୍ପ୍ଲେକ୍ସ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତରେ ବିଭିନ୍ନ ଜିଲ୍ଲାରୁ ୩୦୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଭାଗନେବେ। ଟାଇବକ୍ସ ଏକ ସାମରିକ…

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ: ବିଶ୍ରାମ ନେବେ ସପ୍ତରଥୀ

ଭୁବନେଶ୍ୱର: ଆଇପିଏଲ ବ୍ୟସ୍ତବହୂଳ କାର୍ଯ୍ୟସୂଚୀ ପରେ ଭାରତ ଘରୋଇ ପରିବେଶରେ ଦକ୍ଷିଣ ଆଫ୍ରିକା ସହ ଟି୨୦ ସିରିଜ ଖେଳିବ । ଏହା ପରେ ଟିମ ଇଣ୍ଡିଆ ଆର‌୍ୟଲାଣ୍ଡ ଓ ଇଂଲଣ୍ଡ ଗସ୍ତରେ ଯିବ । ସେଠାରେ ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ ଖେଳାଯିବ । ଏହାକୁ ଦେଖି ବିସିସିଆଇ ଦଳର…

ସନ୍ତୋଷ ଟ୍ରଫି ଫୁଟବଲ: ଓଡିଶାର ସେମି ଫାଇନାଲ ପ୍ରବେଶ ଆଶା ଧୂଳିସାତ

ଭୁବନେଶ୍ୱର: କେରଳରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲରେ ଓଡିଶାର ସେମି ଫାଇନାଲ ପ୍ରବେଶ ଆଶା ଧୂଳିସାତ ହୋଇଛି । ଗ୍ରୁପ ବି’ରେ କର୍ଣ୍ଣାଟକ ସହ ମିଳିତ ଭାବେ ଦ୍ୱିତୀୟ ସ୍ଥାନରେ ରହିଥିଲେ ମଧ୍ୟ ଗୋଲ ବ୍ୟବଧାନ ଯୋଗୁ ଓଡିଶା ପରବର୍ତୀ ପର୍ଯ୍ୟାୟକୁ ଉନ୍ନୀତ ହୋଇପାରି ନ ଥିଲା । କର୍ଣ୍ଣାଟକ ୮ ଗୋଲ…

କେଆଇୟୁଜି: ସନ୍ତରଣରେ ଉତ୍କଳ ୟୁନିଭରସିଟିର ପ୍ରତ୍ୟାଷା ଜିତିଲେ ରୌପ୍ୟ

ଭୁବନେଶ୍ୱର: ବାଙ୍ଗାଲୋରରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସରେ ଓଡିଶା ଆଥଲେଟ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି । ସନ୍ତରଣରେ ଉତ୍କଳ ୟୁନିଭରସିଟି ପକ୍ଷରୁ ପ୍ରତିନିଧିତ୍ୱ କରି ପ୍ରତ୍ୟାଷା ରାୟ ୧୦୦ ମିଟର ବ୍ୟାକଷ୍ଟ୍ରୋକରେ ରୌପ୍ୟ ପଦକ ହାସଲ କରିଛନ୍ତି । ଜେଏସଡବ୍ଲ୍ୟୁ ସୁଇମିଂ…

ଭାରତ-ଦକ୍ଷିଣ ଆଫ୍ରିକା ସିରିଜରୁ ଉଠିବ ବାୟୋ ବବଲ

ଭୁବନେଶ୍ୱର: କ୍ରିକେଟପ୍ରେମୀ ଏବଂ ଖେଳାଳିମାନଙ୍କ ଖୁସି ଖବର । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଟି୨୦ ସିରିଜରୁ ବାୟୋ ବବଲ କଟକଣା ଉଠାଇବା ପାଇଁ ବିଚାର କରୁଛି । ବିସିସିଆଇର ଜନୈକ ଅଧିକାରୀଙ୍କ ମତରେ ଯେତେଦୂର ସମ୍ଭବ ଏହି ସିରିଜରେ ବାୟୋ ବବଲ ରହି ନ…