Latest Odisha News

BREAKING NEWS

Browsing Category

ଖେଳ

ଟପ ଟେନକୁ ଫେରିଲେ ବୁମରାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପେସ ବୋଲର ଯଶପ୍ରୀତ ବୁମରାହ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଚମତ୍କାର ବୋଲିଂ କରିଥିଲେ । ଏହାର ଫାଇଦା ତାଙ୍କୁ ଆଇସିସି ଟେଷ୍ଟ ର‌୍ୟାଙ୍କିଙ୍ଗରେ ମିଳିଛି । ସେ ୧୦ଟି ସ୍ଥାନ ଉପରକୁ ଓଭରାଲ ୯ମ ସ୍ଥାନ ହାସଲ କରିଛନ୍ତି । ୨୦୧୯ ସେପ୍ଟେମ୍ବରରେ ସେ ତୃତୀୟ…

ଟି୨୦ ବିଶ୍ୱକପ ପରେ ଟିମ୍ ଇଣ୍ଡିଆର କୋଚିଂ ଟିମ ବଦଳିବ !

ନୂଆଦିଲ୍ଲୀ: ୟୁଏଇରେ ହେବାକୁ ଥିବା ଟି୨୦ ବିଶ୍ୱକପ କ୍ରିକେଟ ପରେ ଟିମ୍ ଇଣ୍ଡିଆର କୋଚିଂ ଟିମ ବଦଳିବ । ଦୀର୍ଘ ଦିନ ଧରି କୋଚ ହେବା ସତ୍ୱେ ଭାରତ କୌଣସି ଆଇସିସି ଟାଇଟଲ ଜିତି ନ ଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇ ପାରେ । ରିପୋର୍ଟ ମୁତାବକ କୋଚ ରବି ଶାସ୍ତ୍ରୀଙ୍କୁ ବିସିସିଆଇ ଏହି ସୂଚନା…

ଓଡ଼ିଆ ହକି ଅଲିମ୍ପିଆନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ପୁରୁଷ ଖେଳାଳିଙ୍କୁ ଅଢେଇ କୋଟି, ମହିଳା ଖେଳାଳିଙ୍କୁ…

ଭୁବନେଶ୍ୱର: ଓଡ଼ିଶାର ୪ ହକି ଅଲିମ୍ପିଆନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୋଜିତ ସମ୍ବର୍ଦ୍ଧନା ସମାରୋହରେ ବୀରେନ୍ଦ୍ର ଲାକ୍ରା, ଅମିତ ରୋହିଦାସ, ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋଙ୍କ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ନୂଆ ଅଲିମ୍ପିକ୍‌ : ନାମ ପାଇବା ପାଇଁ ପ୍ରତିଯୋଗିତା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଟୋକିଓ ଅଲିମ୍ପିକ୍ ସହିତ ତାଳ ଦେଇ ଆମ ଦେଶରେ ଗଣମାଧ୍ୟମ ଦ୍ୱାରା ଆଉ ଏକ ଅଲିମ୍ପିକ୍‌ ଚାଲୁଥିଲା । ସେହି ଅଲିମ୍ପିକ୍ ହେଉଛି ଖେଳାଳୀଙ୍କ ସଫଳତାକୁ ରାଜନୈତିକ ନେତାମାନେ ନିଜ ନାମରେ କରିବାର ପ୍ରତିଯୋଗିତା । ଯେତେବେଳେ ମୀରାବାଈ ଚାନୁ…

ଭିନେଶ ଫୋଗଟ ଅସ୍ଥାୟୀ ରୂପରେ ବାସନ୍ଦ, ସୋନମଙ୍କୁ ଚେତାବନୀ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ସଂଘ ଟୋକିଓ ଅଲିମ୍ପିକ୍ସରେ ପ୍ରଭାବୀ ପ୍ରଦର୍ଶନ କରିପାରି ନ ଥିବା ମହିଳା ରେସଲର ଭିନେଶ ଫୋଗଟଙ୍କ ବିରୋଧରେ ଆଜି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ବିଶୃଙ୍ଖଳିତ ଆଚରଣ ଯୋଗୁ ଭିନେଶଙ୍କୁ ଅସ୍ଥାୟୀ ଭାବେ ବାସନ୍ଦ କରାଯାଇଛି । କ୍ୱାର୍ଟର ଫାଇନାଲ ମୁକାବିଲାରେ…

ନ୍ୟୁଜିଲାଣ୍ଡର ପୂର୍ବତନ ଅଲରାଉଣ୍ଡର କେର୍ଣ୍ଣସ ଗୁରୁତର

ମୁମ୍ବାଇ: ନ୍ୟୁଜିଲାଣ୍ଡ କ୍ରିକେଟର ମହାନ ଅଲରାଉଣ୍ଡର କ୍ରିସ କେର୍ଣ୍ଣସଙ୍କ ଅବସ୍ଥା ଗୁରୁତର ରହିଛି । ଏହି ପୂର୍ବତନ ଅଲରାଉଣ୍ଡରଜଣକ ଏବେ ଲାଇଫ ସପୋର୍ଟରେ ଅଛନ୍ତି । ଅପରେଶନ ଏବଂ ଚିକିତ୍ସା ସତ୍ୱେ ତାଙ୍କ ଅବସ୍ଥାରେ ଉନ୍ନତି ଘଟୁ ନାହିଁ । ମୁଖ୍ୟ ଧମନୀର ଭିତର ଅଂଶ ଫାଟି ଯାଇଥିବା କୁହାଯାଇଛି…

ମେସି, ନେମାର ଏକତ୍ର ଖେଳିବେ !

ପ୍ୟାରିସ: ଫୁଟବଲ ପ୍ରଶଂସକଙ୍କ ପାଇଁ ବଡ ଖବର । ଫୁଟବଲ ଜଗତର ଦୁଇ ମହାନ ଖେଳାଳି ଲିଓନେଲ ମେସୀ ଓ ନେମାର ଏକତ୍ର ଖେଳିବାକୁ ଯାଉଛନ୍ତି । ଏହା ସହିତ ବୋନସ ଭାବେ କାଇଳିନ ଏମବାପେ ରହିବେ । ରିପୋର୍ଟ ମୁତାବକ ମେସି ପ୍ୟାରିସ ସେଂଟ ଜର୍ମାନ ସହ ଚୁକ୍ତି କରିବାକୁ ଯାଉଛନ୍ତି । ଅବଶ୍ୟ ଏହି ଚୁକ୍ତିର…

ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ, ୨୦୨୮ ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ !

ନୂଆଦିଲ୍ଲୀ: କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । ପ୍ରାୟ ଏକ ଶତାବ୍ଦୀ ଧରି ଅପେକ୍ଷା କରିବା ପରେ ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ୨୦୨୮ ଲସ ଏଞ୍ଜେଲ୍ସ ଅଲିମ୍ପିକ୍ସରେ ଏହାକୁ ସାମିଲ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି । ୧୯୦୦ରେ ଗ୍ରେଟବ୍ରିଟେନ ଗେମ୍ସରେ ଶେଷ ଥର ପାଇଁ କ୍ରିକେଟକୁ ସାମିଲ…

ସ୍ୱଦେଶ ଫେରିଲେ ପଦକବୀର

ନୂଆଦିଲ୍ଲୀ: କ୍ରୀଡା ମାନଚିତ୍ରରେ ଭାରତର ସ୍ଥିତି ମଜଭୁତ କରିବା ପରେ ସ୍ୱଦେଶ ଫେରିଛନ୍ତି ଭାରତୀୟ ଆଥଲେଟ । ଟୋକିଓ ଅଲିମ୍ପିକ୍ସରେ ଭାରତ ଚମତ୍କାର ପ୍ରଦର୍ଶନ କରି ୧ ସ୍ୱର୍ଣ୍ଣ ସହ ୭ ପଦକ ଜିତିଛି । ଅଲିମ୍ପିକ୍ସରେ ଭାରତର ଏହା ଶ୍ରେଷ୍ଠ ପ୍ରଦର୍ଶନ । ସ୍ମରଣୀୟ ପ୍ରଦର୍ଶନ ପରେ ଭାରତୀୟ ଆଥଲେଟ…

ଜୁନିୟର ଫେଡେରେଶନ କପରେ ଜୀଭା, ଏକ୍କାଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର: ପଞ୍ଜାବର ସାଙ୍ଗରୁରୁରେ ଅନୁଷ୍ଠିତ ଜୁନିୟର ଫେଡେରେଶନ କପ ଆଥଲେଟିକ୍ସରେ ସମସ୍ତ ଦୃଷ୍ଟି ଆକର୍ଷଣ କରିଛନ୍ତି ଗ୍ରେସେସନ ଜୀଭା ଓ ଆର୍ଯ୍ୟନ ଏକ୍କା । ୧୧୦ ମିଟର ହର୍ଡଲର ଜୀଭା ଏବଂ ଏକ୍କା ରିଲାଏନ୍ସ ଫାଉଣ୍ଡେସନ ଓଡିଶା ଆଥଲେଟିକ ହାଇ ପର୍ଫମାନ୍ସ ସେଂଟର (ଏଚପିସି)ରେ ପ୍ରଶିକ୍ଷଣ…