Latest Odisha News

BREAKING NEWS

Browsing Category

ଖେଳ

ଟୋକିଓ ଅଲିମ୍ପିକ୍ସ: ପ୍ରଥମ ମ୍ୟାଚ୍ ଜିତିଲେ ପି. ଭି. ସିନ୍ଧୁ

ଟୋକିଓ: ଅଲିମ୍ପିକ୍ସରେ ଗ୍ରୁପ୍ ମ୍ୟାଚରେ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି ଭାରତୀୟ ସଟଲର ପି. ଭି. ସିନ୍ଧୁ । ଗ୍ରୁପ-ଜିର ପ୍ରଥମ ମୁକାବିଲାକୁ ସେ ଜିତି ନେଇଛନ୍ତି । ଇସ୍ରାଏଲର ସୋନିଆ ପୋଲିକାରପୋଓ୍ୱାଙ୍କୁ ୨୧-୭, ୨୧-୧୦ ସେଟରେ ହରାଇଛନ୍ତି । ମାତ୍ର ୨୯ ମିନିଟ ଲଢ଼େଇ ବାଜି ମାରିଛନ୍ତି…

ମହିଳା ହକିରେ ନେଦରଲାଣ୍ଡ ନିକଟରୁ ଭାରତର ଶୋଚନୀୟ ପରାଜୟ, ସୁମିତ ରଚିଲେ କୀର୍ତିମାନ

ଟୋକିଓ: ଟୋକିଓ ଅଲିମ୍ପିକ୍ସ ମହିଳା ହକିରେ ନେଦରଲାଣ୍ଡ ୫-୧ ଗୋଲରେ ଭାରତକୁ ଶୋଚନୀୟ ଭାବେ ପରାଜିତ କରିଛି । ସମ୍ପୂର୍ଣ୍ଣ ମ୍ୟାଚରେ ନେଦରଲାଣ୍ଡର ପ୍ରଭାବ ଦେଖିବାକୁ ମିଳିଥିଲା । ଭାରତ ପକ୍ଷରୁ ଅଧନାୟିକା ରାନୀ ରାମପଲ ଏକମାତ୍ର ଗୋଲଟି ସ୍କୋର କରିଥିଲେ । ନେଦରଲାଣ୍ଡ ପକ୍ଷରୁ ଫେଲିସ ଆଲବର୍ସ…

ମୀରବାଇଙ୍କ ପାଇଁ ଲକି ସାବ୍ୟସ୍ତ ହୋଇଥିଲା ମାଆଙ୍କ ଉପହାର !

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରୋତୋଳିକା ମୀରାବାଇ ଚାନୁ ରୌପ୍ୟ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି । ତେବେ ତାଙ୍କର ଏହି ସଫଳତା ପଛରେ ମାଆଙ୍କ ଏକ ଉପହାର ଚର୍ଚ୍ଚାର ପରିସରକୁ ଆସିଛି । ଏପରି କି ଏହି ଉପହାର ତାଙ୍କ ପାଇଁ ଲକି ସାବ୍ୟସ୍ତ ହୋଇଛି ବୋଲି ନିଜେ ଚାନୁ କହିଛନ୍ତି । ୨୦୧୬ ରିଓ…

ସୁଟିଂରେ ସୌରଭଙ୍କ ଅଲିମ୍ପିକ୍ସ ପଦକ ଆଶା ଧୂଳିସାତ୍

ଟୋକିଓ: ୧୦ ମିଟର ଏୟାର ପିସ୍ତଲ ସୁଟିଂରେ ଭାରତର ପଦକ ଆଶା ଧୂଳିସାତ ହୋଇଛି । ଫାଇନାଲରେ ପଦକ ଆଣିବାରେ ବିଫଳ ହୋଇଛନ୍ତି ଭାରତର ସୌରଭ ଚୌଧୁରୀ । ସେ ୭ ନମ୍ବରରେ ରହିଥିଲେ । କ୍ୱାଲିଫିକେସନ୍ ରାଉଣ୍ଡରେ ଭଲ ପ୍ରଦର୍ଶନ ସହ ଏକ ନମ୍ବର ସ୍ଥାନରେ ଥିଲେ ସୌରଭ । ତେଣୁ ସେ ପଦକ ଭେଟି ଦେବେ ବୋଲି ଆଶା…

କ୍ୱାର୍ଟରରେ ହାରିଲେ ଦୀପିକା-ପ୍ରବୀଣ, ସାଇରାଜ-ଚିରାଗ ପରବର୍ତୀ ରାଉଣ୍ଡରେ

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତର ବ୍ୟାଡମିଂଟନ ଯୋଡି ସାତ୍ୱିକ ସାଇରାଜ ଓ ଚିରାଗ ସେଟ୍ଟୀ ପୁରୁଷ ଡବଲ୍ସ ଗ୍ରୁପ ଷ୍ଟେଜରେ ବିଜୟ ହାସଲ କରିଛନ୍ତି । ସେମାନେ ବିଶ୍ୱର ୩ ନମ୍ବର ର‌୍ୟାଙ୍କ ଚାଇନିଜ ତାଇପେର ଲି ୟାଙ୍ଗ- ୱାଙ୍ଗ ଚି ଲିନଙ୍କୁ ପରାସ୍ତ କରି ପରର୍ବତୀ ପର୍ଯ୍ୟାୟକୁ ଉନ୍ନୀତ…

ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଦେଲେ ମୀରାବାଇ ଚାନୁ

ଟୋକିଓ: ଅଲିମ୍ପିକସରେ ପଦକ ଖାତା ଖୋଲିଛି ଭାରତ । ପ୍ରଥମ ପଦକ ଭେଟି ଦେଇଛନ୍ତି ମୀରାବାଇ ଚାନୁ । ରୌପ୍ୟ ପଦକ ହାସଲ କରିଛନ୍ତି ମହିଳା ଭାରୋତ୍ତୋଳକ ମୀରାବାଇ ଚାନୁ । ୪୯ କିଲୋଗ୍ରାମ ବର୍ଗରେ ରୌପ୍ୟ ଜିତିଛନ୍ତି । ସେ ଅଲିମ୍ପିକ୍ସରେ ପଦକ ଦାବିଦାର ଥିଲେ । ତେବେ ଅଳ୍ପକେ ସ୍ୱର୍ଣ୍ଣ ପଦକରୁ…

ପଦକ ସମ୍ଭାବନା ସୃଷ୍ଟି କଲେ ଶୁଟର ସୌରଭ

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତର ଉଦୀୟମାନ ଶୁଟର ସୌରଭ ଚୌଧୁରୀ ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି । ୧୦ ମିଟର ଏୟାର ପିସ୍ତଲ ଇଭେଂଟର ଫାଇନାଲରେ ସେ ପ୍ରବେଶ କରିଛନ୍ତି । ସୌରଭ ୬ ସିରିଜ କ୍ୱାଲିଫାଇଂ ରାଉଣ୍ଡରେ ୬୦୦ରୁ ୫୮୬ ପଂଏଟ ହାସଲ କରି ପ୍ରଥମ ସ୍ଥାନରେ ରହିଥିଲେ । ଅନ୍ୟ ଭାରତୀୟ…

କ୍ୱାର୍ଟରରେ ଦୀପିକା-ପ୍ରବୀଣ, ରୋଇଂରେ ଭାଗ୍ୟ ଆଶାରେ

ଟୋକିଓ: ଟୋକିଓ ଅଲିମ୍ପିକ୍ସର ତୀରନ୍ଦାଜ ମିକ୍ସଡ ଇଭେଂଟରେ ଭାରତୀୟ ଯୋଡି ଦୀପିକା କୁମାରୀ ଓ ପ୍ରବୀଣ ଯାଦବ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ଚାଇନିଜ ତାଇପେ ଯୋଡିଙ୍କୁ ୫-୩ରେ ପରାସ୍ତ କରିଥିଲେ । ପ୍ରଥମ ସେଟ ୩୫-୩୬ରେ ହାରିବା ପରେ ଦ୍ୱିତୀୟ ସେଟ ୩୮-୩୮ରେ ଡ୍ର ରହିଥିଲା ।…

ଟୋକିଓ ଅଲିମ୍ପିକ୍ସର ପ୍ରଥମ ସ୍ୱର୍ଣ୍ଣ ଜିତିଲା ଚୀନ

ଟୋକିଓ: ଟୋକିଓ ଅଲିମ୍ପିକ୍ସର ପ୍ରଥମ ସ୍ୱର୍ଣ୍ଣ ପଦକ ଚୀନ ହାତେଇଛି । ମହିଳା ୧୦ ମିଟର ଏୟାର ରାଇଫଲ ଇଭେଂଟରେ ଚୀନ ଏହି ସଫଳତା ହାସଲ କରିଛି । ୟାଙ୍ଗ କ୍ୱିନାନ ଫାଇନାଲରେ ୨୫୧.୮ ଅଙ୍କ ସ୍କୋର କରିଥିଲେ ।ଅଲିମ୍ପିକ୍ସ ରେକର୍ଡ ସହ ୟାଙ୍ଗ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିଲେ । ରୁଷିଆର…

ବିଜୟରୁ ଅଲିମ୍ପିକ୍ସ ଅଭିଯାନ ଆରମ୍ଭ କଲା ଭାରତୀୟ ପୁରୁଷ ହକି ଟିମ୍

ଟୋକିଓ: ବିଜୟରୁ ଟୋକିଓ ଅଲିମ୍ପିକ୍ସ ଅଭିଯାନ ଆରମ୍ଭ କରିଛି ଭାରତୀୟ ପୁରୁଷ ହକି ଟିମ୍ । ପ୍ରଥମ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ପରାସ୍ତ କରିଛି । କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା । ସତର୍କତାର ସହ ଖେଳି ମ୍ୟାଚ୍ ନିଜ ନିୟନ୍ତ୍ରଣରେ ରଖିଥିଲା ଟିମ୍ ଇଣ୍ଡିଆ । ପ୍ରଥମ…