Latest Odisha News

BREAKING NEWS

Browsing Category

ଖେଳ

ଓଡିଶା ସିନିୟର କ୍ରିକେଟ ଟିମର କୋଚ ହେଲେ ୱାସିମ ଜାଫର

ଭୁବନେଶ୍ୱର: ଭାରତର ପୂର୍ବତନ କ୍ରିକେଟର ୱାସିମ ଜାଫରଙ୍କୁ ବୁଧବାର ଓଡିଶା ସିନିୟର ଟିମର କୋଚ ଭାବେ ନିଯୁକ୍ତ କରାଯାଇଛି । ଓଡିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି । ଆଗାମୀ ୨୦୨୧ରୁ ୨୩ ପର୍ଯ୍ୟନ୍ତ ଘରୋଇ ପ୍ରତିଯୋଗିତାରେ ସେ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବେ ।…

ଟୋକିଓ ଅଲିମ୍ପିକ୍ସରେ ଏଥର ବିଜେତା ନିଜକୁ ନିଜେ ପଦକ ଦେବ

ଟୋକିଓ: କରୋନା ମହାମାରୀକୁ ଆଖି ଆଗରେ ରଖି ଟୋକିଓ ଅଲିମ୍ପିକ୍ସରେ ଆବଶ୍ୟକୀୟ ସତର୍କତା ଗ୍ରହଣ କରାଯାଇଛି । ନୂତନ ନିୟମ ଅନୁସାରେ ଏଥର ବିଜୟୀ ଆଥଲେଟଙ୍କୁ କେହି ପଦକ ପିନ୍ଧାଇବେ ନାହିଁ । ପ୍ରତିଯୋଗୀ ନିଜ ବେକରେ ନିଜେ ପଦକ ଝୁଲାଇବ । ଏହା ବ୍ୟତୀତ କାହା ସହିତ ହାତ ମିଳାଇ ପାରିବେ ନାହିଁ ଓ…

ଦିନିକିଆ କ୍ରିକେଟରେ ଦ୍ରୁତ ୧୪ ଶତକ ହାସଲରେ ଆମଲାଙ୍କ ରେକର୍ଡ ଭାଙ୍ଗିଲେ ବାବର

କରାଚୀ: ପାକିସ୍ତାନ କ୍ରିକେଟ ଟିମର ଅଧିନାୟକ ବାବର ଆଜମ ଦିନିକିଆ କ୍ରିକେଟରେ ଦ୍ରୁତ ଶତକ ହାସଲ କରିବାରେ ଦକ୍ଷିଣ ଆଫ୍ରିକାର ହାସିମ ଆମଲାଙ୍କୁ ପଛରେ ପକାଇ ଦେଇଛନ୍ତି । ଆମଲା ୮୪ ମ୍ୟାଚରେ ୧୪ ଶତକ ହାସଲ କରିଥିବା ବେଳେ ବାବର ୮୧ ମ୍ୟାଚରେ ଏହା ହାସଲ କରି ରେକର୍ଡ ନିଜ ନାମରେ କରିଛନ୍ତି ।…

ଅଲିମ୍ପିକ୍ସରେ ପ୍ରଭାବ ବିସ୍ତାର କରୁଛନ୍ତି ଭାରତୀୟ ମହିଳା ଆଥଲେଟ

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତ ପକ୍ଷରୁ ୫୫ ମହିଳା ଆଥଲେଟ ଅଂଶଗ୍ରହଣ କରିବେ । ଏଥିରୁ ସ୍ପଷ୍ଟ ପ୍ରମାଣିତ ହେଉଛି ଭାରତୀୟ ମହିଳା ଆଥଲେଟ ଅଲିମ୍ପିକ୍ସରେ ସେମାନଙ୍କ ପ୍ରଭାବ ବିସ୍ତାର କରୁଛନ୍ତି । ଭାରତ ସ୍ୱାଧୀନ ହେବା ପୂର୍ବରୁ ୧୯୦୦, ୧୯୨୦, ୧୯୨୮, ୧୯୩୨ ଓ ୧୯୩୬ରେ ଏବଂ ପରେ ୧୯୪୮,…

ଟୋକିଓ ଅଲିମ୍ପିକ୍ସରୁ ଓହରିଲେ ଫେଡେରର

ଟୋକିଓ: ଟୋକିଓ ଅଲିମ୍ପିକ୍ସରୁ ଆଜି ଟେନିସ ଷ୍ଟାର ରୋଜର ଫେଡେରର ଓହରି ଯାଇଛନ୍ତି । ପୂର୍ବରୁ ସ୍ପେନର ରାଫେଲ ନାଡାଲ ମଧ୍ୟ ଏହି କ୍ରୀଡା ମହାକୁମ୍ଭରୁ ନିଜକୁ ଦୂରେଇ ରଖିଛନ୍ତି । ଆଘାତ ସମସ୍ୟା ଯୋଗୁ ସେମାନେ ଏହି ନିଷ୍ପତି ନେଇଥିବା ଜଣାପଡିଛି । ରିପୋର୍ଟ ମୁତାବକ ସର୍ବିୟାର ନୋଭାକ…

ଟୋକିଓ ଯିବେ ୧୧୯ ଖେଳାଳିଙ୍କ ସମେତ ୨୨୮ ସଦସ୍ୟ ବିଶିଷ୍ଟ ଭାରତୀୟ ଟିମ୍‌

ନୂଆଦିଲ୍ଲୀ: ଅଲିମ୍ପିକ୍ସ ଖେଳିବା ପାଇଁ ୧୧୯ ସମେତ ୨୨୮ ସଦସ୍ୟ ବିଶିଷ୍ଟ ଭାରତୀୟ ଟିମ୍ ଟୋକିଓ ଯିବେ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଭାରତୀୟ ଅଲିମ୍ପିକ ସଂଘର ଅଧ୍ୟକ୍ଷ ନରିନ୍ଦର ବାତ୍ରା କହିଛନ୍ତି । ଏଥିରେ ୬୭ ପୁରୁଷ ଏବଂ ୫୨ ମହିଳା ପ୍ରତିଯୋଗୀ ରହିବେ । ୧୭…

ଆସନ୍ତୁ ଜାଣିବା ପ୍ରଧାନମନ୍ତ୍ରୀଙ୍କୁ ମନ ଖୋଲି କଣ କହିଲେ ଓଡିଶା ଧାବିକା ଦୂତି ଚାନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଟୋକିଓ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିବା ଭାରତୀୟ ଖେଳାଳିଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ପ୍ରଧାନମନ୍ତ୍ରୀଙ୍କୁ ନିଜ ମନର କଥା କହିଥିଲେ । ଓଡିଶାର ଏହି ଆଥଲେଟ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ,…

୧୯୮୩ ବିଶ୍ୱବିଜୟୀ ଭାରତୀୟ କ୍ରିକେଟ ଦଳର ସଦସ୍ୟ ଯଶପାଲଙ୍କ ପରଲୋକ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ତଥା ୧୯୮୩ ବିଶ୍ୱବିଜୟୀ ଦଳର ସଦସ୍ୟ ଯଶପାଲ ଶର୍ମାଙ୍କ ଆଜି ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା । ପଞ୍ଜାବର ଏହି କ୍ରିକେଟରଜଣକ ୧୯୭୯ରେ ଇଂଲଣ୍ଡ ବିପକ୍ଷରେ ଆନ୍ତର୍ଜାତୀୟ ଟେଷ୍ଟ ଏବଂ ୧୯୭୮ରେ…

ଟି୨୦ରେ ଏହି ରେକର୍ଡ କରିବାରେ ପ୍ରଥମ ଖେଳାଳି ହେଲେ କ୍ରିସ ଗେଲ

ସେଂଟ ଲୁସିଆ:ୱେଷ୍ଟଇଣ୍ଡିଜର ମହାନ ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ପ୍ରଥମ ଖେଳାଳି ଭାବେ ଗେଲ ଟି୨୦ କ୍ରିକେଟରେ ୧୪ହଜାର ରନ ପୂର୍ଣ୍ଣ କରିଛନ୍ତି । ଖରାପ ଫର୍ମରେ ଥିବା ଗେଲ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ମୁକାବିଲାରେ ୩୩ ବଲରେ ଅର୍ଦ୍ଧଶତକ ହାସଲ…

ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଥିବା ଆଥଲେଟଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜୁଲାଇ ୨୩ରୁ ଟୋକିଓ ଅଲିମ୍ପିକ୍ସ । ଜୁଲାଇ ୧୭ରେ ଭାରତୀୟ ଆଥଲେଟ୍ ଜାପାନ ଗସ୍ତରେ ଯିବେ । ତାପୂର୍ବରୁ ଆଜି ଅଲିମ୍ପିକ୍ସରେ ଭାଗ ନେଉଥିବା ଆଥଲେଟଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ସନ୍ଧ୍ୟା ୫ଟାରେ ସେମାନଙ୍କ ସହ କଥା ହେବେ । ଶୁଭେଚ୍ଛା…