Latest Odisha News

BREAKING NEWS

Browsing Category

ଖେଳ

ଶ୍ରେୟାଶ ଆୟାରଙ୍କୁ ଆଉ ଏକ ଝଟକା

ମୁମ୍ବାଇ: ଏସିଆ କପ କ୍ରିକେଟ ପାଇଁ ଭାରତୀୟ ଦଳର ଘୋଷଣା ସରିଛି । ଏଥିରେ ଶ୍ରେୟାଶ ଆୟାରଙ୍କୁ ସ୍ଥାନ ନ ମିଳିବା ଅନେକଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି । ଇତି ମଧ୍ୟରେ ଶେୟାଶଙ୍କୁ ଆଉ ଏକ ଝଟକା ଲାଗିଛି । ମୁମ୍ବାଇ ଟିମର ନିୟମିତ ଅଧିନାୟକ ଅଜିଙ୍କ୍ୟ ରାହାଣେ ତାଙ୍କ ପଦରୁ ଓହରି ଯାଇଥିଲେ ।…

ଏସିଆ କପ କ୍ରିକେଟ: ଭାରତ-ପାକିସ୍ତାନ ମ୍ୟାଚ ପାଇଁ ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ: ଏସିଆ କପ ୨୦୨୫ ଟି୨୦ ମୁକାବିଲାରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚକୁ ସବୁଜ ସଙ୍କେତ ମିଳିଛି । ଭାରତ ସରକାର ଏଥି ନିମନ୍ତେ ଅନୁମତି ପ୍ରଦାନ କରିଛି । ସେପ୍ଟମ୍ବର ୧୪ରୁ ଦୁବାଇରେ ଏହା ଆରମ୍ଭ ହେବ । ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଉଭୟ ଦେଶ ମଧ୍ୟରେ ତିକ୍ତତା ଶେଷ…

ଟିମ ଇଣ୍ଡିଆ ପାଇଁ ନୂଆ ଟେଷ୍ଟ ଆଣିଲା ବିସିସିଆଇ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ଖେଳାଳିମାନଙ୍କ ଫିଟନେସ ପରଖିବା ପାଇଁ ନୂଆ ଟେଷ୍ଟ ଆଣିଛି । ଏବେ ଖେଳାଳିମାନଙ୍କୁ ନିଜ ଫିଟନେସ ପ୍ରମାଣ କରିବା ପାଇଁ ଏହି ବ୍ରୋଙ୍କୋ ଟେଷ୍ଟରେ ପାସ ହେବାକୁ ପଡିବ । ରଗବୀ ଖେଳାଳିମାନଙ୍କ ପାଇଁ ବିଶେଷ ଭାବେ ଏହି ଟେଷ୍ଟ କରାଯାଇଥାଏ…

କାମ୍ବଲୀ ଅସୁସ୍ଥ, କଥା କହି ପାରୁ ନାହାନ୍ତି

ମୁମ୍ବାଇ: ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ତଥା ସଚିନ ତେନ୍ଦୁଲକରଙ୍କ ବନ୍ଧୁ ବିନୋଦ କାମ୍ବଲୀ ପୂନର୍ବରେ ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କ ଭାଇ ବୀରେନ୍ଦ୍ର କାମ୍ବଲୀ କହିଛନ୍ତି ଯେ, ସେ ଏବେ ବି କଥା ଠିକରେ କହି ପାରୁ ନାହାନ୍ତି । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହେବାରେ…

Khelo India: କାଶ୍ମୀରରେ ପ୍ରଥମ ଥର ଅନୁଷ୍ଠିତ ହେବ “ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ”, କ’ଣ ଖାସ୍…

ଶ୍ରୀନଗର: ଜମ୍ମୁ ଏବଂ କାଶ୍ମୀରର ଶ୍ରୀନଗରର ପ୍ରସିଦ୍ଧ ଡାଲ୍ ହ୍ରଦ ପ୍ରଥମ ଥର ପାଇଁ ଖେଲୋ ଇଣ୍ଡିଆ ଜଳ କ୍ରୀଡା ମହୋତ୍ସବ ଆୟୋଜନ କରିବାକୁ ଯାଉଛି। ଏହି ମହୋତ୍ସବ ୨୦୨୫ ଅଗଷ୍ଟ ୨୧ ରୁ ୨୩ ପର୍ୟ୍ୟନ୍ତ ଆୟୋଜିତ ହେବ। ଏଥିରେ, ଦେଶର ୩୬ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ୪୦୦ ରୁ ଅଧିକ…

ରୋହିତ, ବିରାଟଙ୍କ ନାମ ନ ଥିବା ନେଇ ସ୍ପଷ୍ଟୀକରଣ ରଖିଲା ଆଇସିସି

ନୂଆଦିଲ୍ଲୀ: ଆଇସିସି ଦିନିକିଆ ର‌୍ୟାଙ୍କିଙ୍ଗ ପ୍ରକାଶ ପାଇଛି । ଏଥିରେ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ନାମ ନ ଥିବା ନେଇ ପ୍ରଶଂସକମାନେ ଚକିତ ହୋଇ ପଡିଥିଲେ । ଏ ନେଇ ବିବାଦ ବଢ଼ିବାରୁ ଆଇସିସି ସ୍ପଷ୍ଟୀକରଣ ରଖିବାକୁ ବାଧ୍ୟ ହୋଇଥିଲା । କିଛି ସମୟ ପାଇଁ ଏହି ଦୁଇ ମହାନ ଖେଳାଳିଙ୍କ ନାମ ନ…

ଚହଲଙ୍କ ସହ ଛାଡପତ୍ର ପରେ ମୁହଁ ଖୋଲିଲେ ଧନଶ୍ରୀ

ମୁମ୍ବାଇ: ଭାରତୀୟ କ୍ରିକେଟର ୟୁଜଭେନ୍ଦ୍ର ଚହଲ ଓ ୟୁଟ୍ୟୁବ ଡ୍ୟାନ୍ସର ଧନଶ୍ରୀ ବର୍ମାଙ୍କ ଭଲ ପାଇବା ଏବଂ ବିବାହ ବେଶ ଚର୍ଚ୍ଚାର କାରଣ ସାଜିଥିଲା । ତେବେ ଏହି ବିବାହ ବେଶୀ ଦିନ ତିଷ୍ଠି ନ ଥିଲା । ଶେଷରେ ଉଭୟ ପରସ୍ପରଠାରୁ ଅଲଗା ହୋଇ ଯାଇଥିଲେ । ଛାଡପତ୍ର ପରେ ପ୍ରଥମ ଥର ପାଇଁ ଚହଲଙ୍କୁ ନେଇ…

ଏସିଆ କପ ହକି: ଭାରତୀୟ ଦଳରେ ଓଡିଶାର ଶୀଲାନନ୍ଦ, ଅମିତ

ନୂଆଦିଲ୍ଲୀ: ବିହାରର ରାଜୀଗରରେ ଖେଳାଯିବାକୁ ଥିବା ଏସିଆ କପ ହକି ପାଇଁ ବୁଧବାର ୧୮ ସଦସ୍ୟ ବିଶିଷ୍ଟ ଭାରତୀୟ ଦଳର ଘୋଷଣା କରାଯାଇଛି । ହରମନପ୍ରୀତ ସିଂ ଦଳର ନେତୃତ୍ୱ ନେବେ । ଘୋଷିତ ଦଳରେ ଓଡିଶାର ଅମିତ ରୋହୀଦାସ, ଶୀଲାନନ୍ଦ ଲାକ୍ରା ସ୍ଥାନ ପାଇଥିବା ବେଳେ ଷ୍ଟାଣ୍ଡବାଇରେ ନୀଲମ ସଞ୍ଜୀପ ଖେସ…

ଶ୍ରେୟାଶଙ୍କ ପ୍ରତି ହେଉଛି କି ଅନ୍ୟାୟ ?

ଭାରତୀୟ କ୍ରିକେଟ ଏବେ ନୂଆ କଳେବର ଦେଇ ଗତି କରୁଛି । ଅତ୍ୟଧିକ ପରୀକ୍ଷଣ କିମ୍ବା କିଛି ଲୋକଙ୍କ ଜିଦ ଯୋଗୁ ଟିମ ଇଣ୍ଡିଆ ବେଳେ ବେଳେ ବ୍ୟାକ ଗିୟର ପକାଇଥାଏ । ଗ୍ରେଗ ଚ୍ୟାପେଲଙ୍କଠାରୁ ଆରମ୍ଭ କରି ଅନେକ ଉଦାହରଣ ଆମ ନିକଟରେ ରହିଛି । ଅଜିତ ଅଗରକର ଚୟନ କମିଟି ଅଧ୍ୟକ୍ଷ ଏବଂ ଗୌତମ ଗମ୍ଭୀର…

ଏସିଆ କପ ହକି: ପାକିସ୍ତାନ ଆଉଟ, ଗ୍ରୁପ ଏରେ ଭାରତ

ନୂଆଦିଲ୍ଲୀ:ବିହାରର ରାଜୀଗରରେ ଅଗଷ୍ଟ ୨୯ରୁ ଏସିଆ କପ ହକି ଟୁର୍ଣ୍ଣାମେଂଟ ଆରମ୍ଭ ହେବ । ପାକିସ୍ତାନ ଓ ଓମାନ ବଦଳରେ ବାଂଲାଦେଶ ଓ କାଜକସ୍ତାନକୁ ଏଥିରେ ସାମିଲ କରାଯାଇଛି । ମଙ୍ଗଳବାର ଏ ସମ୍ପର୍କରେ ଆୟୋଜକଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଚୀନ, ଜାପାନ ଓ କାଜାକସ୍ତାନ ସହ ଭାରତ ଗ୍ରୁପ ଏରେ…