Latest Odisha News

BREAKING NEWS

Browsing Category

ଖେଳ

T20 ବିଶ୍ୱକପ୍: ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ପାକିସ୍ତାନ ବିପକ୍ଷରେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ଅକ୍ଟୋବର ୨୪ରେ ଉଭୟ ଟିମ୍ ମୁହାଁମୁହିଁ ହେବେ । ବିଶ୍ୱକପ୍ ମ୍ୟାଚ୍ ନେଇ ଆଇସିସି ପକ୍ଷରୁ କ୍ରୀଡ଼ାସୂଚୀ ଜାରି ହୋଇଛି । ଅକ୍ଟୋବର ୧୭ ତାରିଖରୁ ୟୁଏଇ ଏବଂ ଓମାନରେ ଆରମ୍ଭ ହେବ ଫଟାଫଟ…

୭ ବର୍ଷ ପରେ ଲର୍ଡସ ଲଢ଼େଇ ଜିତିଲା ଟିମ୍ ଇଣ୍ଡିଆ

ଓଡ଼ିଶା ସମ୍ବାର ବ୍ୟୁରୋ: ଇଂଲଣ୍ଡ ବିପକ୍ଷ ଲର୍ଡସ୍ ଟେଷ୍ଟରେ ବାଜି ମାରିଛି ଟିମ୍ ଇଣ୍ଡିଆ । ୭ବର୍ଷ ପରେ ଐତିହାସିକ ଲର୍ଡସରେ ମ୍ୟାଚ୍ ଜିତିଛି । ଲର୍ଡସରେ ଏହା ହେଉଛି ଟିମ୍ ଇଣ୍ଡିଆର ତୃତୀୟ ବିଜୟ । ଇଂଲିଶ ବାହିନୀକୁ ତା ମାଟିରେ ଧୂଳି ଚଟାଇଛି ଟିମ୍ କୋହଲି । ଦ୍ୱିତୀୟ ଇନିଂସରେ ମହମ୍ମଦ…

କାଲି ଓଡିଶା ଆସିବେ ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍‌

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତର ପୁରୁଷ ଓ ମହିଳା ହକି ଟିମ୍ ପ୍ରଭାବୀ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣିଛନ୍ତି । ପୁରୁଷ ଟିମ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ପାଇଥିଲା ବେଳେ ମହିଳା ଦଳ ଅଳ୍ପକେ ସୁଯୋଗ ହାତଛଡା କରିଥିଲେ । ଭାରତୀୟ ହକି ଟିମର ପ୍ରାୟୋଜକ ଓଡିଶା ରହିଛି ।…

ଆଫଗାନିସ୍ତାନ ଟି୨୦ ବିଶ୍ୱକପ ଖେଳିବା ନେଇ ସଂଶୟ ଜାରୀ !

କାବୁଲ: ତାଲିବାନ କବଜାକୁ ଆଫଗାନିସ୍ତାନ ଯିବା ପରେ ଏବେ ଆଗାମୀ ଟି୨୦ ବିଶ୍ୱକପରେ ଦଳ ଖେଳିବା ନେଇ ସଂଶୟ ଜାରୀ ରହିଛି । ଅବଶ୍ୟ ଆଫଗାନିସ୍ତାନ କ୍ରିକେଟ ବୋର୍ଡ ବିଶ୍ୱକପରେ ଜାତୀୟ ଦଳ ଖେଳିବେ ବୋଲି ସ୍ପଷ୍ଟ କରିଛି । ମିଡିଆ ମ୍ୟାନେଜର ହିକମତ ହାସନଙ୍କ ମତରେ ଆମେ ଏଥିପାଇଁ ଦୀର୍ଘ ଦିନ ଅଭ୍ୟାସ…

ପ୍ରଧାନମନ୍ତ୍ରୀଙ୍କ ସହ ଅନୁଭୂତି ବାଣ୍ଟିଲେ ଅଲିମ୍ପିଆନ୍

ନୂଆଦିଲ୍ଲୀ: ଭାରତୀୟ ଅଲିମ୍ପିଆନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କ ସରକାରୀ ବାସଭବନରେ ଅଲିମ୍ପିଆନଙ୍କ ପାଇଁ ଜଳଖିଆ ପାର୍ଟି ରଖିଥିଲେ । ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟି ସେମାନଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ । ତାଙ୍କ ସହ ଅଲିମ୍ପିକ୍ସ ଅନୁଭୂତି ସେୟାର…

ଲର୍ଡ୍ସରେ ଇଂଲଣ୍ଡ ଖେଳାଳି ବଲ ଟ୍ୟାମ୍ପରିଂ କରୁଥିବା ନେଇ ସନ୍ଦେହ !

ନୂଆଦିଲ୍ଲୀ: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ଖେଳାଳି ବଲ ଟ୍ୟାମ୍ପରିଂ କରୁଥିବା ସନ୍ଦେହ ଉପୁଜିଛି । ୪ର୍ଥ ଦିବସରେ ଆୟୋଜକ ଦଳର କେତେକ ଖେଳାଳି ବଲକୁ ସ୍ପାଇକରେ ଘସୁଥିବା ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ଏ ସମ୍ପର୍କୀତ ଫଟୋ ଶେୟାର ହେବା ପରେ ଏବେ…

୨୦ କମ୍ପାନୀ ବିରୋଧରେ କୋର୍ଟର ଆଶୟ ନେବେ ପିଭି ସିନ୍ଧୁ !

ନୂଆଦିଲ୍ଲୀ: ଷ୍ଟାର ବ୍ୟାଡମିଂଟନ ଖେଳାଳି ପିଭି ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଥିଲେ । ଅଲିମ୍ପିକ୍ସରେ ଏହା ଦ୍ୱିତୀୟ ପଦକ । ତାଙ୍କର ଏହି ସଫଳତାକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଥିଲା । ଏହାର ଫାଇଦା ଉଠାଇ କେତେକ କମ୍ପାନୀ ଓ ବ୍ରାଣ୍ଡ ସିନ୍ଧୁଙ୍କ ନାମ ଏବଂ…

ମହାନ ଫୁଟବଲ ଖେଳାଳି ଗର୍ଡ ମୁଲରଙ୍କ ପରଲୋକ

ନୂଆଦିଲ୍ଲୀ: ଫୁଟବଲ ଦୁନିଆର ମହାନ ଖେଳାଳି ଗର୍ଡ ମୁଲରଙ୍କ ଆଜି ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଜର୍ମାନୀର ଏହି ଖେଳାଳି ଆନ୍ତର୍ଜାତୀୟ ମୁକାବିଲାରେ ୬୨ ମ୍ୟାଚ ଖେଳି ୬୮ ଗୋଲ ସ୍କୋର କରିଥିଲେ । ଲୋକପ୍ରିୟ କ୍ଲବ ବେୟର୍ଣ୍ଣ ମ୍ୟୁନିକ ପାଇଁ ସେ ଐତିହାସିକ ପ୍ରଦର୍ଶନ କରିଥିଲେ । କ୍ଲବ…

ରାଷ୍ଟ୍ରପତିଙ୍କ ଟି-ପାର୍ଟିରେ ଯୋଗ ଦେଲେ ନୀରଜ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଆଥଲେଟ ନୀରଜ ଚୋପ୍ରା ଅସୁସ୍ଥ ଥିବା ଖବର ସମସ୍ତ କ୍ରୀଡାପ୍ରେମୀଙ୍କୁ ବ୍ୟସ୍ତବିବ୍ରତ କରାଇ ପକାଇଥିଲା । ଏହାର ମୂଖ୍ୟ କାରଣ ଥିଲା କରୋନା ଭୟ... । ଅବଶ୍ୟ ତାଙ୍କର କୋଭିଡ ରିପୋର୍ଟ ନେଗେଟିଭ ଆସିଥିଲେ ମଧ୍ୟ ମନରେ ସଂଶୟ ରହିଥିଲା ।…

ରାହୁଲଙ୍କ ଉପରକୁ ସାମ୍ପେନ ଠିପି ପକାଇଲେ ବିଶୃଙ୍ଖଳିତ ଦର୍ଶକ

ଲଣ୍ଡନ: ଚଳିତ ଭାରତ-ଇଂଲଣ୍ଡ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ପ୍ରଥମ ଥର ପାଇଁ ଦର୍ଶକଙ୍କ ବଡ ଧରଣର ବିଶୃଙ୍ଖଳା ସାମ୍ନାକୁ ଆସିଛି । ଭାରତୀୟ ଓପନର ଲୋକେଶ ରାହୁଲ ଥାର୍ଡ ମ୍ୟାନ ଅଂଚଳରେ ଜଗୁଥିବା ବେଳେୂ ଉପରକୁ ଦର୍ଶକମାନେ ସାମ୍ପେନର ଠିପି ଫିଙ୍ଗିଥିଲେ । ମ୍ୟାଚର ୬୯ତମ ଓଭରରେ ଏହି ଘଟଣା ଘଟିଥିଲା…