Latest Odisha News

BREAKING NEWS

Browsing Category

ଖେଳ

ଗୋଟିଏ ମ୍ୟାଚରେ ୬ ରେକର୍ଡ କଲେ କ୍ରିଷ୍ଟିଆନୋ ରୋନାଲ୍ଡୋ

ବୁଡାପେଷ୍ଟ: ଆଧୁନିକ ଫୁଟବଲର ଶ୍ରେଷ୍ଠ ଖେଳାଳି ଭାବେ ପରିଚିତ ପର୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଚଳିତ ୟୁରୋକପରେ ଗୋଟିଏ ମ୍ୟାଚରେ ୬ଟି ରେକର୍ଡ ସୃଷ୍ଟି କରିଛନ୍ତି । ହଙ୍ଗେରୀ ବିପକ୍ଷ ମ୍ୟାଚରେ ରୋନାଲ୍ଡୋଙ୍କ ଚମତ୍କାର ପ୍ରଦର୍ଶନ ବଳରେ ପର୍ତୁଗାଲ ୩-୦ରେ ବିଜୟ ଅଭିଯାନ ଆରମ୍ଭ କରିଛି ।…

କୋପା ଆମେରିକା ଫୁଟବଲରେ କରୋନା ସଙ୍କଟ

ବ୍ରାସିଲିଆ: ଦକ୍ଷିଣ ଆମେରିକା ଫୁଟବଲ କନଫେଡେରେଶନ ଦ୍ୱାରା ଆୟୋଜିତ କୋପା ଆମେରିକା ଟୁର୍ଣ୍ଣାମେଂଟରେ କରୋନା ସଙ୍କଟ ଦେଖା ଦେଇଛି । ରିପୋର୍ଟ ମୁତାବକ ଏ ପର୍ଯ୍ୟନ୍ତ ୩୧ ଖେଳାଳି ଓ ୧୦ ହୋଟେଲ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ବ୍ରାଜିଲର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍ସିଲୋ କ୍ୱିରୋଗା…

ଡବ୍ୟୁଟିସି ଫାଇନାଲ : ୧୫ ଜଣିଆ ଭାରତୀୟ ଦଳ ଘୋଷଣା

ସାଉଥାମ୍ପଟନ: ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ମଙ୍ଗଳବାର ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି । ବ୍ୟାଟିଂ ଲାଇନ ଅପରେ ବିଶେଷ ପରିବର୍ତନ ଥିବା ବେଳେ ବୋଲିଂ କମ୍ପିନେଶନ ନେଇ ସସପେନ୍ସ ରହିଛି । ହନୁମା ବିହାରୀ ଚୂଡାନ୍ତ ଏକାଦଶରେ ସାମିଲ ହେଲେ ରିଷଭ ପନ୍ତ ୭ମ ସ୍ଥାନରେ…

ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷିତ

ସାଉଥାମ୍ପଟନ: ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପାଇଁ ଫାଇନାଲ ପାଇଁ ମଙ୍ଗଳବାର ନ୍ୟୁଜିଲାଣ୍ଡ କ୍ରିକେଟ ୧୫ ଜଣିଆ ଦଳର ଘୋଷଣା କରିଛି । କେନ ୱିଲିୟମସନ ଦଳର ନେତୃତ୍ୱ ନେବେ । ଜୁନ ୧୮ରୁ ସାଉଥାମ୍ପଟନରେ ଏହି ଫାଇନାଲ ମ୍ୟାଚ ଖେଳାଯିବ । ୱିଲିୟମସନ ଏବଂ ବିଜେ ୱାଟଲିଂଙ୍କୁ ବିଶ୍ରାମ…

୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କଲେ ଜୋକୋଭିଚ

ପ୍ୟାରିସ: ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକଭିଚ ଫ୍ରେଂଚ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ହସଲ କରି ନେଇଛନ୍ତି । ଫାଇନାଲରେ ସେ ଗ୍ରୀସର ୨୨ ବର୍ଷୀୟ ଷ୍ଟିଫାନେସ ସିତାସିପାସଙ୍କୁ ୬-୭, ୨-୬, ୬-୩, ୬-୨, ୬-୪ ସେଟରେ ପରାସ୍ତ କରିଥିଲେ । କ୍ୟାରିୟରର ୧୯ତମ ଗ୍ରାଣ୍ଡସ୍ଲାମ…

ଡବ୍ଲ୍ୟୁଟିସି ଫାଇନାଲକୁ ଓହ୍ଲାଇବା ମାତ୍ରେ ଟିମ୍ ଇଣ୍ଡିଆ ରଚିବ ଆଉ ଏକ କୀର୍ତିମାନ

ନୂଆଦିଲ୍ଲୀ: ୧୮ ଜୁନରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ମ୍ୟାଚ ଖେଳାଯିବ । ଏହି ମ୍ୟାଚ ପାଇଁ ଟିମ୍ ଇଣ୍ଡିଆ ପଡିଆକୁ ଓହ୍ଲାଇବା ମାତ୍ରେ ନୂତନ କୀର୍ତିମାନ ରଚିବ । ଆଇସିସି ଟୁର୍ଣ୍ଣାମେଂଟରେ ସର୍ବାଧିକ ଥର ଫାଇନାଲରେ ପ୍ରବେଶ କରିଥିବା ଅଷ୍ଟ୍ରେଲିଆ…

ୟୁରୋ କପ ଫୁଟବଲ: କ୍ରୋଏସିଆକୁ ହରାଇ ଅଭିଯାନ ଆରମ୍ଭ କଲା ଇଂଲଣ୍ଡ

ନୂଆଦିଲ୍ଲୀ: ୟୁରୋ କପ ଫୁଟବଲ ଟୁର୍ଣ୍ଣାମେଂଟରେ ରବିବାର ୱେମ୍ବଲିଂରେ ଖେଳାଯାଇଥିବା ଏକ ରୋମାଂଚପୂର୍ଣ୍ଣ ମୁକାବିଲାରେ କ୍ରୋଏସିଆକୁ ୧-୦ ଗୋଲରେ ହରାଇ ଇଂଲଣ୍ଡ ତାର ଅଭିଯାନ ଆରମ୍ଭ କରିଛି । ଫିଫା ୨୦୧୮ ବିଶ୍ୱକପ ଫାଇନାଲିଷ୍ଟ କ୍ରୋଏସିଆ ଭଲ ପ୍ରଦର୍ଶନ କରି କେତେକ ସୁଯୋଗ ସୃଷ୍ଟି କରିଥିଲେ…

ଫ୍ରେଂଚ ଓପନ ଟେନିସ: ୨ ଦିନରେ ୨ ଟାଇଟଲ ଜିତିଲେ କ୍ରେଜିକୋଭା

ପ୍ୟାରିସ: ଚେକ୍ ଗଣରାଜ୍ୟର ବାରବୋରା କ୍ରେଜିକୋଭା ଫ୍ରେଂଚ ଓପନ ଟେନିସ ଟୁର୍ଣ୍ଣାମେଂଟରେ ୨ ଦିନରେ ୨ଟି ଟାଇଟଲ ଜିତିଛନ୍ତି । ୨୦୦୦ରେ ମ୍ୟାରୀ ପିୟର୍ସଙ୍କ ପରେ ସେ ଏହି ସଫଳତା ହାସଲ କରିଛନ୍ତି । ଶନିବାର ମହିଳା ସିଙ୍ଗଲ୍ସ ଟାଇଟଲ ହାତେଇବା ପରେ ରବିବାର ଡବଲ୍ସ ମୁକାବିଲା ଫାଇନାଲରେ ନିଜ ଦେଶର…

ଟେଷ୍ଟରେ ସର୍ବାଧିକ ଥର ବ୍ୟାଟ୍ସମ୍ୟାନଙ୍କୁ ଶୂନରେ ଆଉଟ କରିବାରେ ଆଣ୍ଡରସନଙ୍କ ବିଶ୍ୱରେକର୍ଡ

ଲଣ୍ଡନ: ଇଂଲଣ୍ଡର ପେସ ବୋଲର ଜେମ୍ସ ଆଣ୍ଡରସନ ନିଜ ନାମରେ ଆଉ ଏକ କୀର୍ତିମାନ ଯୋଡିଛନ୍ତି । ଟେଷ୍ଟ ଇତିହାସରେ ସର୍ବାଧିକ ଥର ବ୍ୟାଟ୍ସମ୍ୟାନଙ୍କୁ ଶୂନରେ ଆଉଟ କରିବା ବିଶ୍ୱରେକର୍ଡ ନିଜ ନାମରେ କରିଛନ୍ତି । ଆଣ୍ଡରସନ ୧୦୫ ଥର ବ୍ୟାଟ୍ସମ୍ୟାନଙ୍କ ଶୂନରେ ଆଉଟ କରି ଅଷ୍ଟ୍ରେଲିଆର ଗ୍ଲେନ…

୨୨ ବର୍ଷ ପରେ ଇଂଲଣ୍ଡରେ ଟେଷ୍ଟ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ଏଜବେଷ୍ଟନ: ଇଂଲଣ୍ଡକୁ ବିପକ୍ଷରେ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ୧-୦ରେ ସିରିଜ ବିଜୟୀ ହାସଲ କରିଛି । ୨୨ ବର୍ଷ ପରେ ଇଂଲଣ୍ଡ ମାଟିରେ କିୱି ଦଳ ଏହି ସଫଳତା ହାସଲ କରିଛନ୍ତି । ୧୯୯୯ରେ ଦଳ ଷ୍ଟିଫେନ ଫ୍ଲେମିଂଙ୍କ ନେତୃତ୍ୱରେ ଦଳ ୨-୧ରେ ସିରିଜ ଜିତିଥିଲା । ତେବେ ନ୍ୟୁଜିଲାଣ୍ଡ ଏହି ସଫଳତା ଟିମ୍…