Latest Odisha News

BREAKING NEWS

Browsing Category

ଖେଳ

ଏସିଆ ରଗ୍‌ବି ଅନଷ୍ଟପେବଲ୍‌‌ ଅଭିଯାନ’ରେ ଭାରତର ପ୍ରତିନିଧିତ୍ଵ କରିବେ ଓଡ଼ିଆ ଝିଅ ସୁମିତ୍ରା

ଭୁବନେଶ୍ୱର: ଏସିଆ ରଗ୍‌ବି ଅନଷ୍ଟପେବଲ୍’ ଅଭିଯାନରେ ଦେଶର ତିନି ଜଣ ମହିଳା ରଗ୍‌ବି ଖେଳାଳି ଭାରତର ପ୍ରତିନିଧିତ୍ବ କରିବେ। ଏଥିରେ ସ୍ଥାନ ପାଇଛନ୍ତି ଓଡ଼ିଶା ଝିଅ ସୁମିତ୍ରା ନାୟକ। ଅନ୍ୟ ଦୁଇ ଜଣ ହେଉଛନ୍ତି ବାହାଭିଜ୍ ବରୁଚା ଓ ସଂଧ୍ୟା ରାଏ। ଏସିଆ ରଗ୍‌ବି ଅନଷ୍ଟପେବଲ୍ ଅଭିଯାନ ପାଇଁ…

ଆଇପିଏଲ ୨୦୨୦ର ଉଦଘାଟନୀ ମ୍ୟାଚ : ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଲା ଚେନ୍ନାଇ ସୁପରକିଙ୍ଗସ୍‌

ଆବୁଧାବି: ଫଟାଫଟ୍ କ୍ରିକେଟର ମହାସମର ଆଇପିଏଲ ୨୦୨୦ ସଂସ୍କରଣର ଉଦଘାଟନୀ ମ୍ୟାଚରେ ବାଜିମାତ୍ କରିଛି ଧୋନୀଙ୍କ ଚେନ୍ନାଇ ସୁପରକିଙ୍ଗସ୍ । ଆଜି ଅନୁଷ୍ଠିତ ହୋଇଥିବା ଉଦଘାଟନୀ ମ୍ୟାଚରେ ଧୋନିଙ୍କ ଚେନ୍ନାଇ ସୁପରକିଙ୍ଗସ୍ ଦଳ ୫ ୱିକେଟରେ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ଧୂଳି…

ଚେନ୍ନାଇ ସମ୍ମୁଖରେ ୧୬୩ ରନର ବିଜୟ ଲକ୍ଷ୍ୟ

ଆବୁଧାବି:ଆଇପିଏଲର ୧୩ତମ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ୧୬୩ ରନର ବିଜୟ ଲକ୍ଷ୍ୟ ଚେନ୍ନାଇ ସୁପର କିଙ୍ଗ୍‌ସ ସମ୍ମୁଖରେ ରଖିଛି । ଟସ୍ ଜିତି ମହେନ୍ଦ୍ର ସିଂ ଧୋନୀ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ । ମୁମ୍ବାଇ ସୌରଭ ତିୱାରୀ ଓ କ୍ୱିଂଟନ ଡି କକ୍‌ଙ୍କ ଆକର୍ଷଣୀୟ ବ୍ୟାଟିଂ…

ବାଜିଲା ଆଇପିଏଲ୍ ବିଗୁଲ: ଟସ୍ ଜିତି CSKର ବୋଲିଂ ନିଷ୍ପତ୍ତି

ଆବୁଧାବି: ବାଜିଲା ଆଇପିଏଲ୍ ବିଗୁଲ । ଆରମ୍ଭ ହୋଇଛି ଫଟାଫଟ ଲଢେ଼ଇ । ଆବୁଧାବିର ଶେଖ ଜାୟଦ ଷ୍ଟାଡିୟମରେ ଖେଳାଯାଉଥିବା ଉଦ୍‌ଘାଟନୀ ମ୍ୟାଚ୍‌ରେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ମୁମ୍ବାଇ ଇଣ୍ଡିଆନ୍ସକୁ ଆଇପିଏଲର…

୨୬ ବର୍ଷ ପରେ ବୁବ୍‌କାଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ଡୁପ୍ଲାଟିଂସ

ନୂଆଦିଲ୍ଲୀ: ୨୬ ବର୍ଷ ପରେ ସ୍ୱିଡେନର ଆରମଣ୍ଡ ଡୁପ୍ଲାଟିଂସ ପୋଲ ଭୋଲ୍ଟରେ ୟୁକ୍ରେନର ସର୍ଗେଇ ବୁବକାଙ୍କ ବିଶ୍ୱ ରେକର୍ଡ ଭଙ୍ଗ କରିଛନ୍ତିି । ରୋମରେ ଚାଲିଥିବା ଗୋଲ୍ଡେନ ଗାଲା ପିଏଟ୍ରୋ ମିନିଆ ମିଟରେ ସେ ୬.୧୫ ମିଟର ଉଚ୍ଚତାକୁ ପାର କରି ଏହି କୀର୍ତିମାନ ସ୍ଥାପନ କରିଥିଲେ । ସେ ଦ୍ୱିତୀୟ…

ଆଇପିଏଲ ଆଉ କିଛି ସମୟ ପରେ: ଚେନ୍ନାଇ ସୁପର କିଙ୍ଗ୍‌ସ-ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଉଦଘାଟନୀ ମୁକାବିଲା

ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଆଉ କିଛି ସମୟ ପରେ ଆରମ୍ଭ ହୋଇଯିବ । ଭାରତୀୟ ସମୟ ସନ୍ଧ୍ୟା ୭ଟା୩୦ରେ ଆଇପିଏଲର ଉଦଘାଟନୀ ମୁକାବିଲା ଚେନ୍ନାଇ ସୁପର କିଙ୍ଗ୍‌ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ । ପ୍ରଶଂସକମାନେ ଦୀର୍ଘ ଦିନ ପରେ ପଡିଆରେ ମହେନ୍ଦ୍ର ସିଂ ଧୋନୀଙ୍କୁ…

କେତେ ଅଲଗା ଏଥରର ଆଇପିଏଲ, ଉତ୍କଣ୍ଠା ଆଉ ରୋମାଂଚରେ ମନ ଭରିବ ତ !

ପୁରୀ: ୧୯ ସେପ୍ଟେମ୍ବରରୁ ଆରମ୍ଭ ହୋଇଯିବ ଇଣ୍ଡିଆନ ପ୍ରିମିୟର ଲିଗ୍ । ଚେନ୍ନାଇ ସୁପର କିଙ୍ଗ୍ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଉଦଘାଟନୀ ମୁକାବିଲା ହେବ । ଯୁବ ପିଢ଼ୀକୁ ଉତ୍କଣ୍ଠା ଓ ରେ।।ମଂଚ ଯୋଗାଇ ଆସିଥିବା ଏହି ଆଇପିଏଲ ଏଥର କରୋନା ମହାମାରୀ କବଳରେ ପଡିଛି । ନିୟମ ସବୁ ବଦଳି ଯାଇଛି ।…

ବଦଳି ଯାଇଛନ୍ତି ସଚିନଙ୍କ ପୁଅ ଅର୍ଜୁନ, ଭାଇରାଲ ହେଉଛି ସିକ୍ସ ପ୍ୟାକ ଶରୀର ସେଲ୍ଫି

ମୁମ୍ବାଇ: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ଏବେ ଚର୍ଚ୍ଚାରେ । ଅର୍ଜୁନ ଏବେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍ ସହ ୟୁଏଇରେ ରହିଛନ୍ତି । ୨୦୨୦ ଇଣ୍ଡିଆନ ପ୍ରିମିୟର ଲିଗ୍ ନିଲାମରେ ତାଙ୍କ ନାମ ସାମିଲ ହୋଇ ନ ଥିଲା । ତଥାପି ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ଟିମ୍…

ଝଲସିଲାଣି IPL ଗ୍ରାଉଣ୍ଡ, ୩ ଦିନ ପରେ ମୁହାଁମୁହିଁ ହେବେ ମୁମ୍ବାଇ-ଚେନ୍ନାଇ

ନୂଆଦିଲ୍ଲୀ: ଆଇପିଏଲକୁ ଆଉ ମାତ୍ର ୩ ଦିନ ବାକି । ଏହା ମଧ୍ୟରେ ପ୍ରସ୍ତୁତ ହୋଇଯାଇଛି ୟୁଏଇ । ରଙ୍ଗୀନ ଲାଇଟରେ ଝଲସୁଛି ଆବୁଧାବି ଓ ଦୁବାଇ ଷ୍ଟାଡିୟମ । ତେବେ ଚଳିତ ବର୍ଷ ଆଇପିଏଲର ପ୍ରଥମ ମ୍ୟାଚ ମୁମ୍ବାଇ ଓ ଚେନ୍ନାଇ ମଧ୍ୟରେ ହେବ । ଏହି ମ୍ୟାଚ ଆବୁଧାବିରେ ଖେଳାଯିବ। ସେପ୍ଟେମ୍ବର ୧୯ରୁ…

ଏହି ଖେଳାଳି ହେଉଛନ୍ତି ଆଇପିଏଲ ଟୁର୍ଣ୍ଣାମେଣ୍ଟ ଇତିହାସର ଶ୍ରେଷ୍ଠ ୧୦ ରନ ସ୍କୋରର

ଇଣ୍ଡିଆନ୍ ପ୍ରିମିୟର୍ ଲିଗ (ଆଇପିଏଲ୍) ପ୍ରିମିୟର୍ ଫ୍ରାଞ୍ଚାଇଜ୍ ଆଧାରିତ ଏକ ଟୁର୍ନାମେଣ୍ଟ , ଯାହା ୨୦୦୮ ରୁ ହୋଇଆସୁଛି । ବ୍ୟାଟ୍ସମ୍ୟାନ୍ ସବୁବେଳେ ଛୋଟ ଫର୍ମାଟରେ ନିଜ ଦବଦବା ଜାହିର କରିଆସୁଛନ୍ତି ଏବଂ ଏଠାରେ ଆମେ ବର୍ଷ ବର୍ଷ ଧରି ଆଇପିଏଲର ଶ୍ରେଷ୍ଠ ୧୦ ଜଣ ବ୍ୟାଟ୍ସମ୍ୟାନଙ୍କ ବିଷୟରେ…