Latest Odisha News

BREAKING NEWS

Browsing Category

ଖେଳ

ବିଶ୍ୱର ୧୦ ସବୁଠାରୁ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ନୀତା ଅମ୍ବାନି

ଭୁବନେଶ୍ୱର: ମୁମ୍ବାଇ ଇଣ୍ଡିଆନ୍ କ୍ରିକେଟ୍ ଟିମ୍ ଦଳର ମାଲିକାଣୀ ତଥା ରିଲାଏନ୍ସ ଫାଉଣ୍ଡେସନର ଅଧ୍ୟକ୍ଷା ନୀତା ଅମ୍ବାନି ୨୦୨୦ ପାଇଁ କ୍ରୀଡ଼ା କ୍ଷେତ୍ରରେ ବିଶ୍ୱର ଶ୍ରେଷ୍ଠ ୧୦ ଜଣ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି । ଏହି ତାଲିକାରେ ଟେନିସ୍ ତାରକା ସେରେନା ୱିଲିୟମସ୍…

ଦର୍ଶକଙ୍କ ବିନା ଓ ବନ୍ଦ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ !

ନୂଆଦିଲ୍ଲୀ : କ୍ରୀଡା ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ ଭାବରେ କୁହାଯାଇଛି ଯେ, କରୋନୋ ଭାଇରସ୍ ଏବେ ସମଗ୍ର ଦେଶରେ ଆତଙ୍କ ସୃଷ୍ଟି କରିଛି। ଏଭଳି ସ୍ଥିତିରେ ଦେଶରେ ଯଦି କୌଣସି ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯାଏ, ତେବେ ଏହାକୁ ବନ୍ଦ ଦ୍ୱାର ମଧ୍ୟରେ କରିବାକୁ ପଡିବ। ଏହାସହିତ ଦର୍ଶକଙ୍କ ବିନା ଏହି…

ରଣଜୀ ଟ୍ରଫି ଫାଇନାଲ୍: ଅନ୍ତିମ ଦିନର ଖେଳ ଖାଲି ଷ୍ଟାଡିୟମରେ ଖେଳାଯିବ

ରାଜକୋଟ: କରୋନା ଭାଇରସ୍ କାରଣରୁ ବେଙ୍ଗଲ ଓ ସୌରାଷ୍ଟ୍ର ମଧ୍ୟରେ ରଣଜୀ ଟ୍ରଫି ଫାଇନାଲ୍ ମ୍ୟାଚର ଅନ୍ତିମ ଦିନର ଖେଳ ଖାଲି ଷ୍ଟାଡିୟମରେ ଖେଳାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ଆଡଭାଇଜରୀ ପରେ ବିସିସିଆଇ ଗୁରୁବାର ଏହି ଘୋଷଣା କରିଛି। ବିସିସିଆଇର ଜେନେରାଲ୍ ମ୍ୟାନେଜର୍ ସବା କରିମ୍…

ବର୍ଷା ଯୋଗୁ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ ବାତିଲ

ଧର୍ମଶାଲା: ବର୍ଷା ଗୁରୁବାର କ୍ରିକେଟପ୍ରେମୀଙ୍କୁ ନିରାଶ କରିଛି । ଏଠାରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାତିଲ ହୋଇଛି । ଗୋଟିଏ ବି ବଲ ଖେଳାଯିବା ସମ୍ଭବପର ନ ଥିଲା । ମ୍ୟାଚ ଆରମ୍ଭ ପୂର୍ବରୁ ବର୍ଷା ହେବା ଯୋଗୁ ସମସ୍ତ କ୍ରିକଟପ୍ରେମୀ ବ୍ୟଗ୍ରତା…

ବେଙ୍ଗଲର କଡା ସଂଘର୍ଷ : ସୌରାଷ୍ଟ୍ରର ପ୍ରଥମ ଇନିଂସ ସ୍କୋରଠାରୁ ୭୧ ରନ ପଛରେ

ରାଜକୋଟ:ଚଳିତ ରଣଜୀ ଟ୍ରଫି ଫାଇନାଲରେ ବେଙ୍ଗଲ ୪ର୍ଥ ଦିବସରେ ପ୍ରଶଂସନୀୟ ପ୍ରଦର୍ଶନ କରିଛି । ସୌରାଷ୍ଟ୍ରର ପ୍ରଥମ ଇନିଂସ ସ୍କୋର ୪୨୫ ରନ ଜବାବରେ ଗୁରୁବାର ଷ୍ଟମ୍ପସ ଅପସାରଣ ବେଳକୁ ବେଙ୍ଗଲ ୬ ଉଇକେଟ ହରାଇ ୩୫୪ ରନ ସଂଗ୍ରହ କରି ନେଇଛି । ଦଳ ଏବେ ସୌରାଷ୍ଟ୍ରର ପ୍ରଥମ ଇନିଂସ ସ୍କୋରଠାରୁ ୭୧…

ନ୍ୟାସନାଲ ୱେଲଡିଂ ଲିଗ୍ ୨୦୨୦: ଓଡ଼ିଶାକୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ 'ସି ଭି ରମଣ ଗ୍ଲୋବାଲ ୟୁନିଭରସିଟି'ଠାରେ ମାର୍ଚ୍ଚ ୬ ରୁ ୮ ତାରିଖ ଯାଏଁ ମହିଳାମାନ ନ୍ୟାସନାଲ ୱେଲଡିଂ ଲିଗ୍ ୨୦୨୦ ଆୟୋଜନ କରାଯାଇଥିଲା । ଏହି ପ୍ରତିଯୋଗିତାରେ ହରିୟାଣା, ତାମିଲନାଡୁ, ରାଜସ୍ଥାନ ଏବଂ ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରୁ ଆସିଥିବା ଛାତ୍ରୀ…

ଅଲିମ୍ପିକ୍ସ ଯୋଗ୍ୟତା ହାସଲ କଲେ କୌଶିକ

ଅମ୍ମାନ: ୬୩ କେଜି ବର୍ଗରେ ଯୁବ ବକ୍ସର ମନୀଷ କୌଶିକ ବୁଧବାର ବକ୍ସିଂରେ ଭାରତ ପାଇଁ ଅଲିମ୍ପିକ କୋଟା ହାସଲ କରିଛନ୍ତି । ସେ ୯ମ ଭାରତୀୟ ଭାବେ ଟୋକିଓ ଅଲିମ୍ପିକ୍ସ ପାଇଁ ଟିକେଟ ହାସଲ କରିଛନ୍ତି। ଏହାପୂର୍ବରୁ କୌଣସି ଅଲିମ୍ପିକ୍ସରେ ଏତେ ସଂଖ୍ୟକ ବକ୍ସର ଭାରତକୁ ପ୍ରତିନିଧିତ୍ୱ କରି ନଥିଲେ।…

ସୌରାଷ୍ଟ୍ରର ପ୍ରଥମ ଇନିଂସ୍‌ ସ୍କୋର ଠାରୁ ୨୯୧ ରନ୍‌ ପଛରେ ବେଙ୍ଗଲ

ରାଜକୋଟ: ରଣଜୀ ଟ୍ରଫି ଫାଇନାଲର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ବେଙ୍ଗଲ ହାତରେ ୭ଟି ୱିକେଟ ବାକି ଥିବା ବେଳେ ଦଳ ସୌରାଷ୍ଟ୍ରର ପ୍ରଥମ ଇନିଂସ୍‌ ସ୍କୋର ଠାରୁ ୨୯୧ ରନ୍‌ ପଛରେ ରହିଛି । ସୌରାଷ୍ଟ୍ର ପ୍ରଥମ ଇନିଂସରେ ଅର୍ପିତଙ୍କ ଶତକ ବଳରେ ୪୨୫ କରି ଅଲଆଉଟ ହୋଇଯାଇଛି। ଏହାର ଜବାବରେ ବେଙ୍ଗଲ…

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଗୁରୁବାରଠାରୁ : ପ୍ରଥମ ମ୍ୟାଚରେ ବର୍ଷା ଆଶଙ୍କା

ଧର୍ମଶାଳା: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ କ୍ରିକେଟ ସିରିଜ ଗୁରୁବାରଠାରୁ ଧର୍ମଶାଳାରେ ଆରମ୍ଭ ହେବ । ଟିମ୍ ଇଣ୍ଡିଆ ଘରୋଇ ପରିବେଶରେ ଭଲ ପ୍ରଦର୍ଶନ ଲକ୍ଷ୍ୟରେ ରହିଛି । ତେବେ ପ୍ରଥମ ମ୍ୟାଚରେ ବର୍ଷା ଆଶଙ୍କା ରହିଛି । ଏହା କିଛି ମାତ୍ରାରେ କ୍ରିକେଟପ୍ରେମୀଙ୍କୁ ନିରାଶ କରିଛନ୍ତି ।…

ସର୍ବଭାରତୀୟ କ୍ରୀଡ଼ାରେ ଓଡ଼ିଶା ପୋଲିସକୁ ସଫଳତା

କଟକ: ଓଡ଼ିଶା ପୋଲିସରେ ଲାନ୍ସ ନାଏକ ଭାବେ କାର୍ଯ୍ୟରତ ବିଘ୍ନରାଜ ମିରିଡ଼ିଆ ୬୮ତମ ସର୍ବଭାରତୀୟ ପୋଲିସ ଦୌଡ଼କୁଦ ପ୍ରତିଯୋଗିତାର ୪୦୦ ମିଟର ଦୌଡ଼ରେ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଜ ପଦକ ପାଇବାରେ ସଫଳ ହୋଇଛନ୍ତି । ହରିୟାଣାର ପଞ୍ଚକୁଲାଠାରେ ଇଣ୍ଡୋ-ତିବ୍ଦତାନ ବର୍ଡ଼ର ପୋଲିସ ଆନୁକୂଲ୍ୟରେ…