Latest Odisha News

BREAKING NEWS

Browsing Category

ଖେଳ

ଡୋପ ଟେଷ୍ଟରେ ଧରାପଡିଥିବା ରେସଲର ପଦକ ଫେରାଇବେ

ନୂଆଦିଲ୍ଲୀ:ଡୋପ ଟେଷ୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୨ଜଣ ରେସଲରଙ୍କୁ ଭାରତୀୟ କୁସ୍ତି ମହାସଂଘ ପଦକ ଫେରାଇବା ପାଇଁ କହିଛନ୍ତି । ଏହି ୧୨ ଜଣ ରେସଲର ହେଲେ ରୋହିତ ଦାହିୟା (୫୪କେଜି), ମନୋଜ (୫୫), କପିଳ ପି (୯୨), ଅଭିମନ୍ୟୁ (୫୮), ବିକାଶ କୁମାର (୬୫), ବିଶାଳ (୯୭), ଜଗଦୀଶ ରୋକଡେ (୪୨),…

ଆଇପିଏଲରେ ଖେଳିବେ ଆମେରିକୀୟ କ୍ରିକେଟର । ଜାଣନ୍ତୁ କିଏ ଏହି ଖେଳାଳି

ଦୁବାଇ: ଚଳିତ ଥର ଆଇପିଏଲରେ ଖେଘଳିବେ ଜଣେ ଆମେରିକୀୟ କ୍ରିକେଟର । ଏହି କ୍ରିକେଟର ଜଣଙ୍କ ହେଉଛନ୍ତି ଅଲ୍ଲୀ ଖାନ । କୋଲକାତା ନାଇଟ ରାଇଡର୍ସ ଦଳର ଦ୍ରୁତ ବୋଲର ହ୍ୟାରି ଗର୍ନି ଆହତ ଥିବା କାରଣରୁ ତାଙ୍କ ସ୍ଥାନରେ ଅଲ୍ଲୀ ଖାନଙ୍କୁ ଖେଳାଇବାକୁ ନିଷ୍ପତ୍ତି ହୋଇଛି । ଏହି ୨୯ ବର୍ଷୀୟ…

ଆଇପିଏଲ ଖେଳାଳି କରୋନାକୁ ଭୟ କରିବେ ନାହିଁ: ଗୌତମ ଗମ୍ଭୀର

ନୂଆଦିଲ୍ଲୀ: ଭାରତର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର କହିଛନ୍ତି ଆସନ୍ତା ଆଇପିଏଲରେ କରୋନା ଭାଇରସ୍ ମହାମାରୀ କ୍ରିକେଟ୍ ଖେଳାଳିଙ୍କ ପ୍ରଦର୍ଶନ ଉପରେ ପ୍ରଭାବ ପକାଇବ ନାହିଁ। ଦିଲ୍ଲୀର ପୂର୍ବତନ ରାଜଧାନୀ ଅଧିନାୟକ ଏହା ମଧ୍ୟ କହିଛନ୍ତି ଯେ ଖେଳାଳିମାନେ ନିର୍ଦ୍ଧେଶିତ ନିର୍ଦ୍ଦେଶାବଳୀ ପାଳନ…

ଇଓଏନ୍ ମୋର୍ଗାନ୍ ଓ ପ୍ୟାଟ୍ କମିନ୍ସ କୋଲକାତା ନାଇଟ୍ ରାଇଡର୍ସ ପାଇଁ ଉପଲବ୍ଧ ହେବେ: ଦଳୀୟ ଅଧିକାରୀ

ୟୁଏଇ: ଆଇପିଏଲ୍ ୨୦୨୦ ରେ କୋଲକାତା ନାଇଟ୍ ରାଇଡର୍ସର ପ୍ରଥମ ଦଳୀୟ ମ୍ୟାଚ ରେ ଇଂଲଣ୍ଡର ଅଧିନାୟକ ଇଏନ୍ ମୋର୍ଗାନ୍ ଏବଂ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ପ୍ୟାଟ୍ କମିନ୍ସ ଉଭୟ ଉପଲବ୍ଧ ହେବେ ବୋଲି ଜଣାପଡିଛି । ଭେଙ୍କି ମାଇସୋର ESPNCricinfo.com କୁ କହିଛନ୍ତି ଯେ ନାଇଟ୍ ରାଇଡର୍ସ ଆବୁଧାବିରେ…

ୟୁଏସ ଓପନ ଟେନିସ : ସେମିରେ ହାରିଲେ ସେରେନା, ଆଜରେଙ୍କା-ଓସକା ଟାଇଟଲ ମୁକାବିଲା

ୱାଶିଂଟନ:ୟୁଏସ ଓପନ ମହିଳା ସିଙ୍ଗଲ୍ସ ଟାଇଟଲ ଲାଇନଅପ ଚୂଡାନ୍ତ ହୋଇଛି । ବେଲାରୁଷର ଭିକ୍ଟୋରିଆ ଆଜରେଙ୍କା ଓ ଜାପାନର ନାଓମି ଓସକା ମଧ୍ୟରେ ଶନିବାର ଫାଇନାଲ ମ୍ୟାଚ ଖେଳାଯିବ । ସେମିଫାଇନାଲ ମୁକାବିଲାରେ ଆଜରେଙ୍କା ଆମେରିକାର ସେରେନା ୱିଲିୟମ୍ସଙ୍କୁ ୧-୬, ୬-୩, ୬-୩ ସେଟରେ ପରାସ୍ତ କରିଥିଲେ…

ପ୍ରାଚୀଙ୍କ ସହ ପୃଥ୍ୱୀ ଶ’ଙ୍କର କିଛି ଚକ୍କର ଚାଲିଛି କି!

ମୁମ୍ବାଇ: ଟିମ୍ ଇଣ୍ଡିଆର ଉଦୀୟମାନ ପୃଥ୍ୱୀ ଶ’ ଓ ଅଭିନେତ୍ରୀ ପ୍ରାଚୀ ସିଂଙ୍କ ମଧ୍ୟରେ କିଛି ଚକ୍କର ଚାଲିଥିବା ନେଇ ଚର୍ଚ୍ଚା ଜୋର ଧରିଛି । ଅବଶ୍ୟ ଏଥିନେଇ ଉଭୟଙ୍କ ପକ୍ଷରୁ କୌଣସି ମନ୍ତବ୍ୟ ଆସି ନାହିଁ । ଏବେ ଶ’ ଇଣ୍ଡିଆନ ପ୍ରିମିୟର ଲିଗ ଖେଳିବା ପାଇଁ ୟୁଏଇ ଗସ୍ତରେ ଅଛନ୍ତି । ସେ ଦିଲ୍ଲୀ…

ଟଙ୍କା ଧାର ଦେଇ ଫସିଗଲେ ହରଭଜନ ସିଂ !

ତାମିଲନାଡୁ: ଚର୍ଚ୍ଚାରେ ରହିଛନ୍ତି କ୍ରିକେଟର୍ ହରଭଜନ ସିଂ । ନିକଟରେ ବ୍ୟକ୍ତିଗତ କାରଣ ପାଇଁ ଆଇପିଏଲରୁ ଦୂରେଇଥିଲେ । ଆଉ ଏବେ ୪ କୋଟିର ଠକେଇ ପରେ ଚେନ୍ନାଇ ପୋଲିସ ନିକଟରେ ଅଭିଯୋଗ ଆଣିଛନ୍ତି । ରିପୋର୍ଟ ଅନୁଯାୟୀ ୨୦୧୫ରେ ଚେନ୍ନାଇର ଜଣେ ବ୍ୟବସାୟୀଙ୍କୁ ହରଭଜନ ୪ କୋଟି ଟଙ୍କା ଧାର…

ପୁଣି ପଡିଆକୁ ଫେରିବେ ଯୁବରାଜ !

ମୋହାଲୀ: ଭାରତୀୟ କ୍ରିକେଟର ଦଳର ଷ୍ଟାର ଖେଳାଳି ଯୁବରାଜ ସିଂ କିଛି ଦିନ ତଳେ କ୍ରିକେଟରୁ ସନ୍ୟାସ ନେଇଥିଲେ । ଏବେ ସେ ଏଥିରୁ ଓହରି ପୁନର୍ବାର ଖେଳ ଜାରି ରଖିବା ପାଇଁ ମନ ବଳାଇଛନ୍ତି । ଏଥିନେଇ ସେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ ପତ୍ର ଲେଖି ଅନୁମତି…

ବହୁ ପ୍ରତୀକ୍ଷାର ଅନ୍ତ ପରେ ସାନିଆ, ପୁଅ ଇଜହାନଙ୍କୁ ଭେଟିଲେ ସୋଏବ

ନୂଆଦିଲ୍ଲୀ: କରୋନା ଭାଇରସ ଏବଂ ଲକଡାଉନ କଟକଣା ଯୋଗୁ ଷ୍ଟାର ଟେନିସ ଖେଳାଳି ସାନିଆ ମିର୍ଜା ଓ ପାକିସ୍ତାନୀ କ୍ରିକେଟର ସୋଏବ ମଲିକ ପରସ୍ପରଠାରୁ ଦୀର୍ଘ ଦିନ ଧରି ଅଲଗା ରହିଥିଲେ । ଏହାର ମୂଖ୍ୟ କାରଣ ହେଲା ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ କଟକଣା । ଜୁଲାଇରେ ପତ୍ନୀ ଓ ପୁତ୍ର ଇଜହାନଙ୍କୁ…

କାଷ୍ଟର ସେମେନ୍ୟା ଗୁରୁତ୍ୱପୂର୍ଣ୍ଣ ମାମଲା ହାରିଲେ, ଭବିଷ୍ୟତ ନେଇ ପ୍ରଶ୍ନବାଚୀ ସୃଷ୍ଟି

ବର୍ଣ୍ଣ:ଦକ୍ଷିଣ ଆଫ୍ରିକାର ଷ୍ଟାର ଅଲିମ୍ପିଆନ୍ କାଷ୍ଟର ସେମେନ୍ୟା ବୁଧବାର ତାଙ୍କ ଗୁରୁତ୍ୱପୂର୍ଣ୍ଣ ମାମଲା ହାରିଯାଇଛନ୍ତି । ଫଳରେ ତାଙ୍କର ଭବିଷ୍ୟତ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ମହିଳାଙ୍କ ଶରୀରର ସୀମିତ ଟେଷ୍ଟୋଷ୍ଟେରନ ମାତ୍ରା ବିରୋଧରେ ସେ କେସ୍ କରିଥିଲେ । ମାତ୍ର ଏଥିରେ ସେ ୨ଟି…