Latest Odisha News

BREAKING NEWS

Browsing Category

ଖେଳ

ରଣଜୀ ଟ୍ରଫି ଫାଇନାଲ: ସୌରାଷ୍ଟ୍ର ୩୮୪/୮

ରାଜକୋଟ: ଚଳିତ ରଣଜୀ ଟ୍ରଫି କ୍ରିକେଟ ଫାଇନାଲର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ବେଙ୍ଗଲ ବିପକ୍ଷରେ ସୌରାଷ୍ଟ୍ର ୮ ଉଇକେଟ ବିନିମୟରେ ୩୮୪ ରନ ସଂଗ୍ରହ କରିଛି । ଅର୍ପିତ ବାସୁଦେବ ଆକର୍ଷଣୀୟ ଶତକ (୧୦୬) ଓ ଚେତେଶ୍ୱର ପୂଜାରାଙ୍କ ଅର୍ଦ୍ଧଶତକ (୬୬) ରନ ବଳରେ ସୌରାଷ୍ଟ୍ର ଭଲ ସ୍କୋର କରିବାରେ…

ବିଶ୍ୱଚାମ୍ପିୟନ ମେରୀ କମଙ୍କୁ ମିଳିଲା ଅଲିମ୍ପିକ୍ସ ଟିକେଟ

ନୂଆଦିଲ୍ଲୀ: ଭାରତୀୟ ମହିଳା ବକ୍ସିଂ ଆଇକନ୍ ମେରୀ କମ୍ ମହିଳା ବକ୍ସିଂ ବିଭାଗରେ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କରିଛନ୍ତି । ମେରୀ କମଙ୍କୁ ମିଶାଇ ଏପର୍ଯ୍ୟନ୍ତ ୮ ଜଣ ଭାରତୀୟ ବକ୍ସର ଉଭୟ ପୁରୁଷ ଓ ମହିଳା ବିଭାଗରେ ଅଲିମ୍ପିକ୍ସ ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି । Asia/Oceania Boxing…

ଆଉ ୩ ବକ୍ସରଙ୍କୁ ଅଲିମ୍ପିକ ଟିକେଟ

ନୂଆଦିଲ୍ଲୀ:ଭାରତର ଆଉ ୩ ବକ୍ସର ସୋମବାର ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଏସିଆ-ଓସେନିଆ ଅଲିମ୍ପିକ୍ସ କ୍ୱାଲିଫାୟର୍ସରେ ଲଭଲୀନା, ଆଶିଷ କୁମାର ଓ ସତୀଶ କୁମାର ଟୋକିଓ ପାଇଁ ଟିକେଟ ପାଇଛନ୍ତି । ଏହାପୂର୍ବରୁ ଭାରତର ପୂଜା ରାଣୀ ଓ ବିକାଶ କ୍ରିଷ୍ଣା ଅଲିମ୍ପିକ୍ସ ଟିକେଟ…

ଆଇସିସି ମହିଳା ଟି୨୦ ବିଶ୍ୱକପର ଶ୍ରେଷ୍ଠ ଏକାଦଶରେ ପୁନମ

ମେଲବୋର୍ଣ୍ଣ:ଆଇସିସି ସୋମବାର ମହିଳାଟି୨୦ ବିଶ୍ୱକପର ପ୍ରଦର୍ଶନ ବିଚାରକୁ ନେଇ ଶ୍ରେଷ୍ଠ ଏକାଦଶ ବାଛିଛି । ଏଥିରେ ଭାରତର ପୁନମ ଯାଦବ ୧୧ତମ ଓ ଶେଫାଳୀ ବର୍ମା ଦ୍ୱାଦଶତମ ଖେଳାଳୀ ଭାବେ ଟିମ୍‌ରେ ରହିଛନ୍ତି । ଅଷ୍ଟ୍ରେଲିଆର ୫ ଓ ଇଂଲଣ୍ଡର ୪ ଖେଳାଳି ଏଥିରେ ସ୍ଥାନ ପାଇଛନ୍ତି । ଇଆନ ବିଶପ,…

ଚୁମ୍ବକରେ ଆଇସିସି ମହିଳା ଟି୨୦ ବିଶ୍ୱକପ

ମେଲବୋର୍ଣ୍ଣ:ଆଇସିସି ମହିଳା ଟି୨୦ ବିଶ୍ୱକପରେ ଭାରତ ଅପରାଜେୟ ରହିଥିଲେ ମଧ୍ୟ ଶେଷ ବାଧା ଅତିକ୍ରମ କରିବାରେ ବିଫଳ ହୋଇଛି । ଅଷ୍ଟ୍ରେଲିଆ ଚାମ୍ପିୟନ ହୋଇଥିବା ବେଳେ ଟିମ୍ ଇଣ୍ଡିଆ ରନର୍ସଅପ ହୋଇଛି । ୧. ଚାମ୍ପିୟନ:(ପୁରସ୍କାର ରାଶି ୧ମିଲିୟନ ଡଲାର) ୨. ରନର୍ସଅପ: ଭାରତ (୫୦୦,୦୦୦ ଡଲାର)…

ପୂଜା,ବିକାଶଙ୍କୁ ଟୋକିଓ ଅଲିମ୍ପିକ୍ସ ଟିକେଟ

ନୂଆଦିଲ୍ଲୀ: ଏସିଆନ ଚାମ୍ପିୟନ ପୂଜା ରାଣୀ(୭୫ କେଜି) ଓ ଯୁବ ତାରକା ବିକାଶ କ୍ରିଷ୍ଣା(୬୯ କେଜି) ଭାରତର ପ୍ରଥମ ବକ୍ସର ଭାବେ ୨୦୨୦ ଟୋକିଓ ଅଲିମ୍ପିକ୍ସ ଟିକେଟ ହାସଲ କରିଛନ୍ତି। ଏସିଆନ କ୍ୱାଲିଫାୟର୍ସରେ ଏହି ଦୁଇ ଖେଳାଳି ସେମି ଫାଇନାଲରେ ପ୍ରବେଶ କରିବା କ୍ଷଣି ସିଧାସଳଖ ଅଲିମ୍ପିକ୍ସ…

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଶୃଙ୍ଖଳା ପାଇଁ ଟିମ୍ ଘୋଷଣା କରିଛି । ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାଓ୍ଵନ୍‌ଙ୍କୁ ସ୍ଥାନ ମିଳିଛି । ରୋହିତ ଶର୍ମା ଓ ମହମ୍ମଦ ସାମିଙ୍କୁ ବିଶ୍ରାମ ମିଳିଛି । ଭାରତ ଓ ଦକ୍ଷିଣ…

ଭାରତର ଆଶା ଧୂଳିସାତ୍‌ : ଅଷ୍ଟ୍ରେଲିଆ ୫ମଥର ପାଇଁ ଚାମ୍ପିୟନ

ମେଲବର୍ଣ୍ଣ: ମହିଳା ଟି୨୦ ବିଶ୍ୱକପ କ୍ରିକେଟରେ ଉଭୟ ବ୍ୟାଟିଂ ଓ ବୋଲିଂରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଭାରତ ୮୫ ରନରେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଛି । ଏଥିସହ ଟିମ ଇଣ୍ଡିଆର ଚାମ୍ପିୟନ ହେବା ଆଶା ଧୂଳିସାତ୍ ହୋଇଥିବାବେଳେ ଅଷ୍ଟ୍ରେଲିଆ ୫ମ ଟାଇଟଲ ଜିତିଛି ।   ଆଜି ଅନ୍ତର୍ଜାତୀୟ…

ମହିଳା ଟି୨୦ ବିଶ୍ୱକପ କ୍ରିକେଟ : ଭାରତ ସମ୍ମୁଖରେ ୧୮୫ ରନର ବିଶାଳ ଲକ୍ଷ୍ୟ

ମେଲବୋର୍ଣ୍ଣ: ଆଇସିସି ମହିଳା ଟି୨୦ ବିଶ୍ୱକପ କ୍ରିକେଟ ଫାଇନାଲରେ ଅଷ୍ଟ୍ରେଲିଆ ୧୮୫ ରନର ବିଶାଳ ଲକ୍ଷ୍ୟ ଭାରତ ସମ୍ମୁଖରେ ରଖିଛି । ନିର୍ଦ୍ଧାରିତ ଓଭରରେ ଘରୋଇ ଦଳ ୪ ଉଇକେଟ ବିନିମୟରେ ୧୮୪ ରନ କରିଥିଲା । ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିଥିଲା । ଦୁଇ ଓପନର ଆଲିସା ହୀଲେ ଓ…

ଆଜି ଭାରତ-ଅଷ୍ଟ୍ରେଲିଆ ଟି୨୦ ମହିଳା ବିଶ୍ୱକପ

ମେଲବୋର୍ଣ୍ଣ: ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆଇସିସି ଟି-୨୦ ମହିଳା ବିଶ୍ୱକପ୍ ମ୍ୟାଚ ଖେଳାଯିବ । ସାରା ଦେଶ ରବିବାର ଦିନ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରୁଥିବା ବେଳେ ଅଷ୍ଟ୍ରେଲିଆ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ସେମାନଙ୍କ ପରାକ୍ରମ ଦେଖିବାକୁ ମିଳିବ । ଭାରତୀୟ…