Latest Odisha News

BREAKING NEWS

Browsing Category

ଖେଳ

୫୦୦ ଟି୨୦ ମ୍ୟାଚ ଖେଳିଲେ ପୋଲାର୍ଡ

ପାଲିକେଲ: ୱେଷ୍ଟଇଣ୍ଡିଜ୍ ଅଧିନାୟକ କିରେନ ପୋଲାର୍ଡ଼ ବିଶ୍ୱର ପ୍ରଥମ କ୍ରିକେଟର ଭାବେ ଟି୨୦ ଫର୍ମାଟରେ ୫୦୦ମ୍ୟାଚ୍ ଖେଳିଛନ୍ତି । ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ରେ ସେ ଏହି ମାଇଲଖୁଣ୍ଟ ଛୁଇଁଥିଲେ । ଏହି ମ୍ୟାଚ୍‌କୁ ସ୍ମରଣୀୟ କରିବା ପାଇଁ ଦଳୀୟ ଖେଳାଳିମାନେ ପୋଲାର୍ଡ଼ଙ୍କୁ ସ୍ୱତନ୍ତ୍ର…

ବର୍ଷା ଯୋଗୁ ପ୍ରଥମ ସେମିଫାଇନାଲ ବାତିଲ:ଭାରତ ଫାଇନାଲକୁ ଉନ୍ନୀତ

ସିଡନୀ:ଆଇସିସି ଟି୨୦ ମହିଳା ବିଶ୍ୱକପ କ୍ରିକେଟର ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ତେବେ ଟୁର୍ନାମେଂଟରେ ଅପରାଜେୟ ରହିଥିବା ଭାରତକୁ ଏହାର ଫାଇଦା ମିଳିଛି ଏବଂ ଦଳ ଫାଇନାଲରେ ପ୍ରବେଶ କରିଛି । ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ ଟାଇଟଲ…

ସେମିଫାଇନାଲରେ ବର୍ଷା ଆଶଙ୍କା : ମ୍ୟାଚ ବାତିଲ ହେଲେ ଭାରତ ଫାଇନାଲକୁ ଯିବ

ସିଡନୀ: ଆଇସିସି ମହିଳା ଟି୨୦ ବିଶ୍ୱକପର ସେମିଫାଇନାଲ ମ୍ୟାଚ ଗୁରୁବାର ଖେଳାଯିବ । ଏହି ମ୍ୟାଚରେ କିନ୍ତୁ ବର୍ଷା ବାଧା ସୃଷ୍ଟି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବର୍ଷା ଯୋଗୁ ମ୍ୟାଚ ସମ୍ଭବପର ନ ହେଲେ ଭାରତ ଇଂଲଣ୍ଡକୁ ପଛରେ ପକାଇ ଫାଇନାଲରେ ପ୍ରବେଶ କରିବ । ଗ୍ରୁପ୍…

ଗଙ୍ଗାରେ ବୁଡ ପକାଇଲେ ମହାନ ଫିଲ୍ଡର ରୋଡ୍ସ

ନୂଆଦିଲ୍ଲୀ:ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର ତଥା ମହାନ ଫିଲ୍ଡର ଜଂଟି ରୋଡ୍ସ ଭାରତ ଏବଂ ହିନ୍ଦୁତ୍ୱକୁ ବେଶ୍ ଭଲ ପାଆନ୍ତି । ବୁଧବାର ସେ ଋଷିକେଶରେ ବୁଡ ପକାଇବା ସହ ଏହାର ଫଟୋ ସୋସିଆଲ ସାଇଟରେ ଶେୟାର କରିଛନ୍ତି । ଗଙ୍ଗାର ପବିତ୍ର ଥଣ୍ଡା ପାଣିରେ ବୁଡ ପକାଇଲି । ଏହା ଶାରୀରିକି ଓ…

ସୁନିଲ ଯୋଶୀ ହେଲେ ନୂଆ ଚିଫ୍ ସିଲେକ୍ଟର

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମର ପୂର୍ବତନ ସ୍ପିନର ସୁନିଲ ଯୋଶୀଙ୍କୁ ନୂଆ ଚିଫ୍ ସିଲେକ୍ଟର ଭାବରେ ବିସିସିଆଇ ମନୋନୀତ କରିଛି । ଏମଏସକେ ପ୍ରସାଦ ଓ ତାଙ୍କ ସାଥୀ ଗଗନ ଖୋଡାଙ୍କ ସ୍ଥାନରେ ସୁନିଲ ଯୋଶୀ ଏହି ଦାୟିତ୍ୱ ତୁଲାଇବେ । ପୂର୍ବତନ ଭାରତୀୟ କ୍ରିକେଟର ମଦନ ଲାଲ, ଆରପି ସିଂ ଓ ସୁଲକ୍ଷଣା…

ଆଇସିସି ଟି୨୦ ମହିଳା ବିଶ୍ୱକପ:ସେମିଫାଇନାଲ ବାଧା ଅତିକ୍ରମ କରିବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ସିଡନୀ: ଟି୨୦ ମହିଳା ବିଶ୍ୱକପ କ୍ରିକେଟର ସେମିଫାଇନାଲ ମୁକାବିଲା ଗୁରୁବାର ଆୟୋଜିତ ହେବ । ଟିମ୍ ଇଣ୍ଡିଆ ଏ ପର୍ଯ୍ୟନ୍ତ ଟି୨୦ ବିଶ୍ୱକପର ସେମିଫାଇନାଲ ବାଧା ଅତିକ୍ରମ କରିପାରି ନାହିଁ । ଏଥର କିନ୍ତୁ ଭାରତୀୟ ଦଳ ଇଂଲଣ୍ଡକୁ ହରାଇ ଫାଇନାଲ ପ୍ରବେଶ ଲକ୍ଷ୍ୟରେ ରହିଛି । ଏହି ମ୍ୟାଚ ୩ଟା ବେଳେ…

ହକି ଇଣ୍ଡିଆ ବାର୍ଷିକ ପୁରସ୍କାର ଦୌଡରେ ଓଡିଶାର ଦୀପ ଗ୍ରେସ୍‌

ଭୁବନେଶ୍ୱର : ହକି ଇଣ୍ଡିଆ ବାର୍ଷିକ ପୁରସ୍କାର ଦୌଡରେ ଓଡିଶାର ଦୀପ ଗ୍ରେସ୍ ଏକ୍କା ଓ ଅଧିନାୟିକା ରାନୀ ରାମପଲ ଆଗରେ ରହିଛନ୍ତି । ଚଳିତ ମାସ ୮ ତାରିଖରେ ଏହି ପୁରସ୍କାର ପ୍ରଦାନ କରାଯିବ ।  ଓଡ଼ିଶାର ଅଭିଜ୍ଞ ମହିଳା ଖେଳାଳି ଦୀପ ଗ୍ରେସ୍ ଏକ୍କା ଏବଂ ରାନୀ ରାମପଲଙ୍କ ନାଁ ପ୍ଲେୟର୍ ଅଫ୍ ଦି…

ଟୋକିଓ ଅଲିମ୍ପିକ ଉପରେ କରୋନା ବିପଦ ଘନେଇଲା

ଟୋକିଓ : ଟୋକିଓ ଅଲିମ୍ପିକ୍ସ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀରେ ଆୟୋଜନ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଏହାର ମୁଖ୍ୟ କାରଣ ହେଲା କରୋନା ଭାଇରସ । ଏହା ନିୟନ୍ତ୍ରଣକୁ ଆସୁ ନ ଥିବାରୁ ଆୟୋଜକ କାପାନ ଓ ଅଲିମ୍ପିକ କମିଟି ଚିନ୍ତା ପ୍ରକଟ କରିଛି । ଜୁଲାଇ ସୁଦ୍ଧା କରୋନାଭାଇରସ ସ୍ଥିତି ନ…

ମହିଳା ଟି୨୦ ବିଶ୍ୱକପ କ୍ରିକେଟ ସେମିଫାଇନାଲରେ ଭାରତ-ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା

ମେଲବୋର୍ଣ୍ଣ:ଚଳିତ ମହିଳା ଟି୨୦ ବିଶ୍ୱକପ କ୍ରିକେଟର ସେମି ଫାଇନାଲ ଲାଇନଅପ୍ ଚୂଡାନ୍ତ ହୋଇଛି । ଗୁରୁବାର ଭାରତ-ଇଂଲଣ୍ଡ ଓ ଦକ୍ଷିଣଆଫିକା-ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ହେବ । ୨ଟି ଯାକ ମ୍ୟାଚ ସିଡନୀ ଗ୍ରାଉଣ୍ଡରେ ଖେଳାଯିବ । ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଓ ୱେଷ୍ଟଇଣ୍ଡିଜ ମଧ୍ୟରେ…

୧୩ ବର୍ଷ ପରେ ରଣଜୀ ଫାଇନାଲରେ ବେଙ୍ଗଲ

କୋଲକାତା: ପେସ୍ ବୋଲର ମୁକେଶ କୁମାରଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ପ୍ରଦର୍ଶନ ବଳରେ ବେଙ୍ଗଲ ଟିମ୍ ୧୩ ବର୍ଷ ପରେ ଫାଇନାଲରେ ପ୍ରବେଶ କରିଛି । ରଣଜୀ ଟ୍ରଫି ସେମିଫାଇନାଲରରେ କର୍ଣ୍ଣାଟକାକୁ ୧୭୪ ରନରେ ପରାସ୍ତ କରିଥିଲା। ବେଙ୍ଗଲ ଦ୍ୱାରା ଧାର୍ୟ୍ୟ ୩୫୨ ରନର ଲକ୍ଷ୍ୟର ପିଛା କରୁଥିବା…