Latest Odisha News

BREAKING NEWS

Browsing Category

ଖେଳ

ଖ୍ୟାତନାମା ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ଦେହାନ୍ତ

ମୋହାଲି: ତିନିଥର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ବଲବୀର ସିଂ ସିନିୟରଙ୍କର ସୋମବାର ସକାଳେ ମୋହଲି ସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ବୟସ ହୋଇଥିଲେ। ସ୍ବର୍ଗତଃ ସିଂ ଗତ କିଛି ଦିନ ଧରି ଏକାଧିକ ସ୍ୱାସ୍ଥ୍ୟ…

ପାକ୍ କ୍ରିକେଟର ତୌଫିକ ଉମରଙ୍କୁ କରୋନା

କରାଚୀ:ପ୍ରଥମ ଥର ପାଇଁ କ୍ରିକେଟ ଖେଳାଳିଙ୍କୁ ସଂକ୍ରମିତ କରିଛି କରୋନା । ପାକିସ୍ତାନ କ୍ରିକେଟର ତୌଫିକ ଉମରଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ସେ ଘରେ କ୍ୱାରେଂଟାଇନରେ ରହିବେ । ଅସୁ୍‌ସ୍ଥ ଅନୁଭବ କରିବାରୁ ମୁଁ ନିଜର ଟେଷ୍ଟ କରାଇଥିଲି । ଏହା ପଜିଟିଭ ବାହାରିଥିଲେ ସୁଦ୍ଧା ମୁଁ…

ଏଭେରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ

ଢେଙ୍କାନାଳ/ଭୁବନେଶ୍ୱର : ରାଜ୍ୟର ପ୍ରଥମ ଏଭେରେଷ୍ଟ ବିଜୟିନୀ ଦୁଃସାହସିକ କ୍ରୀଡ଼ାବିତ୍ କଳ୍ପନା ଦାଶଙ୍କର ଶନିବାର ପ୍ରଥମ ଶ୍ରାଦ୍ଧ ଦିବସ ପାଳିତ ହୋଇଛି । ଲକ୍‌ଡାଉନ୍ କାରଣରୁ କୌଣସି ବିଶେଷ ଉତ୍ସବ ଅୟୋଜିତ ହୋଇ ନ ଥିବାବେଳଳେ ଢ଼େଙ୍କାନାଳରେ ତାଙ୍କ ପରିବାର ପକ୍ଷରୁ ଶ୍ରାଦ୍ଧ କାର‌୍ୟ୍ୟ…

ଜାପାନର ନାଓମି ଓସାକା ହେଲେ ସବୁଠାରୁ ଧନୀ ମହିଳା ଟେନିସ ଖେଳାଳି

ନ୍ୟୁୟର୍କ: ଜାପାର ନାଓମି ଓସାକା ବିଶ୍ୱର ସବୁଠାରୁ ଧନୀ ମହିଳା ଟେନିସ ଖେଳାଳି ହେବାର ଗୌରବ ଅର୍ଜନ କରିଛନ୍ତି । ସେ ଆମେରିକାର ସେରେନା ୱିଲିୟମ୍ସଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି । ସେରେନା କ୍ରମାଗତ ୪ ବର୍ଷ ଧରି ଶୀର୍ଷ ସ୍ଥାନରେ ରହି ଆସୁଥିଲେ । ୨୨ ବର୍ଷୀୟା ଓସକା ପୁରସ୍କାର ରାଶି ଓ…

୨୦୨୧ରେ ଟୋକିଓ ଅଲିମ୍ପିକ୍ସ ଆୟୋଜିତ ନ ହୋଇପାରିଲେ ଏହାକୁ ବାତିଲ କରି ଦିଆଯିବ: ବାକ୍‌

ଟୋକିଓ: କରୋନା ଯୋଗୁଁ ‌ଯଦି ୨୦୨୧ରେ ଟୋକିଓ ଅଲିମ୍ପିକ୍ସ ଆୟୋଜିତ ନ ହୋଇପାରେ ତେବେ ଏହାକୁ ବାତିଲ କରି ଦିଆଯିବ ବୋଲି ଆଇଓସି ମୁଖ୍ୟ ଥୋମାସ୍ ବାକ୍ କହିଛନ୍ତି ।କରୋନା ଯୋଗୁଁ‌ ଆଇଓସି ଓ ଜାପାନ ସରକାର ଅଲିମ୍ପିକ୍ସ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଥିଲେ । ୨୦୨୧ରେ ଯଦି…

ଚଳିତ ବର୍ଷ ଟି୨୦ ବିଶ୍ୱକପ ଆଶା ମଉଳିଲା

ମୁମ୍ବାଇ: ଚଳିତ ବର୍ଷ ଶେଷ ଭାଗରେ ହେବାକୁ ଥିବା ଆଇସିସି ଟି୨୦ ବିଶ୍ୱକପ ଆଶା ଏକପ୍ରକାର ମଉଳି ଯାଇଛି କହିଲେ ଭୁଲ ହେବ ନାହିଁ । କରୋନା ଭାଇରସ ଯୋଗୁ ଅକ୍ଟୋବର-ନଭେମ୍ବରରେ ଏହାକୁ ଆୟୋଜନ କରିବା ସମ୍ଭବପର ନୁହେଁ । ଆଇସିସି ସ୍ପଷ୍ଟ ଭାବେ ଏହା କହି ନ ଥିଲେ ମଧ୍ୟ କେତେକ ଅଧିକାରୀ ନିଜ ନାମ…

ଟେନିସ କିମ୍ବଦନ୍ତୀ କୁପରଙ୍କ ପରଲୋକ

ସିଡନୀ:ଅଷ୍ଟ୍ରେଲୀୟ ଟେନିସ କିମ୍ବଦନ୍ତୀ ଆଶଲେ କୁପରଙ୍କ ୮୩ ବର୍ଷରେ ପରଲୋକ ହୋଇଯାଇଛି । ୪ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା କୁପର ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ୧୯୫୯ରେ ସେ ଟେନିସକୁ ଅଲବିଦା କହିଥିଲେ । ୧୯୫୮ରେ ଅଷ୍ଟ୍ରେଲିଆନ୍‌, ୱିମ୍ବେଲଡନ ଓ ୟୁଏସ ଓପନ ଟାଇଟଲ ହାସଲ କରିଥିଲେ ।…

କଲମ୍ବିଆର ଷ୍ଟାର ସାଇକ୍ଲିଷ୍ଟ ପାଟୋଂନା ବାସନ୍ଦ

ପ୍ୟାରିସ: କଲମ୍ବିଆର ଷ୍ଟାର ସାଇକ୍ଲିଷ୍ଟ ପାଟୋଂନା ଡୋପିଂ କଳଙ୍କରେ ଛନ୍ଦି ହୋଇ ପଡିଛନ୍ତି । ଏଥିଯୋଗୁ ସେ ୪ ବର୍ଷ ବାସନ୍ଦ ଦଣ୍ଡାଦେଶର ସମ୍ମୁଖୀନ ହୋଇଛନ୍ତି । ଗତ ବର୍ଷ ହୋଇଥିବା ଡୋପ ଟେଷ୍ଟରେ ତାଙ୍କ ଶରୀରରୁ ନିଷିଦ୍ଧ ଡ୍ରଗ୍ସର ମାତ୍ରା ମିଳିଥିଲା । ୨୦୧୬ ଟୁର ଡି ଫ୍ରାନ୍ସର ଏକ ଷ୍ଟେଜରେ…

ଭାରତ-ଦକ୍ଷିଣଆଫ୍ରିକା ଟି୨୦ ସିରିଜ ଅଗଷ୍ଟ ଶେଷ ଭାଗରେ ହୋଇପାରେ !

ନୂଆଦିଲ୍ଲୀ: କରୋନା ମହାମାରୀ କିଛି ମାତ୍ରାରେ ନିୟନ୍ତ୍ରଣକୁ ଆସିଲେ ଅଗଷ୍ଟ ଶେଷ ଆଡକୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ଟି ଟି୨୦ ମ୍ୟାଚ ଖେଳାଯାଇପାରେ । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଏହି ସିରିଜ ପାଇଁ ପ୍ରସ୍ତାବ ଦେଇଥିବାରୁ ଦକ୍ଷିଣ ଆଫ୍ରିକା ବୋର୍ଡ ଏ ନେଇ ଆଗ୍ରହୀ ଅଛି ।…

ଜୁନ ୨୫ରେ ଫିଫା ୨୦୨୩ ମହିଳା ବିଶ୍ୱକପ ଆୟୋଜକ ଦେଶ ଚୟନ କରିବ

ଜୁରିକ୍‌: ଆସନ୍ତା ମାସ ୨୫ରେ ଅନ୍ତର୍ଜାତୀୟ ଫୁଟବଲ ଫେଡେରେଶନ ୨୦୨୩ ମହିଳା ବିଶ୍ୱକପ ଆୟୋଜକ ଦେଶ ଚୟନ କରିବ । ଏଥର ବିଶ୍ୱକପ ଆୟୋଜନ କରିବା ଦୌଡରେ ବ୍ରାଜିଲ, ଜାପାନ, କଲମ୍ବିଆ, ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ଦେଶ ରହିଛନ୍ତି । ଫିଫା କାଉନସିଲର ୩୭ ସଦସ୍ୟ ମତଦାନ ମାଧ୍ୟମରେ ଅୟୋଜକ ବାଛିବେ ।…