Latest Odisha News

BREAKING NEWS

Browsing Category

ଖେଳ

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫; ସ୍ୱର୍ଣ୍ଣ ଜିତିଲେ ଓଡ଼ିଶାର ୪ କନଷ୍ଟେବଳ

ଭୁବନେଶ୍ୱର: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି କ୍ରମରେ ଆଜି ୪ ଜଣ ଯୁବ କ୍ରୀଡାବିତ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇ ଓଡିଶା…

କ୍ରିକେଟର ନୁହେଁ ଟ୍ରକ ଡ୍ରାଇଭର ହୋଇଥାନ୍ତେ ହରଭଜନ

ଚଣ୍ଡୀଗଡ: ୨୦୦୧ରେ କ୍ରମାଗତ ୧୫ ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆର ବିଜୟ ରଥକୁ ଭାରତ ରୋକିଥିଲା । ହରଭଜନ ସିଂ ଏଥିରେ ମୂଖ୍ୟ ଭୂମିକା ଗ୍ରହଣ କରିଥିଲେ । ସେ ଟେଷ୍ଟ କ୍ରିକେଟରେ ହ୍ୟାଟ୍ରିକ ୱିକେଟ ନେବା ସହ ୩୨ ୱିକେଟ ନେଇଥିଲେ । ୧୯୯୮ରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଆନ୍ତର୍ଜାତୀୟ ପଦାର୍ପଣ…

ଓଏସ୍‌ଜାର ବିଶ୍ବ କ୍ରୀଡ଼ା ସାମ୍ବାଦିକ ଦିବସ ପାଳନ; ଖବର ପ୍ରକାଶନରେ ସ୍ବଚ୍ଛତା ଲାଗି ଆହ୍ବାନ

ଭୁବନେଶ୍ବର: କ୍ରୀଡ଼ା ସମ୍ବାଦ ପରିବେଷଣରେ ସ୍ବଚ୍ଛତା ଓ ନୈତିକତା ରକ୍ଷା କରିବାକୁ ବିଶ୍ବ କ୍ରୀଡ଼ା ଦିବସ ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। କ୍ରୀଡ଼ା ଏପରି ଏକ ବିଷୟ ଯେଉଁଥିରେ ସଫଳତା ଆସିବା ଅର୍ଥ ଦେଶ ଓ ରାଜ୍ୟର ସମ୍ମାନ ବୃଦ୍ଧି ଘଟିବା। ତେଣୁ କ୍ରୀଡ଼ା ଖବର ପରିବେଷଣ ସମୟରେ…

ୟୁଏଇରେ ଖେଳାଯିବ ଏସିଆ କପ କ୍ରିକେଟ: ରିପୋର୍ଟ

ନୂଆଦିଲ୍ଲୀ : ଏସିଆ କପ କ୍ରିକେଟ ସେପ୍ଟେମ୍ବର ୫ରୁ ୟୁଏଇରୁ ଆରମ୍ଭ ହୋଇପାରେ । ଟାଇମ୍ସ ଅଫ ଇଣ୍ଡିଆରେ ପ୍ରକାଶିତ ରିପୋର୍ଟ ଅନୁସାରେ ଏହାର ଫାଇନାଲ ମ୍ୟାଚ ସେପ୍ଟେମ୍ବର ୨୧ରେ ଖେଳାଯିବ । ଗ୍ରୁପ ଷ୍ଟେଜ ଓ ସୁପର ୪ ଫର୍ମାଟ ବିଚାରକୁ ନେଲେ ଭାରତ ଓ ପାକିସ୍ତାନ ମଧ୍ୟରେ ୨ ଥର ମୁକାବିଲା ହେବ ।…

ପିଚ୍‌ରେ ଛକ୍କା ମାରିବା ପରେ ଟଳି ପଡିଲେ

ମୃତ୍ୟୁ କେତେବେଳେ କେଉଁଠି ଆସିବ ସେକଥା କାହାକୁ ଜଣାନାହିଁ । ମୃତ୍ୟୁ ସତ୍ୟ ଏକଥା ସମସ୍ତଙ୍କୁ ମାନିବାକୁ ପଡିବ । ବାରମ୍ବାର ହଠାତ ମୃତ୍ୟୁ ଖବର ପାଇ ଲୋକେ ଆଚମ୍ବିତ ହୁଅନ୍ତି । ଯାହା ବିଧିର ବିଧାନ ଥାଏ ତାହାହିଁ ହୁଏ ସେକଥା କେହି ବୁଝି ପାରନ୍ତି ନାହିଁ । ସେମିତି ଏକ ଘଟଣା ସମ୍ପର୍କରେ ଆମେ…

ବୁମରାହଙ୍କ ବିନା ୨୦ ୱିକେଟ ହାସଲ କରିବା ବଡ କଥା ନୁହେଁ

ଏଜବେଷ୍ଟନ: ପ୍ରଥମ ଟେଷ୍ଟରେ ଇଂଲଣ୍ଡ ନିକଟରୁ ପରାଜିତ ହେବା ପରେ ଏବେ ଟିମ ଇଣ୍ଡିଆ ଏଜବେଷ୍ଟନ ଟେଷ୍ଟ ଜିତିବା ଲକ୍ଷ୍ୟରେ ରହିଛି । ସିରିଜରେ ୫ଟି ମ୍ୟାଚ ଖେଳାଯିବ । ଦଳର ଷ୍ଟାର ବୋଲର ଯଶପ୍ରୀତ ବୁମରାହ ଖେଳିବେ କି ନାହିଁ ତାହା ସ୍ପଷ୍ଟ ହୋଇନି । ଇତି ମଧ୍ୟରେ ଅଧିନାୟକ ଶୁଭମନ ଗିଲଙ୍କ ବୟାନ…

ବର୍ମିଂହାମରେ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାତ କଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଭୁବନେଶ୍ୱର: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି। ଅଶୋକ ଦଣ୍ଡସେନା ୮୦୦ ମିଟର (ପୁରୁଷ ବର୍ଗ)…

ଭାରତ-ବାଂଲାଦେଶ କ୍ରିକେଟ ସିରିଜ ଆୟୋଜନ ନେଇ ଲାଗି ରହିଛି ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ: ଭାରତ ଓ ବାଂଲାଦେଶ ମଧ୍ୟରେ ହେବାକୁ ଥିବା କ୍ରିକେଟ ସିରିଜ ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗିରହିଛି । ବାଂଲାଦେଶ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ଅନୀମୁଲ ଇସଲାମ କହିଛନ୍ତି ଯେ, ଭାରତ ବିପକ୍ଷ ଦିନିକିଆ ଓ ଟି୨୦ ସିରିଜକୁ ନେଇ ସ୍ଥିତି ସ୍ପଷ୍ଟ ହୋଇନି । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ…

ଜୋ ରୁଟଙ୍କ ଟାର୍ଗେଟରେ ରାହୁଲ ଡ୍ରାଭିଡଙ୍କ ରେକର୍ଡ

ନୂଆଦିଲ୍ଲୀ: ଜୁଲାଇ ୨ରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଏଜବାଷ୍ଟନରେ ଖେଳାଯିବ । ଜୋ ରୁଟ ଏହି ମ୍ୟାଚରେ ରାହୁଲ ଡ୍ରାଭିଡ ଓ ଜ୍ୟାକ୍ସ କାଲିସଙ୍କୁ ପଛରେ ପକାଇ ପାରନ୍ତି । ସେ ଯଦି ୨୦୨ ରନ କରିବେ ତେବେ ଟେଷ୍ଟ କ୍ରିକେଟରେ ସର୍ବାଧିକ ରନ ହାସଲରେ ଉପରୋକ୍ତ ଦୁଇ ମହାନ…

ଆଉ ସ୍ଲିପ ପୋଜିଶନରେ ଫିଲ୍ଡିଂ କରିବେନି ଯଶସ୍ୱୀ

ଏଜବେଷ୍ଟନ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଏଜବାଷ୍ଟନରେ ଜୁଲାଇ ୨ରୁ ଆରମ୍ଭ ହେବ । ୫ ମ୍ୟାଚ ବିଶିଷ୍ଟ ତେନ୍ଦୁଲକର-ଆଣ୍ଡରସନ ଟ୍ରଫିରେ ଭାରତ ଏବେ ୦-୧ରେ ପଛୁଆ ରହିଛି । ପ୍ରଥମ ଟେଷ୍ଟରେ ଖରାପ ଫିଲ୍ଡିଂ ପ୍ରଦର୍ଶନ କରିଥିବା ଯଶସ୍ୱୀ ଜୈସୱାଲଙ୍କୁ ଏଥର ସ୍ଲିପ ପୋଜିଶନରେ…