Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ଅନ୍ଦାଜ ୨ର ଶୁଟିଂ ପାଇଁ ସୁନୀଲ ପ୍ରସ୍ତୁତ

ମୁମ୍ବାଇ: ବଲିଉଡରେ ଏବେ ସୀକ୍ୱେଲର ଯୁଗ ଚାଲିଛି । ଗଦର ୨, ଓଏମଜି ୨, ଫୁକରେ ୩ ଓ ଡ୍ରିମ ଗର୍ଲ ୨ରେ ଏବେ ଅନ୍ଦାଜର ସୀକ୍ୱେଲ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଧର୍ମେଶ ଦର୍ଶନ ଧଡକନ ୨ ଏବଂ ତାଙ୍କ ଭାଇ ସୁନୀଲ ଦର୍ଶନ ଅନ୍ଦାଜର ସୀକ୍ୱେଲ ଆରମ୍ଭ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି । ୨୦୦୩ରେ…

ଫିଲ୍ମ ‘ଆନିମଲ’କୁ ନେଇ ଚର୍ଚ୍ଚାରେ ରଣବୀର, କହିଲେ ଟାଇଟଲ ରଖିବା ପଛର କାରଣ

ମୁମ୍ବାଇ: ବଲିଉଡ଼ ଅଭିନେତା ରଣବୀର କପୁର ତାଙ୍କର ଆଗାମୀ ଫିଲ୍ମ ଆନିମଲକୁ ନେଇ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ଏହି ଫିଲ୍ମର ଟିଜର ରିଲିଜ୍ ହେବା ପରେ ଏନେଇ ଆଲୋଚନା ଜୋର ଧରିଛିି । ନିକଟରେ ଫିଲ୍ମର ଟ୍ରେଲର ସାମ୍ନାକୁ ଆସିଥିଲା । ଏହି ଟ୍ରେଲରରେ ରଣବୀର କପୁରଙ୍କ ଭିନ୍ନ ଲୁକ୍ ନଜର ଆସିଥିଲେ ।…

ମହିଳା-ପୁରୁଷ ସମାନ ନୁହଁନ୍ତ, ଏମିତି କହିଲେ ନୀନା ଗୁପ୍ତା

ମୁମ୍ବାଇ: ନାରୀବାଦ ଭଳି ଚିନ୍ତାଧାରା ଉପରେ ମୁଁ ବିଶ୍ୱାସ କରେ ନାହିଁ । ମୋ ମତରେ ମହିଳା ଓ ପୁରୁଷ ସମାନ ନୁହନ୍ତି । ଯେଉଁଦିନ ପୁରୁଷ ଅନ୍ତସତ୍ତ୍‌୍ୱା ହେବେ ମୁଁ ସେହିଦିନ କହିବି ପୁରୁଷମାନେ ନାରୀମାନଙ୍କ ସହ ସମାନ ହେଲେ । ବଲିଉଡ଼ ଅଭିନେତ୍ରୀ ନୀନା ଗୁପ୍ତା ଏମିତି କିଛି କହିଛନ୍ତି । ଏପରି…

‘ପୁଷ୍ପା-୨’ ଲାଗି ଆଲୁ ଅର୍ଜୁନ ନେବେନି କୌଣସି ଫି, ନିର୍ମାତାଙ୍କ ସହ କରିଛନ୍ତି ଆଉ କିଛି ଡ଼ିଲ୍

ମୁମ୍ବାଇ: ‘ପୁଷ୍ପା: ଦି ରାଇଜ୍‌' ର ବ୍ଲକବଷ୍ଟର ସଫଳତା ପାଇଛି । ଏବେ ବି ଦେଶ ଓ ଦେଶ ବାହାରେ ମଧ୍ୟ ଦର୍ଶକଙ୍କ ମନରୁ ଏହାର ପ୍ରଭାବ କମିନାହିଁ । ଏବେ ଫ୍ୟାନ୍ ଆଲୁ ଅର୍ଜୁନଙ୍କ 'ପୁଷ୍ପା-୨: ଦି ରୁଲ୍‌'ର ରିଲିଜ୍‌କୁ ଅପେକ୍ଷା କରି ରହିଛନ୍ତି । ଏବେ ଫିଲ୍ମର ଶୁଟିଂ ପ୍ରାୟତଃ ସରିଯିବାକୁ…

ଟଲିଉଡ଼ରେ ଓଡ଼ିଆ ଝିଅ; ମାଲକାଲନଗିରିର ମୋନିକା ତେଲୁଗୁ ଫିଲ୍ମର ମୁଖ୍ୟ ନାୟିକା

ମାଲକାନଗିରି: ତେଲୁଗୁ ସିନେମାର ନାୟିକା ହେବେ ମାଲକାନଗିରି ଝିଅ ମୋନିକା ସମାଦ୍ଦାର। ‘ଗାରାଗା’ ଫିଲ୍ମରେ ଲିଡ୍ ରୋଲରେ ନଜର ଆସିବେ କାଲିମେଳା ଏମଭି-୭୫ ଗାଁର ମୋନିକା। ଜୋରସୋରରେ ଚାଲିଛି ଫିଲ୍ମର ସୁଟିଂ। ତେଲୁଗୁ ସିନେମାରେ ମୁଖ୍ୟ ନାୟିକା ଭାବେ ଅଭିନୟ କରି ଜିଲ୍ଲା ପାଇଁ ଆଣିଛନ୍ତି ଗର୍ବ।…

୨୫ ବର୍ଷ ପରେ ପୁଣି ଏକାଠି ଫିଲ୍ମ କରିବେ ସଲମାନ ଓ କରଣ, ଚଳଚ୍ଚିତ୍ର ନାମ ଘୋଷଣା

ମୁମ୍ବାଇ: ୨୫ ବର୍ଷ ପୂର୍ବେ ସଲମାନ ଖାନ ଏବଂ କରଣ ଜୋହର ଏକାଠି ଏକ ଫିଲ୍ମ କରିଥିଲେ। ସେବେଠାରୁ ଏହି ଯୋଡି ପ୍ରାୟତଃ ପରସ୍ପର ସହିତ ଏକ ପ୍ରୋଜେକ୍ଟ କରିବା ବିଷୟରେ ଯୋଜନା କରିଥିଲେ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ ସଫଳ ହୋଇପାରିନାହିଁ। ଏବେ ଶେଷରେ ସଲମାନ ଖାନ ଏବଂ କରଣ ଜୋହର ଏକାଠି ଫିଲ୍ମ…

ଓସ୍କାର ପାଇଁ ଗଲା ଫିଲ୍ମ ଟୁ ଏଲ୍‌ଥ ଫେଲ୍‌

ମୁମ୍ବାଇ: ଓସ୍କାର ପାଇଁ ପଠାଗଲା ଫିଲ୍ମ ଟୁ ଏଲ୍‌ଥ ଫେଲ୍ । ବିଧୁ ବିନୋଦ ଚୋପ୍ରାଙ୍କ ଫିଲ୍ମ ଟୁ ଏଲ୍‌ଥ ଫେଲ୍ ସ୍ଲିପର ହିଟ୍ ହୋଇଛି । ବିନା କୌଣସି ପ୍ରଚାର ବିନା ଜାକଜମକରେ ସିନେମାଟି ଧୀରେ ଧୀରେ ସିନେମା ଘରେ ଚହଳ ସୃଷ୍ଟି କରୁଛି । ଫିଲ୍ମଟିକୁ ଲୋକେ ଖୁବ୍ ପସନ୍ଦ କରୁଛନ୍ତି । ରିଲିଜ୍…

‘ଆନିମଲ୍‌’ ଫିଲ୍ମ ପାଇଁ ଫିଗର ବନାଇବାକୁ ବବିଙ୍କୁ ଲାଗିଥିଲା ୪ ମାସ

ମୁମ୍ବାଇ: ନିକଟରେ ରିଲିଜ୍ ହୋଇଯାଇଛି ଫିଲ୍ମ ‘ଆନିମଲ୍‌’ର ଟ୍ରେଲର । ଏହି ଫିଲ୍ମକୁ ନେଇ ରଣବୀର କପୁରଙ୍କ ପରେ ଯଦି କିଏ ବେଶି ଚର୍ଚ୍ଚାରେ ଅଛନ୍ତି, ସିଏ ହେଉଛନ୍ତି ବବି ଦେଓଲ । କାରଣ ସେ ତାଙ୍କ ଫିଗର ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ବବିଙ୍କୁ ତାଙ୍କର ଏହି ଫିଟ୍‌ନେସ୍ ବନାଇବା…

୨୯ରେ ବିବାହ କରିବେ ରଣଦୀପ ହୁଡ୍ଡା

ମୁମ୍ବାଇ: ଆଉ ମାତ୍ର ୩ ଦିନ ପରେ ଅର୍ଥାତ୍ ଆସନ୍ତା ୨୯ ତାରିଖରେ ବିବାହ ବନ୍ଧନରେ ବାନ୍ଧିହେବେ ବଲିଉଡର ଲୋକପ୍ରିୟ ଅଭିନେତା ରଣଦୀପ ହୁଡ୍ଡା । ସେ ତାଙ୍କର ଦୀର୍ଘ ଦିନର ପ୍ରେମିକା ଲିନ୍ ଲାଇଶ୍ରମଙ୍କୁ ବିବାହ କରିବେ । ଏହି ବିବାହ ଉତ୍ସବ ମଣିପୁରରେ ଆୟୋଜିତ ହେବ । ଏଥିରେ କେବଳ ଉଭୟଙ୍କ…

ଜୁସ୍ ପିଇ ଆମରଣ ଅନଶନ ଭାଙ୍ଗିଲେ ପ୍ରଯୋଜିକା ସନ୍‌ଲିସା

ଭୁବନେଶ୍ୱର: ଆମରଣ ଅନଶନ ଭାଙ୍ଗିଲେ ଚଳଚ୍ଚିତ୍ର ପ୍ରଯୋଜିକା ସନ୍‌ଲିସା ପଟେଲ । ୩ ଦିନ ହେଲା ସେ ୫ ଦଫା ଦାବି ନେଇ ଅନଶନରେ ବସିଥିଲେ । ଆଜି ଓଡ଼ିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି)ର ଅଧ୍ୟକ୍ଷ କୁନା ତ୍ରିପାଠୀ ପ୍ରଯୋଜିକା ସନଲିସା ପଟେଲ୍ ବସିଥିବା ଆମରଣ ଅନଶନସ୍ଥଳରେ ପହଞ୍ଚିଥିଲେ । ସେ…