Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ଆନନ୍ଦ ପଣ୍ଡିତଙ୍କ ଆକ୍ସନ ଫିଲ୍ମରେ ଟାଇଗର

ମୁମ୍ବାଇ:ବଲିଉଡର ଆକ୍ସନ ଓ ଡ୍ୟାନ୍ସିଂ ଷ୍ଟାର ଟାଇଗର ଶ୍ରଫଙ୍କ କିଛି ଫିଲ୍ମ ଏବେ ବକ୍ସ ଅଫିସରେ ଭଲ ବ୍ୟବସାୟ କରି ନାହିଁ । ତଥାପି ଏହି ଆକ୍ସନ ଷ୍ଟାରଙ୍କ ଚାହିଦା କମି ନାହିଁ । ପ୍ରତିଷ୍ଠିତ ନିର୍ମାତା ଆନନ୍ଦ ପଣ୍ଡିତ ଓ ପରାଗ ସାଁଘବୀ ତାଙ୍କୁ ଆଗାମୀ ଫିଲ୍ମ ପାଇଁ ସାଇନ କରିଛନ୍ତି । ଏହି…

ଡିପଫେକର ଶୀକାର ହେଲେ ସାରା-ଶୁଭମନ

ମୁମ୍ବାଇ: ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଡିପଫେକର ଶୀକାର ହୋଇଛନ୍ତି । ଯୁବ କ୍ରିକେଟର ଶୁଭମନ ଗିଲଙ୍କ ସହ ସାରାଙ୍କ ଫଟୋ ଯୋଡି ସୋସିଆଲ ମିଡିଆରେ ଶେୟାର କରାଯିବା ପରେ ଏବେ ଏହା ଭାଇରଲ ହୋଇଛି । ପ୍ରକୃତ ଫଟୋରେ ସାରା ତାଙ୍କ ଭାଇ ଅର୍ଜୁନ ତେନ୍ଦୁଲକର ସହ ଫଟୋ…

ୟୁରୋପରେ ଆଣ୍ଠୁର ସର୍ଜରୀ କରାଇଲେ ପ୍ରଭାସ

ମୁମ୍ବାଇ: ସାଉଥର ସୁପରଷ୍ଟାର ପ୍ରଭାସ । ନିଜ ଅଭିନୟର ଯାଦୁରେ ଲୋକଙ୍କ ହୃଦୟରେ ଘର କରି ରହିଛନ୍ତି । ଏବେ ‘ପ୍ରୋଜେକ୍ଟ କେ’, ‘ସାଲାର ପାର୍ଟ ୧ : ସିଜଫାୟାର’, ‘ରାଜା ଡିଲକ୍ସ’ ଏବଂ ‘ସ୍ପିରିଟ’ ଭଳି ଅନେକ ଫିଲ୍ମରେ ବ୍ୟସ୍ତ ଅଛନ୍ତି । ଏସବୁ ମଧ୍ୟରେ ସମୟ ବାହାର କରି ପ୍ରଭାସ ବିଦେଶ ଯାଇ…

ନୂଆ ଲୁକ୍‌ରେ ନଜର ଆସିଲେ କରୀନା

ମୁମ୍ବାଇ: ନୂଆ ଲୁକ୍‌ରେ ନଜର ଆସିଲେ ବଲିଉଡ଼ ଅଭିନେତ୍ରୀ କରିନା କପୁର । ସେ ନିର୍ଦ୍ଦେଶକ ରୋହିତ୍ ଶେଟ୍ଟୀଙ୍କ ଆଗାମୀ ଫିଲ୍ମ ‘ସିଙ୍ଘମ୍ ଏଗେନ୍‌’ରେ ଏକ ଭିନ୍ନ ଭୂମିକାରେ ନଜର ଆସିବେ । ଏବେ ନିର୍ମାତା କରିନାଙ୍କ ନୂଆ ଲୁକର ଫଟୋ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି । ବଲିଉଡ଼ ଅଭିନେତା ଅଜୟ…

ପୂର୍ବତନ ପ୍ରେମିକଙ୍କ ସହ ନଜର ଆସିଲେ ସୁସ୍ମିତା, ପ୍ୟାଚଅପ୍ କରିଥିବା ନେଇ ଚର୍ଚ୍ଚା

ମୁମ୍ବାଇ: ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅଧିକାଂଶ ସମୟ ଚର୍ଚ୍ଚାରେ ରହିଥାନ୍ତି ବଲିଉଡ୍ ଅଭିନେତ୍ରୀ ସୁସ୍ମିତା ସେନ୍ । କେତେବେଳେ ୧୮ ବର୍ଷ ସାନ ପ୍ରେମିକ ତ କେତେବେଳେ ଲଳିତ ମୋଦିଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିିଛନ୍ତି ସେ । ପ୍ରେମିକ ରୋହମନ ଶଲଙ୍କଠାରୁ ହଠାତ ଅଲଗା ହୋଇ…

ରଶ୍ମିକାଙ୍କ ଡ଼ିପ୍‌ଫେକ୍ ଭିଡ଼ିଓ ଦେଖି ଅସନ୍ତୋଷ ପ୍ରକାଶ କଲେ ତାଙ୍କ ପ୍ରେମିକ

ମୁମ୍ବାଇ: ସାଉଥର ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା କିଛି ଦିନ ହେବ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ନିକଟରେ ରଶ୍ମିକାଙ୍କ ଡିପ୍‌ଫେକ୍ ଭିଡିଓ ସେୟାର କରାଯିବା ନେଇ ସେ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ଏହି ଭିଡ଼ିଓକୁ ଦେଖିବା ପରେ କଳାକାରଙ୍କଠାରୁ ଆରମ୍ଭ କରି ପ୍ରଶଂସକମାନେ ଅସନ୍ତୋଷ…

ରଶ୍ମିକା-କ୍ୟାଟ୍ରିନାଙ୍କ ପରେ ଡିପ୍‌ଫେକ୍‌ର ଶିକାର ହେଲେ ସଚିନଙ୍କ ଝିଅ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ କ୍ୟାଟ୍ରିନା କୈଫଙ୍କ ପରେ ଏବେ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଡିପ୍‌ଫେକ୍ ଟେକ୍ନୋଲୋଜିର ଶିକାର ହୋଇଛନ୍ତି । ଏବେ ସାରାଙ୍କ ଏକ ନକଲି ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା…

ରେକର୍ଡ କଲା ରଣବୀରଙ୍କ ଆନିମଲ

ମୁମ୍ବାଇ: ରିଲିଜ ହେବା ପୂର୍ବରୁ ରଣବୀର କାପୁର ଅଭିନୀତ ଆନିମଲ ଫିଲ୍ମ ରେକର୍ଡ କରିଛି । ଭାରତର ପ୍ରଥମ ଫିଲ୍ମ ଭାବେ ଏହା ଆମେରିକାର ୮୮୮ରୁ ଅଧିକ ସ୍କ୍ରିନରେ ରିଲିଜ ହେବ ବୋଲି ସ୍ଥିର ହୋଇଛି । ଏହା ପୂର୍ବରୁ ଶାହାରୁଖ ଖାଁଙ୍କ ଯବାନ ଫିଲ୍ମ ୮୫୦ ସ୍କ୍ରିନରେ ଓ ରଣବୀରଙ୍କ ବ୍ରହ୍ମାସ୍ତ୍ର ୮୧୦…

ଚିରଞ୍ଜୀବୀଙ୍କ ସହ ରୋମାନ୍ସ କରିବେ ଐଶ୍ୱର୍ଯ୍ୟା

ମୁମ୍ବାଇ: ସାଉଥ ସୁପରଷ୍ଟାର ଚିରଞ୍ଜୀବୀଙ୍କ ସହ ରୋମାନ୍ସ କରିବେ ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ । ଆଗକୁ ଆସୁଥିବା ଫିଲ୍ମରେ ଐଶ୍ୱର୍ଯ୍ୟା ଅଭିନେତାଙ୍କ ସହ ସ୍କ୍ରିନ୍ ସେୟାର କରିବେ । ଐଶ୍ୱର୍ଯ୍ୟାଙ୍କୁ ସିଲଭର ସ୍କ୍ରିନରେ ଦେଖିବାକୁ ତାଙ୍କ ପ୍ରଶଂସକମାନେ ବଡ ଉତ୍ସାହର ସହ…

ବାମ ହାତରେ ତୁଳସୀଙ୍କୁ ଜଳ ଅର୍ପଣ କଲେ ଅମିତାଭ, ଟ୍ରୋଲ କଲେ ପ୍ରଶଂସକ

ବମ୍ବେ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ ଆକ୍ଟିଭ୍ । ପ୍ରତିଦିନ ସେ ନିଜର କିଛି ଫଟୋ ନଚେତ ଭିଡିଓ ସେୟାର କରି ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିଥାନ୍ତି । ହେଲେ ଏବେ ସେ ନିଜର ଏକ ଫଟୋକୁୁ ନେଇ ପ୍ରଶଂସକମାନେ ତାଙ୍କୁ ଟ୍ରୋଲ କରୁଥିବା ଦେଖିବାକୁ ମିଳିଛି । ନିକଟରେ…