Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ରାଞ୍ଝା ପରେ ପୁଣି ଏକତ୍ର ହେଲେ ଧନୁଷ ଓ ଆନନ୍ଦ ଏଲ ରାୟ

ମୁମ୍ବାଇ: ଫିଲ୍ମମେକର ଆନନ୍ଦ ଏଲ ରାୟ ସର୍ବଦା ସମୟଠାରୁ ଆଗର କାହାଣୀ ଦେଖାଇ ଦର୍ଶକଙ୍କୁ ବାନ୍ଧି ରଖିଥାନ୍ତି । ୧୦ ବର୍ଷ ତଳେ ରିଲିଜ ହୋଇଥିବା ଧନୁଷ ଅଭିନୀତ ରାଞ୍ଝା ଏବେ ବି ଦର୍ଶକଙ୍କ ମନକୁ ଆନ୍ଦୋଳିତ କରୁଛି । ଏହି ୧୦ ବର୍ଷ ପୂର୍ତି ଅବସରରେ ଆନନ୍ଦ ରାୟ ତାଙ୍କର ଆଗାମୀ ଫିଲ୍ମର ଘୋଷଣା…

ନିଜେ ପଢିଥିବା ସ୍କୁଲ୍‌ର ପିଲାଙ୍କୁ ‘ଆଦିପୁରୁଷ’ ଦେଖାଇବେ କ୍ରିତି

ମୁମ୍ବାଇ: ‘ରାମାୟଣ’ କାହାଣୀ ଆଧାରିତ ତଥା ସାଉଥ୍ ସୁପରଷ୍ଟାର ପ୍ରଭାସ ଓ ବଲିଉଡ୍ ନାୟିକା କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ ଏବେ ଖୁବ୍ ଚର୍ଚ୍ଚାରେ । ଏହି ଫିଲ୍ମ ଗତ ୧୬ ତାରିଖରେ ରିଲିଜ୍ ହୋଇଯାଇଛି । ରାମାୟଣର କାହାଣୀକୁ ବଡ଼ ପରଦାରେ ଦେଖିବାକୁ ଦର୍ଶକ ଉତ୍ସାହର ସହିତ ଅପେକ୍ଷା…

ହନୀ ସିଂଙ୍କୁ ଗୋଲ୍ଡି ବ୍ରାର ଗ୍ୟାଙ୍ଗର ହତ୍ୟା ଧମକ

ନୂଆଦିଲ୍ଲୀ: ଲୋକପ୍ରିୟ ଗାୟକ ୟୋ ୟୋ ହନୀ ସିଂଙ୍କୁ ମିଳିଛି ହତ୍ୟା ଧମକ । ଗ୍ୟାଙ୍ଗଷ୍ଟାର ଗୋଲ୍ଡି ବ୍ରାର ଦେଇଛି ଏକ ଧମକ । ହନୀ ସିଂ ଏ ନେଇ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି । ସିଦ୍ଧୁ ମୁସେୱାଲ ହତ୍ୟାକାଣ୍ଡରେ ଏହି ଗ୍ୟାଙ୍ଗଷ୍ଟାରର ହାତ ଥିବା ସନ୍ଦେହ କରାଯାଉଛି । କାନାଡାରେ ଲୁଚି…

ରାମାୟଣ ମନୋରଞ୍ଜନର ମାଧ୍ୟମ ନୁହେଁ: ଏମିତି କହିଲେ ସୀତା

ମୁମ୍ବାଇ: ‘ରାମାୟଣ’ କାହାଣୀ ଆଧାରିତ ଫିଲ୍ମ ‘ଆଦିପୁରୁଷ’ ଗତ ୧୬ ତାରିଖରେ ରିଲିଜ ହୋଇଯାଇଛି । ରିଲିଜ୍ ହେବା ଦିନଠାରୁ ହିଁ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି । ଫିଲ୍ମର କାହାଣୀ ଏବଂ ସଂଳାପକୁ ନେଇ ସାରା ଦେଶରେ ମଧ୍ୟ ବିରୋଧ ପ୍ରଦର୍ଶନ କରାଯାଉଛି । ଏମିତି କି ଫିଲ୍ମ ବ୍ୟାନ୍ କରିବାକୁ…

ମାଆ ହେଲେ ଅଭିନେତ୍ରୀ ଦୀପିକା କକ୍କର

ମୁମ୍ବାଇ: ମାଆ ହେଲେ ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ଦୀପିକା କକ୍କର । ବୁଧବାର ସକାଳେ ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏନେଇ ଉଭୟ ଦୀପିକା ଏବଂ ସୋଏବଙ୍କ ପରିବାରରେ ଖୁସି ଦେଖାଦେଇଛି । ଦୀପିକା ଓ ତାଙ୍କ ସ୍ୱାମୀ ସୋଏବ ଇନ୍‌ଷ୍ଟାଗ୍ରାମ୍‌ରେ ଏହି ଖୁସି ଖବର ସେୟାର କରିଛନ୍ତି ।…

ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ ଓ ଆର୍ଯ୍ୟନ ଖାନଙ୍କ ବୟାନ ରେକର୍ଡ କରିବ ସିବିଆଇ

ମୁମ୍ବାଇ: ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ଶାହାରୁଖ ଖାନ, ତାଙ୍କ ପୁଅ ଆର୍ଯ୍ୟନ ଖାନ ଏବଂ ମ୍ୟାନେଜର ପୂଜା ଡଡଲାନୀଙ୍କ ବୟାନ ରେକର୍ଡ କରିବାକୁ ସିବିଆଇ ପ୍ରସ୍ତୁତ ହେଉଛି। ଆଗାମୀ ଦିନରେ ଏହି ବୟାନ ରେକର୍ଡ ହୋଇପାରେ। ଏନସିବି ଭିଜିଲାନ୍ସ ରିପୋର୍ଟରେ ଏହା ପ୍ରକାଶ ପାଇଛି ଯେ ଆର୍ଯ୍ୟନ…

ଅଭିନେତା ସିଜେନଙ୍କ ବିରୋଧରେ ଘରୋଇ ହିଂସାର ଆରୋପ

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ସିଜେନ୍ ଖାନ୍‌ଏବେ ଚର୍ଚ୍ଚାରେ । ସୁପରହିଟ୍ ଧାରାବାହିକ ‘କସୋଟି ଜିନ୍ଦେଗି କେ’ରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିଲେ ସିଜେନ୍ । ସିଜେନଙ୍କ ପତ୍ନୀ ବୋଲି ଦାବି କରି ଆୟିଶା ପିରାନୀ ନାମକ ଜଣେ ମହିଳା ତାଙ୍କ ଉପରେ ଘରୋଇ ହିଂସାର ଆରୋପ…

ଚତୁର୍ଥ ଦିନରେ ବ୍ୟବସାୟରେ ମାଡ଼ ହେଲା ‘ଆଦିପୁରୁଷ’

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ପ୍ରଭାସଙ୍କ ଅଭିନିତ ଫିଲ୍ମ‘ଆଦିପୁରୁଷ’ ଏବେ ଖୁବ୍ ଚର୍ଚ୍ଚାରେ । ଫିଲ୍ମର କାହାଣୀ,ସଂଳାପ,ଚରିତ୍ରକୁ ନେଇ ବିବାଦ ଦେଖାଦେଇଛି । ବିବାଦସତ୍ତ୍ୱେ ରିଲିଜ୍‌ର ତିନିଦିନ ଯାଏଁ ଫିଲ୍ମଟି ଭଲ ବ୍ୟବସାୟ କରିଲା । ହେଲେ ଧୀରେ ଧୀରେ ଏହାର ବ୍ୟବସାୟରେ ମାନ୍ଦା ଅବସ୍ଥା…

‘ତାରକ୍ ମେହେତା କା ଉଲ୍‌ଟା ଚଷମା’ର ପ୍ରଯୋଜକଙ୍କ ବିରୋଧରେ ଯୌନ ଶୋଷଣ ମାମଲା

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ହାସ୍ୟ ଧାରାବାହିକ ‘ତାରକ୍ ମେହେତାକା ଉଲ୍‌ଟା ଚଷମା’ର ପ୍ରଯୋଜକ ଅସିତ ମୋଦୀଙ୍କ ବିରୋଧରେ ଯୌନ ଶୋଷଣ ମାମଲା । ଏଥିସହିତ ଧାରାବାହିକର ଅପରେଶନ ହେଡ ସୋହେଲ ରମାଣି ଏବଂ କାର୍ଯ୍ୟନିର୍ବାହୀ ନିର୍ମାତା ଜତିନ ବଜାଜଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇଛି । ହେଲେ…

ବଜରଙ୍ଗବାଲୀ ଭଗବାନ ନୁହନ୍ତି; ଏପରି କିଛି କହିଲେ ମନୋଜ ମୁନ୍ତାଶିର

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ପ୍ରଭାସ ଓ ଅଭିନେତ୍ରୀ କ୍ରିତି ସାନନଙ୍କ ଅଭିନିତ ଫିଲ୍ମ ‘ଆଦିପୁରୁଷ’ ଗତ ୧୬ ତାରିଖରେ ରିଲିଜ ହୋଇଯାଇଛି । ରିଲିଜ୍ ହେଉ ହେଉ ଏହାର ସଂଳାପ ଓ କାହାଣୀକୁ ନେଇ ବିବାଦ ଦେଖାଦେଇଛି । ଏଥିସହ ଫିଲ୍ମରେ ‘ରାମାୟଣ’ର ଚରିତ୍ର ସବୁକୁ ଭୁଲ ଭାବେ ଉପସ୍ଥାପନ କରାଯାଇଛି…