Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ଭୁବନେଶ୍ବର: ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ ଗିରଫ। NBW ଆଧାରରେ ଗିରଫ କଲା ବଡଗଡ଼ ଥାନା ପୋଲିସ। କୋର୍ଟ ନିୟମ ଖିଲାପ କରିଥିବାରୁ ଗିରଫ ହେଲେ ଓଲିଉଡ ଅଭିନେତା। ଗିରଫଦାରୀ ନିର୍ଦ୍ଦେଶ ଦେଇଥିଲେ JMFC କୋର୍ଟ। ପାର୍ଥଙ୍କ ବିରୋଧରେ ଜାରି ହୋଇଥିଲା ଜାମିନବିହୀନ ଗିରଫ ପରୱାନା। ତେବେ…

ବେଆଇନ ବେଟିଂ ଆପ ମାମଲା; ଇଡି ସ୍କାନରରେ ଫସିଲେ ୨୯ ସେଲିବ୍ରିଟି 

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତେଲେଙ୍ଗାନାର ୨୯ ଜଣ ତାରକାଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏଥିରେ ଅଭିନେତା, ୟୁଟ୍ୟୁବର ଏବଂ ଇନଷ୍ଟାଗ୍ରାମ ଇନଫ୍ଲୁଏନସରଙ୍କ ନାମ ସାମିଲ ରହିଛି। ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ସେମାନଙ୍କ ବିରୋଧରେ ମାମଲା…

ମା ଓ ବାପା ବନିବେ ରାଜକୁମାର ରାଓ ଏବଂ ପତ୍ରଲେଖା

ମୁମ୍ବାଇ: ବଲିଉଡ ଅଭିନେତା ରାଜକୁମାର ରାଓ ଏବଂ ପତ୍ରଲେଖା ପିତାମାତା ହେବାକୁ ଯାଉଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଏହି ଖୁସି ଖବର ସେୟାର କରିବା ପରେ ଅନେକ ସେଲିବ୍ରିଟି ଏବଂ ଫ୍ୟାନ୍ସ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଜକୁମାର ରାଓ ଏବଂ ପତ୍ରଲେଖା…

କିଏ ସେହି ବେଦିକା ଶେଟ୍ଟୀ? ଆଲିଆ ଭଟ୍ଟଙ୍କୁ ଲଗାଇଲା ୭୭ ଲକ୍ଷର ଚୂନା…

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ସହ ଜଡିତ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଆଲିଆ ଭଟ୍ଟଙ୍କୁ ଲକ୍ଷ ଲକ୍ଷ ଟଙ୍କା ଠକିଥିବା ଜଣେ ମହିଳାଙ୍କୁ ପୋଲିସ ଗିରଫ କରିଛି ଏବଂ ପଚରାଉଚରା କରୁଛି । ଆଲିଆଙ୍କ ମାଆ ଏବଂ ଅଭିନେତ୍ରୀ ସୋନି ରାଜଦାନ, ବେଦିକା ପ୍ରକାଶ ଶେଟ୍ଟୀ ନାମକ…

ମୁଁ ଗୌରୀଙ୍କୁ ବିବାହ କରିସାରିଛି: ଆମିର ଖାନ 

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ପ୍ରାୟ ସମୟ ଚର୍ଚ୍ଚାରେ ରହୁଛନ୍ତି। କିଛି ଦିନ ପୂର୍ବରୁ ସେ ତାଙ୍କ ଜନ୍ମ ଦିନରେ ପ୍ରେମିକା ଗୌରୀଙ୍କୁ ସମସ୍ତଙ୍କ ସାମ୍ନାରେ ପରିଚୟ କରାଇଥିଲେ। ସେବେଠାରୁ ଗୌରୀଙ୍କୁ ଆମିରଙ୍କ ସହ ସବୁଠିି ଦେଖିବାକୁ…

ହଇଚଇ ସୃଷ୍ଟି କରିଛି ‘ବୋଉ ବୁଟୁ ଭୂତ’: ବଲିଉଡର ଏହି ସିନେମାକୁ ପଛରେ ପକାଇଲା….

ଭୁବନେଶ୍ବର: ବାବୁସାନ ମହାନ୍ତିଙ୍କ ଅଭିନୀତ ଫିଲ୍ମ ବୋଉ ବୁଟୁ ଭୂତ ଏବେ ବକ୍ସ ଅଫିସରେ ଧମାକା ରଚିଛି । ସର୍ବାଧିକ ଆୟକାରୀ ଓଡ଼ିଆ ଫିଲ୍ମ ଭାବେ ଓଡିଆ ସିନେମା ଜଗତରେ ଇତିହାସ ସୃଷ୍ଟି କରିଥିବା ବେଳେ ଏବେ ବଲିଉଡ ଡାଇରିରେ ବି ସିନେମାକୁ ବୟରେ ପଛରେ ପକାଇଛି । ତାହା ପୁଣି କୋଉ ଏମିତି ସେମିତି…

ଫିଲ୍ମ ‘ଅନନ୍ତା’ ଦେଖିବେ ଡିଏଭି ସ୍କୁଲ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାରା ଓଡିଶାରେ ଥିବା ୬୩ ଡିଏଭି ସ୍କୁଲର ୭୫୦୦୦ ଇଂରାଜୀ ମିଡିୟମ ଛାତ୍ରଛାତ୍ରୀଙ୍କୁ ଅନନ୍ତା ଦେଖାଇବାକୁ ସର୍କୁଲାର ଜାରି କରିଛନ୍ତି ଡିଏଭି ସ୍କୁଲ ନେଟୱର୍କର ରିଜିଓନାଲ ଡାଇରେକ୍ଟୋର DR K C Satapathy। ଅନନ୍ତା ସିନେମାରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ସାହିତ୍ୟ ଓ…

ଭାଇରାଲ ହେଉଛି ଭାଇଜାନଙ୍କ ନିୟୁ ଲୁକ୍: ଭୁରି ଭୁରି ପ୍ରଶଂସା କଲେ ଫ୍ୟାନ୍ସ….

ମୁମ୍ବାଇ: ସଲମାନ ଖାନ ଓରଫ ବଲିଉଡ ଭାଇଯାନ ଏହି ଦିନ ମାନଙ୍କରେ ଅନେକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ହେଲେ ପୁଣି ବଡ ପରଦାରେ ଧମାଲ କରିବାକୁ ଫେରିଛନ୍ତି ସଲମାନ । ତାଙ୍କର ଆଗାମୀ ଫିଲ୍ମ 'ବ୍ୟାଟଲ୍ ଅଫ୍ ଗାଲୱାନ୍'କୁ ନେଇ ସେ ବହୁତ ଚର୍ଚ୍ଚାରେ ଅଛନ୍ତି । ଏହି ଫିଲ୍ମର ପ୍ରଥମ…

ରହସ୍ୟ ଉପରୁ ହଟିଲା ପରଦା: ଅନୁପମ ପଟ୍ଟନାୟକଙ୍କ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ଶୁଭ ମହୁରତ

ଭୁବନେଶ୍ୱର: ଜାତୀୟ ପୁରସ୍କାର ପ୍ରାପ୍ତ ଫିଲ୍ମ ନିର୍ମାତା ଅନୁପମ ପଟ୍ଟନାୟକ ମହୁରତ ପୂଜା ସହିତ ନିଜର ଆଗାମୀ ଚଳଚ୍ଚିତ୍ର 'ମନ୍ତ୍ର ମୁଗ୍ଧ' ସମ୍ପର୍କରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ସାଙ୍କେତିକ ଭାବେ ଏମ୍ଏମ୍ ନାମରେ ଏହି ନୂଆ ଚଳଚ୍ଚିତ୍ରଟି ବିଗତ କିଛି ସପ୍ତାହ ମଧ୍ୟରେ ବେଶ୍ ଚହଳ ଓ…

‘କ୍ୟୁଙ୍କି ସାସ୍ ଭି କଭି ବହୁ ଥି’ରେ ସ୍ମୃତି ଇରାନୀଙ୍କ ଲୁକ୍ ଭାଇରାଲ…

ମୁମ୍ବାଇ: ଏକତା କପୁରଙ୍କ ଶୋ’ 'କ୍ୟୁଙ୍କି ସାସ୍ ଭି କଭି ବହୁ ଥି' ଖୁବ୍ ଲୋକପ୍ରିୟ ହୋଇପାରିଥିଲା। ସ୍ମୃତି ଇରାନୀ ଏବଂ ଅମର ଉପାଧ୍ୟାୟ ଏହି ଶୋ’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏବେ ଏହି ଶୋ’ର ଦ୍ୱିତୀୟ ସିଜିନ୍ ଆସିବାକୁ ଯାଉଛି। ଶୋ’ର ସୁଟିଂ ମଧ୍ୟ ଆରମ୍ଭ ହୋଇଯାଇଛି। ଦ୍ୱିତୀୟ…