Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ଜାଗ୍ରତିଙ୍କ ପାଇଁ ଅନୁଭବଙ୍କ ବୈବାହିକ ଜୀବନରେ ଉଠିଛି କି ଝଡ଼ ? ଦେଖନ୍ତୁ କଣ କହିଲେ ଜାଗ୍ରତି ଶୁକ୍ଳା

ଭୁବନେଶ୍ୱର:  କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦରେ ଜାଗ୍ରତି ଶୁକ୍ଳାଙ୍କ ଭୂମିକାକୁ ନେଇ ବେଶ୍ ଚର୍ଚ୍ଚା ହୁଏ । ଏମିତିକି ଅଭିଯୋଗ ହୁଏ ଜାଗ୍ରତିଙ୍କ ପାଇଁ ଅନୁଭବ ଓ ବର୍ଷାଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଛି । ଅନେକ ସମୟରେ ଜାଗ୍ରତି ଶୁକ୍ଳା…

ଶାହରୁଖ ଖାନ୍‌ ବିଶ୍ବର ୪ର୍ଥ ଧନୀ ଅଭିନେତା

ନୂଆଦିଲ୍ଲୀ : ବଲିଉଡ୍‌ର ଲୋକପ୍ରିୟ କଳାକାର ଶାହରୁଖ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହନ୍ତି । ଯାହାଦ୍ବାରା ତାଙ୍କର ୪ବର୍ଷ ହେବ କୌଣସି ଫିଲ୍ମ ରିଲିଜ୍‌ ହୋଇ ନ ଥିଲେବି  ତାଙ୍କ ଷ୍ଟାର୍‌ଡମ୍‌ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ହଲିଉଡ୍‌ ଷ୍ଟାର ଟମ୍‌ କ୍ରୁସ୍‌, ଜର୍ଜ କ୍ଲୁନି, ଜ୍ୟାକି…

ଭ୍ୟାକ୍ସିନ ୱାର ଶୁଟିଂ ଅବସରରେ ଆହତ ହେଲେ ପଲ୍ଲବୀ

ମୁମ୍ବାଇ: ଦି କଶ୍ମୀର ଫାଇଲ୍ସର ନିର୍ଦ୍ଦେଶକ ତଥା ବିବେକ ଅଗ୍ନିହୋତ୍ରୀଙ୍କ ପତ୍ନୀ ପଲ୍ଲବୀ ଯୋଶୀ ଆଜି ଦୁର୍ଘଟଣାରେ ଆହତ ହୋଇଛନ୍ତି । ଦି ଭ୍ୟାକ୍ସିନ ୱାର ଶୁଟିଂ ଅବସରରେ ଏକ କାର ଭାରସମ୍ୟ ହରାଇ ତାଙ୍କୁ ଧକ୍କା ଦେଇଥିଲା । ଗାଡି ମାଡ ହେବା ପରେ ପଲ୍ଲବୀଙ୍କୁ ସଙ୍ଗେ ସଙ୍ଗେ ହାଇଦ୍ରାବାଦର ଏକ…

ରିଲିଜ୍‌ ପୂର୍ବରୁ ବିଦେଶରେ ବମ୍ପର ରୋଜଗାର କଲା ‘ପଠାନ୍‌’

ନୂଆଦିଲ୍ଲୀ : ରିଲିଜ୍‌ ପୂର୍ବରୁ ଏହି ଫିଲ୍ମ ଅଗ୍ରୀମ ବୁକିଂରେ ରେକର୍ଡ କରିଛି ‘ପଠାନ’। ଫିଲ୍ମକୁ ନେଇ ବେଶ୍‌ ଉତ୍ସାହ ଅଛନ୍ତି ଦର୍ଶକ । ଫିଲ୍ମଟି ବିଦେଶରେ ବମ୍ପର ରୋଜଗାର କରିଛି । ସୁପରଷ୍ଟାର ଶାହରୁଖ ଖାନଙ୍କ ଆକ୍ସନ ପ୍ୟାକେଜ ଫିଲ୍ମର କ୍ରେଜ୍‌ ଭାରତ ତଥା ବିଦେଶରେ ମଧ୍ୟ ଦେଖିବାକୁ…

ମଣିଷ କିନ୍ତୁ ରବର କଣ୍ଢେଇ ପରି ଶରୀରକୁ ଯେମିତି ଚାହାନ୍ତି ସେମିତି ମୋଡନ୍ତି

ଗାବନ: ପତଳା ଶରୀର । ଯୁୃଆଡେ ଚାହିଲେ ସିଆଡେ ମୋଡି ହୋଇ ଯାଉଛି । ମୋଡାମୋଡି ଶରୀରରେ ଯିଏ ତାଙ୍କୁ ଦେଖିବ, ଡରିଯିବ । ଲାଗିବ ବୋଧହୁଏ ଶାରୀରିକ ଭିନ୍ନକ୍ଷମ । କିନ୍ତୁ ନା । ସେ ଶାରୀରିକ ଭାବେ ସୁସ୍ଥ ଏବଂ ସକ୍ଷମ । ଏତେ ସକ୍ଷମ ଯେ ତାଙ୍କର ଶରୀର ତାଙ୍କ ନିୟନ୍ତ୍ରଣରେ । ଯୋଗ ହେଉଛି…

ବେଷ୍ଟ୍‌ ଫରେନ୍‌ ଲାଙ୍ଗୁଏଜ୍‌ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଲା ’RRR’

ନୂଆଦିଲ୍ଲୀ:  ଏବେ ସାରା ବିଶ୍ବରେ ପ୍ରଶଂସା ସାଉଣ୍ଟୁଛି ଏସଏସ ରାଜମୌଲିଙ୍କ ଫିଲ୍ମ RRR । ଗ୍ଲୋଡେନ୍ ଗ୍ଲୋବ ଜିତିବା ପରେ ରାଜମୌଲିଙ୍କ ଫିଲ୍ମ RRR ବେଷ୍ଟ ଫରେନ୍ ଲାଙ୍ଗୁଏଜ୍ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଛି। ଏନେଇ କ୍ରିଟିକ୍ସ ଚଏସ୍ ଆୱାର୍ଡ ନିଜ ଅଫିସିଆଲ୍ ଟ୍ୱିଟର…

ବାପା ହେବାକୁ ଯାଉଛନ୍ତି ସାଉଥ୍‌ ସୁପରଷ୍ଟାର ରାମ ଚରଣ, ବେବୀ ବମ୍ପ ଫଟୋ ଶେୟାର କଲେ ଉପାସନା

ହାଇଦ୍ରାବାଦ: ବିବାହର ଦଶ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ସାଉଥ୍‌ ସୁପରଷ୍ଟାର ରାମ ଚରଣ। ସ୍ତ୍ରୀ ଉପାସନା କାମିନେନୀ ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ବେଶ ଉତ୍ସାହିତ ଅଛନ୍ତି। ପରିବାରରେ ଖେଳିଯାଇଛି ଆନନ୍ଦର ଲହରୀ । ମକର ସଂକ୍ରାନ୍ତି ଅବସରରେ ଉପାସନା ପ୍ରଥମ ଥର ଲାଗି ନିଜର ବେବି…

ପୁରୀ ଟାଉନ ହଲରେ ପ୍ରଦର୍ଶିତ ହେଲା ଚିିଲିକା ତୀରେ

ପୁରୀ: ୧୯୭୭ରେ ମୁକ୍ତିଲାଭ କରିଥିବା ଚିଲିକା ତୀରେ ଫିଲ୍ମ ଆଜି ପୁରୀ ଟାଉନ ହଲରେ ପୁନର୍ବାର ପ୍ରଦର୍ଶିତ ହୋଇଛି । ଜାତୀୟ ପୁରସ୍କାରପ୍ରାପ୍ତ ଏହି ଚଳଚ୍ଚିତ୍ର ୪୬ ବର୍ଷ ପରେ ପୁରୀର ବାସ୍ନା, କଳା, ସାହିତ୍ୟ, ଅଭିନୟର ଜୀବନ୍ତ ନମୂନା ପ୍ରଦର୍ଶିତ ହେବା ପରେ ଏହି ଖୁସିର ବାତାବରଣ ଖେଳି ଯାଇଥିଲା…

ଅଭୁଲା ଗୀତ : ଆଜି ମୁଁ ଶ୍ରାବଣୀ

ଗୀତ: ଜୀବନନନ୍ଦ ପାଣି ସଙ୍ଗୀତ : ଶାନ୍ତନୁ ମହାପାତ୍ର ଗାୟନ: ଲତା ମଙ୍ଗେସକର ଚଳଚ୍ଚିତ୍ର: ଅରୁନ୍ଧତୀ, ୧୯୬୮ ଆଜି ମୁଁ ଶ୍ରାବଣୀ ଆଜି ମୁଁ ଶ୍ରାବଣୀ ଲୁହର ହରିଣୀ ଯେଉଁ ରଜନୀ କେବେ ପାହିନି ଆଜି ମୁଁ ସେଇ ରଜନୀ ଆଜି ମୁଁ ସେଇ ରଜନୀ ଆଜି ମୁଁ ଶ୍ରାବଣୀ ଏତେ ମେଘ ମୋ ଆକାଶେ…

ଚର୍ଚ୍ଚାରେ ମିସ୍ ୟୁନିଭର୍ସଙ୍କ ଗାଉନ୍

ନୂଆଦିଲ୍ଲୀ : ମିସ୍ ୟୁନିଭର୍ସ ଥାଇଲ୍ୟାଣ୍ଡ -୨୦୨୨ ଆନା ସୁଏଙ୍ଗମ୍-ଇୟାମ ଏବେ ଚର୍ଚ୍ଚାରେ । ସୋଡା ଡ୍ରାଫ୍ଟ କ୍ୟାନ ପୁଲ ଟ୍ୟାବରେ ନିର୍ମିତ ଏକ ଚମତ୍କାର ଗାଉନ୍ ପିନ୍ଧି ଚର୍ଚ୍ଚାରେ ରହିଛନ୍ତି ଏନା । ଏହି ‌ଗାଉନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜାନୁଆରୀ ୧୨ ତାରିଖ ରାତିରେ…