Latest Odisha News
Browsing Category

ମନୋରଞ୍ଜନ

ଶେଷଥର ପାଇଁ ପରଦାରେ ନଜର ଆସିବେ ଶିଡ୍‌ନାଜ !

ନୂଆଦିଲ୍ଲୀ: ଟେଲିଭିଜନର ଲୋକପ୍ରିୟ ତଥା ସ୍ବର୍ଗତଃ ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ଦେହାନ୍ତ ପରେ ଶିଡ୍‌ନାଜ୍‌ ଫା୍ୟନ୍ସଙ୍କୁ ଶକ୍ତ ଝଟ୍‌କା ଲାଗିଛି। ତେବେ ଶିଡ୍‌ନାଜଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ସୂଚନା ଅନୁଯାୟୀ ଶେଷ ଥର ପାଇଁ ଅଭିନେତା ସିଦ୍ଧାର୍ଥ ଶୁକ୍ଲା ଏବଂ ଶେହନାଜ୍…

ବଲିଉଡ୍‌କୁ ନେଇ ମହିମାଙ୍କ ବଡ଼ ଖୁଲାସା; କହିଲେ…

ନୂଆଦିଲ୍ଲୀ: ଫିଲ୍ମ ପରଦାରୁ ବଲିଉଡରେ ଡେବ୍ୟୁ କରିଥିବା ଅଭିନେତ୍ରୀ ମହିମା ଚୌଧୁରୀ ସୋସିଆଲ ମିଡିଆରେ ସକ୍ରିୟ ରହିଲେ ମଧ୍ୟ ଦୀର୍ଘ ଦିନ ଧରି ଫିଲ୍ମରୁ ଦୂରେଇ ରହିଛନ୍ତି। ଏକ ସାକ୍ଷାତକାରରେ ମହିମା ବଲିଉଡ୍‌ ବଡ଼ ଗୁମର ଫିଟାଇଛନ୍ତି। ମହିମା ଚୌଧୁରୀ କହିଛନ୍ତି, 'ମୁଁ ଅନୁଭବ କରୁଛି ଯେ…

ସୈଫ୍‌ ଦୁନିଆର ‘ସବୁଠୁ ସୁନ୍ଦର ପୁରୁଷ’; କରୀନା

ମୁମ୍ବାଇ: ଆଜି ବଲିଉଡ୍‌ ଲୋକପ୍ରିୟ ଷ୍ଟାର ଯୋଡି କରୀନା କପୁର ଓ ସୈଫ୍‌ଙ୍କ ବିବାହ ବାର୍ଷିକୀ। କରୀନା କପୁର ଖାନ ତାଙ୍କ ବିବାହ ବାର୍ଷିକୀରେ ସୈଫଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କୁ ଦୁନିଆର 'ସବୁଠୁ ସୁନ୍ଦର ପୁରୁଷ' ବୋଲି କହିଛନ୍ତି। କରୀନା ସୈଫ୍‌ଙ୍କ ସହ ଏକ ଫଟୋ ମଧ୍ୟ ସେୟାର…

ଆଜି ବି ଇଡି ଆଗରେ ହାଜର ହେଲେନି ଜ୍ୟାକଲିନ

ନୂଆଦିଲ୍ଲୀ: ପୁଣି ଇଡି ଆଗରେ ହାଜର ହେଲେନି ଜ୍ୟାକଲିନ। ବଲିଉଡ୍‌ ଅଭିନେତା ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ଶୁକ୍ରବାର ଦିନ ହାଜର ହେବାକୁ ଇଡି ସମନ କରିଥିଲା। କିନ୍ତୁ କିଛି ବ୍ୟକ୍ତିଗତ ସମସ୍ୟା ଦର୍ଶାଇ ଜ୍ୟାକଲିନ ଇଡି କାର୍ଯ୍ୟାଳୟରେ ହାଜର ହୋଇନଥିଲେ। ଏହାପରେ ଇଡି ତାଙ୍କୁ ପୁଣି ଥରେ…

ରାଜ ଓ ଶିଳ୍ପାଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ଶର୍ଲିନ୍‌

ମୁମ୍ବାଇ: ଶର୍ଲିନ୍‌ ଚୋପ୍ରା କ୍ରମାଗତ ଭାବରେ ରାଜ କୁନ୍ଦ୍ରା ଏବଂ ଶିଳ୍ପା ଶେଟ୍ଟୀଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଅଶ୍ଳୀଳ ଭିଡିଓ ଓ ଚଳଚ୍ଚିତ୍ର ନିର୍ମାଣ ଓ ପ୍ରସାରଣ ମାମଲାରେ ରାଜ କୁନ୍ଦ୍ରାଙ୍କୁ ଗିରଫ କରାଯିବା ପରେ ଶର୍ଲିନ୍‌ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ସେୟାର କରି ତାଙ୍କୁ ଏହି…

ଭାଗ୍ୟଶ୍ରୀଙ୍କ ଯୋଗୁଁ ସଲ୍‌ମାନଙ୍କୁ ମିଳି ନଥିଲା ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ସୁପର୍‌ହିଟ୍‌ ଫିଲ୍ମ 'ମୈନେ ପ୍ୟାର୍ କିୟା' ସଲମାନ ଖାନଙ୍କ କ୍ୟାରିୟରରେ ଏକ ମାଇଲଖୁଣ୍ଟ ବୋଲି କୁହାଯାଏ। 'ମୈନେ ପ୍ୟାର୍ କିୟା' ଏକ ବକ୍ସ ଅଫିସରେ ହିଟ୍ ହୋଇଥିଲା। କିନ୍ତୁ ଆଶ୍ଚର୍ଯ୍ୟର ବିଷୟ ଯେ ଏହା ରିଲିଜ ହେବା ପରେ ସଲମାନଙ୍କୁ ବେଶି ଫିଲ୍ମ ମିଳିନଥିଲା।…

ଲଂଚ ହେଲା ଓଡିଆ ଓଟିଟି ପ୍ଲାଟଫର୍ମ “Kanccha Lannka”

ଭୁବନେଶ୍ୱର: ଏଣିକି ମନୋରଂଜନ କ୍ଷେତ୍ରରେ ଓଡିଶା କିମ୍ବା ଓଡିଆ ଭାଷା ଆଉ ପଛରେ ରହିବ ନାହିଁ । ପ୍ରତିଭାବାନ କଳାକାରଙ୍କୁ ମିଳିବ ଭରପୁର ସୁଯୋଗ, ଦର୍ଶକଙ୍କୁ ମିଳିବ ନନଷ୍ଟପ୍ ଅନ୍ ଡିମାଣ୍ଡ ଏଣ୍ଟରଟେନମେଣ୍ଟ । ଲଂଚ ହୋଇଛି ଓଡିଶାର ପ୍ରିମିଅମ୍ ଓଟିଟି ପ୍ଲାଟଫର୍ମ "Kanccha Lannka"…

ଗୋର୍ଖା ଅବତାରେ ଆସୁଛନ୍ତି ବଲିଉଡ୍ ଷ୍ଟାର ଅକ୍ଷୟ କୁମାର

ମୁମ୍ବାଇ: ନନଷ୍ଟପ୍ ଫିଲ୍ମ କରିବାରେ ବେଶ ମାହିର ବଲିଉଡ ଖିଲାଡୀ ଅକ୍ଷୟ କୁମାର । ଏ କଥା ସେ ଥରେ କି ଦୁଇଥର ନୁହେଁ ବରଂ ବାରମ୍ବାର ପ୍ରମାଣିତ କରିଆସିଛନ୍ତି । ନିକଟରେ ଫିଲ୍ମ ବେଲ୍ ବେଟମ ରିଲିଜ୍ ହୋଇଥିଲାବେଳେ ଆଗାମୀ ଦିନରେ ଅକ୍ଷୟଙ୍କୁ ଜଣେ ଗୋର୍ଖା ମେଜର୍ ଜେନେରାଲ୍ ଭୂମିକାରେ ଦେଖିବାକୁ…

ଜ୍ୟାକଲିନଙ୍କୁ ପୁଣି ଇଡିର ସମନ

ମୁମ୍ବାଇ: ଟାଇମ୍ସ ନ୍ୟୁ ଅନୁଯାୟୀ ୨୦୦ କୋଟି ଟଙ୍କା ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ନୋରା ଫତେହୀ ଏବଂ ଜ୍ୟାକଲିନ୍‌ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଇଡି ସମନ କରିଥିଲା। ତେବେ ଅଜି ଜ୍ୟାକଲିନଙ୍କୁ ଇଡି ପଚରାଉଚରା ପାଇଁ ଡାକିଥିବା ବେଳେ ଜାକଲିନ୍‌ କିଛି ବ୍ୟକ୍ତିଗତ କାରଣ ଦର୍ଶାଇ ହାଜର…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି ଏବଂ ସେ ସୁସ୍ଥ ଅଛନ୍ତି ବୋଲି ଶୁକ୍ରବାର ଦିନ ଡାକ୍ତରଖାନାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ୮୯ ବର୍ଷୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଦୁର୍ବଳତା, ଜ୍ୱର…