Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ଗୁରୁ ରନ୍ଧାୱାଙ୍କ ସହ କାହିଁକି ଯୋଡିଛି ମୃଣାଳଙ୍କ ନାଁ ?

ମୁମ୍ବାଇ: ଟିଭି ପରଦାରୁ ଜଣେ ସଫଳ ଫିଲ୍ମ ଅଭିନେତ୍ରୀ ବନିପାରିଛନ୍ତି ମୃଣାଳ ଠାକୁର । ବ୍ୟକ୍ତିଗତ ଜୀବନରେ ଝଡ ଉଠିଥିଲେ ବି ତାଙ୍କ ପ୍ରଫେସ୍ନାଲ କ୍ୟାରିଅର ସୁରୁଖୁରୁରେ ଚାଲିଛି । ଏଇ ନିକଟରେ ସେ ସାହିଦ କାପୁରଙ୍କ ସହ ଫିଲ୍ମ ଜର୍ସିର ସୁଟିଂ ସାରିଛନ୍ତି । ଆଗକୁ ରାମ ମାଧବାନୀଙ୍କ ଫିଲ୍ମ…

ଗୋଆ ଆନ୍ତର୍ଜାତିକ ସିନେମା ଉତ୍ସବ-୨୦୨୦ରେ ନୀଳମାଧବ ପଣ୍ଡାଙ୍କ ପ୍ରଥମ ଓଡିଆ ସିନେମା ମନୋନୀତ

ଭୁବନେଶ୍ୱର: ଭାରତ ସରକାରଙ୍କ ଦ୍ଵାରା ଆୟୋଜିତ ଗୋଆ ଆନ୍ତର୍ଜାତିକ ସିନେମା ଉତ୍ସବର ପାନୋରମାରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ନିର୍ମାତା-ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ପ୍ରଥମ ଓଡିଆ ସିନେମା “କାଲିର ଅତୀତ” ମନୋନୀତ ହୋଇଛି। ଯାହା ଓଡିଶା ପାଇଁ ଆଉ ଏକ ଗୌରବ ଆଣିଦେଇଛି। ଏନେଇ କେନ୍ଦ୍ର…

ହାସ୍ୟ ଅଭିନେତା ବିଶ୍ୱ କଲ୍ୟାଣଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ଅଭିନେତ୍ରୀ ସୁଲଗ୍ନା

ନୂଆଦିଲ୍ଲୀ: ଫିଲ୍ମ 'ମର୍ଡର ୨'ରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଅଭିନେତ୍ରୀ ସୁଲଗ୍ନା ପାଣିଗ୍ରାହୀ ଲୋକପ୍ରିୟ ୟୁଟ୍ୟୁବର୍ ବିଶ୍ୱ କଲ୍ୟାଣ ରଥଙ୍କୁ ବିବାହ କରିଛନ୍ତି। ସେ ତାଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏଥିରେ ଦୁହେଁ ବହୁତ ଖୁସି ଥିବା ଜଣାପଡ଼ିଛି। ସେ 'ଅମ୍ବର…

ରିୟଲ ନୁହେଁ ରିଲ୍‌ରେ ଗର୍ଭବତୀ ନେହା କକ୍କର !

ମୁମ୍ବାଇ: ବିବାହ କରିବାର ଦୁଇମାସ ପରେ ଗର୍ଭବତୀ ଅଛନ୍ତି ନେହା କକ୍କର । ଏହି ଖବର କାଲିଠୁ ଆଜି ଯାଏଁ ପ୍ରାୟ ସମସ୍ତ ଖବର କାଗଜ, ଟିଭି ଚ୍ୟାନେଲ ଓ ଡିଜିଟାଲ ପ୍ଲାଟଫର୍ମରେ ଚହଳ ଖେଳାଇଥିଲା । ଏପରିକି ସୋସିଆଲ୍ ମିଡିଆରେ ବି କିଛି ଲୋକ ନେହା ଓ ରୋହନପ୍ରୀତଙ୍କୁ ବଧେଇ ଜଣାଇଥିଲାବେଳେ ଅନେକ…

ୱେବ୍‌ ସିରିଜ୍‌ ‘ମହାରାଣୀ’ରେ ଲାଲୁ ଯାଦବଙ୍କ ଭୂମିକାରେ ଅବତୀର୍ଣ୍ଣ ହେବେ ‘ତୁମ୍ବାଡ୍‌’…

ନୂଆଦିଲ୍ଲୀ: 'ତୁମ୍ବାଡ୍‌' ଅଭିନେତା ସୋହମ୍ ଶାହା ଖୁବ୍ ଶୀଘ୍ର ଏକ ନୂଆ ଅବତାରରେ ଅବତୀର୍ଣ୍ଣ ହେବାକୁ ଯାଉଛନ୍ତି। ଏହି ନୂତନ ଅବତାରରେ ସୋହମ୍‌ଙ୍କୁ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଭୂମିକାରେ ଦେଖିବାକୁ ମିଳିବ। ସୂଚନା ଅନୁଯାୟୀ ଲାହୁ ଯାଦବଙ୍କ ଜୀବନୀ ଉପରେ…

ଭାଇରାଲ୍‌ ହେଉଛି ରେମୋଙ୍କ ସ୍ଲୋ ମୋସନ୍‌ ଭିଡିଓ; ହସ୍ପିଟାଲ‌ରୁ ଡିସ‌ଚାର୍ଜ ପରେ ସ୍ୱତନ୍ତ୍ର ଭିଡିଓ ମାଧ୍ୟମରେ…

ନୂଆଦିଲ୍ଲୀ: ବଲିଉଡର କୋରିଓଗ୍ରାଫର ତଥା ନିର୍ଦ୍ଦେଶକ ରେମୋ ଡି’ସୁଜା ହୃଦଘାତର ଶିକାର ହେବା ପରେ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଅଛି ଏବଂ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ହସ୍ପିଟାଲ୍‌ କର୍ତ୍ତୁପକ୍ଷଙ୍କ…

ଚର୍ଚ୍ଚାରେ ଉର୍ବଶୀଙ୍କ ଶାଢୀ; ଶାଢୀର ଦାମ୍‌ ଶୁଣିଲେ ଉଡିଯିବ ହୋସ୍‌

ମୁମ୍ବାଇ: ଅଭିନୟଠୁ ନେଇ ନିଜର ସୁନ୍ଦରତାକୁ ପର୍ଯ୍ୟନ୍ତ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ ଉର୍ବଶୀ ରାଉ‌େତଲା। ନିଜ ଷ୍ଟାଇଲିଷ୍ଟ୍‌ ପୋଷାକ ପିନ୍ଧିବା ଶୈଳୀକୁ ନେଇ ମଧ୍ୟ ଉର୍ବଶୀ ଅନେକ ସମୟରେ ଚର୍ଚ୍ଚା ପରିସରକୁ ଆସିଥାନ୍ତି। ନିକଟରେ ଉର୍ବଶୀ ଚଣ୍ଡିଗଡ଼ରେ ନିର୍ମାତା ରଣଜା…

ମେଗା ସିରିଏଲରେ ନଜର ଆସିବେ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର: ଜୀ-ସାର୍ଥକ ଏବଂ ଅକ୍ଷୟ ପରିଜା ପ୍ରଡକ୍ସନ ଓଡ଼ିଆ ଟେଲିଭିଜନ ଜଗତରେ ଏକ ନୂଆ ଅଧ୍ୟାୟ ରଚନା କରିବାକୁ ଯାଉଛନ୍ତି । ପ୍ରଥମ ଥର ପାଇଁ ଏକ ପୂର୍ଣ୍ଣାଙ୍ଗ ଚଳଚ୍ଚିତ୍ରର ସମସ୍ତ ବୈଶିଷ୍ଟ୍ୟକୁ ନେଇ ଜୀ-ସାର୍ଥକରେ ପ୍ରସାରିତ ହେବାକୁ ଯାଉଛି ନୂଆ ଓଡ଼ିଆ ଧାରାବାହିକ 'କେମିତି କହିବି କହ' ।…

କାହିଁକି ପୁରୀଘାଟ ଥାନାରେ ପୁଣି ଏତଲା ଦେଲେ ବର୍ଷା ?

କଟକ: ଥମୁନି ବର୍ଷା-ଅନୁଭବ ବିବାଦ । ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ଧରୁନି । ପୁଣି ଥରେ କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଭିଡିଓ ଭାଇରାଲ୍ କରି ତାଙ୍କୁ ବଦନାମ କରାଯାଉଥିବା…

୨୦୨୦ର ଟପ୍ ଆଇଏମଡିବି ରେଟିଂ ହିନ୍ଦୀ ଫିଲ୍ମ

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଅନେକ ବିଗ ବଜେଟର ଫିଲ୍ମ ପରାଦାକୁ ଆସିପାରି ନାହିଁ । ତଥାପି ଏହା ମଧ୍ୟରେ ଓଟିଟି ଫ୍ଲାଟଫର୍ମରେ ଅନେକ ଭଲ ଫିଲ୍ମ ରିଲିଜ ହୋଇଥିଲା । ଆସନ୍ତୁ ଜାଣିବା କେଉଁ କେଉଁ ଫିଲ୍ମ ଆଇଏମଡିବିରେ ଭଲ ରେଟିଂ ପାଇଥିଲେ । ଦିଲ ବେଚାରା: ସୁଶାନ୍ତ ସିଂ…