Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ଆରମ୍ଭ ହେବ କି ସତ୍ୟମେବ ଜୟତେ, କେତେ ପାଉଣା ନେଉଥିଲେ ଆମୀର ?

ମୁମ୍ବାଇ: ବଲିଉଡର ଜଣେ ଜଣାଶୁଣା ସୁପରଷ୍ଟାର । ହେଲେ ଚାଲିଚଲଣ ବେଶ ସାଧାରଣ । ତାଙ୍କ ପାଟି ନୁହେଁ ବରଂ କାମ କହେ କଥା । ବାଛିବାଛି ବର୍ଷକୁ ଗୋଟିଏ ଫିଲ୍ମ ରିଲିଜ । ଅତି ବେଶିରେ ଦୁଇଟି ଫିଲ୍ମ । ହେଲେ ଦର୍ଶକଙ୍କୁ ନିଜ ଅଭିନୟରେ ବାନ୍ଧି ରଖିବା କଳାକୁ ଆମୀର ବେଶ ଭଲ ଭାବେ ଜାଣନ୍ତି ।…

ସାଜିଦ ଖାନଙ୍କ ବିରୋଧରେ ମଡେଲ ପୌଲାଙ୍କ ଯୌନ ନିର୍ଯ୍ୟାତନା ଅଭିଯୋଗ !

ମୁମ୍ବାଇ: ଦୁଇବର୍ଷ ପୂର୍ବେ ଫିଲ୍ମ ଇଣ୍ଡଷ୍ଟ୍ରୀରେ ଝଡ ଆଣିଥିଲା ମି ଠୁ ମୁଭମେଣ୍ଟ । ଅନେକ ମହିଳାଙ୍କ ଅଭିଯୋଗ ସାମ୍ନାକୁ ଆସିଥିଲା । ତନୁଶ୍ରୀ ଦତ୍ତା ଓ ନାନା ପାଟେକରଙ୍କଠାରୁ ଆରମ୍ଭ ହୋଇଥିବା ଏହି ଧାରା ଅନେକ ବଡବଡିଆଙ୍କୁ ହରଡଘଣାରେ ପକାଇଥିଲା । ଏପରିକି ଫିଲ୍ମ ନିର୍ମାତା ସାଜିଦ ଖାନଙ୍କ…

ମିଳିଲାନି ବେଲ୍, ଜେଲରେ ରହିବେ ରିୟା ଚକ୍ରବର୍ତ୍ତୀ

ମୁମ୍ୱାଇ: ରିୟା ଚକ୍ରବର୍ତ୍ତୀଙ୍କ ଝଟକା । ବେଲ୍ ଆବେଦନକୁ ଖାରଜ କଲେ ମୁମ୍ୱାଇ ସେସନ୍ସ କୋର୍ଟ । ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ସମେତ ୬ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ସୁଶାନ୍ତ ସିଂହ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଛନ୍ତି ରିୟା…

ରିୟା ଚକ୍ରବର୍ତ୍ତୀଙ୍କୁ ମିଳିବ କି ଜାମିନ ? ଆଜି ଆସିବ ରାୟ

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ଗିରଫ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିବ କି ଜାମିନ ? ଆଜି ଆସିବା ରାୟ । ଗତକାଲି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ସେସନ୍ସ କୋର୍ଟ । ଏହାସହ ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କ ବେଲ୍ ଆବେଦନର…

ସୋସିଆଲ ମିଡିଆରେ କିଛି ନ୍ୟସ୍ତସ୍ୱାର୍ଥ ବ୍ୟକ୍ତି ଗୁଜବ ପ୍ରଚାର କରୁଛନ୍ତି: ଅନୁଭବ

କଟକ: କେନ୍ଦ୍ରାପଡା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ବିବାଦକୁ ନେଇ ଗୁରୁବାର ଅପରାହ୍ନରେ ଟ୍ୱିଟ୍ କରିଛନ୍ତି ଅନୁଭବ ମହାନ୍ତି । ଅନୁଭବ ଲେଖିଛନ୍ତି, 'ସୋସିଆଲ ମିଡିଆରେ କିଛି ନ୍ୟସ୍ତସ୍ୱାର୍ଥ ବ୍ୟକ୍ତି ଗୁଜବ ପ୍ରଚାର କରୁଛନ୍ତି । ମାମଲା କୋର୍ଟରେ ବିଚାରଧୀନ ରହିଛି ।…

ବିବାହ ବନ୍ଧନରେ ଆବଦ୍ଧ ହେଲେ ପୁନମ ପାଣ୍ଡେ-ସ୍ୟାମ ବମ୍ବେ !

ମୁମ୍ବାଇ: ପୁନମ ପାଣ୍ଡେ ଓ ସ୍ୟାମ ବମ୍ବେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ଏକ ପ୍ରତିଷ୍ଠିତ ୱେବସାଇଟରେ ଖବର ପ୍ରକାଶ ପାଇଛି । ସମସ୍ତଙ୍କୁ ଲୁଚାଇ ଉଭୟ ବିବାହ କରିଥିବାରୁ ପ୍ରଶଂସକମାନେ ଆଶ୍ଚର୍ଯ୍ୟଚକିତ ହୋଇ ପଡିଛନ୍ତି । ପୂର୍ବରୁ ମଧ୍ୟ ଉଭୟ ଲୁଚା ଛପାରେ ନିର୍ବନ୍ଧ କରିଥିଲେ । ପୁନମ ଏହି…

ସାମ୍ବାଦିକତାରେ ଉତ୍କର୍ଷତା ପାଇଁ ଅର୍ଣ୍ଣବଙ୍କୁ ଚପଲ ଉପହାର !

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ନ୍ୟୁଜ୍ ଚ୍ୟାନେଲ ଓ ସୋସିଆଲ ମିଡିଆରେ କ୍ରମାଗତ ହଲଚଲ ଜାରି ରହିଛି । ତର୍କବିତର୍କ, ଖୁଲାସା ଓ ମହାଖୁଲାସା ଭଳି ଶବ୍ଦ ପ୍ରାଇମ୍ ଟାଇମ ସ୍ଲଟ୍‌ରେ ଦେଖିବାକୁ ମିଳୁଛି । ଆଜି ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଜନ୍ମଦିନ । ଏହି ଅବସରରେ ସେ…

ରିିୟାଙ୍କ ବିସ୍ଫୋରକ ବୟାନ, ଦୋଷ ସ୍ୱୀକାର ପାଇଁ ମୋତେ ବାଧ୍ୟ କରାଯାଉଛି

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ ସହ ଜଡିତ ଅଭିଯୋଗରେ ରିୟା ଚକ୍ରବର୍ତ୍ତୀ ଗିରଫ ହୋଇଛନ୍ତି । ସେ ବାଇକୁଲା ଜେଲ୍‌ରେ ଅଛନ୍ତି । ଜାମିନ ପାଇଁ ସେସନ କୋର୍ଟରେ ଆବେଦନ କରିଥିଲେ । ଆସନ୍ତାକାଲି ଏହାର ଶୁଣାଣି ହେବ । ତେବେ ସେ ଜାମିନ ଆବେଦନରେ ବିସ୍ଫୋରକ…

ତେଲୁଗୁ ଫିଲ୍ମରେ ଅନୀଲ କପୁର

ମୁମ୍ବାଇ: ଟଲିଉଡରେ ଡେବ୍ୟୁ କରିବେ ବଲିଉଡ୍ ସୁପରଷ୍ଟାର । ୬୩ ବର୍ଷର ମାଚୋ ମ୍ୟାନ୍ ଅନୀଲ କପୁରଙ୍କୁ ମିଳିଛି ନେଗେଟିଭ୍ ରୋଲ୍ । ଅର୍ଥାତ୍ ଫିଲ୍ମରେ ଭିଲେନ୍ ରୋଲରେ ଦେଖାଦେବେ ବଲିଉଡର ଲଖନ । ଆଉ ଏହି ଅପ କମିଂ ପ୍ରୋଜେକ୍ଟରେ ହିରୋ ଭୂମିକାରେ ନଜର ଆସିବେ ସୁପରଷ୍ଟାର ମହେଶ ବାବୁ । ଦଶହରା ପରେ…

ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି #ହାପିବାର୍ଥଡେଚରସିଅନୁରାଗ

ମୁମ୍ବାଇ: ଅନୁରାଗ କାଶ୍ୟପ ଗୁରୁବାର ଦିନ ୪୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏପରିକି ତାଙ୍କ ଜନ୍ମଦିନକୁ ୟୁଜର୍ସ ମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଟ୍ରେଣ୍ଡ କରୁଛନ୍ତି। ନିକଟରେ ନିଜେ ଅନୁରାଗ ଓ ସୁଶାନ୍ତଙ୍କ ମ୍ୟାନେଜରଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର କିଛି ପୁରୁଣା ହ୍ବାଟ୍ସ…