Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ରିୟାଙ୍କ ବିରୋଧରେ FIR ରୁଜୁ କଲେ ସୁଶାନ୍ତ ସିଂ ରାଜପୁତଙ୍କ ବାପା

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଆସିଛି ଟ୍ୱିଷ୍ଟି । ସୁଶାନ୍ତ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ଏଫ୍‌ଆଇଆର୍ ରୁଜୁ ହୋଇଛି । ସୁଶାନ୍ତଙ୍କ ପିତା କେ କେ ସିଂ ମଙ୍ଗଳବାର ଦିନ ପାଟନାର ରାଜିବ ନଗର ଥାନାରେ ଏତଲା ରୁଜ କରିଛନ୍ତି । ସୁଶାନ୍ତ…

ଦିଲ ବେଚାରା ଫିଲ୍ମର ଅଜବ ସଂଯୋଗ: ସମସ୍ତ ପ୍ରମୁଖ କଳାକାରଙ୍କ ନାମ ଏସ ଅକ୍ଷରରେ ଆରମ୍ଭ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ଦିଲବେଚାରା ଓଟିଟି ପ୍ଲାଟଫର୍ମରେ ରେକର୍ଡ ସୃଷ୍ଟି କରିଛି । ତେବେ ଏହି ଦିଲ ବେଚାରା ଫିଲ୍ମର କେତେକ ଅଜବ ସଂଯୋଗ ବିଷୟରେ ଆସନ୍ତୁ ଜାଣିବା । ଏହି ଫିଲ୍ମର ସମସ୍ତ ପ୍ରମୁଖ କଳାକାରଙ୍କ ନାମ ଏସ ଅକ୍ଷରରେ ଆରମ୍ଭ । ସୁଶାନ୍ତ, ସଞ୍ଜନା, ସୈଫ,…

କାନ୍ଦିଲେ ଅମିତାଭ ବଚ୍ଚନ, କାହିଁକି ଜାଣିଛନ୍ତି ?

ମୁମ୍ବାଇ: ବଲିଉଡ ମହାନାୟକଙ୍କ ଆଖିଲେ ଲୁହ । କାନ୍ଦି ପକାଇଲେ ଅମିତାଭ ବଚ୍ଚନ । ଲୁହକୁ ଅଟକାଇ ପାରିଲେ ନାହିଁ । ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ନାତୁଣୀ ଆରାଧ୍ୟାଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିବା ପରେ ଖୁସି ପ୍ରକାଶ କରିଛନ୍ତି ଅମିତାଭ ବଚ୍ଚନ । ଏହି ଖୁସିରେ ତାଙ୍କ ଆଖିରେ ଲୁହ…

କାହିଁକି ଆତ୍ମହତ୍ୟା ଉଦ୍ୟମ କଲେ ଏହି ଅଭିନେତ୍ରୀ ?

ଚେନ୍ନାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ମନରେ ନ ଲିଭୁଣୁ ଆଉ ଜଣେ ଅଭିନେତ୍ରୀ କରିଛନ୍ତି ଆତ୍ମହତ୍ୟା ଉଦ୍ୟମ । ରବିବାର ତାମିଲ ଅଭିନେତ୍ରୀ ବିଜୟଲକ୍ଷ୍ମୀ ଆତ୍ମହତ୍ୟା ଉଦ୍ୟମ କରିଥିଲାବେଳେ ଚେନ୍ନାଇର ଏକ ହସ୍ପିଟାଲରେ ତାଙ୍କୁ ଗୁରୁତର ଅବସ୍ଥାରେ ଆଡମିଟ୍ କରାଯାଇଛି ।…

ସୁଶାନ୍ତଙ୍କ ଫରେନସିକ୍ ରିପୋର୍ଟ ଆସିଲା,ଶରୀରରେ ବିଷକ୍ରିୟା ନ ଥିଲା

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଏବେ ନୂଆ ମୋଡ ନେଇଛି । ସୁଶାନ୍ତଙ୍କ ପ୍ରଶଂସକମାନେ ଏହାକୁ ଏକ ହତ୍ୟା କାଣ୍ଡ ବୋଲି କହୁଥିଲେ ମଧ୍ୟ ଧିରେ ଧିରେ ଏଥିରୁ ପରଦା ହଟୁଛି । ସୋମବାର ଫରେନସିକ୍ ଭିସେରା ରିପୋର୍ଟ ସାମ୍ନାକୁ ଆସିବା ପରେ ହତ୍ୟା ଆଶଙ୍କା କିଛି ମାତ୍ରାରେ ଦୂର…

ହସକୁରୀ ଆଲବମ୍ ନାୟିକା ଦୀପା ସାହୁଙ୍କ ହସ ଲିଭିଗଲା…

ଭୁବନେଶ୍ୱର: ଦୀପା ସାହୁ । ଏକଦା ଓଡିଆ ଆଲବମ୍ ଜଗତରେ ଆଲବମ୍ କୁଇନ ଭାବେ ବେଶ୍ ରାଜ କରୁଥିଲେ । ତାଙ୍କର ଯେଉଁ ବି ଆଲବମ୍ ରିଲିଜ ହେଉଥିଲା ତାହା ବେଶ୍ ଲୋକପ୍ରିୟ ହେଇଥିଲା । ଆଜିର ଆଗ ଧାଡିର ଅଭିନେତାଙ୍କ ସହ ସେ ବହୁ ଆଲବମରେ ଅଭିନୟ କରିଛନ୍ତି । ଯେତେବେଳେ ଆଲବମ୍‌ର କ୍ରେଜ ଥିଲା…

‘ଖତରୋଁ କେ ଖିଲାଡି ୧୦’ ଜିତିଲେ ଅଭିନେତ୍ରୀ କରିସ୍ମା ତନ୍ନା

ମୁମ୍ବାଇ: କଲର୍ସ ଚ୍ୟାନଲରେ ପ୍ରସାରିତ ‘ଖତରୋଁ କେ ଖିଲାଡି’ର ସିଜନ୍ ୧୦ର ବିଜେତା ହୋଇଛନ୍ତି ଅଭିନେତ୍ରୀ କରିସ୍ମା ତନ୍ନା । ଯେତେବେଳେ କି ଫାଇନାଲିଷ୍ଟ ଭାବେ କରନ ପଟେଲ୍‌, ଧର୍ମେସ, ବଲରାଜ ଓ ୟେଲାଣ୍ଡେ ରହିଥିଲେ। ସୂଚନାନୁଯାୟୀ, କରୋନା ଭାଇରସ୍ ଓ ତଦଜନିତ ଲକଡାଉନ୍ ଯୋଗୁଁ ଏହାର…

ସୁସ୍ଥ ହେଲେ ଐଶ୍ୱର୍ଯ୍ୟା ଓ ଆରାଧ୍ୟା

ମୁମ୍ବାଇ: କରୋନାକୁ ମାତ୍ ଦେଲେ ବଲିଉଡ ଅଭିନେତ୍ରୀ ତଥା ବଚ୍ଚନ ବହୁ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଆରାଧ୍ୟା ବଚ୍ଚନ । କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ଅଭିଷେକ ବଚ୍ଚନ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏଶ୍ୱର୍ଯ୍ୟା ଏବଂ ଆରାଧ୍ୟାଙ୍କ ରିପୋର୍ଟ ନେଗେଟିଭ ଆସିଛି । ଏହାପରେ ସେମାନଙ୍କୁ…

ମହେଶ ଭଟ୍ଟଙ୍କୁ ୨ ଘଂଟା ଜେରା କଲା ମୁମ୍ବାଇ ପୋଲିସ

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ପାଖାପଖି ୩ ମାସ ବିତି ଗଲାଣି । ତେବେ ତାଙ୍କ ମୃତ୍ୟୁ ରହସ୍ୟ ଉପରୁ ଏଯାଏଁ ପରଦା ଉଠିନି । ଦିନକୁ ଦିନ ଆହୁରି ସସ୍‌ପେନ୍ସ ବଢ଼ୁଛି । ଏହାରି ଭିତରେ ମୁମ୍ବାଇ ପୋଲିସ ଆଜି ଫିଲ୍ମ ନିର୍ଦ୍ଦେଶ ମହେଶ ଭଟ୍ଟଙ୍କୁ ୨ ଘଂଟା ଜେରା କରିଛି…

କାହା ହାତ ଧରିବେ ପୁନମ୍ ପାଣ୍ଡେ ?

ମୁମ୍ବାଇ: ବିବାଦୀୟ ଅଭିନେତ୍ରୀ ତଥା ମଡେଲ ପୁନମ୍ ପାଣ୍ଡେ । କେତେବେଳେ ଫିଲ୍ମରେ ବୋଲ୍ଡ ସିନ୍ ପାଇଁ ତ ପୁଣି କେତେବେଳେ ଚାରିଟି କଲେକ୍ସନ୍ କରିବା ଚକ୍କରରେ ଟପ୍‌ଲେସ୍ ସିନ୍ ପାଇଁ ସେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ରିସେଣ୍ଟଲି ଏହି ହଟ୍ ବ୍ୟୁଟି ବିବାହ ପାଇଁ ଗୋଟିଏ ପାଦ ଆଗେଯାଇଛନ୍ତି ।…