Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ଯଦି ନିର୍ଦ୍ଦୋଷ ତାହେଲେ ଆଗକୁ ଆସନ୍ତୁ ରିୟା: ବିହାର ଡିଜିପି

ପାଟଣା: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାର ତଦନ୍ତରେ ସହଯୋଗ କରିବା ପାଇଁ ରିୟା ଚକ୍ରବର୍ତ୍ତୀଙ୍କୁ ଅନୁରୋଧ କରିଛନ୍ତି ବିହାର ପୋଲିସ । “ଯଦି ରିୟା କିଛି ଭୁଲ୍ କରି ନାହାଁନ୍ତି ଆଉ ନିର୍ଦ୍ଦୋଷ, ତାହେଲେ ସେ ଆଗକୁ ଆସନ୍ତୁ ଏବଂ ତଦନ୍ତରେ ସହଯୋଗ କରନ୍ତୁ ବୋଲି…

ଦିବଂଗତ ନେତା ଅମର ସିଂଙ୍କ ପରଲୋକରେ ଶୋକପ୍ରକାଶ କଲେ ବିଗ୍ ବି

ମୁମ୍ବାଇ: କରୋନା ଆକ୍ରାନ୍ତ ହୋଇଥିବା ବିଗ୍ ବି ଅମିତାଭ ବଚ୍ଚନ ଗତ କିଛି ଦିନ ହେଲା ସିଟି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୋସିଆଲ ମିଡିଆରେ ତାଙ୍କର ଏକ ଭିନ୍ନ ଫଟୋ ଦେଖିବାକୁ ମିଳିଛି । ତାଙ୍କ ପୂର୍ବତନ ବନ୍ଧୁ ତଥା ରାଜ୍ୟସଭା ସାଂସଦ ଅମର ସିଂହଙ୍କ ଦେହାନ୍ତର କିଛି ସମୟ…

ଅଭିନେତ୍ରୀ କଙ୍ଗନାଙ୍କ ଘର ବାହାରେ ଫୁଟିଲା ଗୁଳି

ମନାଲି: ଲକ୍‌ଡାଉନ ଯୋଗୁଁ ଅଭିନେତ୍ରୀ କଙ୍ଗନା ରନାୱତ ଏବେ ନିଜ ଘର ମନାଲିରେ ଥିବା ବେଳେ ଶୁକ୍ରବାର ରାତିରେ ତାଙ୍କ ଘର ବାହାରେ କେହି ଦୁର୍ବୁତ୍ତ ଗୁଳି ଫୁଟାଇଛନ୍ତି । ଏ ନେଇ କଙ୍ଗନା ପୋଲିସ ନିକଟରେ ଅଭିଯୋଗ କରିବା ପରେ ପୋଲିସ ତାଙ୍କ ଘରେ ପହଞ୍ଚିଥିଲା । ବହୁ ତନାଘନା କରିଥିଲେ ମଧ୍ୟ ଗୁଳି…

ବାପା ହେଲେ ଅଫତାବ ଶିବଦାସନି

ମୁମ୍ବାଇ: ବଲିଉଡ ଅଭିନେତା ଅଫତାବ ଶିବଦାସନି ଓ ପତ୍ନୀ ନିନ ଦୁସଂଜ ପିତା ମାତା ହୋଇଛନ୍ତି । ଆଜି ସେମାନଙ୍କର ଗୋଟିଏ ଝିଅ ହୋଇଛି । ୨୦୧୪ ମସିହାରେ ଏହି ଦମ୍ପତ୍ତି ବିବାହ କରିଥିଲେ । ଝିଅ ଜନ୍ମ ହେବା ପରେ ସେମାନେ ବେଶ୍ ଖୁସି ଅଛନ୍ତି । ଅଫତାବ ୧୯୯୯ ମସିହାରେ ଚଳଚ୍ଚିତ୍ର ମସ୍ତ ଜରିଆରେ…

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା: ରିୟା ଚକ୍ରବର୍ତ୍ତୀଙ୍କ ପତ୍ତା ପାଉନି ବିହାର ପୋଲିସ

ପାଟଣା: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ବିହାର ପୋଲିସ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କୁ ପଚରାଉଚରା କରିବା ଲାଗ ଚାହୁଁଥିବା ବେଳେ ତାଙ୍କୁ ଖୋଜି ପାଉନି । ଏସମ୍ପର୍କରେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ କହିଛନ୍ତି ଯେ ବିହାର ପୋଲିସ ତଥ୍ୟକୁ…

ଆଜିଠୁ ଛୋଟ ପରଦାକୁ ଆସିବେ କମେଡି କିଙ୍ଗ୍ କପିଲ ଶର୍ମା !

ମୁମ୍ବାଇ: ପୁଣିଥରେ ହସିବେ ଭାରତବାସୀ । କରୋନାକୁ ଆଡେଇ ସମସ୍ତଙ୍କୁ ହସାଇବେ କମେଡି କିଙ୍ଗ୍ କପିଲ୍ ଶର୍ମା । ବହୁଦିନର ବ୍ୟବଧାନ ପରେ ସାମାଜିକ ଦୂରତ୍ୱ ମାନି ଦ କପିଲ ଶର୍ମା ସୋର ସୁଟିଂ ଆରମ୍ଭ ହୋଇଥିଲା । ତେବେ ଆଜିଠୁ ଏହି ଲୋକପ୍ରିୟ କମେଡି ସୋ’ ର ନୂଆ ଏପିସୋଡ୍ ପ୍ରସାରଣ ହେବ ।…

ଗୁଞ୍ଜନ ସକ୍ସେନା ଟ୍ରେଲର ରିଲିଜ; ଏୟାରଫୋର୍ସ ପାଇଲଟ୍ ଗୁଞ୍ଜନ ଭୂମିକାରେ ଜାହ୍ନବୀ

ନୂଆଦିଲ୍ଲୀ: ବଲିଉଡ ଫିଲ୍ମ ‘ଗୁଞ୍ଜନ ସକ୍ସେନା-ଦ କାରଗିଲ୍ ଗର୍ଲ’ର ଟ୍ରେଲର ରିଲିଜ ହୋଇ ଯାଇଛି । ଯେଉଁଥିରେ ଲିଡ୍ ରୋଲରେ ନଜର ଆସିଛନ୍ତି ଷ୍ଟାର କିଡ୍ ଜାହ୍ନବୀ କପୁର । ଫିଲ୍ମଟି ଭାରତୀୟ ବାୟୁସେନା ପାଇଲଟ୍ ଗୁଞ୍ଜନ ସକ୍ସେନାଙ୍କ ବାୟୋପିକ୍ ଅଟେ । ଗୁଞ୍ଜନ ସକ୍ସେନା ଦେଶର ପ୍ରଥମ ମହିଳା…

ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅପିଲ କଲେ ସୁଶାନ୍ତ ସିଂହ ରାଜପୁତଙ୍କ ଉଭଣୀ

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି ଜୋର ଧରିଛି । ବଲିଉଡରେ ହଟଚମଟ । ବିହାର ପୋଲିସର ତଦନ୍ତ ପରେ ରାଜନୀତି ବି ଆରମ୍ଭ ହେଲାଣି । ମୁହାଁମୁହିଁ ହୋଇଛନ୍ତି ମୁମ୍ବାଇ ଓ ପାଟଣା ପୋଲିସ । ଏଭଳି ସ୍ଥିତିରେ ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀ…

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ରିୟା, ଜାଣନ୍ତୁ କ’ଣ କହିଲେ

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୪୫ ଦିନ ବିତିଗଲାଣି । ଏବେବି ତାଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ଉଠିନି । ଏହାରି ଭିତରେ ତାଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି । ସେ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ସଫେଇ…

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା; ଅର୍ଥ ହେରଫେର୍ କେସ୍ ଦାଏର କଲା ଇଡି

ନୂଆଦିଲ୍ଲୀ: ବଲିଉଡ ଅଭିନେତା ତଥା ସ୍ୱର୍ଗତଃ ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ ନେଉଛି । ଏହି ସମୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ମନି ଲଣ୍ଡରିଂ ତଥା ଅର୍ଥ ହେରଫେର୍ ନେଇ ଏକ ମାମଲା ଦାଏର କରାଯାଇଛି। ବିହାର ପୋଲିସ ଦ୍ୱାରା ଦାଏର…