Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ବାଲୁକା କଳାରେ ଭେଟେରାନ୍ ଅଭିନେତା ବିଜୟ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର: ଓଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ବିଜୟ ମହାନ୍ତିଙ୍କର ଶେଷକୃତ୍ୟ ମଙ୍ଗଳବାର ଦିନ ସମ୍ପନ୍ନ ହୋଇଯାଇଛି । ଏହି ବର୍ଷିୟାନ୍ ଅଭିନେତାଙ୍କ ଦେହାନ୍ତରେ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି । ଏହି ଅବସରରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ମାନସ କୁମାର…

ବିଲରେ ଧାନ ରୋଉଛନ୍ତି ସଲମାନ ଖାନ, ଦେଖନ୍ତୁ ଭିଡିଓ

ମୁମ୍ବାଇ: ଅଭିନେତାରୁ ଚାଷୀ ପାଲଟିଲେ ବଲିଉଡର ଭାଇଜାନ ସଲମାନ ଖାନ । ବିଲରେ ରୋଇଲେ ଧାନ । କେବଳ ସେତିକି ନୁହେଁ ଟ୍ରାକ୍ଟର ଚଳାଇ ହଳ ମଧ୍ୟ କଲେ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । Rice plantation done . . pic.twitter.com/uNxVj6Its4 — Salman Khan…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲା ଭେଟେରାନ୍ ଓଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ବିଜୟ ମହାନ୍ତିଙ୍କର ପାର୍ଥୀବ ଶରୀର । ଆଜି ଭୁବନେଶ୍ୱରର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ଗତକାଲି ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭୁବନେଶ୍ୱରର ଏକ…

ସୁଶାନ୍ତ ସିଂହ ରାଜପୁତଙ୍କୁ ମ୍ୟୁଜିକାଲ୍ ଟ୍ରିବ୍ୟୁଟ୍ ଦେବେ ଏଆର ରେହମାନ

ମୁମ୍ବାଇ: ଆସନ୍ତା ଜୁଲାଇ ୨୨ ତାରିଖରେ ଓସ୍କାର ବିଜେତା ଏଆର ରେହମାନଙ୍କ ସମେତ ବହୁ ବଡବଡ କଳାକାର ସ୍ୱର୍ଗତଃ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କୁ ମ୍ୟୁଜିକାଲ୍ ଟ୍ରିବ୍ୟୁଟ୍ ଦେବେ । ଏନେଇ ଡିଜନୀ-ହଟଷ୍ଟାର ପକ୍ଷରୁ ଟ୍ୱିଟ୍ କରାଯାଇଛି ।…

ଜନ୍ମଦିନରେ ବନ୍ଧୁ ବିଜୟଙ୍କୁ ହରାଇଲେ ନସିରୁଦ୍ଦିନ ଶାହ

ଭୁବନେଶ୍ୱର: ବିଦାୟ ବିଜୟ । ପରଲୋକରେ ଓଲିଉଡର ବର୍ଷୀୟାନ ଅଭିନେତା ବିଜୟ ମହାନ୍ତି । ସମସ୍ତେ ବିଜୟଙ୍କୁ ଝୁରୁଛନ୍ତି । ବଲିଉଡ ଅଭିନେତା ନସିରୁଦ୍ଦିନ ଶାହଙ୍କ ପାଇଁ ବିଜୟଙ୍କ ବିୟୋଗ ବଡ଼ କ୍ଷତି । କାରଣ ନିଜ ଜନ୍ମଦିନରେ ପ୍ରିୟ ବନ୍ଧୁ ବିଜୟଙ୍କୁ ହରାଇଛନ୍ତି । ଆଜି ନସିରୁଦ୍ଦିନ ଶାହଙ୍କ…

ବିଜୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଅଫେରା ରାଇଜର ଅତିଥି ହୋଇଛନ୍ତି ବିଜୟ ମହାନ୍ତି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ…

ପରଲୋକରେ ଓଲିଉଡର ଭେଟେରାନ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର: ପରଲୋକରେ ଓଲିଉଡର ପ୍ରଥମ ଆକ୍ସନ ହିରୋ ତଥା ବରିଷ୍ଠ ଅଭିନେତା ବିଜୟ ମହାନ୍ତି । ୭୦ ବର୍ଷ ବୟସରେ ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଆଜି ସନ୍ଧ୍ୟାରେ ସେ ଗୁରୁତର ହୋଇପଡିଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ଭେଟେରାନ ଅଭିନେତା ବିଜୟ ମହାନ୍ତି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଓଲିଉଡର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଜି ସନ୍ଧ୍ୟାରେ ଗୁରୁତର ହୋଇ ପଡିବାରୁ ତାଙ୍କୁ ପୁଣି ଥରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହାଇଦ୍ରାବାଦରେ ଥିବା ବେଳେ ସେ ଅସୁସ୍ଥ ହୋଇପଡିଥିବାରୁ ତାଙ୍କୁ ସେଠାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା ।…

କରୋନା ଭୟ, କୋଭିଡ ଗାର୍ଡରେ କଭର ହେଲା ଶାହରୁଖଙ୍କ ମନ୍ନତ

ମୁମ୍ବାଇ: ବଲିଉଡରେ ବଚ୍ଚନ ପରିବାରକୁ କରୋନା ପରେ କିଙ୍ଗଖାନ୍ ଶାହରୁଖଙ୍କୁ ଘାରିଛି ଭୂତାଣୁ ଭୟ । ସଂକ୍ରମଣକୁ ନେଇ ହୋଇଛନ୍ତି ସଜାଗ । ନିଜ ବଙ୍ଗଲୋ ମନ୍ନତକୁ ଦେଇଛନ୍ତି କୋଭିଡ ଗାର୍ଡ । ଶାହରୁଖ ନିଜ ଘରକୁ ଚାରିପଡୁ ପୁରା ପ୍ଲାଷ୍ଟିକ ଜରିରେ କଭର କରି ଦେଇଛନ୍ତି । ଯାହାର ଫଟୋ ଏବେ ସୋସିଆଲ…

ଜନ୍ମଦିନ ଅବସରରେ ଜାଣନ୍ତୁ ନସିରୁଦ୍ଦିନଙ୍କ ଜୀବନୀ ସମ୍ପର୍କରେ…

ମୁମ୍ବାଇ: ବଲିଉଡ ଅଭିନେତା ନସିରୁଦ୍ଦିନ ଶାହା ୭୦ ବର୍ଷରେ ପଦାର୍ପଣ କରିଛନ୍ତି । ୧୯୫୦ ମସିହା ଜୁଲାଇ ୨୦ ତାରିଖରେ ସେ ଉତ୍ତର ପ୍ରଦେଶର ବାରବାଙ୍କିର ଜନ୍ମ ଗ୍ରହଣ କରିଥିଲେ । ୧୯୭୫ ମସିହାରେ ରିଲିଜ ହୋଇଥିବା ବଲିଉଡ ଫିଲ୍ମ ‘ନିଶାନ୍ତ’ ଜରିଆରେ ସେ ନିଜର ପେଶାଦାର ଫିଲ୍ମି କ୍ୟାରିୟର୍…