Latest Odisha News

BREAKING NEWS

Browsing Category

ମନୋରଞ୍ଜନ

ହାଲୋ ମୁଁ ଭୁବନେଶ୍ୱର ଆସୁଛି : ବିଜୟ ମହାନ୍ତି

ଭୁବନେଶ୍ୱର: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କୁ ନେଇ ଭୁବନେଶ୍ୱରରୁ ଯାଇଥିବା ଡାକ୍ତରୀ ଟିମ୍ ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଭିମୁଖେ ବାହାରିଛି । ଆଜି ଦିନ ୧୧ଟା ୫୫ ସମୟରେ ଏହି ଆମ୍ବୁଲାନ୍ସ ହ୍ରାଇଦ୍ରାବାଦ ଛାଡିଥିବା ସୂଚନା ମିଳିଛିି । ଭୁବନେଶ୍ୱର ଆସିବା ପାଇଁ…

ଭୁବନେଶ୍ୱର ଫେରିବେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର: ହାଇଦ୍ରାବାଦରେ ଚିକିତ୍ସିତ ହେଉଥିବା ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଭୁବନେଶ୍ୱର ଫେରିବେ । ଏକ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଅଣାଯିବ । ମିଳିଥିବା ସୂଚନା ଅନୁସାରେ ସେ ଚିକିତ୍ସିତ ହେଉଥିବା ହାଇଦ୍ରାବାଦର ଗ୍ଲୋବାଲ ହସ୍ପିଟାଲରୁ ତାଙ୍କୁ ଏବେ ଡିସ୍‌ଚାର୍ଜ କରାଯାଉଛି । ତେଣୁ ଆଜି…

‘ଦିୟା ଅର ବାତି ହମ୍’ର ଫେମ୍ ଦୀପିକା ସିଂଙ୍କ ମାଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ‘ଦିୟା ଅର ବାତି ହମ୍’ ମୁଖ୍ୟ ଅଭିନେତ୍ରୀ ଦୀପିକା ସିଂ ଓରଫ ସାନ୍ଧ୍ୟାଙ୍କ ମାଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଦୀପିକା ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଭିଡିଓ ସେୟାର କରି ସାହାଯ୍ୟ ପାଇଁ ଆବେଦନ କରିଥିଲେ।…

ଐଶ୍ୱର୍ଯ୍ୟା ରାଏଙ୍କ ପରି ଦେଖାଯାଉଥିବା ଟିକ୍‌ଟକ୍ ଷ୍ଟାର ଅମୃତାଙ୍କୁ ମିଳିଲା ଫିଲ୍ମ ଅଫର୍ !

ମୁମ୍ବାଇ: ଟିକ୍‌ଟକ୍ ଷ୍ଟାର୍ ଅମୃତାଙ୍କୁ ଦେଖିଲେ ଜାଣି ପାରିବେ ସେ ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାଏଙ୍କ ପରି ଦେଖା ଯାଆନ୍ତି । ସୋସିଆଲ୍ ମିଡ଼ିଆରେ ଅମୃତାଙ୍କୁ ନେଇ ଏବେ ଖୁବ୍ ଜୋରରେ ଚର୍ଚ୍ଚା ମଧ୍ୟ ଚାଲିଛି । ଐଶ୍ୱର୍ଯ୍ୟା ରାଏଙ୍କ ପରି ଦେଖାଯାଉଥିବା ଏହି ଟିକ୍‌ଟକ୍ ଷ୍ଟାରଙ୍କୁ ଏବେ…

ଦେଖନ୍ତୁ ଭିଡ଼ିଓ: ସୋନମ୍ କପୁରଙ୍କ ‘ସିକ୍ରେଟ୍ ଭିଡ଼ିଓ’ ଶେୟାର୍ କଲେ ସ୍ୱାମୀ ଆନନ୍ଦ ଆହୁଜା !

ମୁମ୍ବାଇ: ବଲିଉଡ୍ ଆକ୍ଟ୍ରେସ୍ ସୋନମ୍ କପୁରଙ୍କ ଏକ ‘ସିକ୍ରେଟ୍ ଭିଡ଼ିଓ’ ଶେୟାର୍ କରିଛନ୍ତି ସ୍ୱାମୀ ଆନନ୍ଦ ଆହୁଜା । ଏହି ଭିଡ଼ିଓଟିକୁ ମଙ୍ଗଳବାର ଦିନ ସୋନମଙ୍କ ୩୫ତମ ଜନ୍ମ ଦିବସରେ ସୋସିଆଲ୍ ମିଡ଼ିଆରେ ନିଜେ ଆନନ୍ଦ ହିଁ ଶେୟାର୍ କରିଛନ୍ତି । ଭିଡ଼ିଓଟି ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେବାରେ…

‘ପିକେ’ ଅଭିନେତା ଜାଗେଶ ମୁକ୍ତିଙ୍କ ଦେହାନ୍ତ

ମୁମ୍ବାଇ: ଟେଲି ଧାରାବାହିକ ‘ଶ୍ରୀ ଗଣେଶ’ରେ ଭଗବାନ ଗଣେଶଙ୍କ ଭୂମିକାରେ ଅଭିନୟ କରିଥିବା ଅଭିନେତା ଜାଗେଶ ମୁକ୍ତିଙ୍କର ବୁଧବାର ଦିନ ‌ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୭ ବର୍ଷ ବୟସ ହୋଇଥିଲା। ଖବର ଅନୁଯାୟୀ, ଅଭିନେତା ଜଣଙ୍କୁ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ…

କୁଲୀ ନଂ ୧ର ନୂତନ ପୋଷ୍ଟର ରିଲିଜ, ମାସ୍କ ପିନ୍ଧା ବରୁଣଙ୍କ ଲୁକ୍ ପ୍ରଶଂସକଙ୍କୁ ପସନ୍ଦ ଆସୁଛି

ମୁମ୍ବାଇ:କରୋନା ମହାମାରୀ ଯୋଗୁ ଅନେକଗୁଡିଏ ଫିଲ୍ମର ରିଲିଜ ଡେଟ ଘୁଂଚିଛି । ଏହା ମଧ୍ୟରୁ ବରୁଣ ଧାୱନଙ୍କ ପ୍ରତିକ୍ଷୀତ ଫିଲ୍ମ କୁଲୀ ନଂ୧ ଅନ୍ୟତମ । ଏହି ଅବସରରେ ଗୁରୁବାର ଫିଲ୍ମର ନୂତନ ଲୁକ୍ ରିଲିଜ କରାଯାଇଛି । ଏଥିରେ ବରୁଣ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି । ସୋସିଆଲ ସାଇଟରେ ସେ…

ଆସିଲା ଅନୁଷ୍କା ଶର୍ମାଙ୍କ ‘ବୁଲ୍‌ବୁଲ୍‌’ର ଫାଷ୍ଟ ଲୁକ

ମୁମ୍ବାଇ: ସାମ୍ନାକୁ ଆସିଲା ଅପ୍‌କମିଂ ମୁଭି ‘ବୁଲବୁଲ୍‌’ର ଫାଷ୍ଟ ଲୁକ୍ । ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ନେଟ୍‌ଫ୍ଲିକ୍ସରେ ଏହାକୁ ରିଲିଜ କରିଛନ୍ତି । ଏଥିସହ ସେ ନିଜ ଇଂଷ୍ଟାଗ୍ରାମ ହ୍ୟାଣ୍ଡେଲରେ ମଧ୍ୟ ଏହାର ଟିଜର ପୋଷ୍ଟରକୁ ସେୟାର କରିଛନ୍ତି । ଏଥିସହ ଅନୁଷ୍କା ଏହି ଫିଲ୍ମକୁ…

କାଶ୍ମୀର ପଣ୍ଡିତଙ୍କ ହତ୍ୟାକୁ ନେଇ ରାଗିଗଲେ ଅନୁପମ୍‌

ମୁମ୍ବାଇ: କାଶ୍ମୀର ପଣ୍ଡିତ ଘଟଣାକୁ ନେଇ ପୁଣି ଥରେ ସାମ୍ନାକୁ ଆସିଛନ୍ତି ବଲିଉଡ ଅଭିନେତା ଅନୁପମ ଖେର୍ । ସୋମବବାର ଦିନ(୮ଜୁନ୍) ଅନନ୍ତନାଗରେ ଜଣେ ହିନ୍ଦୁ ସରପଂଚଙ୍କୁ ଆତାଙ୍କବାଦୀ ଗୁଳି କରି ହତ୍ୟା କରିଥିଲେ । ଏହି ଘଟଣାକୁ ନେଇ ଅନୁପମ ଶୋକ ପ୍ରକଟ କରିବା ସହ ରାଗି ଯାଇଛନ୍ତି । ଏହାର ଏକ…

କରୋନା ସଙ୍କଟ ବେଳେ କଳାକାରମାନଙ୍କ ମନୋବଳ ଦୃଢ କରୁଛି ଅନଲାଇନ ଡ୍ୟାନ୍ସ ଫେଷ୍ଟିଭାଲ ‘ହାପି ଫର୍ ହୋପ୍‌’

ଭୁବନେଶ୍ୱର: ନୃତ୍ୟାନୁଷ୍ଠାନ ଲାସ୍ୟକଳା ପକ୍ଷରୁ ପ୍ରତି ରବିବାର ଆୟୋଜିତ ହେଉଛି ଅନଲାଇନ ଡ୍ୟାନ୍ସ ଫେଷ୍ଟିଭାଲ ‘ହାପି ଫର୍ ହୋପ୍‌’ । ଲକ୍ ଡାଉନ ଯୋଗୁଁ ଘରେ ରହୁଥିବା ନୃତ୍ୟଶିଳ୍ପୀମାନଙ୍କର ଯେପରି ମନୋବଳ ଦୁର୍ବଳ ନ ହୁଏ ସେଥି ପାଇଁ ବିଶିଷ୍ଟ ଓଡିଶୀ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀ ଏପରି ଉଦ୍ୟମ…