Latest Odisha News

BREAKING NEWS

Browsing Category

ଓଡିଶା

Odisha

President Visit Odisha: ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଫେବୃୟାରୀ ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ…

Rath Yatra: ରଥଖଳାରେ ପହଞ୍ଚିଲା କାଠ, ମାଘ ପଞ୍ଚମୀରେ ଅନୁକୂଳ ହେବ ରଥକାଠ

ପୁରୀ: ଆଜି ପବିତ୍ର ବସନ୍ତ ପଞ୍ଚମୀ। ଶ୍ରୀପଞ୍ଚମୀ ତଥା ମା’ ସରସ୍ୱତୀ ପୂଜାରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ପରମ୍ପରା କ୍ରମେ ରଥକାଠ ଅନୁକୂଳ ହେବ। ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ରଥଖଳାରେ ପହଞ୍ଚିଲା କାଠ। ଶ୍ରୀଗୁଣ୍ଡିଚା ଯାତ୍ରାର ପ୍ରଥମ ପର୍ବ ହିସାବରେ ଆଜି ଅନୁକୂଳ…

Maoists Killed: ମାଓ ସଂଗଠନକୁ ପୁଣି ବଡ଼ ଝଟକା: ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

ରାଉରକେଲା: ଭାଙ୍ଗୁଛି ମାଓଗଡ଼। ମାଓ ସଂଗଠନକୁ ଆଉ ଏକ ବଡ଼ ଝଟକା। ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ। ଏମାନଙ୍କ ମଧ୍ୟରେ ୧ କୋଟି ପୁରସ୍କାର ଘୋଷଣା ହୋଇଥିବା ଜଣେ କୁଖ୍ୟାତ ମାଓନେତା ଅନଲଦା ବି ନିହତ ହୋଇଛି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲକୁ ନକ୍ସଲମୁକ୍ତ କରିବାକୁ ଝାଡ଼ଖଣ୍ଡ…

Ganjam Group Clash: ଗଞ୍ଜାମ ପଥରାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପରସ୍ପର ଉପରକୁ କଲେ ପଥର ମାଡ଼

ଗଞ୍ଜାମ: ବିଦ୍ୟାଳୟକୁ ନେଇ ବିବାଦ। ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ଦୁଇଟି ସାହିର ପିଲାଙ୍କୁ ସ୍କୁଲ ଆସିବାକୁ ମନା କରିବାରୁ ଆରମ୍ଭ ହୋଇଥିଲା ବିବାଦ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିକଟ ପଥରା ଗାଁରେ ଉଡ଼ିଲା ଟେକା ପଥର। ଗୋଷ୍ଠୀ ସଂଘର୍ଷକୁ ନେଇ ଚାପା ଉତ୍ତେଜନା ସୃଷ୍ଟି ହୋଇଥିବା ବେଳେ ପୋଲିସ…

Nandankanan Open: ସାଧାରଣତନ୍ତ୍ର ଦିବସରେ ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ବର: ଜାନୁଆରୀ ୨୬ରେ ଖୋଲା ରହିବ ନନ୍ଦନନ୍ଦକାନନ। ସାଧାରଣତନ୍ତ୍ର ଦିବସ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲା ରହିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୋମବାର ପରିବର୍ତ୍ତେ ଆସନ୍ତା ସପ୍ତାହ ମଙ୍ଗଳବାର ଏହା ବନ୍ଦ…

ପୁଅର ବାହାଘର ପୂର୍ବରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ବାପାର ଜୀବନ

ଗଞ୍ଜାମ: ରାତି ପାହିଲେ ପୁଅର ବାହାଘର ହେବାକୁ ଥିବା ବେଳେ ପୂର୍ବଦିନ ବାପା ଚାଲିଗଲେ । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବାପାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାହାଡ଼ା ଗ୍ରାମରେ ଏପରି ଘଟଣା ଘଟିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୬୦ ବର୍ଷୀୟ ମଙ୍ଗୁଳୁ ଗୌଡ…

ବାହୁଦା ନଦୀରେ ବୁଡିଗଲେ ୨ ନାବାଳକ ଛାତ୍ର

ଗଞ୍ଜାମ:କେ. ନୂଆଗାଁ ଅନ୍ତର୍ଗତ ନୂଆପଡା ବାହୁଦା ନଦୀ ପୁରୁଣା ବ୍ରିଜ ପାଣିରେ ବୁଡି ଦୁଇ ନାବାଳକ ଛାତ୍ରଙ୍କ ମୃତ୍ୟୁ । ମୃତକ ହେଲେ ବମକେଇର ବିଶ୍ୱାସ ପ୍ରଧାନ ଓ ଚାନ୍ଦପୁରର ଶାଶ୍ୱତ ପାତ୍ର । ସେମାନେ ସପ୍ତମ ଓ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବାର ସୂଚନା ରହିଛି । ସୂଚନାମୁତାବକ, ଉଭୟ…

ଅପରେସନ୍‌ ଗୋ ରକ୍ଷକ: ଗୋ ମାଫିଆଙ୍କ ଆକାଉଣ୍ଟ ଓ ଲକର ହେଲା ଫ୍ରିଜ

କେନ୍ଦୁଝର: କେନ୍ଦୁଝର ପୋଲିସ ପକ୍ଷରୁ ଗିରଫ ଗୋ ମାଫିଆଙ୍କ ବ୍ୟାଙ୍କ ଆକାଉଣ୍ଟ ଓ ଲକର ଯାଞ୍ଚ ଓ ଫ୍ରିଜ କରାଯାଉଛି । ଗୁରୁବାର ପ୍ରଥମେ ଦିନର ପ୍ରାପ୍ତ ସୂଚନା ଅନୁସାରେ କେନ୍ଦୁଝରର ଟାଉନ, ତେଲକୋଇ ଓ ଘଟଗାଁ ଥାନା ଅଞ୍ଚଳର ବିଭିନ୍ନ ବ୍ୟାଙ୍କରେ ଗୋ ମାଫିଆଙ୍କ ସମୁଦାୟ ୧୫ ଟି ବ୍ୟାଙ୍କ…

Airport issues advisory: ଭୁବନେଶ୍ୱର ବିମାନବନ୍ଦରରେ ଯାତ୍ରୀଙ୍କ ପାଇଁ ଆଡଭାଇଜରୀ ଜାରି; ଆଗୁଆ ପହଞ୍ଚିବା ସହ…

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିମାନ ଯାତ୍ରା ପାଇଁ ଆଡଭାଇଜରୀ ଦିଆଯାଇଛି । ଆଗୁଆ ପହଞ୍ଚିବା ସହ ଚେକ୍‌-ଇନ୍‌ରେ ସମୟ ଦେବାକୁ ଯାତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏଥିସହ ବିମାନବନ୍ଦର…