Latest Odisha News
Browsing Category

ସୁବର୍ଣ୍ଣପୁର

ନୃଶଂସ ସ୍ବାମୀର ବର୍ବରକାଣ୍ଡ: ସ୍ତ୍ରୀକୁ ପିଟି ପିଟି ହତ୍ୟା କରି ଚମ୍ପଟ ମାରିଲା

ସୁବର୍ଣ୍ଣପୁର : ନୃଶଂସ ସ୍ବାମୀର ବର୍ବରକାଣ୍ଡ । ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ଆଉ ହତ୍ୟା କରିବା ପରେ ଡାକ୍ତରଖାନାରେ ମୃତଦେହ ରଖି ଚମ୍ପଟ ମାରିଲା  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ତିଲେଇମାଲ ଗାଁରେ । ସୂଚନା ଅନୁସାରେ…

ଘନ କୁହୁଡି ହେଲା କାଳ : ଟ୍ରକକୁ ପଛ ପଟୁ ଧକ୍କା ଦେଲା ପିକନିକ୍ ବସ୍, ୮ ଆହତ

ସୁବର୍ଣ୍ଣପୁର : ଘନ କୁହୁଡି ହେଲା କାଳ। ସୁବର୍ଣ୍ଣପୁର ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥ କଦମତଲ ନିକଟରେ ଟ୍ରକ କୁ ପଛ ପଟୁ ଧକ୍କା ଦେଲା ପିକନିକ୍ ବସ୍ । ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି  । ଆହତ ମାନଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ଜିଏସଟି ଫାଙ୍କିବା ଅଭିଯୋଗରେ ଚାଲିଛି ଚଢାଉ

ସୁବର୍ଣ୍ଣପୁର : ଜିଏସଟି ଫାଙ୍କିବା ଅଭିଯୋଗରେ ରେଡ୍  । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସ୍ଥିତ ସହଲା ରୋଡ ରେ ଥିବା କେଜିଏନ୍ ସାନିଟାରୀ ଓ ମୁକ୍ତାର ଟ୍ରେଡସ ଦୁଇଟି ଜାଗାରେ ବଲାଙ୍ଗୀର ଜିଏସଟିର ୬ ଜଣିଆ ଟିମ୍ ଚଢ଼ାଉ କରୁଛି  । GST ଫାଙ୍କିବା ଅଭିଯୋଗ ରେ ଏହି ରେଡ୍ ଜାରି ରହିଛି ।…

ପୁଣି ଆଜବେଷ୍ଟସ୍ ଭାଙ୍ଗି ଲୁଟିନେଲେ..

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଦିନକୁ ଦିନ ଲୁଟେରାଙ୍କ ପ୍ରାର୍ଦୁଭାବ ବଢିବାରେ ଲାଗିଛି  । ପ୍ରତିଦିନ ଚୋରୀ , ରାହାଜାନି ଭଳି ଅପରାଧିକ ଘଟଣା ସାମ୍ନାକୁ ଆସୁଛି । ଗତ କିଛି ଦିନ ତଳେ ଦୋକାନ ଆଜବେଷ୍ଟସ ଭାଙ୍ଗି ଚୋର ମାନେ ସୁନାଗହଣା ଓ ଟଙ୍କା ଲୁଟି ନେଇଥିବାବେଳେ ଆଜି ମଧ୍ୟ…

ପୁରା ହେଲା ଦୀର୍ଘ ଦିନର ସ୍ବପ୍ନ : ବ୍ରିଜର ଶିଳାନ୍ୟାସ କଲେ ବିଧାୟକ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁରବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୁରା ହୋଇଛି । ବହୁ ପ୍ରତିକ୍ଷିତ ବୀରମହାରାଜପୁର - ମାଣିକପୁର ରାସ୍ତାରେ ହରିହର ଜୋର ଉପରେ ଏକ ସେତୁ ପାଇଁ ଶିଳାନ୍ୟାସ କରିଛନ୍ତି ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା । ଏହାଦ୍ବାରା ପ୍ରାୟ ୫ଟି ପଞ୍ଚାୟତର ହଜାର ହଜାର ଲୋକ…

ବିଦ୍ୟୁତ୍ ତାର ଲାଗି ଚାଲିଗଲା ଦୁଇ ନାବାଳକଙ୍କ ଜୀବନ

ସୁବର୍ଣ୍ଣପୁର : ବାରହା ଶିକାର ପାଇଁ ତାର ବିଛା ଯାଇଥିଲା । ହେଲେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ନୀରିo ନାବାଳକଙ୍କ ଜୀବନ ଚାଲିଯାଇଛି । ଏଭଳି କିଛି ଦୁଃଖଦ ଖବର ଆସିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସିଂହପାଲି ଗାଁରୁ  ।  ମୃତକ ଦୁଇ ନାବାଳକ ସିଂହପାଲି ଗାଁର ନବୀନ…

ଚପଲ ଦୋକାନ ଆଜବେଷ୍ଟ ଭାଙ୍ଗି ଲୁଟିନେଲେ

ସୁବର୍ଣ୍ଣପୁର : ପୁଣି କଳାକନା ବୁଲାଇଲେ ଚୋର । ଗତକାଲି ବିଳମ୍ବିତ ରାତିରେ ଚପଲ ଦୋକାନ ଭାଙ୍ଗି ଟଙ୍କା ଲୁଟିନେଲେ ଲୁଟେରା । ଏମିତି କିଛି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲାରେ  । ଗଣେଶ ମାର୍କେଟ କମ୍ପ୍ଲେକ୍ସ ରେ ଥିବା କୃପାମୟୀ ଚପଲ ଦୋକାନର ଆଜବେଷ୍ଟ୍ ଭାଙ୍ଗି କଲାକନା ବୁଲାଇଛନ୍ତି ଚୋର…

ଶାଢୀରେ ଚମକୁଛି ଓଡିଶାର ସଂସ୍କୃତି, ବୋଇତ ବନ୍ଦାଣ ଡିଜାଇନ କରି ଚର୍ଚ୍ଚାରେ ବାନ୍ଧଶିଳ୍ପୀ

ସୋନପୁର: ଯୁଗ ବଦଳିଛି ତା ସହ ବଦଳିଛି ଲୋକଙ୍କ ରୁଚି । ଲୋକଙ୍କ ରୁଚି ଅନୁସାରେ କାରିଗରମାନେ ମଧ୍ୟ  ନିଜର ଯାଦୁକରୀରେ କରିଥାନ୍ତି କଳାର ନିଦର୍ଶନ l ବିଶେଷ ଭାବରେ ସୁବର୍ଣ୍ଣପୁର ଜିଲ୍ଲାରେ ରହିଥିବା ବାନ୍ଧ ଶିଳ୍ପୀମାନେ ସମୟ ସହ ତାଳ ଦେଇ କରିଥାନ୍ତି ନୂତନ ନୂତନ ଡିଜାଇନ l ତେବେ ଏଭଳି ଏକ…

କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ନୌକା ଚାଳନା ପ୍ରତିଯୋଗିତା, ଭାଗ ନେଲେ ୭୦ ପ୍ରତିଯୋଗୀ

ସୁବର୍ଣ୍ଣପୁର: ମହାନଦୀର ତେନ୍ତୁଳି ଘାଟରେ ଆଜକୁ ୬୦ବର୍ଷ ଧରି ଆୟୋଜିତ ହୋଇ ଆସୁଛି ନୌକା ଚାଳନା ପ୍ରତିଯୋଗୀତା। ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମା ତିଥିର ଅପରାହ୍ନରେ ଜିଲ୍ଲା ତଥା ଜିଲ୍ଲା ବାହାରର ବିଭିନ୍ନ ସ୍ଥାନର ନାବିକମାନଙ୍କୁ ନେଇ ଏହି ପ୍ରତିଯୋଗିତା ଆୟୋଜନ କରାଯାଉଛି। ସହରର ଭଗବତ…

ଭିଜିଲାନ୍ସ ‘ଆଖି’ରେ ଚକ୍ଷୁ ଡାକ୍ତର

ସୁବର୍ଣ୍ଣପୁର : ଭିଜିଲାନ୍ସ ପଞ୍ଝାରେ ଚକ୍ଷୁ ଡାକ୍ତର  । ୫,୫୦୦ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଂଜୀବ କୁମାର କର । ଯାଲୋଇ ଗାଁ ର ଲକ୍ଷ୍ମଣ ତ୍ରିପାଠୀ ଙ୍କ ଅପରେସନ ପାଇଁ ସେ ଏହି ଟଙ୍କା ନେଉଥିଲେ । ଏହି…