Latest Odisha News

BREAKING NEWS

Browsing Category

ଅନୁଗୁଳ

Anugul

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ସେଲ୍ଫି ନେବା ହେଲା କାଳ, ଜଳ ଭଣ୍ଡାରରେ ବୁଡି ଜଣଙ୍କର ମୃତ୍ୟୁ

ଅନୁଗୁଳ - ସେଲ୍ଫି ନେବା ହେଲା କାଳ । ଜଳ ଭଣ୍ଡାର ଭିତରେ ପଶି ଡଙ୍ଗାରେ ଫଟୋ ଉଠାଉଥିବା ବେଳେ ହଠାତ୍ ଡଙ୍ଗାଟି ବୁଡି ଯାଇଥିଲା । ଫଳରେ ୪ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଅନୁଗୁଳ ଜିଲ୍ଲାର ୪ ଜଣ ଯୁବକ ଗୁରଙ୍ଗ ଜଳଭଣ୍ଡାରକୁ ବୁଲିବାକୁ ଯାଇଥିଲେ । ସେଠାରେ…

ଗଞ୍ଜେଇ ବେପାରୀଙ୍କୁ ସହଯୋଗ କରିବା ଅଭିଯୋଗରେ ୪ ପୋଲିସ୍ କର୍ମଚାରୀ ନିଲମ୍ବିତ

ଅନୁଗୋଳ: ଗଞ୍ଜେଇ ଚୋରା ଚାଲାଣରେ ଅଭିଯୁକ୍ତଙ୍କୁ ସହଯୋଗ କରଥିବା ଅଭିଯୋଗରେ ୪ଜଣ ପୋଲିସ କର୍ମଚାରୀ ନିଲମ୍ୱିତ ହୋଇଛନ୍ତି । ଅନୁଗୋଳ ଜିଲ୍ଲା କିଶୋରନଗର ଥାନାରେ କାର୍ଯ୍ୟରତ ଏଏସଆଇ ଜିତେନ୍ଦ୍ର ସାମନ୍ତ ସିଂହାର, କନଷ୍ଟେବଲ ମନୋଜ ନାୟକ, ଲିଙ୍ଗରାଜ ମୁଦୁଲି ଓ ଜିଲ୍ଲା ପୁଲିସ ମୁଖ୍ୟାଳୟର…

ପୂର୍ବତନ ସରପଞ୍ଚଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଅନୁଗୁଳ: ଘର ସାମ୍ନାରୁ ଉଦ୍ଧାର ହେଲା ପୂର୍ବତନ ସରପଞ୍ଚଙ୍କ ମୃତଦେହ । ମୃତକ ହେଉଛନ୍ତି ଜେରଙ୍ଗ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଭୂତି ଗଡ଼ନାୟକ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଜରପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ଗତକାଲି ରାତିରେ…

ବିଜେପି ସରକାର ଆସିଲେ ଓଡ଼ିଶାରେ ଧାନ ୩୧୦୦ ଟଙ୍କା ହେବ:ମୋଦି

ଅନୁଗୁଳ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ସାରିବା ପରେ ଆରମ୍ଭ କରିଥିଲେ  ମେଗା ରୋଡ୍ ସୋ । ମୋଦୀଙ୍କ ରୋଡ୍‌ ସୋ’ରେ ଜନସମୁଦ୍ର ପାଲଟିଥିଲା ବଡ଼ଦାଣ୍ଡ । ପୁରୀରେ ରୋଡ୍ ସୋ କରିବା  ପରେ ଅନୁଗୁଳରେ ଆୟୋଜିତ ସଭାରେ ଯୋଗ ଦେଇ  ପ୍ରଧାନମନ୍ତ୍ରୀ  …

ଓଡିଶା ସୁରକ୍ଷିତ ନାହିଁ, ଏଥିପାଇଁ ଦାୟୀ ମୁଖ୍ୟମନ୍ତ୍ରୀଙ୍କୁ ନିଜ କବ୍ଜାରେ ରଖିଥିବା ଭ୍ରଷ୍ଟାଚାରୀ

ଅନୁଗୁଳ: ‘ସମୃଦ୍ଧ ଓଡିଶାର ଜନସାଧାରଣ ଏତେ ଗରିବି ଭିତରେ ବଞ୍ଚିବାକୁ ବାଧ୍ୟ ହେଉଛନ୍ତି । ଏ ସବୁର କାରଣ ବିଜେଡି ସରକାର । ଭ୍ରଷ୍ଟାଚାର କବଳରେ ଫସିରହିଛି ଓଡିଶା । କିଛି ଭ୍ରଷ୍ଟାଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ଆବାସ ଓ ତାଙ୍କ କାର୍ଯ୍ୟାଳୟକୁ ନିଜ କବ୍ଜାରେ ରଖିଛନ୍ତି ।’ ଅନୁଗୁଳରେ ଜନସଭାକୁ…

ଆଗ ନିଷ୍ପତ୍ତି ନିଅନ୍ତୁ, ତା’ପରେ କେଉଁ ରାଜ୍ୟକୁ ଏକ ନମ୍ୱର କରିବେ କହିବେ: ପାଣ୍ଡିଆନ

ଅନୁଗୋଳ: ବିରୋଧୀ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ପ୍ରଧାନମନ୍ତ୍ରୀ ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ପ୍ରଥମେ ସେମାନେ କୁହନ୍ତୁ, କେଉଁ ରାଜ୍ୟକୁ ଏକ ନମ୍ବର…

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୁ‌‌ଳ: ସକାଳୁ ସକାଳୁ ଦୁଃଖଦ ଖବର । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୩ଜଣଙ୍କ ଜୀବନ । ବାଇକ ସହ ମୁହାଁ ମୁହିଁ ଧକ୍କା ହେଲା ଟ୍ରକ୍‌ । ଦୁର୍ଘଟଣାରେ ବାଇକରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏନଏଚ୍ ୫୫ ପଞ୍ଚମହଲା ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ…

ହାଇୱାକୁ ଧକ୍କା ଦେଲା ଡଲଫିନ୍ ବସ୍; ଡ୍ରାଇଭର ମୃତ,୨୦ ଆହତ

ଅନୁଗୁଳ: ଦୁର୍ଘଟଣାଗ୍ରସ୍ତ ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ, ଡଲଫିନ ନାମକ ଏକ…