Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

ବାଲେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ବିପଦ ସଂକେତ ଟପିଲା ଜଳକା ନଦୀର ଜଳସ୍ତର । ବାଲେଶ୍ୱର ଜିଲ୍ଲା ବସ୍ତା ଅନ୍ତର୍ଗତ ମଥାନୀଠାରେ ବିପଦ ସଂକେତ ଟପିଛି । ମଥାନୀଠାରେ ଏବେ ୬.୦୨ ମିଟର ଜଳସ୍ତର ରହିଛି । ଏଠାରେ ଜଳକାର ବିପଦ ସଙ୍କେତ ସ୍ତର ରହିଛି ୫.୫୦ ମିଟର । ବସ୍ତା ଓ ବାଲେଶ୍ୱର ସଦର…

ବଙ୍ଗଳାମୁଖୀ ପୀଠରେ ଜଗତଜନନୀଙ୍କ ‘ମହାଗୌରୀ’ ବେଶ

ବାଲେଶ୍ୱର : ବିଭିନ୍ନ ସ୍ଥାନରେ ବିଭିନ୍ନ ରୂପରେ ପୂଜା ପାଉଛନ୍ତି ଜଗତଜନନୀ ମା' ଦୁର୍ଗା । ବାଲେଶ୍ୱରରେ ଶାରଦୀୟ ଦୁର୍ଗାପୂଜା ଅବସରରେ ବଙ୍ଗଳାମୁଖୀ ପୀଠରେ ଅର୍ଚ୍ଚିତ ହେଲେ ମାଆଙ୍କ ଅଷ୍ଟମ ସ୍ୱରୂପ ‘ମହାଗୌରୀ’। ଶକ୍ତିପୀଠରେ ଚାଲିଛି ମା’ ଆଦ୍ୟାଶକ୍ତିଙ୍କର ନବରାତ୍ର ପୂଜା।…

୧୭୭ ବର୍ଷର ଦୁର୍ଗାପୂଜା

ବାଲେଶ୍ୱର : ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା । ବାଲେଶ୍ୱରରେ ୧୭୭ ବର୍ଷ ଧରି ନିଷ୍ଠାର ସହ ଚାଲିଛି ଜମିଦାର ଦାସ ଘରେ ମା’ଙ୍କ ଶାରଦୀୟ ଦୁର୍ଗାପୂଜା । ସ୍ୱତନ୍ତ୍ର ରୀତିନୀତି ଓ କରୋନା କଟକଣା ମଧ୍ୟରେ ମହାମାୟୀଙ୍କ ପୂଜାର୍ଚ୍ଚନା ଚାଲିଛି । ଜିଲ୍ଲାର ବିଭିନ୍ନ ସାର୍ବଜନୀନ ମଣ୍ଡପ…

ଦଶହରାରେ ବାଲେଶ୍ୱରରେ ଆଖଡ଼ା ଖେଳ ପ୍ରଦର୍ଶନ

ବାଲେଶ୍ୱର: ଦୁର୍ଗାପୂଜାର ଅନ୍ୟତମ ଆକର୍ଷଣ ହେଉଛି ଆଖଡ଼ା ଖେଳ। ବାଲେଶ୍ୱରରେ ଆଖଡ଼ା ଦଳମାନେ ମହାବୀର ମନ୍ଦିର ପ୍ରାଙ୍ଗଣରେ ପହଞ୍ଚି ଶସ୍ତ୍ର ପୂଜା ସହ ହନୁମାନଙ୍କୁ ସଲାମୀ ପ୍ରଦାନ କରିଛନ୍ତି। ଏବର୍ଷ ବାଲେଶ୍ୱର ଆଖଡ଼ା ସଂଘ ପକ୍ଷରୁ ଏହି ପର୍ବ ପାଳିତ ହୋଇଥିଲା। ସହର ତଥା ଆଖପାଖ ଅଞ୍ଚଳର୨୫ଟି ଦଳ…

ବାଲେଶ୍ୱରର ଅଧିଷ୍ଠାତ୍ରୀ ଦେବୀ ମା’ କନକ ଦୁର୍ଗା

ବାଲେଶ୍ୱର: ଓଡିଶାର କୋଣଅନୁକୋଣରେ କୌଣସି ନା କୌଣସି ଦେବାଦବୀଙ୍କର ବିଶିଷ୍ଟତା ରହିଛି । ପ୍ରତ୍ୟେକ ସ୍ଥାନରେ ଏମିତି ଜଣେଜଣେ ପ୍ରତ୍ୟକ୍ଷ ଦେବୀ ରହିଛନ୍ତି, ଯିଏ କି ସମଗ୍ର ଅଂଚଳର ରକ୍ଷାକର୍ତ୍ତା ଭାବେ ବିରାଜମାନ ରହିଥାନ୍ତି । ଏହି ଧାରାରେ ବାଲେଶ୍ୱର ଜିଲ୍ଲା ସୁନାହାଟ ଗାଁର ପ୍ରତ୍ୟକ୍ଷ…

ଦୃଷ୍ଟି ବାଧିତ ମହିଳା କ୍ରିକେଟ ଟିମରେ ବାଲେଶ୍ୱରର ୫ ଜଣ ଛାତ୍ରୀ

ବାଲେଶ୍ୱର : ଦୃଷ୍ଟି ବାଧିତ ମହିଳା କ୍ରିକେଟ ଟିମରେ ବାଲେଶ୍ୱରର ୫ ଜଣ ଛାତ୍ରୀ । ମହିଳା କ୍ରିକେଟ ଟିମ୍ ପାଇଁ ରାଣୀପାଟଣାସ୍ଥିତ ଦୃଷ୍ଟିହୀନ ବିଦ୍ୟାଳୟର ୫ ଜଣ ଛାତ୍ରୀ ମନୋନୀତ ହୋଇଛନ୍ତି । ଏହି ଟିମ୍ ରେ ପଦ୍ମୀନି ଟୁଡୁ ଓ ମାମିନା ନାୟକ ଶ୍ରେଷ୍ଠ ବୋଲର ଏବଂ ଫୁଲ ସୋରେନ ,ବାସନ୍ତି ହାଁସଦା…

ମିଶନ ଶକ୍ତି ଋଣମେଳା:୧୨,୦୧୬ ଏସଏଚଜିଙ୍କୁ ୩୦୫.୭୦କୋଟି ଟଙ୍କାର ଋଣ ପ୍ରଦାନ

। ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ମିଶନ ଶକ୍ତି ଋଣମେଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମିଶନ ଶକ୍ତିର ନିର୍ଦ୍ଦେଶକ ତଥା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାକୁ ମୁଖ୍ୟଅତିଥିଭାବେ…

ଜଳେଶ୍ୱରରୁ ୫୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର: ଜଳେଶ୍ୱରରୁ ୫୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୪ ଅଭିଯୁକ୍ତ ଗିରଫ । ବାଲେଶ୍ବର ଜିଲ୍ଲାର ଜଳେଶ୍ୱରରେ ବ୍ରାଉନସୁଗାର କାରବାର ଥମିବାର ନାଁ ନେଉନି । ପୁଣି ୨୪୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ପୁଲିସ ।  ଦୁଇଟି ଅଲଗା ଅଲଗା ଜାଗାରୁ ଚଢାଉ କରି…

ବିପଦ ସଙ୍କେତ ଟପିଲା ଜଳକା

ବାଲେଶ୍ୱର: ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲିଛି ଜଳକା ନଦୀ । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀଠାରେ ବିଦପ ସଙ୍କେତ ଟପିଛି ଜଳକା ନଦୀର ଜଳସ୍ତର । ମଥାନୀଠାରେ ବିପଦ ସଙ୍କେତ ସ୍ତର ୫.୫୦ ମିଟର ରହିଥିବା ବେଳେ ଏବେ ୫.୭୭ ମିଟରରୁ ଅଧିକ ପାଣି ପ୍ରବାହିତ ହେଉଛି । ଫଳରେ ବାଲେଶ୍ୱର…

ଜାତୀୟ ରାଜପଥ ବନ୍ଦ

ଜଳେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ବାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବି । କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖୁବାକୁ ମିଳିଥିଲା। ସକାଳ ୬ଟାରୁ ଭାରତ ବନ୍ଦ ଡାକରା ଦିଆଯାଇଥିଲା । ସକାଳୁ ସକାଳୁ ବିଭିନ୍ନ…