Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ବହୁଚର୍ଚ୍ଚିତ ରେମୁଣା ଜମି ବ୍ୟବସାୟୀ ହତ୍ୟା ମାମଲା; ମୁଖ୍ୟ ଅଭିଯୁକ୍ତ ସମେତ ୭ ଗିରଫ

ବାଲେଶ୍ୱର: ବହୁ ତନାଘନା ପରେ ଶେଷରେ ବାଲେଶ୍ୱର ପୋଲିସକୁ ମିଳିଛି ବଡ ସଫଳତା । ଜମି ବ୍ୟବସାୟରେ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରେମୁଣା ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ ହୋଇଛି । ଏହି ମାମଲାରେ ମୁଖ୍ୟ କାର୍ପଟଦାର ସମେତ ଅନ୍ୟ ୭ ଅଭିଯୁକ୍ତ ପୋଲିସ ହାତରେ ଧରାପଡିଛନ୍ତି । ଏକ୍…

ମୃତ ଡଲଫିନ୍ ଉଦ୍ଧାର

ବାଲେଶ୍ୱର : ଗତକାଲି ବାଲେଶ୍ୱର ସମୁଦ୍ରକୂଳରେ ଦେଖାଦେଇଥିବା ଡଲଫିନ୍ ର ମୃତ ଦେହ ଉଦ୍ଧାର ହୋଇଛିା ମୃତ ଡଲଫିନ୍ ଭାସି ଭାସି ଆସି କୂଳରେ ଲାଗିଥିବା ସ୍ଥାନୀୟ ଲୋକ ବନବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଁଚି ମୃତ ଡଲଫିନକୁ ଉଦ୍ଧାର କରିଛନ୍ତି। ବାଲେଶ୍ୱର ଚାନ୍ଦିପୁର…

କ୍ଷୀରଚୋରା ଗୋପୀନାଥ ମନ୍ଦିରରେ କୃଷ୍ଣ ଜନ୍ମୋତ୍ସବ

ବାଲେଶ୍ୱର: ଧରାପୃଷ୍ଠରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ  । ଆଜିର ଏହି ଦିନକୁ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ ବୋଲି ପାଳନ କରାଯାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ତେବେ ଜନ୍ମାଷ୍ଟମୀ ନେଇ…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାଲେଶ୍ୱର: ଜିଲ୍ଲାର ଷ୍ଟେସନ୍ ଛକ ସ୍ଥିତ ବିଦେଶୀ ମଦ ଦୋକାନ ଫାଟକରେ ଆଜି ସକାଳେ ଝୁଲି ରହିଥିଲା ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ । ଦେହର ଅଧିକାଂଶ ସ୍ଥାନରେ ସୃଷ୍ଟି ହୋଇଥିଲା କ୍ଷତ ଚିହ୍ନ । ସ୍ଥାନାୟ ଲୋକଙ୍କଠାରୁ ଖବର ପାଇଁ ଘଟଣାସ୍ଥଳରେ ପହଁଚିଥିଲା ସହଦେବଖୁଣ୍ଟା ପୋଲିସ । ମିଳିଥିବା…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି, ବାଲେଶ୍ୱର ଗସ୍ତରେ ଉଚ୍ଚନ୍ୟାୟଳୟର ମୁଖ୍ୟ ବିଚାରପତି

ବାଲେଶ୍ୱର:ବାଲେଶ୍ୱର ଗସ୍ତରେ ଓଡିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଏସ.ମୂରଲୀଧର। ଜିଲ୍ଲା ବାର ଆସୋସିଏସନ୍ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିଲେ ମୁଖ୍ୟ ବିଚାରପତି । ବାଲେଶ୍ୱର ବିଚାର ବିଭାଗ ଦାୟିତ୍ୱରେ ଥିବା ଉଚ୍ଚନ୍ୟାୟଳୟର ବିଚାରପତି ଦେବବ୍ରତ ଦାଶ ଓ ମୁଖ୍ୟ ବିଚାରପତି…

ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ପଜିଟିଭ୍

ବାଲେଶ୍ୱର: ପିଲାଙ୍କ ପ୍ରତି ବଢ଼ିଛି କରୋନା ଭୟ । ରାଜ୍ୟରେ ଛୋଟ ଛୁଆଙ୍କୁ ସଂକ୍ରମଣ ବଢୁଛି । ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଏସଏନସିୟୁରେ ରହି ଚିକିତ୍ସିତ ହେଉଥିବା ବେଳେ କରୋନା ସଂକ୍ରମିତ ହୋଇଛନ୍ତି । ଆଉ ୮…

ପ୍ରାୟ ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗର ଜବତ, ୩ ବେପାରୀ ଗିରଫ

ବାଲେଶ୍ୱର: ବ୍ରାଉନସୁଗର ବେପାରର ପେଣ୍ଠସ୍ଥଳୀ ପାଲଟିଛି ବାଲେଶ୍ୱର ଜିଲ୍ଲା । ଜଳେଶ୍ୱର ପାଲଟିଛି ଧଳା ଜହର ହବ୍ । ଡିଲ୍ ବେଳେ ମାଡ଼ି ବସିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଜଳେଶ୍ୱର ମାର୍କେଟରୁ ପାଖାପାଖି ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗର ଜବତ ହୋଇଛି । ଯାହାର ଓଜନ ୨କିଲୋ ୪୦୨ ଗ୍ରାମ୍ ।…

ଚାନ୍ଦିପୁରରୁ ସବସୋନିକ୍ କ୍ରୁଜ୍ ମିସାଇଲ ‘ନିର୍ଭୟ’ର ସଫଳ ଉତକ୍ଷେପଣ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ନମ୍ବର ଲଞ୍ଚ ପ୍ୟାଡରୁ ମଧ୍ୟମ ଦୂରଗାମୀ ସବ୍‌ସୋନିକ୍‌ କ୍ରୁଜ୍‌ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ କରାଯାଇଛି । ସକାଳ ୯ଟା ୫୫ ମିନିଟ୍‌ରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ଭୟ କ୍ଷେପଣାସ୍ତ୍ରକୁ ଉତ୍‌କ୍ଷେପଣ କରାଯାଇଥିଲା । ପୂର୍ବରୁ…

ଫୁଲୁଛି ସୁବର୍ଣ୍ଣରେଖା: ବାଲେଶ୍ୱର ରାଜଘାଟରେ ବିପଦ ସଙ୍କେତ ଟପିଲା ଜଳସ୍ତର

ବାଲେଶ୍ୱର: ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଫୁଲୁଛି ସୁବର୍ଣ୍ଣରେଖା । ଜଳସ୍ତର ବୃଦ୍ଧି ପାଇଛି । ଆଜି ବାଲେଶ୍ୱର ଜିଲ୍ଲା ରାଜଘାଟ ନିକଟରେ ସୁବର୍ଣ୍ଣରେଖାର ଜଳସ୍ତର ବିପଦ ସଙ୍କେତ ଟପିଛି । ରାଜଘାଟ ନିକଟରେ ବର୍ତ୍ତମାନ ଜଳସ୍ତର ରହିଛି ୧୦.୫୪ ମିଟର । ଏଠାରେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର…

ହାଇଦରକୁ ଏନକାଉଣ୍ଟର ସ୍ଥଳରୁ ମିଳିଲା ୨ଟି ଖୋକା

ବାଲେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର କରାଯାଇଥିବା ସ୍ଥଳରେ ଖୋଳତାଡ । ଆଜି ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିବା ସହ ପ୍ରମାଣ ଯୋଗାଡ କରିଛି । ଖୋଳତାଡ ବେଳେ ଏନକାଉଣ୍ଟରସ୍ଥଳରୁ ମିଳିଛି ୨ଟି ଖୋକା । ଆଉ କିଛି ଖୋକା ପଡ଼ିଛି କି ନାହିଁ ତଦନ୍ତ କରୁଛି ସାଇଣ୍ଟିଫିକ୍ ଟିମ୍ ।…