Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

[ଭିଡିଓ] ହାଇଦରର ଖେଳ ଖତମ୍ କଲା ଓଡିଶା ପୋଲିସ

ବାଲେଶ୍ୱର: ଆଜି ଓଡିଶାର ସମସ୍ତ ଗଣମାଧ୍ୟମରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦରର ଏନକାଉଣ୍ଟର ଖବର ଖୁବ ଚର୍ଚ୍ଚା ସାଉଣ୍ଟିଛି । ପୋଲିସ ରିପୋର୍ଟ ମୁତାବକ ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଇ ହାଇଦର ଖସିଯିବାକୁ ଚେଷ୍ଟା କରିଥିଲା । ସେହି ସମୟରେ ପୋଲିସ ହାଇଦରକୁ ଏନକାଉଣ୍ଟର କରିଥିଲା ।

ଏଫ୍ ଏମ୍ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହେଲେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ

ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଛନ୍ତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ । ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ୪ ବର୍ଷ ପାଇଁ ସେ କୁଳପତି ଭାବେ କାମ କରିବେ । ପ୍ରଫେସର ତ୍ରିପାଠୀ ଉତ୍କଳ…

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ଖୁଲ୍ଲାସା କଲେ ପତ୍ନୀ ବିଦ୍ୟାଭାରତୀ

ମୟୂରଭଞ୍ଜ: ପାରଳାଖେମୁଣ୍ଡି ଏସିଏଫି ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ଓ ବୟାନ ସାମନାକୁ ଆସୁଛି । ହତ୍ୟା ଅଭିଯୋଗ ଆଣି ସୌମ୍ୟଙ୍କ ପତ୍ନୀ ନାଁରେ ଅଭିଯୋଗର ଲମ୍ବା ତାଲିକା ଦେଇଥିଲେ ଶାଶୁ ଘର ଲୋକ । ଏବେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ…

ପୋଲିସ ଡିଜିଙ୍କୁ ଦାବିପତ୍ର ଦେଲେ ମୃତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନଙ୍କ ବାପା

କଟକ: ମୃତ୍ୟୁର ୭ ଦିନ ପରେ ବି ରହସ୍ୟଘେରରେ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ । ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ପୋଲିସ ତଦନ୍ତ ଚଳାଇଥିବା ବେଳେ ଆଜି କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିଛନ୍ତି ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର । ପୋଲିସ ଡିଜିଙ୍କୁ ଦାବି…

ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା: ସୌମ୍ୟରଞ୍ଜନଙ୍କ ଘରେ ତଦନ୍ତକାରୀ ଟିମ୍

ବାଲେଶ୍ୱର: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୭ଦିନ ହେଲାଣି । ତଥାପି ରହସ୍ୟ ଉପରୁ ପରଦା ହଟିନି । ଅଧିକ ଖୋଳତାଡ ଭିତରେ ଆଜି ମୃତ ସୌମ୍ୟରଞ୍ଜନଙ୍କ ବାଲେଶ୍ୱର ଜିଲ୍ଲା ଖଇରା ସ୍ଥିତ ଘରେ ପହଞ୍ଚିଛି ପାରଳାଖେମୁଣ୍ଡି ପୋଲିସର ତଦନ୍ତକାରୀ ଟିମ୍ ।…

STF ଚଢାଉ,୨ କୋଟିରୁ ଅଧିକ ବ୍ରାଉନ୍ ସୁଗାର୍ ଜବତ

ବସ୍ତା : STF କୁ ମିଳିଛି ବଡ଼ ସଫଳତା । ନିଶା କାରବାର ବିରୁଦ୍ଧରେ STFର ସଫଳତା  ।  ଟିମ୍ ବାଲେଶ୍ବର ବସ୍ତା ଅଞ୍ଚଳରେ ଚଢାଉ କରି ୨ କିଲୋ ୧୨ ଗ୍ରାମର ବ୍ରାଉନ୍ ସୁଗାର୍ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ । ଏହି ଘଟଣା ରେ ଧାରା ୨୧ ସି, ୨୯ ଅନୁଯାୟୀ ମାମଲା…

ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ୱର: ସୋର ଉପକାରାଗାରେ ଜଣେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ତାଙ୍କ ନାଁ କମଳାକାନ୍ତ ବାରିକ । ତାଙ୍କ ଶରୀରରେ କ୍ଷତ ଚିହ୍ନ ରହିଛି । ଗତକାଲି ବିଳମ୍ବିତ ରାତିରେ କମଳାକାନ୍ତଙ୍କୁ ସୋର ହସ୍ପିଟାଲ ଆଣିଥିଲେ ଜେଲ୍ କର୍ତ୍ତୃପକ୍ଷ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…

ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର

ବାଲେଶ୍ବର : ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର । କୋଭିଡ୍ କଟକଣା ଭିତରେ ୫ ଦିନର ବିଶାଳ ଓ ଆକର୍ଷଣୀୟ ଉତ୍ସବକୁ ୫ ଘଣ୍ଟାରେ ସାରିଲା ବାଲେଶ୍ବର ଜଉକଣ୍ଢେଇ ବାହାଘର ଉତ୍ସବ କମିଟି । ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ରେ ପ୍ରତୀକାତ୍ମକ ଭାବରେ ସମଲେଇ ଓ ଶମ୍ଭୁନାଥ ଜଉକଣ୍ଢେଇ…

କେନ୍ଦ୍ରୀୟ ପ୍ରତିନିଧି ଦଳର ବାତ୍ୟା ସମୀକ୍ଷା

ବାଲେଶ୍ଵର: ବାଲେଶ୍ଵରରେ ବାତ୍ୟା ସମୀକ୍ଷା । ଏ ନେଇ ପାଇଁ ବାଲେଶ୍ଵରରେ ପହଂଚିଛନ୍ତି କେନ୍ଦ୍ରୀୟ ପ୍ରତିନିଧି ଦଳ। ସକାଳେ ପୋଲିସ ଲାଇନ ରିଜର୍ଭ ପଡ଼ିଆରେ ଏକ ଚାରି ଜଣିଆ ଟିମ ପହଞ୍ଚି ସର୍କିଟ ହାଉସରେ ପହଞ୍ଚିଥିଲେ। ସେଠାରୁ ପ୍ରତିନିଧି ଦଳ ସଦର ବ୍ଲକ ସାର୍ଥାରୁ ନେଇ ଚାନ୍ଦିପୁର, ବଳରାମଗଡ଼ି…

ପରଲୋକରେ ବିଶିଷ୍ଟ ଶିଳ୍ପପତି ହିମାଂଶୁ ଦାସ

ବାଲେଶ୍ୱର: ବିଶିଷ୍ଟ ଶିଳ୍ପପତି ତଥା ବିଭିନ୍ନ ଅନୁଷ୍ଠାନର ପୃଷ୍ଠପୋଷକ ହିମାଂଶୁ ଦାସ ଗତକାଲି ଦେହାନ୍ତ ହୋଇଯାଇଛି । ଗତ କିଛିଦିନ ହେଲା ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଗତକାଲି ରାତିରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବାଲେଶ୍ୱର…