Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ

ସୋର: ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ । ରେଳ ଧାରଣାରେ ପଡ଼ିଛି ୨ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ । ବାହାନଗା ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଦୁର୍ଘଟଣା । ପୁରୀ-ହାୱଡ଼ା ଏକ୍ସପ୍ରେସ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ଟ୍ରେନ୍‌ ଆସିବା ବେଳେ ଟ୍ରାକରେ…

ପରିସ୍ରା କରିବାକୁ ଆସି ଗଲା ଜୀବନ, ବୃଦ୍ଧାଙ୍କୁ ଦଳିଦେଲେ ହାତୀପଲ

ବାଲେଶ୍ୱର: ପୁଣି ବାଲେଶ୍ୱର ଜିଲ୍ଲା ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବିଳମ୍ବିତ ରାତିରେ ବୃଦ୍ଧାଙ୍କୁ ଦଳିଦେଲେ ହାତୀପଲ। ପରିସ୍ରା କରିବାକୁ ବାଡ଼ି ପଛକୁ ଯାଇଥିଲେ ବୃଦ୍ଧା। ହେଲେ ବୃଦ୍ଧାଙ୍କୁ ଶୁଣ୍ଢରେ କଚାଡ଼ି ମାରିଲା କୁଳଡିହା ହାତୀ। ନୀଳଗିରି ଥାନା ଅଧୀନ ସନ୍ତରଗଡିଆ ପଞ୍ଚାୟତ…

ବାଲେଶ୍ବର ପୌରାଞ୍ଚଳରେ କାଲିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ, ମିଳିବ ମୋବାଇଲ୍‌ ଇଣ୍ଟରନେଟ୍‌

ବାଲେଶ୍ବର: ବାଲେଶ୍ବର ପୌରାଞ୍ଚଳରେ ଆସନ୍ତାକାଲିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ। ଏନେଇ ସୂଚନା ଦେଲେ ବାଲେଶ୍ବର ଜିଲ୍ଲାପାଳ ଆଶିଷ ଠାକ୍‌ରେ। ଗୋଷ୍ଠୀ ସଂଘର୍ଷକୁ ନେଇ ବାଲେଶ୍ୱର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି। ଲାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆସନ୍ତାକାଲି…

ବାଲେଶ୍ୱରରେ ୪ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ, କେବଳ ଲ୍ୟାଣ୍ଡଲାଇନ୍‌ ଫୋନ୍‌ରେ ମିଳିବ ଇଣ୍ଟରନେଟ୍‌ ସେବା

ବାଲେଶ୍ୱର: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଅନିର୍ଦ୍ଧିଷ୍ଟକାଳ ପାଇଁ ଜାରି ରହିଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଛି। କର୍ଫ୍ୟୁକୁ ଆଜି ୪ ଘଣ୍ଟା ପାଇଁ କୋହଳ କରାଯିବ ବୋଲି ଜିଲ୍ଲାପାଳ ଆଶିଷ ଠାକରେ କହିଛନ୍ତି। ସକାଳ ୭ଟାରୁ ଦିନ ୧୧ଟା ପର୍ପ୍ୟନ୍ତ କୋହଳ…

ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ, ବନ୍ଦ ରହିଛି ଇଣ୍ଟରନେଟ ସେବା

ବାଲେଶ୍ବର: ଜିଲ୍ଲାରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପରେ ପୁରା ସହରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ…

ହସ୍ପିଟାଲରୁ ଶିଶୁପୁତ୍ର ଚୋରି

ବାଲେଶ୍ବର: ହସ୍ପିଟାଲରୁ ଶିଶୁପୁତ୍ର ଚୋରି । ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ଶିଶୁପୁତ୍ର ଚୋରି ଅଭିଯୋଗ ହୋଇଛି । ବିଭାଗରୁ ଜଣେ ମହିଳା ଚୋରି କରି ନେଇଥିବା ଅଭିଯୋଗ କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ, କାଲି ରାତିରେ ଜନ୍ମିତ ଶିଶୁକୁ ଶିଶୁ ଓ୍ବାଡ୍ ରେ ଟିକା ଦିଆଯିବ କହି…

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ସୋରେ: କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ସୋର ଷ୍ଟେସନ ନିକଟରେ ୨ଟି ବଗିରେ ଲାଗିଲା ନିଆଁ । ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଚାଲିଛି ଉଦ୍ୟମ । ତେବେ ତାଳଚେରରୁ ଝାଡ଼ଖଣ୍ଡ ଯିବା ବେଳେ ଘଟିଛି ଏହି ଅଘଟଣ । ସୂଚନା ମୁତାବକ, ଆଜି ତାଳଚେରରୁ ଝାଡଖଣ୍ଡ ଯାଉଥିବା…

ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, କେଉଁଠୁ ଆସୁଛି କିଛି ଜଣା ପଡୁନାହିଁ

ବାଲେଶ୍ବର: ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଭୟଭୀତ ହୋଇ ଘରୁ ବାହାରି ଆସିଲେ ଲୋକେ । ହେଲେ କେଉଁଠୁ ଆସୁଛି କିଛି ଜଣାପଡୁନି । କିଛି ଏଭଳି ଘଟଣା ଆଜି ପୁଣି ଶୁଣିବାକୁ ମିଳିଛି ବାଲେଶ୍ବର ନୀଳଗିରି ଅଞ୍ଚଳ ଓ ଭଦ୍ରକ ବାସୁଦେବପୁରରେ । ଏଭଳି ପ୍ରଚଣ୍ଡ ଶବ୍ଦ ଶୁଣି ଭୟଭୀତ ହୋଇଛନ୍ତି ଲୋକେ…

ଭୋଟ୍ ଦେବା ସମୟରେ ଅଘଟଣ, ଚାଲିଗଲା ବୃଦ୍ଧଙ୍କ ଜୀବନ

ବାଲେଶ୍ବର: ଭୋଟ୍ ଦେବାକୁ ଆସିଥିଲେ ଚାଲିଗଲା ଜୀବନ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରିରେ । ଭୋଟ୍ ଦେବାକୁ ଆସି ବୁଥ୍ ରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ,ଭୋଟ୍ ଦେବାକୁ ଆସି  ବୁଥ୍ ରେ ଟଳିପଡିଥିଲେ ବୃଦ୍ଧ । ନୀଳଗିରି ଈଶ୍ବରପୁର ୧୫୯ ନଂ…

ନୀଳଗିରିରେ ପଶିଲେ ୪୬ ଟିକିଆ ହାତୀପଲ

ବାଲେଶ୍ବର: ୪୬ଟିକିଆ ହାତୀପଲ ଦେଖି ଲୋକେ ଭୟଭୀତ। ବାଲେଶ୍ୱର ନୀଳଗିରିର ପ୍ରବେଶ କରିଛନ୍ତି ୪୬ ଟିକିଆ ହାତୀପଲ । ବନ ବିଭାଗ ଡାକବାଜି ଯନ୍ତ୍ର ସାହାଯ୍ୟରେ ସାବଧାନ ରହିବାକୁ ଲୋକଙ୍କୁ ସଚେତନ କରାଇଲା । ମୟୁରଭଞ୍ଜ ଜିଲ୍ଲା ନଡ଼ପୁର ଜଙ୍ଗଲ, ସୋନନଦୀ ପାର ହୋଇ ନୀଳଗିରି ଅଞ୍ଚଳକୁ ପ୍ରବେଶ…