Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ବାତ୍ୟା ପରବର୍ତ୍ତୀ ଉଦ୍ଧାର ପାଇଁ ବାଲେଶ୍ୱରରେ ପହଞ୍ଚିଲେଣି ବିଭିନ୍ନ ଜିଲ୍ଲାରୁ ଓଡ୍ରାଫ୍ ଟିମ୍

ବାଲେଶ୍ୱର: ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ଥଇଥାନକୁ ଗୁରୁତ୍ୱ ଦେଉଛନ୍ତି ସରକାର । ଜିରୋ କାଜୁଆଲିଟିକୁ ଫୋକସ କରି ମୁକାବିଲା ପ୍ରସ୍ତୁତି ଚାଲିଛି । ବାତ୍ୟାରେ ବାଲେଶ୍ୱର ଜିଲ୍ଲା ବେଶୀ ପ୍ରଭାବିତ ହେବା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ନିୟୋଜିତ ହୋଇଛନ୍ତି ଓଡ୍ରାଫର ୧୨ଟି…

ବାଲେଶ୍ୱରରେ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ସ୍ୱତନ୍ତ୍ର ରିଲିଫ କମିଶନର

ବାଲେଶ୍ୱର: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ନେଇ ଜିଲ୍ଲାସ୍ତରରେ ବସୁଛି ଘନ ଘନ ବୈଠକ । ଆଜି ବାଲେଶ୍ୱରରେ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଜିଲ୍ଲାପାଳ, ଏସପି ଓ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ନେଇ ପୁଙ୍ଖାନୁପୁଙ୍ଖ…

ବାଲେଶ୍ବରରୁ ଉଦ୍ଧାର ଡ଼ଲଫିନର ମୃତ୍ୟୁ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ଏକ ନଦୀ ମୁହାଣରୁ ଉଦ୍ଧାର ହୋଇଥିବା ଆହତ ଡଲଫିନର ଶୁକ୍ରବାର ମୃତ୍ୟୁ ଘଟିଛି। ଖବର ଅନୁଯାୟୀ, ବାଲିଆପାଳର କିଛି ସ୍ଥାନୀୟ ଲୋକ କଙ୍କଡାପାଳ ନଦୀ ମୁହାଣ ନିକଟରେ ଏକ ଡଲଫିନକୁ ଆହତ ଅବସ୍ଥାରେ ଦେଖିବାକୁ ପାଇଥିଲେ। ଏନେଇ ବନ ଅଧିକାରୀମାନଙ୍କୁ ଜଣାଇବା ପରେ…

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍

ବାଲେଶ୍ୱର: କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ବାଲେଶ୍ୱର ସହଦେବଖୁଣ୍ଟା ଅଞ୍ଚଳରୁ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଦୁଇ ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ଜବତ ହୋଇଛି ୧ କେଜି ୩୬୦ ଗ୍ରାମ ବ୍ରାଉନସୁଗର । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୩୬ ଲକ୍ଷ…

ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କୋଭିଡ୍ ସ୍ଥିତି ସମୀକ୍ଷା କଲେ ପୋଲିସ ଡିଜି

ବାଲେଶ୍ୱର: ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ବ୍ୟାପୁଛି କରୋନା କାୟା । ଓଡ଼ିଶାର ସୀମାନ୍ତବର୍ତ୍ତୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ସଂକ୍ରମଣ ବଢୁଛି । ଆଜି ବାଲେଶ୍ୱର ଗସ୍ତରେ ଯାଇ ଦୁଇଟିଯାକ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ ।…

ଆଜି ବାଲେଶ୍ୱର ଯିବେ ପୋଲିସ ଡିଜି, ସୀମାରେ ଏନଫୋର୍ସମେଣ୍ଟ ସ୍ଥିତି ପରଖିବେ

ଭୁବନେଶ୍ୱର: ଆଜି ବାଲେଶ୍ୱର ଗସ୍ତରେ ଯିବେ ପୋଲିସ ଡିଜି ଅଭୟ । ଏହି ଦୁଇ ଜିଲ୍ଲାରେ କୋଭିଡ୍ ଏନଫୋର୍ସମେଣ୍ଟର ସମୀକ୍ଷା କରିବେ । ବିଶେଷ କରି ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ପୋଲିସ ଡିଜି । ବିଶେଷ କରି ପଶ୍ଚିମବଙ୍ଗ ଫେରନ୍ତାଙ୍କୁ…

ମୁସଲିମ ଝିଅ ମାମୁନିଙ୍କ ମୁହଁରେ ବେଦମନ୍ତ୍ର, ବାଣ୍ଟୁଛନ୍ତି ସର୍ବଧର୍ମ ସମନ୍ବୟର ବାର୍ତ୍ତା, ଝିଅକୁ ଭେଟି ସମସ୍ତ ପାଠ…

ବାଲେଶ୍ବର: ଗରିବ ମୁସଲିମ୍‌ ଝିଅ ମୁହଁରେ ବେଦମନ୍ତ୍ର । ମହାମୃତ୍ୟୁଞ୍ଜୟ ମନ୍ତ୍ର ସାଙ୍ଗକୁ ଗଣେଷ ବନ୍ଦନା, ଗୁରୁବନ୍ଦନା ସବୁ କିଛି ମୁଖସ୍ଥ କରି ରଖିଛନ୍ତି । ଏ ହେଉଛନ୍ତି ଜଣେ ମୁସଲମାନ ପରିବାରର ଝିଅ । ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ ସୂନାରୁଇ ଗାଁର ଏକ ଗରିବ ମୁସଲିମ ପରିବାରର ଝିଅ…

ବାଲେଶ୍ୱରରେ ମୁଖ୍ୟ ସଚିବ ଓ 5T ସଚିବ, ଉନ୍ନୟନମୂଳକ କାମର କଲେ ସମୀକ୍ଷା

ବାଲେଶ୍ୱର: ଦିନିକିଆ ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ତାଙ୍କ ସହ 5T ସଚିବ ଭି. କେ. ପାଣ୍ଡିଆନ୍ ଓ ପୂର୍ତ୍ତ ସଚିବ କ୍ରିଷନ କୁମାର ମଧ୍ୟ ଅଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସେମାନେ ବାଲେଶ୍ୱରରେ ବିଭିନ୍ନ ଉନ୍ନୟନମୂଳକ କାମ ସମୀକ୍ଷା…

ଥାନା ଭିତରେ ପଶି ଅଭିଯୋଗକାରୀ ଦମ୍ପତିଙ୍କୁ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର: ଥାନା ଭିତରେ ଅଭିଯୋଗକାରୀଙ୍କୁ ହାଣିଲେ ଦୁର୍ବୃତ୍ତ । ପୋଲିସ ଉପସ୍ଥିତିରେ ଏକାଧିକ ଲୋକ ସଂଘବଦ୍ଧ ଆକ୍ରମଣ କଲେ । ଥାନାରେ ଅଭିଯୋଗ କରିବାକୁ ଯାଇଥିବା ଦୁଇ ଜଣଙ୍କୁ ମାରଣାସ୍ତ୍ରରେ ହାଣି ଲହୁଲୁହାଣ କଲେ । ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଭିତରେ ଏଭଳି ଅଭାବନୀୟ ଘଟଣା ଘଟିଛି ।…

ପିଲା ଚୋର ସନ୍ଦେହରେ ଦୁଇ ଅଜଣା ଲୋକଙ୍କୁ ନିସ୍ତୁକ ମାଡ଼

ବାଲେଶ୍ୱର: ପିଲା ଚୋର ସନ୍ଦେହରେ ଅଜଣା ଲୋକଙ୍କୁ ମାଡ଼ । ଦୁଇ ଜଣଙ୍କୁ ଅଟକ ରଖି ନିସ୍ତୁକ ମାଡ଼ ମାରିଛନ୍ତି ଗାଁ ଲୋକ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ରସୁଲପୁର ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଗୋଟିଏ କାରରେ ୪ ଜଣ ପିଲା ଚୋରି କରିବାକୁ ଆସିଥିବା ଅଭିଯୋଗ ହୋଇଛି । ସେମାନଙ୍କ…