Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ସ୍ମଗଲର ଗିରଫ

ବାଲେଶ୍ୱର: ବ୍ରାଉନସୁଗର କାରବାରର ଲିଙ୍କ ଲାଇନ୍ ପାଲଟିଛି ବାଲେଶ୍ୱର ଜିଲ୍ଲା । କୋଲକାତାରୁ ଚାଲାଣ ବେଳେ ବାଲେଶ୍ୱରରୁ ପୁଣି ଜବତ ହୋଇଛି କୋଟିଏରୁ ଅଧିକ ଟଙ୍କାର ଧଳା ଜହର । ବାଲେଶ୍ୱର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରୁ ଜବତ ହୋଇଛି ଦେଢ଼ କେଜିର ବ୍ରାଉନସୁଗର । କ୍ରାଇମବ୍ରାଞ୍ଚ ଏସଟିଏଫ୍ ୧…

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୧୦ ବଖରା ଘର, ନିଆଁ ଲାଗି ତିନି ଜଣ ଆହତ

ସୋର(ବାଲେଶ୍ୱର): ରାତିରେ ଶୋଇଥିବା ବେଳେ ଘରେ ଲାଗିଲା ନିଆଁ । ଜଣଙ୍କ ଘରୁ ଅନ୍ୟ ଜଣଙ୍କ ଘରକୁ ବ୍ୟାପିଲା । ନିଆଁ ଗିଳିଦେଲା ଦୁଇଟି ଗାଁରେ ୧୦ ବଖରା ଘର ଓ ଲକ୍ଷାଧିକ ଟଙ୍କାର ସାଇତା ସମ୍ପତ୍ତି । ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ଗତକାଲି ରାତିରେ ଦୁଇ ଦୁଇଟି ଅଗ୍ନିକାଣ୍ଡ ହୋଇଛି । ସୋର…

କୁଳଡିହା ଜଙ୍ଗଲରେ ନିଆଁ ଲାଗିଥିବା ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲା କଂଗ୍ରେସର ସ୍ବତନ୍ତ୍ର ଦଳ 

ନୀଳଗିରି: କୁଳଡିହା ଅଭୟାରଣ୍ୟରେ ଲାଗିଛି ନିଆଁ । ଜଙ୍ଗଲ ବିଭାଗ ନିଆଁକୁ ଆୟତ୍ତ କରିବାରେ ବିଫଳ ହୋଇଥିବା ଅଭିଯୋଗ ହୋଇଛି । ଜଙ୍ଗଲରେ ନିଆଁ ଲାଗିଥିବା ସ୍ଥିତି ଅନୁଧ୍ୟାନ ପାଇଁ କଂଗ୍ରେସର ସ୍ବତନ୍ତ୍ର ଦଳ କୁଳଡିହା ଜଙ୍ଗଲରେ ପହଞ୍ଚିଥିଲେ । ରାଜ୍ୟ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ,…

ନାଳରେ ଭାସୁଛି ବିରାଟକାୟ ସାର୍କର ମୃତଦେହ

ବାଲେଶ୍ୱର: ନାଳରେ ଭାସୁଛି ସାର୍କର ମୃତଦେହ । ବିରାଟକାୟ ସାର୍କ । ବାଲେଶ୍ୱର ଜିଲ୍ଲା ଖଣ୍ଟପଡ଼ା ଥାନା ଅନ୍ତର୍ଗାତ କଣ୍ଟିଆଚେରା ଗାଁ ନିକଟ ନାଳରେ ସାର୍କରୁ ମୃତଦେହ ଦେଖିବାକୁ ମିଳିଛି । ଆଜି ସକାଳେ ସମୁଦ୍ରକୁ ସଂଯୋଗ କରୁଥିବା ନାଳରେ ସାର୍କର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିବାକୁ…

ପୂଜା ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ

ବାଲେଶ୍ୱର: ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ଗିଲାଯୋଡି ଗାଁରେ ଏହି ଘଟଣା ଘଟିଛି । ଠାକୁରାଣୀଙ୍କ ପୂଜା ଭୋଗ ଖାଇବା ପରେ ଗାଁର କିଛି ପୁରୁଷ, ମହିଳା ଓ ଛୋଟ ଛୋଟ ଛୁଆ ଅସୁସ୍ଥ ହୋଇ ପଡ଼ିଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ବସ୍ତା ଓ ପାଉଁଶକୁଲି…

ବିଲ ମଝିରୁ ୨ଟି କଟା ଗୋଡ଼ ଉଦ୍ଧାର

ଜଳେଶ୍ୱର: ଜାତୀୟ ରାଜପଥ ପାର୍ଶ୍ୱ ବିଲ ମଝିରେ ପଡ଼ିଛି ୨ଟି କଟା ଗୋଡ଼ । ତେବେ ଏହି ଗୋଡ଼ କାହାର ଜଣାପଡ଼ି ନାହିଁ । ଚାଷ କାମ କରିବାକୁ ଯାଉଥିବା ଲୋକେ କଟା ଗୋଡ଼ ଦେଖି ପୁଲିସକୁ ଖବର ଦେଇଥିଲେ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଜମାଲପୁର ଗାଁରେ ଘଟିଛି ଘଟଣା । ସବୁଦିନ ପରି ଆଜି କିଛି ଲୋକ…

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

ବାଲେଶ୍ୱର: ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ । ଦୁଇ ରାଜ୍ୟର ଅଧିକାରୀ ଏନେଇ ଆଲୋଚନା ଜାରି ରଖିଛନ୍ତି । ପଶ୍ଚିମବଙ୍ଗର ପଶ୍ଚିମ ମେଦିନପୁର ଜିଲ୍ଳା କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି । ବୈଠକରେ ବାଲେଶ୍ୱର ଏଡିଏମ, ଉପ-ଜିଲ୍ଲାପାଳ, ସହକାରୀ ଉପ-ଜିଲ୍ଲାପାଳ,…

ଶନି ମନ୍ଦିରରୁ ତାଲା ଭାଙ୍ଗି ରୁପା ମୁକୁଟ ଓ ସୁନା ଅଳଙ୍କାର ଲୁଟ୍

ବାଲେଶ୍ୱର: ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା । ନେଇଗଲେ ଠାକୁରଙ୍କ ରୁପା ମୁକୁଟ ଓ ସୁନା ଅଳଙ୍କାର । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଖଡ଼ିପଦା ଗାଁରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ଲୁଟ୍ ହୋଇଛି । ମନ୍ଦିର ଭିତରୁ ଠାକୁରଙ୍କ କେଜିଏରୁ ଅଧିକ ରୁପା ମୁକୁଟ ସହ ସୁନା ଅଳଙ୍କାର ଧରି…

ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ, ଡ୍ରାଇଭର ଓ ହେଲପର ଫେରାର

ନୀଳଗିରି: ଶାଗୁଆନ ବୋଝେଇ କାଠ ଗାଡି ଜବତ । ନୀଳଗିରି ବନ ବିଭାଗ ଅଧିନ କୋଲାହଟ ବରମପୁର ଅଞ୍ଚଳରୁ ଶାଗୁଆନ କାଠ ବୋଝେଇ ଗାଡି ଜବତ ହୋଇଛି । ଏକ ଟାଟା ଏସି ଗାଡ଼ିରେ କିଛି ଶାଗୁଆନ କାଠ ବୋଝେଇ ହୋଇଯାଉଥିବା ବେଳେ ବିଶେଷ ସୂତ୍ରରୁ ନୀଳଗିରି ବନ ବିଭାଗ ଖବର ପାଇଥିଲା । ନୀଳଗିରି ରେଞ୍ଜର…

ଚୋରି କରିବାକୁ ମନ୍ଦିରରେ ପଶିଥିଲେ, ଧରିଲେ ଗାଁ ଲୋକ

ବାଲେଶ୍ୱର: ମନ୍ଦିରରେ ଚୋରି କରିବାକୁ ପଶିଥିଲେ ଚୋର । ଜାଣିଲେ ଗାଁ ଲୋକ । ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ପାରିଭିଲା ଗାଁରେ । ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି ଗାଁ ଲୋକ ।…