Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ସୋର ଷ୍ଟେସନରେ ମାଲବାହୀ ଟ୍ରେନ ଧକ୍କାରେ ଭାଙ୍ଗିଲା ଫୁଟ୍ ଓଭରବ୍ରିଜ୍

ବାଲେଶ୍ୱର: ବାଲେଶ୍ଵର ସୋରସ୍ଥିତ ରେଲୱେ ଷ୍ଟେସନରେ ଫୁଟ୍ ଓଭର ବ୍ରିଜକୁ ଧକ୍କା ଦେଇଛି ଏକ ମାଲବାହୀ ଟ୍ରେନ । ଏଥି ସହ ଷ୍ଟେସନ୍ ସିଗନାଲ ଖୁଣ୍ଟ ମଧ୍ୟ ଭାଙ୍ଗି ପଡ଼ିଛି । ତେବେ ଏହି ଘଟଣାରେ କାହାର କିଛି କିଛି କ୍ଷତି ହୋଇ ନଥିବା ଜଣାପଡିଛି । ରାତି ପ୍ରାୟ ନଅଟା ବେଳେ ଘଟିଛି ଏହି ଘଟଣା ।…

ଏମ୍‌ବିଏ ପଢୁଆ ଧଳାଜହର ବେପାରୀ ଗିରଫ, ଦେଢ କୋଟି ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର: ଏକ ବଡ ଧରଣର ଧଳା ଜହର କାରବାର ପର୍ଦ୍ଦାଫାଶ ହୋଇଛି । ଏକସଙ୍ଗରେ ବାଲେଶ୍ୱରରୁ ଜବତ ହୋଇଛି ୧କିଲୋ ୩୨୫ ଗ୍ରାମ ବ୍ରାଉନ ସୁଗାର । ଯାହାର ଆନୁମାନିକ ମୂଲ୍ୟ ଦେଢ କୋଟି । ଏଥି ସହ କାରବାରରେ ସଂପୃକ୍ତ ବେପାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ସୂଚନା ଯୋଗ୍ୟ ଯେ,…

ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଓଡ଼ିଶାର ହସ୍ତକଳା ଶିଳ୍ପୀ ପରିବାର ଓ ପ୍ରବାସୀ ଶ୍ରମିକଙ୍କ ପାଇଁ ମିସନ ଅନ୍ନ ସେବା…

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ମିସନ ଅନ୍ନ ସେବାର ଅଂଶ ସ୍ୱରୂପ କୋଭିଡ୍‌-୧୯ ଲକ୍‌ଡାଉନ୍ ସମୟରେ ସାରା ଦେଶରେ ପ୍ରବାସୀ ଶ୍ରମିକ ଓ ଅଭାବୀ ବର୍ଗର ଲୋକମାନଙ୍କୁ ପାଞ୍ଚ କୋଟିରୁ ଉର୍ଦ୍ଧ୍ୱ ଭୋଜନ ବଣ୍ଟନ ଓ ସହାୟତା ପ୍ରଦାନ କରିଥିବା ରିଲାଏନ୍ସ ଫାଉଣ୍ଡେସନ ଏବେ ଏହି ସହାୟତାକୁ ସଂପ୍ରସାରିତ…

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ବାଲେଶ୍ୱରରେ ବଜ୍ରାଘାତରେ ଭାଇଭଉଣୀ ମୃତ

ସୋର: ରାକ୍ଷୀ ପୂର୍ଣ୍ଣିମା ପାଇଁ ଭଉଣୀ ଆସିଥିଲା ଭାଇ ହାତରେ ରାକ୍ଷୀ ବାନ୍ଧିବା ପାଇଁ । କିନ୍ତୁ କିଏ ଜାଣିଥିଲା ଏଇ ହସଖୁସି ଥିଲା କ୍ଷଣିକ ପାଇଁ । ଗୋଟିଏ ମିନିଟରେ ସବୁ କିଛି ଓଲଟପାଲଟ ହୋଇଗଲା । ଲିଭି ଗଲା ଦୁଇ ଦୁଇଟି ଜୀବନ ଦୀପ । ଘଟଣାଟି ଘଟିଛି ବାଲେଶ୍ୱର ଖନ୍ତାପଡା ଥାନା ମଣ୍ଡ…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଆକ୍ରାନ୍ତ ଯବାନ

ବାଲେଶ୍ୱର : କରୋନା ଛଡାଇନେଲା ମାଆର ଭେଣ୍ଡିଆ ପୁଅକୁ । ଭାରତ ମାତାର ସେବା କରିବା ପାଇଁ ଯାଇଥିବା ପୁଅ ଆଜି କରୋନା ସଂକ୍ରମଣରେ ଜୀବନ ଯୁଦ୍ଧରେ ହାରିଯାଇଛି । ଏବେ ପରିସ୍ଥିତି ଏପରି ଯେ ମଲାପୁଅର ମୁହଁକୁ ବି ଦେଖିପାରିଲେନି ମାଆ ବାପା । ତେଣୁ ମାଆ ଛାତି ଫାଟିଯାଉଛି । ସେ ନିରୁପାୟ । ବାହୁନି…

ଲକ୍ ଡାଉନ ପ୍ରେମ ପରେ ବିବାହ, ନେପାଳର ଝିଅ ହେଲେ ଓଡିଆ ବୋହୂ

ଭୁବନେଶ୍ୱର: କଥାରେ ଅଛି ଯାହା ପାଇଁ ଯିଏ ଗଢା । ସାଥୀ ଯଦି ସାତ ଦରିଆ ପାରିରେ ବି ଥାଏ କେମିତିନା କେମିତି ତା ସାଙ୍ଗେ ଭେଟ ହୁଏ । ଏହି ଭଳି ଏକ ଘଟଣା ଘଟିଛି ବାଲେଶ୍ୱରର ଗୋଳିହା ଗାଁରେ । ଯେତେବେଳେ ସାରା ଦେଶରେ ଲକ୍ ଡାଉନ ସେତେବେଳେ ମୁମ୍ବାଇରେ ଫଶି ଯାଇଥିଲେ କ୍ଷୀରୋଦ । ସେହି ସମୟରେ…

ଜୁଲାଇ ୧ରୁ ନିଖୋଜ ଅଛନ୍ତି ଏହି ମହିଳା ପୋଲିସ ଅଧିକାରୀ !

ବାଲେଶ୍ୱର: ବାଲେଶ୍ୱର ଟାଉନ ଥାନାର ଭାରପ୍ରାପ୍ତ ଇନସପେକ୍ଟର (ଆଇଆଇସି) ସରୋଜିନୀ ନାୟକ ଜୁଲାଇ ୧ରୁ ନିଖୋଜ ଅଛନ୍ତି । ମିଳିଥିବା ସୂଚନାନୁଯାୟୀ, ଏହି ମହିଳା ଆଇଆଇସିି ଜଣକ ନିଖୋଜ ହେବାଦିନ ସନ୍ଧ୍ୟା ୭ଟା ବେଳେ ତାଙ୍କୁ ଶେଷଥର ଲାଗି ଦେଖିବାକୁ ମିଳିଥିଲା । ମାତ୍ର ସେହିଦିନ ବାଲେଶ୍ୱର…

ପରଲୋକରେ ବାଲେଶ୍ୱର ସଦର ବିଧାୟକ ମଦନମୋଦନ ଦତ୍ତ

ଭୁବନେଶ୍ୱର : ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହୃଦଘାତରେ ଆଜି ଦେହାନ୍ତ ହୋଇଛି । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା । ମଦନମୋହନଙ୍କ ପୁଅ ମାନସ…

ବାଲେଶ୍ଵରରେ ଓଲଟିଲା ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍

ବାଲେଶ୍ଵର: ବାଲେଶ୍ବର ଜିଲ୍ଲାର ଜଳେଶ୍ୱର ଅନ୍ତର୍ଗତ ଲକ୍ଷ୍ମଣନାଥ ଚେକ୍ ଗେଟ୍ ନିକଟରେ ପ୍ରାୟ ୫୦ ଜଣ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ବସ୍ କେରଳରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିବା ସୁତ୍ରରୁ…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ‘ଅମ୍ଫାନ୍‌’ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦୀପ ଦେଇ ଦିନ ୩ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ସୁନ୍ଦରବନ ଅଞ୍ଚଳ ଅତିକ୍ରମ କରିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିଲୋମିଟର ରହିଥିବା ସହିତ ୧୮୫ ର ଝଟକା ଥିଲା । ଏହାର ପ୍ରଭାବରେ ଆଗାମୀ…