Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ଓଡିଶାରେ ବିଜେପି ଓ ବିଜେଡି ମିଶିକି ଅଛନ୍ତି: ରାହୁଲ

ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏଥିପାଇଁ  ଆଜି ସରୁଛି ପ୍ରଚାର। ଶେଷ ଦିନରେ ୩ ରାଜନୈତିକ ଦଳ ନିଜର ଜୋରଦାର ପ୍ରଚାର ଚଳାଇଛନ୍ତି । ଏହିମଧ୍ୟରେ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସି ସିମୁଳିଆ…

ଓଡ଼ିଶାର ବିକାଶ ନାଁରେ ବିଶ୍ୱାସଘାତକତା କରିଛି ବିଜେଡି: ମୋଦି

ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏହି ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାରିପଦା  ପରେ ବାଲେଶ୍ୱର ଜିଲ୍ଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି । ବାଲେଶ୍ୱର…

୬ଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବେ ଶପଥ ଗ୍ରହଣ; ମିଳିବ ମା’ଙ୍କୁ ପେନସନ, ପିଲାଙ୍କୁ ବୃତ୍ତି

ଜଳେଶ୍ବର: ଚାଲିଛି ଛକାପଞ୍ଝା । ବିରୋଧୀ ଶାସକଙ୍କ ନାଁ ନେଇ ଶାସକ ବିରୋଧୀଙ୍କ ନାଁ ନେଇ । ଉଠୁଛି ପଡୁଛି ପ୍ରଚାର ମଇଦାନ । ଆରୋପ, ପ୍ରତ୍ୟାରୋପ ଆଉ ପ୍ରତିଶ୍ରୁତି, ଏହାରି ଉପରେ ବିଭିନ୍ନ ଦଳ ଭୋଟ ଅପିଲ୍ କରୁଛନ୍ତି । ଏହି କ୍ରମରେ ଆଜି ଜଳେଶ୍ବରରେ ହୁଙ୍କାର ଭରିଛନ୍ତି ବିଜେଡି ନେତା…

ବନ୍ଦ ଘରୁ ଦମ୍ପତ୍ତିଙ୍କ ମୃତଦେହ,କାରଣ ଅସ୍ପଷ୍ଟ

ବାଲେଶ୍ୱର: ବନ୍ଦ ଘରୁ ଦମ୍ପତ୍ତିଙ୍କ ମୃତଦେହ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ପୁରୁଷୋତମପୁରରେ ଦେଖିବାକୁ ମଳିଛି ଏହି ଅଭାବନୀୟ ଘଟଣା । ଏକ ବନ୍ଦ ଘରେ ଭିତରେ ପତି ପତ୍ନୀ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ମୃତ ଦମ୍ପତ୍ତି ହେଲେ ମନୋଜ ମହାକୁଡ ଓ ସସ୍ମିତା ମହାକୁଡ…

ମାଟ୍ରିକ ପରିକ୍ଷାରେ କମ୍ ମାର୍କ ଆସିବାରୁ ବିଷ ଖାଇଲେ ଛାତ୍ର

ମୟୁରଭଞ୍ଜ: ବାହାରିଛି ଚଳିତ ବର୍ଷର ମାଟ୍ରିକ ପରିକ୍ଷା ଫଳ । ଚଳିତ ବର୍ଷ ୯୬.୦୭% ରହିଛି ପାସ୍ ହାର । ଗୋଟେପଟେ ଭଲ ମାର୍କ ରଖିଥିବାରୁ ଛାତ୍ରଛାତ୍ରୀ ମାନେ ଖୁସି ଥିବା ବେଳେ ସେପଟେ ବାଲେଶ୍ଵରରୁ ଆସିଛି ଦୁଃଖଦ ଖବର । ମାଟ୍ରିକ୍ ପରୀକ୍ଷାରେ କମ୍ ନମ୍ଵର ଆସିବାରୁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି…

ବାଲେଶ୍ୱର, ବାରିପଦାକୁ ନେଇ ଇଣ୍ଡଷ୍ଟ୍ରିଆଲ କ୍ଲଷ୍ଟର କରାଯିବ: ପାଣ୍ଡିଆନ

ବାଲେଶ୍ଵର: ଆପଣଙ୍କ ବିଜେପି ଏମ୍‍.ପି. ଆପଣଙ୍କ ପାଇଁ କଣ କରିଛନ୍ତି ବୋଲି ବାଲେଶ୍ଵର ଜନସଭାରେ ବାଲେଶ୍ୱରବାସୀଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ୱରରେ ବିଜେପି ନେତା ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

୧୦ ବର୍ଷ କେନ୍ଦ୍ରରେ କ୍ଷମତାରେ ରହି ମଧ୍ୟ ବିଫଳ ହୋଇଛି ବିଜେପି :ସଚିନ ପାଇଲଟ

ବାଲେଶ୍ୱର: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଆଜି ବାଲେଶ୍ୱରରେ କଂଗ୍ରେସ ପାଇଁ ପ୍ରଚାର କରିଛନ୍ତି  । ଏହି ଅବସରରେ ସେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜେଡି ଓ ବିଜେପି ଉଭୟ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ବ । ଏବେ ପରସ୍ପର…

ଆସନ୍ତା ଜୁନ ୧୦ରେ ଓଡ଼ିଶାର ଜଣେ ପୁଅ ବା ଝିଅ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ:ବୈଜୟନ୍ତ

ବାଲେଶ୍ବର: ଓଡ଼ିଶାରେ ଏବେ ୨ ଜଣ ଏକାଠି ବୁଲୁଛନ୍ତି । ହେଲିକପ୍ଟରରେ କମେଡି ଭିଡିଓ ଛାଡୁଛନ୍ତି । ସଭା କଲେ ଲୋକ ହେଉନାହାଁନ୍ତି । ଲୁଚିଛପି ଏଆଇ, ଡିପଫେକ୍ ଭିଡିଓ କରୁଛନ୍ତି କହି ଆଜି ବାଲେଶ୍ବରରେ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ରାଜ୍ୟସରକାରଙ୍କୁ କଟାକ୍ଷ କରିଛନ୍ତି ବୈଜୟନ୍ତ । …

‘ଭଡାଟିଆଙ୍କୁ ଆଣି ସରକାର ଚଳାଇଛି ବିଜେଡି’

ବାଲେଶ୍ବର: ‘ଓଡିଶାରେ ଲୋକ ମିଳିଳେନି ଯେ ଜଣେ ଭଡାଟିଆଙ୍କୁ ଆଣି ନେତା କରିଛନ୍ତି’, ‘ଆଉ ପ୍ରଧାନମନ୍ତ୍ରୀଙ୍କୁ ପର୍ଯ୍ୟଟକ କହି ଅପମାନ କରୁଛନ୍ତି ନବୀନ ବାବୁ’; ବାଲେଶ୍ବରରେ କିଛି ଏମିତି କହି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଆଜି ବାଲେଶ୍ବରରେ…