Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ଫାଇନାନ୍ସ କମ୍ପାନୀରେ ଲାଗିଲା ନିଆଁ

ବାଲେଶ୍ୱର : ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଏକ ଘରୋଇ ଫାଇନାନ୍ସ୍ କମ୍ପାନୀ ଅନ୍ନପୂର୍ଣ୍ଣା ଫାଇନାନ୍ସରେ ଅଗ୍ନିକାଣ୍ଡ ହୋଇଛି । ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବାର ଅନୁମାନ କରାଯାଉଥିଲେ ମଧ୍ୟ ସତ୍ୟସତ୍ୟତା କିଛି ଜଣା ପଡିନାହିଁ । ଅଫିସ୍ ଭିତରର ସବୁ କିଛି ପୋଡ଼ି ନଷ୍ଟ ହୋଇଯାଇଛି…

କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଧୂମ ଛେଚିଲେ ରୋଗୀଙ୍କ ସମ୍ପର୍କୀୟ

ସୋର: ଡାକ୍ତରଙ୍କୁ ଖୁବ୍ ପିଟିଲେ ରୋଗୀଙ୍କ ସମ୍ପର୍କୀୟ । କାର୍ଯ୍ୟରତ ଡାକ୍ତରଙ୍କୁ ରୋଗୀ ସମ୍ପର୍କୀୟ କଲେ ସଂଘବଦ୍ଧ ଆକ୍ରମଣ । ଏଭଳି ଅଭିଯୋଗ ଆସିଛି ବାଲେଶ୍ବର ଜିଲ୍ଲା ସୋର, ଅଡ଼ା ପ୍ରାଥମିକ ଚିକିତ୍ସାଳୟରୁ । ଚିକିତ୍ସାଳୟରେ କାର୍ଯ୍ୟରତ ଥିବା ଡାକ୍ତରଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ…

ଭାରସ୍ୟାମ ହରାଇ ୩୦ ଫୁଟ ତଳକୁ ଖସିପଡ଼ିଲା ପିକ୍ଅପ୍ ଭ୍ୟାନ୍, ୩ ଗୁରୁତର

ବାଲେଶ୍ଵର: ଭାରସ୍ୟାମ ହରାଇ ଚେକ ପୋଷ୍ଟକୁ ଧକ୍କା ଦେଇ ୩୦ ଫୁଟ ତଳକୁ ଖସିପଡ଼ିଲା ପିକ୍‌ଅପ୍ ଭ୍ୟାନ୍‌ । ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା। ଘଟଣାସ୍ଥଳରେ…

ଘର ଭିତରେ ଜଳିଗଲେ ମହିଳା, ସ୍ବାମୀ ଫେରାର

ବାଲେଶ୍ବର:  ବନ୍ଦ ଘରେ ଜଳିଗଲେ ମହିଳା । ଚିତ୍କାର ଶୁଣି ରକ୍ଷା କରିବାକୁ ଗାଁ ଲୋକ ପହଞ୍ଚିବା ବେଳକୁ ମହିଳା ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ । ମୃତ ମହିଳା ଜଣଙ୍କ ହେଉଛନ୍ତି ଅର୍ଚ୍ଚନା ବେହେରା ।…

କାଳ ସାଜିଲା ମୋବାଇଲ୍: କଥା ହେବାକୁ ମନା କରିବାରୁ ବାପାମା’ଙ୍କୁ ପନିକିରେ ହାଣିଲା ଝିଅ

ବାଲେଶ୍ଵର: ମୋବାଇଲରେ କଥା ହେବାକୁ ବାରଣ କରିବାରୁ ବାପା ମା’ଙ୍କୁ ପନିକିରେ ହାଣିଲା ଝିଅ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସରଶଙ୍ଖ ଗାଁ ରେ । ବାପା ରଞ୍ଜିତ ସିଂ ଓ ମା ବୁଦୁନି ସିଂଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ଵର ଜିଲ୍ଲା…

‘ଆକାଶ ଏନଜି’ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର

ବାଲେଶ୍ଵର: ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଆକାଶ ଏନଜି’ ର ସଫଳ ପରୀକ୍ଷଣ । ଆଇଟିଆର୍ ପକ୍ଷରୁ ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଦିନ ୧୦ଟା ୩୦ ମିନିଟରେ ଏହି ପରୀକ୍ଷଣ କରାଯାଇଛି । ‘ଆକାଶ ଏନଜି’ର ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର । ସଫଳତାର ସହିତ…

ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ୱର, AQI ୩ ଶହ ପାର୍

ବାଲେଶ୍ଵର: ଦିଲ୍ଲୀ ପରେ ଏବେ ଓଡିଶାର ପ୍ରଦୁଷଣ, ଚିନ୍ତାର ବିଷୟ ପାଲଟିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ବର୍ତ୍ତମାନ ଓଡିଶାର ୬ଟି ସହର, ପ୍ରମୁଖ ପ୍ରଦୂଷିତ ସହର । ଓଡ଼ିଶାର ବାରିପଦା, ବାଲେଶ୍ୱର, ଭୁବନେଶ୍ୱର, କଟକ, କେନ୍ଦୁଝର ଓ ରାଇରଙ୍ଗପୁରରେ ୩ ଶହ ପାର୍‌…

ଘରେ ପଶି ମହିଳାଙ୍କୁ ଗୁଳିମାଡ, ଦୁର୍ବୁତ୍ତ ଫେରାର୍

ନୀଳଗିରି : ଘରେ ପଶି ମହିଳାଙ୍କୁ ଗୁଳିମାଡ କଲେ ଅଜଣା ଦୁର୍ବୁତ୍ତ  । ଏମିତି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ରାଇପାଳ ଗାଁରେ  । ମହିଳା ଜଣକ ରାତିରେ ଘରେ ଶୋଇଥିବାବେଳେ କିଛି ଅଜଣା ଦୁର୍ବୁତ୍ତ ଆସି ଗୁଳି ମାଡ କରିଛନ୍ତି  । ମହିଳା ଜଣକ ଲକ୍ଷ୍ମୀ ମୁର୍ମୁ ବୋଲି ଜଣାପଡିଛି ।…

ବାପା ନାଁ ରେ କଳଙ୍କ, ଝିଅ ସହ କଲା ଦୁଷ୍କର୍ମ

ବାଲେଶ୍ଵର: ବାପା ନାଁ ରେ କଳଙ୍କ । ଧରମ ଝିଅକୁ ଦୁଷ୍କର୍ମ କରି ଗିରଫ ହେଲା ଧରମ ବାପା । ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଧରମ ଝିଅକୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଳେଶ୍ଵର ପୋଲିସ ଗତକାଲି ରାତିରେ ଭୋଗରାଇ ବ୍ଲକ ଉଲୁଡ଼ା ଅଞ୍ଚଳର ଅନନ୍ତ ପ୍ରଧାନ…

ଥମୁନି ଧଳା ଜହର ବେପାର, ପୁଣି ୩୩୮ ଗ୍ରାମର ବ୍ରାଉନସୁଗାର ଜବତ କଲା ପୋଲିସ

ବାଲେଶ୍ଵର: ରାଜ୍ୟରେ ଅପରାଧିକ ଘଟଣା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ବ୍ରାଉନସୁଗାର ବେପାର । ଦୈନିକ ଭାବେ କେଉଁଠୁ ନା କେଉଁଠୁ ବ୍ରାଉନସୁଗାର ଜବତ କରାଯିବ ସହ ଅଭିଯୁକ୍ତ ମଧ୍ୟ ଗିରଫ ହେଉଛନ୍ତି । ଏହାରି ଭିତରେ ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଅନ୍ତର୍ଗତ ଶାସନବାର୍ଡ ଅଞ୍ଚଳରୁ ୩୩୮…