Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା, ବିପଦ ସଙ୍କେତ ଉପରେ ଜଳକା

ବାଲେଶ୍ଵର: ଲଗାଣ ବର୍ଷାରେ ବେହାଲ ବାଲେଶ୍ବର ସହର । ଲଘୁଚାପ ଜନିତ ଲଗାଣ ବର୍ଷା କରଣରୁ ବଢୁଛି ବୈତରଣୀ ନଦୀର ଜଳସ୍ତର । ସେପଟେ ବିପଦ ସଙ୍କେତ ଉପରେ ଜଳକା । ନଦୀର ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୩୨ ମିଟରରେ ପ୍ରବାହିତ ହେଉଛି ।…

୨୫ ହଜାରରେ ବିକ୍ରି ହେଲା୧୧୦କେଜି ଓଜନର ମାଛ

ଜଳେଶ୍ବର: ଆପଣ ମାନେ ମାଛ ଦେଖିଥିବେ , କିନ୍ତୁ ୧୧୦ କିଲୋର ମାଛ କେବେ ଦେଖିଛନ୍ତି  । ହଁ ଆଜ୍ଞା ଦୀଘା ମୁହାଣ ସମୁଦ୍ରରେ ଜଣେ ମତ୍ସ୍ୟଜୀବୀଙ୍କ ଜାଲରେ ୧୧୦ କିଲୋ ଓଜନର ଏକ ମାଛ ପଡିଛି  । ଯାହାକୁ ଦେଖିବାକୁ ଆଜି ଦୀଘା ମୁହାଣ ମାଛ ମାର୍କେଟରେ ପ୍ରବଳ ଲୋକଙ୍କର ଭିଡ ଜମିଥିଲା । ଏହି ବିରାଟ…

ପାଖରେ ଫାଣ୍ଡି ଥାଇ ବି ଏଟିଏମ୍ ଭାଙ୍ଗି ଲୁଟିନେଲେ ଟଙ୍କା

ବାଲେଶ୍ବର :ବାଲେଶ୍ବର ଜିଲ୍ଲା ସକ୍ରିୟ ଲୁଟେରା ଗ୍ୟାଙ୍ଗ୍  । ଏଟିଏମ୍ ଠାରୁ ୩୦ କିଲୋମିଟର ଦୂରରେ ଏକ ଫାଣ୍ଡି ରହିଛି  । ତଥାପି ନିର୍ଭୟରେ ଆସି ଗ୍ୟାସ୍ କଟରରେ ଏଟିଏମ କାଟିଲେ ଏବଂ ଟଙ୍କା ଲୁଟି ନେଇଗଲେ  । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି  ବାଲେଶ୍ବର ଜିଲ୍ଲା ରେମୁଣା କ୍ଷୀରଚୋରା…

ରାଜ୍ୟରେ ଚାଲିଛି ସ୍ୱଚ୍ଛତା ହିଁ ସେବା ଅଭିଯାନ, କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ଲକ୍ଷାଧିକ ଲୋକ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଆରମ୍ଭ ହୋଇଥିବା ସ୍ୱଚ୍ଛ ଭାରତ ଅଭିଯାନକୁ ଇତି ମଧ୍ୟରେ ୯ ବର୍ଷ ପୁରିବାକୁ ଯାଉଛି । ଏହି କ୍ରମରେ ଗତ ସେପ୍ଟେମ୍ବର ୧୫ ତାରିଖ ଠାରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ଅଧୀନ…

ମାଆ ସାଜିଲା ପିଶାଚୀ: ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା

ବାଲେଶ୍ଵର: ନିଷ୍ଠୁର ହୋଇଗଲା ଜନ୍ମକଲା ମାଆ । ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା । ମେଡିକାଲ ପାଇଖାନା ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର । ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଫକୀର ମୋହନ ମେଡିକାଲ କଲେଜ୍ ଏବଂ ହସ୍ପିଟାଲରେ ।…

ଘରୋଇ କଳହକୁ କେନ୍ଦ୍ର କରି ଭାଇକୁ ହାଣିଲା ଭାଇ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଲଙ୍ଗଳେଶ୍ବର ଗାଁରେ ଅଭାବନୀୟ ଘଟଣା  । ଘରୋଇ କଳହକୁ କେନ୍ଦ୍ର କରି ଭାଈକୁ ହାଣି ଦେଇଛି ଭାଈ  । ସୂଚନା ଅନୁସାରେ ଗତକାଲି କୌଣସି କଥାକୁ ନେଇ ସୁଶାନ୍ତ ଗିରିଙ୍କର ତାଙ୍କ ମାଆ ସାବିତ୍ରୀ ଗିରିଙ୍କ ସହ ବଚସା ହୋଇଥିଲା  । ଏଥିରେ ରାଗି ଯାଇ ସୁଶାନ୍ତ ତାଙ୍କ…

ବାଲେଶ୍ବର ଜିଲ୍ଲାରେ ସ୍କୁଲ ଗୁଡିକର ମଧ୍ୟାହ୍ନ ଭୋଜନ ଦାୟିତ୍ବ ନେବେ ଅଙ୍ଗନବାଡି ଦିଦି

ବାଲେଶ୍ବର: ଗତ କିଛି ଦିନ ହେବ ପ୍ରାଥମିକ ସ୍କୁଲର ଶିକ୍ଷକମାନେ ୩ ଦଫା ଦାବି ନେଇ ଧାରଣାରେ ବସିଛନ୍ତି  । ଫଳରେ ଅନେକ ସ୍କୁଲରେ ତାଲା ଝୁଲୁଛି । ପିଲାମାନେ ସ୍କୁଲକୁ ଆସୁଛନ୍ତି ହେଲେ ଫେରି ଯାଉଛନ୍ତି  । ଫଳରେ ପିଲାଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି  । ଯାହାକୁ ଦୃଷ୍ଟିରେ ରଖି ବିକଳ୍ପ…

ଚାଷୀଙ୍କ ଆଖିସାମ୍ନାରେ ଛେଳିକୁ ଗିଳିଲା ଅଜଗର : ଉଦ୍ଧାର କରି କୂଳଡିହା ଜଙ୍ଗଲରେ ଛାଡିଲା ବନ ବିଭାଗ

ବାଲେଶ୍ଵର : ଚାଷୀଙ୍କ ଆଖିସାମ୍ନାରେ ଛେଳିକୁ ଗିଳିଲା ଅଜଗର । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଔପଦା ବ୍ଲକ୍ ଢ଼ୋଲପୁର ଗାଁରେ  ।  ଗାଁର ରମାକାନ୍ତ ସିଂ ଛେଳି ଚରାଇବା ପାଇଁ ନିକଟରେ ଥିବା ଦେବଗିରି ପାହାଡ଼କୁ ଯାଇଥିଲେ। ଏତିକିବେଳେ ହଠାତ୍ ଏକ ୧୦ ଫୁଟ୍ ଲମ୍ବର ଅଜଗର…

ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା, ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ

ବାଲେଶ୍ଵର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାତିରୁ ବର୍ଷାର ପ୍ରକୋପ ବୃଦ୍ଧି ହୋଇଥିବା ବେଳେ ଗତ ୩୬ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହୋଇଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ କିଛି…

ବାଲେଶ୍ବର ଶୋଭାରମପୁରରେ ଯୁବକଙ୍କୁ ଗୁଳିମାଡ ଘଟଣା: ୮ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବାଲେଶ୍ଵର : ବାଲେଶ୍ଵର ଶୋଭାରମପୁରରେ ଯୁବକଙ୍କୁ ଗୁଳିମାଡ ଘଟଣା  । ପୋଲିସ ଏହି ଘଟଣାରେ ୮ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି  । କଥା କଟିରୁ ଏହି ଗୁଳିକାଣ୍ତଡ ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି  । ଗତକାଲି ରାତିରେ ଶୋଭାରମପୁରର ଅନ୍ଧାରୀ ମଙ୍ଗଳା ଠାକୁରାଣୀ…