Latest Odisha News
Browsing Category

ବରଗଡ଼

Baragarh

ଚୋରା ଚାଲାଣ ବେଳେ ବିପୁଳ କଫ ସିରଫ ଜବତ

ବରଗଡ଼ : ବେଆଇନ ଚୋରା ଚାଲାଣ ବେଳେ ବିପୁଳ କଫ ସିରଫ ଜବତ । ଜଣେ ମହିଳା ସମେତ ୪ ଗିରଫ । ପ୍ରେସ ଲେଖାଥିବା କାରରେ ହେଉଥିଲା ଚୋରା ଚାଲାଣ । ଜିଲ୍ଲାରେ ଦିନକୁ ଦିନ ନିଶା କାରବାର ବଢି ଚାଲିଥିବା ବେଳେ ବରଗଡ଼ ପୋଲିସକୁ ମିଳିଛି ବଡ଼ ସଫଳତା । ଗତ ରାତିରେ ବିପୁଳ ପରିମାଣର କଫ ସିରପ ଏସକଫ ଓ…

କୋକେଇରେ ବାହୁଡିଗଲା ବର

ବରଗଡ: ନିର୍ଦ୍ଦୟ ମହାମାରୀ । ମାଆ କୋଳରୁ ପୁଅକୁ ଛଡ଼ାଇ ନେଇଛି । ଆଉ କିଛି ଦିନରେ ବର ବେଶରେ ଆସିଥାନ୍ତା , ହେଲେ ପୁଅ ଆସିଲା କୋକେଇରେ । କରୋନା ମହାମାରୀ ପରିବାରର ସବୁ ଖୁସି ଛଡେଇ ନେଲା । ବେଦୀରେ ହୋମ ନିଆଁ ନଜଳି ମଶାଣିରେ ଜଳିଲା ଯୁଇ । ବରଗଡ ଜିଲ୍ଲାର ଲହଣ୍ଡା ପଂଚାୟତ ଯୋଗୀପାଲି…

ଜେଲରେ ବ୍ୟାପୁଛି କରୋନା: ଓଡ଼ିଶାର ଏହି ଜେଲରୁ ୮୩ ପଜିଟିଭ୍

ବରଗଡ଼: ଜେଲରେ ବ୍ୟାପୁଛି କରୋନା । ଓଡ଼ିଶାର ଗୋଟିଏ ପରେ ଗୋଟିଏ ଜେଲରୁ କଏଦୀ ସଂକ୍ରମିତ ହେଉଛନ୍ତି । ବରଗଡ଼ ଜିଲ୍ଲା ପଦ୍ମପୁର ସବ୍-ଜେଲରେ ୮୩ ଜଣ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ପଦ୍ମପୁର ଏସଡିଏମଓ । ସଂକ୍ରମିତଙ୍କୁ ଆଇସୋଲେସନ୍ ଓ୍ୱାର୍ଡରେ ରଖି ଚିକିତ୍ସା…

ବରଗଡ଼ରେ ICU ଓ ଭେଣ୍ଟିଲେଟର ସୁବିଧା ଥିବା କୋଭିଡ୍ କେୟାର ସେଣ୍ଟର ଉଦ୍‌ଘାଟିତ

ବରଗଡ଼: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବରଗଡ଼ରେ କୋଭିଡ୍ କେୟାର ସେଣ୍ଟର ଉଦଘାଟିତ । ICU ଓ ଭେଣ୍ଟିଲେଟର ସୁବିଧା ଥିବା କୋଭିଡ୍ କେୟାର ସେଣ୍ଟରର ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭିଡିଓ କନଫରେନ୍ସିଂରେ ଉଦଘାଟିତ ହୋଇଛି । କୋଭିଡ୍ ରୋଗୀଙ୍କ ପାଇଁ ବିକାଶ…

ଛତିଶଗଡ଼ରେ ମାଡୁଛି ମହାମାରୀ, ପଶ୍ଚିମ ଓଡ଼ିଶା ଏହି ୪ ଜିଲ୍ଲାରେ ବଢୁଛି ଭାଇରସ୍ ଭୟ

ଭୁବନେଶ୍ୱର: ଛତିଶଗଡ଼ରେ କରୋନା କେସ୍ ଉପରମୁହାଁ । ସେଠି ବଢୁଛି ଦୈନିକ ସଂକ୍ରମଣ । ସୀମାନ୍ତବର୍ତ୍ତୀ ପଶ୍ଚିମ ଓଡ଼ିଶା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ୪ଟି ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେଇଛି । ଏସବୁ…

ବରଗଡର ସଫଳ ଚାଷୀ ରାମକୃଷ୍ଣ ସାହୁ ….କଣ ତାଙ୍କ ସଫଳତାର ରହସ୍ୟ, ଆସନ୍ତୁ ଜାଣିବା

ବରଗଡ: ସୋହେଲା ବ୍ଲକ ଘୁମୁନିପାଲି ଗାଁର ରାମକୃଷ୍ଣ ସାହୁ । ପରିବାର କହିଲେ ବାପା, ମା, ସ୍ତ୍ରୀ ଏବଂ ଗୋଟେ ଝିଅ । ବାପା ତାଙ୍କର ଚାଷ କାମ କରି ପରିବାର ଚଳାଉଥିଲେ । ରାମକୃଷ୍ଣ ନବମ ଶ୍ରେଣୀ ଯାଏଁ ପାଠ ପଢିବା ପରେ ସହରକୁ ବାହାରକୁ ଯାଇ ଏକ ବେସରକାରୀ ସଂସ୍ଥାରେ ଦୀର୍ଘ ୭ ବର୍ଷ କାଳ…

ପଢନ୍ତୁ ବରଗଡର ବିଲମାଳରୁ ସୁଧୀରଙ୍କ ସଫଳତାର କାହାଣୀ

ବରଗଡ : ସଠିକ ସୂଚନାର ଅଭାବ ଓ ପରାମର୍ଶ ଅଭାବରୁ ଚାଷ କାମରେ ଅନେକ କ୍ଷତିର ସମ୍ମୁଖୀନ ହେଉଥିଲେ ଭଟଲି ବ୍ଲକ ଡୁମାଲପାଲି ଗାଁର ଚାଷୀ ସୁଧୀର ସାହୁ । କିନ୍ତୁ ହଠାତ୍ ଚମତ୍କାର ହେଲା ତାଙ୍କ କ୍ଷେତ୍ରରେ । ଚାଷ କାମରେ ଉପୁଜୁଥିବା ସମସ୍ୟାର ସମାଧାନ ହେଲା, ବେଶ୍ ଦୁଇ ପଇସା ରୋଜଗାର ବି ହେଲା ।…

ବରଗଡରେ ଓଲଟିଲା ବରଯାତ୍ରୀ ଗାଡି, ୨ ମୃତ, ୭ ଆହତ

ବରଗଡ଼: ବିଜେପୁର ସର୍ନାପାଲି ବ୍ରିଜରୁ ଖସିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ଅଟୋ । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ଗୋବିନ୍ଦପାଲି ଅଞ୍ଚଳରୁ ବିଜେପୁର ମାରପଡ଼ାକୁ ବରଯାତ୍ରୀମାନେ…

ବରଗଡ଼ ଗସ୍ତରେ ୫-ଟି ସଚିବ, ନୃସିଂହନାଥ ମନ୍ଦିର ପରିଦର୍ଶନ, ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା 

ପଦ୍ମପୁର: ବରଗଡ଼ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ସମୟରେ ପାଇକମାଲର ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ସକାଳ ୧୦ଟା ସମୟରେ ୫-ଟି ସଚିବ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସଟିଭଟାରୁ ପଦ୍ମପୁର ପାଇକମାଲ ରାସ୍ତା…

ଆଜି ନୃସିଂହନାଥ ମନ୍ଦିର ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ

ବରଗଡ଼: ରାଜ୍ୟ ସରକାରଙ୍କ ଫୋକସରେ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀର ବିକାଶ । ଆଜି ପଶ୍ଚିମ ଓଡ଼ିଶାର ଅନ୍ୟତମ ପ୍ରମୁଖ ସ୍ଥାନ ବରଗଡ଼ ଜିଲ୍ଲା ପାଇକମାଲ ସ୍ଥିତ ଗଙ୍ଗା ନୃସିଂହନାଥ ମନ୍ଦିର ପୀଠ ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ।…